Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଧାମରା ରେ ଶେଷ ହେଲା ସାଗରଭ୍ୟାସ , ସାଗର କବଚ ୨/୨୪
ଧାମରା: ରାଜ୍ୟ ଉପକୂଳ ଅଞ୍ଚଳରେ ଚାଲିଥିବା ସାଗରଭ୍ୟାସ ସାଗର କବଚ ଆଜି ଶେଷ ହୋଇଛି। ୨ଦିନ ଧରି ଚାଲିଥିବା ଏହି ସାଗରଭ୍ୟାସ ଆଜି ସନ୍ଧ୍ୟା ସୁଦ୍ଧା ୪ଜଣ ଗୁପ୍ତଚରଙ୍କୁ ଧରିବାରେ ସଫଳ ହୋଇଛନ୍ତି ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି।ଏଠାରେ ଉଲ୍ଲେଖ ଯୋଗ୍ୟ ୨୦୧୧ ମସିହା ନଭେମ୍ବର ୨୬ତାରିଖ!-->…
ଏସସିବିରେ ସଫଳ ହେଲା ଏକମୋ ଚିକିତ୍ସା
କଟକ : କଟକ ଏସସିବି ମେଡିକାଲ କଲେଜ ହସ୍ପିଟାଲରେ ଦିଲୀପ କୁମାର ମହାରଣାଙ୍କ (୫୩)ର ସଫଳ ଭାବେ ଏକମୋ ଚିକିତ୍ସା କରାଯାଇଛି। ସିଟିଭିଏସର ବିଭାଗୀୟ ମୁଖ୍ୟ ଡାକ୍ତର ପ୍ରଫେସର ମନୋଜ କୁମାର ପଟନାୟକଙ୍କ ନେତୃତ୍ୱରେ ଏହି ଚିକିତ୍ସା ସେବା ଯୋଗାଇ ଦିଆଯାଇଛି। ଦିଲ୍ଲୀପ ଏଚ୧ଏନ୧ ଭୁତାଣୁ ସଂକ୍ରମଣରେ!-->…
ମାଓବାଦୀକୁ ବିସ୍ଫୋରକ ପଦାର୍ଥ ଯୋଗାଣ କରି ଦୁଇ ଗିରଫ…
ମାଲକାନଗିରି : ଜିଲ୍ଲା ସୀମାନ୍ତ ରାଜ୍ୟ ଛତିଶଗଡର ସୁକମା ଜିଲ୍ଲା ପୁଲିସ ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ସଦରରୁ ଦୁଇ ଜଣକୁ ଘେରାବନ୍ଦୀ କରି ଏକ ଘରୁ ବିସ୍ଫୋରକ ସହ ଗିରଫ କରିବାରେ ସଫଳ ହୋଇଛନ୍ତି l ସୁକମା ପୁଲିସ ଠାରୁ ମିଳିଥିବା ସୂଚନା ଅନୁଯାଇ ମନ୍ତୋଷ ମଣ୍ଡଳ(28)ବର୍ଷ ସୁକମା!-->!-->!-->…
ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ଆଲୋଚନା ବିଫଳ
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ସହିତ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ଆଲୋଚନା ବିଫଳ ହୋଇଛି। ନର୍ସିଂ କର୍ମଚାରୀମାନେ ଆସନ୍ତାକାଲି (୨୦୨୪ ସେପ୍ଟେମ୍ବର ୨୬) ଯାଏଁ ଜରୁରୀକାଳୀନ ସେବାରେ ନିୟୋଜିତ ହେବାକୁ ସ୍ଥିର କରିଛନ୍ତି। ଏହା ପରେ ସେପ୍ଟେମ୍ବର ୨୭ ତାରିଖ ଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ!-->…
ମ୍ୟାଲେରିଆ ନେଲା ୨ ଜଣଙ୍କ ଜୀବନ, ୫୦୦ ରକ୍ତ ନମୁନା ସଂଗୃହୀତ
ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଯୋଡ଼େଙ୍ଗା ପଂଚାୟତରେ ମ୍ୟାଲେରିଆ ଯୋଗୁଁ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ରାଇସିଂ ଗଣ୍ଡ (୧୮) ଓ ବିଷ୍ଣୁ ଗଣ୍ଡ (୨୦)।
ସୂଚନା ଅନୁସାରେ ବଡ଼ପାରା ଓ ସାନପାରା ଗ୍ରାମରେ ଏବେ ୧୫ରୁ ଊର୍ଦ୍ଧ୍ବ ଲୋକଙ୍କୁ ଜ୍ୱର ହେଉଛି। ସେମାନେ ଘରେ ରହି!-->!-->!-->…
