Browsing Category

ଓଡିଶା

ବଢୁଛି ଜଳସ୍ତର, ହୀରାକୁଦ ଖୋଲିଲା ଆଉ ୩ଟି ଗେଟ୍

ଭୁବନେଶ୍ୱର; ଖୋଲିଲା ହୀରାକୁଦର ଆଉ ୩ଟି ଗେଟ୍ l ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଆଜି ଆଉ ୩ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୪ଟି ଗେଟ ଖୋଲାଥିବା ବେଳେ ଏବେ ଆଉ ୩ଟି ଗେଟ୍ ଖୋଲିଛି l ବର୍ତ୍ତମାନ ମୋଟ ୭ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି l ଉପର ମୁଣ୍ଡରେ ପ୍ରବଳ ବର୍ଷା

ସୁବର୍ଣ୍ଣରେଖାରେ ଗାଧୋଇବା ବେଳେ ବୁଡିଗଲେ ୪ ନାବାଳକ, ଜଣେ ମୃତ

ଜଳେଶ୍ୱର : ସୁବର୍ଣ୍ଣରେଖା ନଦୀରେ ଗାଧୋଇବା ବେଳେ ବୁଡିଗଲେ ୪ ନାବାଳକ । ଘଟଣା ସ୍ଥଳରେ ଜଣଙ୍କର ମୃତ୍ଯୁ ହୋଇଥିବା ବେଳେ ଅନ୍ଯ ୩ ଜଣ ଗୁରୁତର । ଗୁରୁତର ୩ ଜଣଙ୍କୁ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ର ରେ ଭର୍ତ୍ତି କରା ଯାଇଛି । ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା

ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ହେଲା ବାବା ପଞ୍ଚଲିଙ୍ଗେଶ୍ଵରଙ୍କ ଦର୍ଶନ

ବାଲେଶ୍ୱର: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ହେଲା ବାବା ପଞ୍ଚଲିଙ୍ଗେଶ୍ଵରଙ୍କ ଦର୍ଶନ l ଲଗାଣ ବର୍ଷାରେ ବେହାଲ ସାରା ଓଡିଶା l ସେପଟେ ଗତ କିଛିଦିନ ଧରି ବାଲେଶ୍ୱରରେ ପ୍ରବଳ ବର୍ଷା ହେବ କାରଣରୁ ଅନେକ ସ୍ଥାନରେ ବନ୍ୟା ସ୍ଥିତି ଉପଜିଛି l ସେପଟେ ଲଗାଣ ବର୍ଷା କାରଣରୁ ବାବା

ଭରତପୁର ଥାନା ମାମଲା: ନିଲମ୍ବିତ ଅଧିକାରୀଙ୍କୁ ପଲିଗ୍ରାଫ ଟେଷ୍ଟ ପାଇଁ ଅନୁମତି ଦେଲେ କୋର୍ଟ

ଭୁବନେଶ୍ବର: ଭୁବନେଶ୍ବର ଭରତପୁର ଥାନା ନିର୍ଯାତନା ମାମଲାରେ ଆଉ ତିନି ନିଲମ୍ବିତ ଅଧିକାରୀଙ୍କୁ ପଲିଗ୍ରାଫ ଟେଷ୍ଟ ପାଇଁ ଅନୁମତି ଦେଲେ କୋର୍ଟ। ସେମାନେ ହେଲେ ସବ ଇନ୍ସପେକ୍ଟର ବୈଶାଳିନୀ ପଣ୍ଡା, ସଲିଳାମୟୀ ସାହୁ ଓ ସାଗରିକା ରଥ । ପଲିଗ୍ରାଫ ଟେଷ୍ଟ ପାଇଁ ଅନୁମତି ଦେଲେ SDJM କୋର୍ଟ।

ଥାନାରେ ମୋତେ ଗେଟ୍ ଆଉଟ୍‌ କହିଥିଲେ ଆଇଆଇସି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ଲୋକସେବା ଭବନରେ ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି l ସମ୍ମିଳନୀରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ମଧ୍ୟ ଉପସ୍ଥିତ ଅଛନ୍ତି l ତେବେ ଆଜି ଜିଲ୍ଲାପାଳଙ୍କ ସହ ବୈଠକ ପରେ

