Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଉଧାର ଟଙ୍କା ମାଗିବାରୁ ଘରେ ପଶି ମାଆ-ପୁଅଙ୍କୁ ଆକ୍ରମଣ
ଭୁବନେଶ୍ବର: ଉଧାର ଟଙ୍କା ମାଗିବାରୁ ମାଆ-ପୁଅଙ୍କୁ ଆକ୍ରମଣ । ଘରେ ପଶି ହାଣିଲେ ଦୁର୍ବୃତ୍ତ । ବାଲିପାଟଣା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଉଭୟ ମାଆ-ପୁଅଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଥାନାରେ ଅଭିଯୋଗ ପରେ ତଦନ୍ତ କରୁଛି ପୋଲିସ ।
ସୂଚନା ଅନୁସାରେ,!-->!-->!-->…
IHM ପରୀକ୍ଷାରେ ଜାଲିଆତି, ନକଲି ପରୀକ୍ଷାର୍ଥୀ ଦେଇ ବନ୍ଧା ହେଲେ ଅସଲି ପରୀକ୍ଷାର୍ଥୀ
ଭୁବନେଶ୍ବର: ପରୀକ୍ଷାରେ ପାସ କରିବାକୁ ଜାଲିଆତି । ଅସଲ ବଦଳରେ ପରୀକ୍ଷ ଦେଲା ନକଲି ପରିକ୍ଷାର୍ଥୀ । ଧରାପଡ଼ିଲା କାରସାଦି ବାନ୍ଧିଲା ପୋଲିସ । ସର୍ବଭାରତୀୟ ଶିକ୍ଷାନୁଷ୍ଠାନ IHM ରେ ଅସଲି ପରୀକ୍ଷାର୍ଥି ବଦଳରେ ନକଲି ପରୀକ୍ଷାର୍ଥୀ ପରୀକ୍ଷା ଦେଇ ଧରାପଡ଼ିବା ପରେ ପୋଲିସ ଜଣଙ୍କୁ ଗିରଫ!-->…
ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ୭ ଜିଲ୍ଲାକୁ ଆଲର୍ଟ
ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ସକ୍ରିୟ ଥିବା ବେଳେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୭ଟି!-->…
ଶ୍ରୀଅଙ୍ଗଙ୍କୁ ବାଧା; ଗୁଣ୍ଡିଚା ମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ: ଆଜି ଗୁଣ୍ଡିଚା ମନ୍ଦିରରେ ଅନୁଷ୍ଠିତ ହେବ ବନକ ଲାଗି ନୀତି । ତିନି ଦିନ ଯାତ୍ରାରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗଙ୍କୁ ବାଧା ପହଞ୍ଚିଛି । ଶ୍ରୀମୁଖ ମଳିନ ପଡ଼ିଯାଇଛି । ଏଣୁ ଠାକୁରଙ୍କ ଶ୍ରୀମୁଖ ସିଂହାର ହେବ । ଏହି ବିଶେଷ ନୀତି ପାଇଁ ଠାକୁର ଦର୍ଶନ ସନ୍ଧ୍ୟାରେ ପ୍ରାୟ ୫ଘଣ୍ଟା ବନ୍ଦ ହେବ!-->…
ବଢ଼ୁଛି ଜଳସ୍ତର: ବନ୍ୟା ଜଳ ନିଷ୍କାସନ ପାଇଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ସ୍ଲୁଇସ୍ ଗେଟ୍
ସମ୍ବଲପୁର: ଛତିଶଗଡ଼ ସମେତ ମହାନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଅବ୍ୟାହତ ରହିଛି। ଫଳରେ ହୀରାକୁଦ ଜଳଭଣ୍ଡାରକୁ ବନ୍ୟା ଜଳର ପ୍ରବାହ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଜଳଭଣ୍ଡାରର ସ୍ଥିତି ଓ ବର୍ଦ୍ଧିତ ଜଳସ୍ତରକୁ ନିୟନ୍ତ୍ରଣରେ ରଖିବା ପାଇଁ ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ଆଜି ଆଉ ୪ଟି!-->…