ଆଉ ୨୫ ଲକ୍ଷ ମହିଳାଙ୍କୁ ମିଳିବ ପ୍ରଥମ କିସ୍ତି ସୁଭଦ୍ରା ଟଙ୍କା
ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସୁଭଦ୍ରା ଯୋଜନାରେ ୨୫ ଲକ୍ଷ ମହିଳା ସାମିଲ ହୋଇସାରିଥିବାବେଳେ, ସେମାନଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳି ସାରିଛି । କିଛି ଦିନ ଭିତରେ ସୁଭଦ୍ରା ଯୋଜନାରେ ଆଉ ୨୫ ଲକ୍ଷ ମହିଳାଙ୍କୁ!-->…
ସ୍ପେଶାଲ ଘାଣ୍ଟ ଖାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର: ସ୍ପେଶାଲ ଘାଣ୍ଟ ଖାଇଲେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ପୋଖରୀପୁଟ ସ୍ଥିତ ବିଜେପି କାର୍ଯ୍ୟକର୍ତ୍ତା ବିଶ୍ଵନାଥ ସେଠୀଙ୍କ ଘରେ ମଧ୍ୟାହ୍ନ ଭୋଜନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମଧ୍ୟାହ୍ନ ଭୋଜନରେ ପଖାଳ ଭାତ, ଛତୁ ବେସର, ଆଳୁ ବାଇଗଣ ଭରତା, ଭେଣ୍ଡି ଭଜା, ଶାଗ ଭଜା, ଦହି ବାଇଗଣ,!-->…
ଭରତପୁର ଥାନା ମାମଲା: ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍ ଟେଷ୍ଟ
ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା l କୋର୍ଟରେ ହାଜର ହେଲେ ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର l ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ଜେଏମ୍ଏଫ୍ସି କୋର୍ଟର ହାଜର କରିଛି କ୍ରାଇମବ୍ରାଞ୍ଚ । ତେବେ ଦୀନକୃଷ୍ଣଙ୍କ ପଲିଗ୍ରାଫ୍!-->…
ନିଲମ୍ବିତ ସବ୍-ଇନ୍ସପେକ୍ଟରଙ୍କୁ ଗରିଫ କଲା ଭିଜିଲାନ୍ସ
ଭୁବନେଶ୍ୱର: ନିଲମ୍ବିତ ସବ୍-ଇନ୍ସପେକ୍ଟର କେଶବ ଚନ୍ଦ୍ର ଦାସଙ୍କ ବିରୋଧରେ ଓଡିଶା ଭିଜିଲାନ୍ସ ଏକ ନୂଆ ମାମଲା ରୁଜୁ କରିଛି। ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ।
ଭିଜିଲାନ୍ସ ବିଜ୍ଞପ୍ତି ଅନୁଯାୟୀ ବିଞ୍ଝାରପୁର ଥାନାର ଏସଆଇ କେଶବ ଚନ୍ଦ୍ର ଦାସଙ୍କ!-->!-->!-->…
ଆସନ୍ତାକାଲି ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଭୁବନେଶ୍ୱର: କାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା l ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ l ଦିନିକିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରସ୍ଥିତ ବିଜେପି ପାର୍ଟି ଅଫିସ୍ରେ ପହଞ୍ଚିବେ ଜେପି ନଡ୍ଡା l ସାଂସଦ, ବିଧାୟକ, ଦଳୀୟ!-->…