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ତୁମୁଳକାଣ୍ଡ: ପୋଲିସକୁ ମାଡ଼, ୧୬୩ ଜାରି

ଭଦ୍ରକ: ବିବାଦୀୟ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା । ପୋଲିସ୍‌ ଉପରକୁ ଉତ୍ତ୍ୟକ୍ତ ଲୋକମାନେ ଢେଲା ପଥର ମାଡ଼ କରିଛନ୍ତି। ଏଥିରେ ୩ରୁ ଅଧିକ ପୋଲିସ୍‌ କର୍ମଚାରୀ ଆହତ ହୋଇଛନ୍ତି । ଏପରିକି ମାଜିଷ୍ଟ୍ରେଟ୍‌ଙ୍କ ଗାଡ଼ି ମଧ୍ୟ ଭାଙ୍ଗି ଯାଇଛି । ଉତ୍ତେଜନାକୁ ନେଇ ସିନ୍ଥିଆ

ଶ୍ରୀମନ୍ଦିରରେ ଯାଞ୍ଚ ହେବ ‘ଅବଢା’ର ମାନ

ଭୁବନେଶ୍ବର: ତିରୁପତି ବାଲାଜୀ ମନ୍ଦିରରେ ଘଟଣାରେ ଏବେ ମହାପ୍ରଭୁଙ୍କ ଶ୍ରୀମନ୍ଦିରେ ମହାପ୍ରସାଦ ଅବଢା, ଶୁଖିଲା ଭୋଗ ଏବଂ ଏହାର ପ୍ରସ୍ତୁତିରେ ଲାଗୁଥିବା ଘିଅର ମାନ ମଧ୍ୟ ଯାଞ୍ଚ କରାଯିବ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ଏଥିପାଇଁ ଆଇନ ମନ୍ତ୍ରୀ ପୃଥିରାଜ ଚୌହାନ କହିଛନ୍ତି,

ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀ ହେଲେ OPSC ଅଧ୍ୟକ୍ଷ, ୬୨ ବର୍ଷ ବୟସ ଯାଏ ରହିବ କାର୍ଯ୍ୟକାଳ

ଭୁବନେଶ୍ୱର : ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀ ହେଲେ OPSC ଅଧ୍ୟକ୍ଷ । ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର । ୬ ବର୍ଷ କିମ୍ବା ୬୨ ବର୍ଷ ବୟସ ଯାଏ ରହିବ କାର୍ଯ୍ୟକାଳ। ବର୍ତ୍ତମାନ ସେ ବିଜୁ ପଟ୍ଟନାୟକ

ସରକାର ଓ ଲୋକଙ୍କ ମଧ୍ୟରେ ଜିଲ୍ଲାପାଳ ସେତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସରକାର ଓ ଲୋକଙ୍କ ମଧ୍ୟରେ ଜିଲ୍ଲାପାଳ ସେତୁ । ଯୋଜନାର ସଫଳ ରୂପାୟନ ହେଲେ ରାଜ୍ୟରେ ଦାରିଦ୍ର୍ୟ ହଟିବ । ସରକାରୀ ଯୋଜନାର ରୂପାୟନ ଜିଲ୍ଲାପାଳଙ୍କ ହାତରେ ରହିଛି । ଲୋକସେବା ଭବନରେ ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀକୁ ଉଦଘାଟନ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ

ଆସନ୍ତାମାସରୁ ରାସନକାର୍ଡ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ

ଭୁବନେଶ୍ବର: ଏଣିକି ରାସନ ଖାତାରେ ମିଳିବ ଚାଉଳ ସାଙ୍ଗରେ ଗହମ । ଆସନ୍ତାମାସ ଠାରୁ ରାସନକାର୍ଡଧାରୀ ମାନେ ପାଇବେ ଗହମ । ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି ଜାରି ହୋଇଛି । ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ରାସନର ୨୦ ପ୍ରତିଶତ ଗହମ ମିଳିବ । ତେବେ