Browsing Category

ଓଡିଶା

ଏଣିକି ସରୋଗେଟ ମାତା-ପିତାଙ୍କୁ ମିଳିବ ପ୍ରସବ ଛୁଟି

ଭୁବନେଶ୍ୱର : ଏଣିକି ସରୋଗେସି ଅବା ‘ଭଡ଼ାଗର୍ଭ’ ମାତୃତ୍ୱ ଲାଭ କରୁଥିବା ସରକାରୀ କର୍ମଚାରୀଙ୍କୁ ମିଳିବ ମାତୃତ୍ୱ ଛୁଟି । ସରୋଗେସିରେ କେହି ସରକାରୀ ମହିଳା କର୍ମଚାରୀ ଯଦି ମା’ ହୁଅନ୍ତି ତାହାଲେ ତାଙ୍କୁ ୧୮୦ ଦିନର ମାତୃତ୍ବ ଛୁଟି ଦେବେ ରାଜ୍ୟ ସରକାର । ଏଥିସହ ପୁରୁଷ

ଜିଦ୍‌ରେ ଅଟଳ ନର୍ସିଂ ସଂଘ: ଶୁକ୍ରବାରଠାରୁ ଜରୁରୀକାଳୀନ ସେବା ଠପ୍ ପାଇଁ ଚେତାବନୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏସମାକୁ ଅଣଦେଖା କରି ନର୍ସିଂ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଦ୍ୱିତୀୟ ଦିନରେ ମଧ୍ୟ ଆନ୍ଦୋଳନ ଜାରି ରହିଛି । ସରକାରଙ୍କ ସହିତ ଆଲୋଚନା ବିଫଳ ହେବା ପରେ ଗୁରୁବାର ନର୍ସିଂ ସଂଘ ପୁଣି ଆନ୍ଦୋଳନ କରିଛି ।୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀମାନେ କାର୍ଯ୍ୟବନ୍ଦ

ବାପା, ପୁଅ ଓ ଝିଅଙ୍କୁ ଆଜୀବନ ଜେଲ୍‌ ସହ ଜରିମାନା

ଆସ୍କା : ୨୦୧୧ ମସିହାରେ ଘଟିଥିବା ବୀଭତ୍ସ ହତ୍ୟା ମାମଲାରେ ଆଜି ରାୟ ପ୍ରକାଶ ପାଇଛି। ହତ୍ୟା ଅଭିଯୁକ୍ତଙ୍କ ଭିତରୁ ଗୋଟିଏ ପରିବାରର ବାପା, ପୁଅ ଓ ଝିଅଙ୍କୁ ଆଜୀବନ ଜେଲ୍‌ ସହ ଜରିମାନା ଶୁଣାଇଛନ୍ତି ଆସିକା ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ କୋର୍ଟ। ଜରିମାନା ଅନାଦେୟ ହେଲେ ଅଧିକ ୪ ମାସ

ଓଡ଼ିଶା ବିଜ୍ଞାନ ଏକାଡେମୀ ପୁରସ୍କାର ଘୋଷିତ, ସମ୍ବର୍ଦ୍ଧିତ ହେବେ ୧୬ ଜଣ ବୈଜ୍ଞାନିକ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର ଅନୁମୋଦନ କ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ପୁରସ୍କାର ତାଲିକା ପ୍ରକାଶ ପାଇଛି` ଏଥିରେ ୫ଟି ବର୍ଗରେ ୧୬ ଜଣ ବୈଜ୍ଞାନିକଙ୍କୁ ପୁରସ୍କୃତ କରାଯିବ ।କିଟ୍‌ ବିଶ୍ୱବିଦ୍ୟାଳୟର ସ୍କୁଲ ଅଫ୍‌ ବାୟୋଟେକ୍‌ନୋଲୋଜିର ପ୍ରଫେସର

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ରୟାଲ ଇଣ୍ଡିଆ କମ୍ପାନୀ ପ୍ରତିନିଧିଙ୍କ ବୈଠକ

ଭୁବନେଶ୍ୱର: ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ରୟାଲ ଇଣ୍ଡିଆ କମ୍ପାନୀର ପ୍ରତିନିଧିମାନେ ସାକ୍ଷାତ ଓ ଆଲୋଚନା କରିଛନ୍ତି । ଏହି ବୈଠକରେ କୃଷକମାନଙ୍କ ବୃହତ୍ତର ସ୍ୱାର୍ଥକୁ

