Browsing Category

ଓଡିଶା

ବିକ୍ରି ହେବ ଅର୍ପଣ ଚାଉଳ; ଜିଲ୍ଲାପାଳ

ପୁରୀ : ବିକ୍ରି ହେବ ଅର୍ପଣ ଚାଉଳ। କ୍ୱିଣ୍ଟାଲ କି ଦୁଇ କ୍ୱିଣ୍ଟାଲ ନୁହେଁ ପ୍ରାୟ ୧୦ ହଜାର କ୍ୱିଣ୍ଟାଲ ଅର୍ପଣ ଚାଉଳ ବିକ୍ରି କରାଯିବ। ଟେଣ୍ଡର ମାଧ୍ୟମରେ ଅର୍ପଣ ଚାଉଳକୁ କୌଣସି ବ୍ୟକ୍ତି ବିଶେଷ କି ମିଲର ନେଇପାରିବେ। ସ୍ପଟ୍ ଭିଜିଟ୍ କରି ମିଲର୍ କିମ୍ବା ବ୍ୟକ୍ତିବିଶେଷ ଚାଉଳ

ଇଭିଏମ ଟାମ୍ପରିଂ ଅଭିଯୋଗ ମାମଲା: ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

କଟକ: ବିଜୁ ଜନତା ଦଳ (ବିଜେଡି)ର ରାଉରକେଲା ବିଧାୟକ ସାରଦା ନାୟକଙ୍କ ନାଁରେ ଇଭିଏମ ଟାମ୍ପରିଂ ଅଭିଯୋଗ ମାମଲା ନେଇ ଓଡ଼ିଶା ହାଇକୋର୍ଟ ମଙ୍ଗଳବାର ଶୁଣାଣି କରିଛନ୍ତି। ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାରେ ଉତ୍ତର ରଖିବାକୁ ସାରଦା ନାୟକଙ୍କୁ ନୋଟିସ୍‌ ଜାରି

ଭଦ୍ରକ ଜିଲ୍ଲାର ନେତୃମଣ୍ଡଳୀ ଓ ଦଳୀୟ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର: ବିଗତ କିଛିଦିନ ଧରି ଶଙ୍ଖ ଭବନ ଠାରେ ଚାଲିଥିବା ବିଜୁ ଜନତା ଦଳର ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକରେ ସଂଗଠନକୁ ସଶକ୍ତ କରିବା ଏବଂ ପରବର୍ତ୍ତୀ କାର୍ଯ୍ୟପନ୍ଥା ସ୍ଥିର କରିବା ପାଇଁ ଜିଲ୍ଲା ନେତୃତ୍ୱ ମାନଙ୍କର ବୈଠକ ଚାଲିଛି। ଏହି କ୍ରମରେ ଆଜି ଭଦ୍ରକ ଜିଲ୍ଲା ବିଜୁ ଜନତା ଦଳର

ପିଲାଙ୍କୁ ଛତୁଆ ବଦଳରେ ମିଳିବ ମାଣ୍ଡିଆ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଙ୍ଗନଓ୍ବାଡିରେ ପିଲାଙ୍କୁ ଦିଆଯାଉଥିବା ଛତୁଆକୁ ନେଇ ଚିନ୍ତାରେ ଉପମୁଖ୍ୟମନ୍ତ୍ରୀ । ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଗକୁ ଅଙ୍ଗନଓ୍ବାଡି ମାନଙ୍କରେ ଛତୁଆ ବଳଦରେ ଦିଆଯାଇପାରେ ମାଣ୍ଡିଆ । ଉପମୁଖ୍ୟମନ୍ତ୍ରୀ

ଭଦ୍ରକ ବିଜେଡିରେ ବି ଫାଟ!

