Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ଲାଗିଲା ନିଆଁ
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳାୟରେ ଲାଗିଲା ନିଆଁ । ହୁତୁହୁତୁ ହୋଇ ଜଲିଲା ଇନଭର୍ଟର । ତେବେ ଏଥିରେ କେହି ଆହତ ହୋଇନଥିବା ସୂଚନା ମିଳିଛି ।
ତେବେ ମିଳିଥିବା ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ଇନଭର୍ଟର ଫାଟି ଅଗ୍ନିକାଣ୍ଡ ଘଟିଛି । ଯେଉଁ!-->!-->!-->…
ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ପୁଲିସ ଅଧିକାରୀ
କଟକ: ଭରତପୁର ଥାନା ବିବାଦ ଘଟଣାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ପୁଲିସ କର୍ମଚାରୀ | ଇନ୍ସପେକ୍ଟର ଦୀନକୃଷ୍ଣ ମିଶ୍ରଙ୍କ ସମେତ ଅନ୍ୟ ୪ ପୁଲିସ କର୍ମଚାରୀ ବି ଆଗୁଆ ଜାମିନ ଆବେଦନ କରିଛନ୍ତି | ଉଲ୍ଲେଖ ଥାଉ କି ଭରତପୁର ଥାନା ମାମଲାରେ ମିଛଧରା ପରୀକ୍ଷାର ସମ୍ମୁଖୀନ!-->…
‘ନବୀନଙ୍କ ସମୟରେ ହିଁ ବଦଳିଛି ନଗଡା ଚିତ୍ର’
ଭୁବନେଶ୍ବର: ରବିବାର ଯାଜପୁର ବଡଚଣାରେ ଆୟୋଜିତ ବିଜେପି ସଦସ୍ୟତା ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ଓ ସୁପ୍ରିମୋଙ୍କୁ ଜୋରଦାର ଟାର୍ଗେଟ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯାହାକୁ ନେଇ ଆଜି ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ!-->…
୪ ରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆକଳନ
ଭୁବନେଶ୍ୱର: ଅକ୍ଟୋବର ୬ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଫଳରେ ୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୪ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ। ହେଲେ ରାଜ୍ୟର କେଉଁ ଜିଲ୍ଲାରେ ଏହାର କେତେ ପ୍ରଭାବ ପଡ଼ିବ ସେ ନେଇ ଆକଳନ!-->…
ଭରତପୁର ଘଟଣାରେ ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ
ଭୁବନେଶ୍ବର: ଆରମ୍ଭ ହେଲା ରାଜଧାନୀର ବହୁ ଚର୍ଚ୍ଚିତ ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ । ଜଷ୍ଟିସ୍ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବର ସର୍କିଟ ହାଉସରେ ଏନେଇ ଆରମ୍ଭ ହୋଇଛି ବିଚାର ବିମର୍ଷର ପ୍ରଥମ ବୈଠକ । ଏଥିସହିତ ଏହି ବୈଠକରେ ପୋଲିସ ଡିଜି ଓ ଗୃହ ସଚିବ ମଧ୍ୟ!-->…
ଭଦ୍ରକରେ ସୁଧୁରୁଛି ସ୍ଥିତି, ଆଜି ଲିଜ୍ ଲାଇନ ଇଣ୍ଟରନେଟ ସେବା ଆରମ୍ଭ
ଭଦ୍ରକ : ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକ ଓ ଧାମନଗରରେ ଉତ୍ତେଜନା ଘଟଣା । ପୋଲିସକୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୨୨ ଗିରଫ । ଉତ୍ତେଜନା ପରେ ଭଦ୍ରକରେ ସୁଧୁରୁଛି ସ୍ଥିତି । ବିବାଦୀୟ ପୋଷ୍ଟ କରିଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ପରେ ପରିସ୍ଥିତି!-->…
ଡିପଥେରିଆ ଆତଙ୍କ: ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, ପରିସ୍ଥିତି ଅନୁଧ୍ୟାନ କଲେ ଡାକ୍ତରୀ ଟିମ୍
ମାଲକାନଗିରି: ମାଲକାନଗିରି ଡିପଥେରିଆ ଆତଙ୍କ। ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହେବା ପରେ ମେଡିକାଲ ଟିମ୍ ଗାଁରେ ପହଂଚି ସ୍ଥିତି ପରଖିଛି। ମୃତକ ଜଣକ ଛାତ୍ର ହୋଇଥିବାରୁ ତଙ୍ଗଗୁଡ଼ା ଆବାସିକ ବିଦ୍ୟାଳୟରେ ପହଞ୍ଚି ସମସ୍ତ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇଛନ୍ତି ଟିମ୍ ।
କୋରାପୁଟ,!-->!-->!-->…
ରାଉରକେଲା ଗଣଦୁଷ୍କର୍ମ ଘଟଣାରେ ଜେଲ୍ ଗଲେ ୬ ଅଭିଯୁକ୍ତ
ରାଉରକେଲା: ସୁନ୍ଦରଗଡ ଜିଲ୍ଲାର ଜଣେ ୧୭ ବର୍ଷର ବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାରେ ସ୍ୱତନ୍ତ୍ର POCSO କୋର୍ଟ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି। ଯାହା ପରେ ସମସ୍ତଙ୍କୁ ଜେଲ ପଠାଇଦିଆଯାଇଛି।
ଏହି ୬ ଜଣଙ୍କୁ ଗଣଦୁଷ୍କର୍ମ ଘଟଣାରେ ଗିରଫ କରାଯିବା ପରେ ରଘୁନାଥପାଲି ପୋଲିସ!-->!-->!-->…
ପୁଣି ଖୋଲିବ ସ୍ମିତାରାଣୀ ମୃତ୍ୟୁ ରହସ୍ୟ
ଯାଜପୁର: ପୁଣି ଖୋଲିବ ସ୍ମିତାରାଣୀ ମୃତ୍ୟୁ ମାମଲା । ଧର୍ମଶାଳା ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲାର ତଦନ୍ତ ହେବ । ଆଜି ଯାଜପୁର ବଡଚଣାରେ ବିଜେପି ସଦସ୍ୟତା ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ବିଜେପିର ସଦସ୍ୟତା ଅଭିଯାନ!-->!-->!-->…
ବିଜେପିରେ ମିଶିଲେ ଦଶପଲ୍ଲା ଏନ୍ଏସି ଉପାଧ୍ୟକ୍ଷ
ଦୁଇ ଦିନ ତଳେ ବିଜେଡିରୁ ଇସ୍ତଫା ଦେଇଥିବା ନୟାଗଡ଼ ଜିଲ୍ଲା ଦଶପଲ୍ଲା ଏନ୍ଏସିର ଉପାଧ୍ୟକ୍ଷ କିଶୋର ଚନ୍ଦ୍ର ଦାସ ଆଜି ବିଜେପିରେ ଯୋଗ ଦେଇଛନ୍ତି।
କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ଓ ବିଜେପିର ସମସ୍ତ ବ୍ଲକ୍ ସ୍ତରୀୟ କାର୍ଯ୍ୟକର୍ତ୍ତାଙ୍କ ଉପସ୍ଥିତିରେ ଶ୍ରୀ ଦାସ ବିଜେପିରେ ଯୋଗ!-->!-->!-->…