ମହାଲକ୍ଷ୍ମୀ ହତ୍ୟା ଘଟଣା; କାଳ ରାତି କଥା ବଖାଣିଲେ ଅଭିଯୁକ୍ତର ଭାଇ

ଭୁବନେଶ୍ବର : ବେଙ୍ଗାଲୁରୁର ଭୟାଲିକାବାଲରେ ଘଟିଥିବା ମହାଲକ୍ଷ୍ମୀ ହତ୍ୟାକାଣ୍ଡ ଏବେ ସମଗ୍ର ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଯାହାକୁ ଜୀବନଠୁ ଅଧିକ ଭଲ ପାଉଥିଲେ, ତା’ କୁ ହିଁ ନିର୍ମମ ଭାବେ ହତ୍ୟା କରି ଛୁରୀରେ ଖଣ୍ଡ ଖଣ୍ଡ କରିଦେଲେ ଅଭିଯୁକ୍ତ ମୁକ୍ତି ରଞ୍ଜନ। ମାତ୍ର ଏହା ପଛରେ କ’ଣ

ବିଜେପିରେ ନେତା ପୁଅ ନେତା ହୁଏନି, ମାଟିରୁ ଆସିଥିବା ବ୍ୟକ୍ତି ନେତା ହୁଏ: ଜେପି ନଡ୍ଡା

ଭୁବନେଶ୍ବର : ବିଶ୍ୱରେ ଆଦର୍ଶରେ ଚାଲୁଥିବା ଗୋଟିଏ ମାତ୍ର ଦଳ ହେଉଛି ବିଜେପି । ଭାରତରେ ୫ ହଜାର ପାର୍ଟି, ୫୦ରୁ ଅଧିକ ଆକ୍ଟିଭ ପାର୍ଟି ଅଛି । ବିଜେପି ଏକମାତ୍ର କ୍ୟାଡର୍ ପାର୍ଟି, ଯାହାର ସଦସ୍ୟତା ପ୍ରଣାଳୀ ସବୁଠୁ ସ୍ୱଚ୍ଛ। ଏଠି ନେତାର ପୁଅ ନେତା ହୁଏନି, ଗ୍ରାଉଣ୍ଡରୁ ଆସୁଥିବା ବ୍ୟକ୍ତି

୫୯ଜଣ ଓଏଏସ୍ ଅଫିସରଙ୍କ ବଦଳି: ୪୩ ବ୍ଲକରେ ନୂଆ ବିଡିଓ

ଭୁବନେଶ୍ବର : ରାଜ୍ୟର ମୋହନ ମାଝୀ ସରକାର ଆଜି ମୋଟ ୫୯ଜଣ ଓଏଏସ୍ ଅପିସରଙ୍କ ବଦଳି କରିଛନ୍ତି । ୪୩ଟି ବ୍ଲକରେ ନୂଆ ବିଡିଓଙ୍କୁ ନିଯୁକ୍ତି ମିଳିଥିବାବେଳେ ୩ଜଣ ବିଡିଓଙ୍କୁ ରାଜସ୍ୱ ବିଭାଗକୁ ଫେରାଇ ଦିଆଯାଇଛି । ଆଉ ୧୩ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ମଧ୍ୟ ବଦଳି କରି ନୂଆ ସ୍ଥାନରେ ଅବସ୍ଥାପିତ

ଗୁହାରିଆ ପଡି ଶେଷରେ ଜୀବନ ଦେଲେ ଅବସର ପ୍ରାପ୍ତ ଶିକ୍ଷକ

ଗଞ୍ଜାମ: ମନ୍ଦିରରେ ଗୁହାରିଆ ପଡି ଶେଷରେ ଅବସର ପ୍ରାପ୍ତ ଶିକ୍ଷକ ଜୀବନ ଦେଇଛନ୍ତି। ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଥାନା ବେଠୁଆର ଗାଁ ଘୋଡାଦେବୀ ମନ୍ଦିର ସେଡ ଘର ପାର୍ଶ୍ୱରେ ଏଭଳି ଅଭାବନୀୟ ଘଟଣା ଘଟିଛି।ନଗୁଡୁ ଅଞ୍ଚଳର ୬୧ ବର୍ଷ ବୟସ୍କ ଅବସର ପ୍ରାପ୍ତ ଶିକ୍ଷକ ପୁରୁଷୋତ୍ତମ ପ୍ରଧାନ ରଶି ଲଗାଇ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ରାସ୍ତା ଉପରେ ତୋରଣ ନିର୍ମାଣ କରାଯାଇ ପାରିବନି

କଟକ: ଶାରଦୀୟ ଦୁର୍ଗାପୂଜା ସମୟ ଯେତିକି ପାଖେଇ ଆସୁଛି, ପୂଜା ଆୟୋଜକ କମିଟି, ପ୍ରଶାସନ ଓ ସରକାରଙ୍କ ଚିନ୍ତା ସେତିକି ବଢୁଛି। ଶାନ୍ତି ଶୃଙ୍ଖଳାର ସହିତ ମା’ଙ୍କ ପୂଜା ଆୟୋଜନ ପାଇଁ ସବୁସ୍ତରରେ ଉଦ୍ୟମ ହେଉଛି। ଗୋଟିଏ ସପ୍ତାହ ପରେ ନବରାତ୍ରୀ ଆରମ୍ଭ ହୋଇଯିବ। ସେଥିପାଇଁ ସାଜସଜ୍ଜା କାମ