ଭଦ୍ରକ: ତୁଟୁନି ବିଜେଡି ବିବାଦ । ନିର୍ବାଚନରେ ହାରିବା ପରେ ଯେମିତି ଦଳର ସବୁ ସଦସ୍ୟ ବେପରୁଆ ହୋଇଗଲେଣି । ଯେଉଁଠି ଦିନେ ମାଟି କାମୁଡି ପଡୁଥିଲେ । ଆଜି ଟିକିଏ କେଁ କିନା ହେଲା ବେଳକୁ ବି କନ୍ଦଳ ହେଇଯାଉଛି । ସମସ୍ତଙ୍କ ମୁହଁ ବି ଫିଟିଗଲାଣି । ଯାହାକୁ ନେଇ ଏବେ ବିଜେଡି ଭିତରେ ପରସ୍ପର

ବାଇକକୁ ଧକ୍କା ଦେଲା ବାଇକ, ଚାଳକ ଜୀବନ୍ତ ଦଗ୍ଧ

ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଡପାନି ରାସ୍ତାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଯାହା ପରେ ଦୁଇ ବାଇକ୍‌ ବିଚ୍‌ ରାସ୍ତାରେ ହୁତୁହୁତ ହୋଇ ଜଳିବାକୁ ଲାଗିଲା। ଏହି ଅଘଟଣରେ ଜଣେ ବାଇକ୍‌ ଚାଳକ ଜୀଅନ୍ତା ଜଳି ଯାଇଥିବା ବେଳେ ଦୁଇ ଜଣ

ଦୀପାଳି ଦାସଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ

ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ। ତେଲକୋଳେଇ ଥାନା ମାମଲାରେ ତାଙ୍କୁ ମିଳିଛି ଆଗୁଆ ଜାମିନ। ଗତ ୨୧ତାରିଖରେ ଝାରସୁଗୁଡ଼ାର ତେଲକୋଳେଇ ଥାନା ଅଞ୍ଚଳରେ ଥିବା କୋଲ ଇଣ୍ଡିଆ ଅଫିସ ସାମ୍ନାରେ ପ୍ରତିବାଦ ଧାରଣା ଘଟଣାରେ ଦାୟର ମାମଲାରେ

ବିଜେଡି ବିବାଦରେ ଆକ୍ସନ: ୪ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ବର: ବିଜେଡି ଭିତର ବିବାଦ ଦିନକୁ ଦିନ ବଢୁଥିବା ବେଳେ ଏବେ ଆରମ୍ଭ ହୋଇଛି ଆକ୍ସନ ପ୍ରକ୍ରିୟା । ୪ଜଣ ବିଜେଡି ନେତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ଜିଲ୍ଲା ସଭାପତି । କର୍ପୋରେଟର ଅମରେଶ ଜେନା, ବିରଞ୍ଚି ମହାସୂପକାରଙ୍କୁ ନୋଟିସ ଯାଇଥିବା ବେଳେ ବିଜୁ ଛାତ୍ର ଜନତା ଦଳର

ନୂତନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ସୁରେଶ ଦେବଦତ୍ତ ସିଂହ

ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ୍‌ ସିଟି କମିଶନର । ନୂତନ କମିଶନର ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ଦେବଦତ୍ତ ସିଂହ । ପୂର୍ବତନ କମିଶନର ସଂଜୀବ ପଣ୍ଡାଙ୍କ ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ୧୯୯୮ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌ ଦେବଦତ୍ତ ସିଂହ ଆଜି ନୂତନ ଦାୟିତ୍ୱ ଗ୍ରହଣ

ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ, ୧୭ ଆକ୍ରାନ୍ତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ମେଘଲା ଗାଁରେ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସେହିପରି ଗାଁରେ ଆହୁରି ୧୭ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ମୃତକ ଦ୍ୱୟ ହେଉଛନ୍ତି, ଉପି ମଲ୍ଲିକ (୬୬) ଓ ଖଇରୁ ଜାଲ (୫୫)। ଝାଡ଼ାବାନ୍ତିରେ