ଶ୍ରଦ୍ଧା ଓ ଶୃଙ୍ଖଳାର ଅପୂର୍ବ ସମନ୍ୱୟ: ଆଡପ ମଣ୍ଡପରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି
ପୁରୀ:ଶ୍ରଦ୍ଧାଳୁଙ୍କ ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି। ରଥଯାତ୍ରାର ମହାପର୍ବ ମଧ୍ୟରେ ଅତ୍ୟନ୍ତ ଶୃଙ୍ଖଳିତ ଭାବେ ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀ ତଥା ଆଡପ ମଣ୍ଡପକୁ ବିଜେ କରିଛନ୍ତି କାଳିଆ ସାଆନ୍ତେ। କେବଳ କାଳିଆ ଠାକୁର ନୁହନ୍ତି, ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ!-->…
ନାଳରେ ବୁଡ଼ିଗଲା ଦୁଇ ବର୍ଷର ଶିଶୁପୁତ୍ର
ସିଂହପୁର: ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ୍ ହଳଦୀଡ଼ିହ ପଞ୍ଚାୟତର ଫଳପୁର ଗ୍ରାମରେ ଆଜି ନାଳରେ ବୁଡ଼ି ୨ବର୍ଷର ଶିଶୁପୁତ୍ରର ମୃତ୍ୟୁ ହୋଇଛି। ଗ୍ରାମର ଆକାଶ ମଲିକଙ୍କ ଶିଶୁପୁତ୍ର ଶ୍ରୀୟାଂଶୁ(୨) ମଧ୍ୟାହ୍ନରେ ଖାଇସାରି ବାହାରେ ବୁଲୁଥିବା ବେଳେ ଘର ନିକଟରେ ବର୍ଷାପାଣିରେ ପୂର୍ଣ୍ଣ!-->…
ଆୟୁଷ୍ମାନ କାର୍ଡରେ ମିଳିବ କର୍କଟ ଚିକିତ୍ସା
ଭୁବନେଶ୍ୱର : ଆୟୁଷ୍ମାନ କାର୍ଡରେ ମିଳିବ କର୍କଟ ରୋଗ ଚିକିତ୍ସା। ଏଣିକି ଆୟୁଷ୍ମାନ ଭାରତ କାର୍ଡରେ ମିଳିବ କ୍ୟାନସର୍ ଚିକିତ୍ସା ସୁବିଧା। ଏନେଇ ଶନିବାର ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ କ୍ୟାନସର ଆରୋଗ୍ୟ ଯୋଜନା ସାମିଲ ହୋଇଛି। ୧୨୧ଟି!-->…
ନାବାଳକ କୁ ଉଲଗ୍ନ କରି ନିର୍ଘାତ ମାଡ଼ ଅଭିଯୋଗ
କଟକ : କଟକ ଚାଉଳିଆଗଞ୍ଜ ଅଞ୍ଚଳରେ ଜଣେ ନାବାଳକୁ ଉଲଗ୍ନ କରି ନିର୍ଘାତ ମାଡ଼ । କିଛି ଯୁଵକ ଜଣେ ନାବାଳକ ସହ ଆଉ ଜଣଙ୍କୁ ଅଟକ ରଖି ଉଲଗ୍ନ କରିବା ସହ ନିସ୍ତୁକ ପିଟିଥିଵା ଅଭିଯୋଗ ହୋଇଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ମାଡ଼ ଖାଇଥିବା ନାବାଳକଙ୍କ!-->…
ଦୁର୍ବଳ ହେଉଛି ଲଘୁଚାପ, ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର :ଦୁର୍ବଳ ହେଉଛି ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଝାଡ଼ଖଣ୍ଡ ଉପରେ ଥିବା ଲଘୁଚାପ କ୍ରମଶଃ ଦୂର୍ବଳ ହେବାରେ ଲାଗିଛି । ତେବେ ଏହା ସହ ସମାନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୪.୫ କିମି ପର୍ଯ୍ୟନ୍ତ ବ୍ୟାପି ରହିଛି। ଦକ୍ଷିଣ ଓଡ଼ିଶା ଓ!-->…