Browsing Category

ଓଡିଶା

ଓଡ଼ିଶାରେ ଲୁଚିଛି ବେଙ୍ଗାଲୁରୁରେ ମହିଳାଙ୍କୁ ୩୦ ଖଣ୍ଡ କରିଥିବା ଯୁବକ!

ଓଡ଼ିଶାରେ ଲୁଚିଛି ବେଙ୍ଗାଲୁରୁରେ ଜଣେ ମହିଳାଙ୍କୁ ଭୟଙ୍କର ଢଙ୍ଗରେ ହତ୍ୟା କରିଥିବା ସନ୍ଦିଗ୍ଧ ଯୁବକ। ବେଙ୍ଗାଲୁରୁ ପୁଲିସ୍‌ ଘଟଣାର ତନାଘନା କରୁଥିବାରୁ ଅଭିଯୁକ୍ତ ଜଣଙ୍କ ସେଠାରୁ ଓଡ଼ିଶା ଚାଲି ଆସିଛି। ଏକଥା ଜଣାପଡ଼ିବା ପରେ ଘଟଣାର ତଦନ୍ତ କରୁଥିବା କର୍ଣ୍ଣାଟକା ପୁଲିସ୍‌ର

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି  । ୨୭ ଯାଏ ପ୍ରବଳ ବର୍ଷିବ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି

ସପ୍ତାହେ ଭିତରେ ୧ କୋଟି ଛୁଇଁବ ସୁଭଦ୍ରା ଆବେଦନକାରୀଙ୍କ ସଂଖ୍ୟା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ଯୋଜନା ଆରମ୍ଭରୁ ଏପର୍ଯ୍ୟନ୍ତ ଆବେଦନ କରିସାରିଲେଣି ୯୨ ଲକ୍ଷ ଆବେଦନକାରୀ l ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ତେବେ ଆସନ୍ତା ଆଉ ଏକ ସପ୍ତାହ ମଧ୍ୟରେ ସୁଭଦ୍ରା ଯୋଜନା ଆବେଦନକାରୀଙ୍କ ସଂଖ୍ୟା ୧ କୋଟି ଛୁଇଁବ l ଇ-କେୱାଇସି ପାଇଁ ଏବେ ଟିକେ

ବଣାଇରେ ତୀର ଆତଙ୍କ, ତୀର ମାଡ଼ରେ ବଣାଇ ଥାନା ଆଇଆଇସି ଆହତ

ବଣାଇ : ପଣବନ୍ଦୀରେ ସ୍କୁଲ । ୪ ଦିନ ହେଲା ଧନୁତୀର ଧରି ଉତ୍ପାତ କରୁଛି ଧନୀ ମୁଣ୍ଡା । ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ଅନ୍ତର୍ଗତ ବଡ଼ଜଲ ୟୁପି ସ୍କୁଲକୁ ନିଜ କବଜାରେ ରଖିଛି । ଧନୁ ତୀର ଓ ବାଟୁଳି ଧରି ସ୍କୁଲ ଛାତ ଉପରେ ବସିଛି । ସ୍କୁଲର ଅଣ୍ଡା, ଚାଉଳ, ଆଳୁ ନେଇ ଛାତରେ ରୋଷେଇ

ପାରାଦୀପରେ ଆରମ୍ଭ ହେଲା ୨ ଦିନିଆ ଉପକୂଳ ସମରାଭ୍ୟାସ

ପାରାଦୀପ: ପାରାଦୀପରେ ଆଜିଠୁ ଆରମ୍ଭ ହୋଇଛି ମିଳିତ ସମରାଭ୍ୟାସ ସାଗର କବଚ-୨ । ଏହା ଦୁଇ ଦିନ ଧରି ଚାଲିବ । ଏଥିରେ ମେରାଇନ ପୋଲିସ, କୋଷ୍ଟ ଗାର୍ଡ, ନୌସେନା, ବନବିଭାଗ, ମତ୍ସ୍ୟ ବିଭାଗ, ଗୁଇନ୍ଦା ସଂସ୍ଥା ଭଳି ଏକାଧିକ ବିଭାଗ ସାମିଲ ହୋଇଛନ୍ତି । ଜଳପଥ ମଧ୍ୟ ଦେଇ ଯେପରି ଶତୃ ପକ୍ଷ,

ଭୁବନେଶ୍ବର ଭରତପୁର ଥାନା ମାମଲା: ସରିଲା ପୀଡ଼ିତାଙ୍କ କ୍ରାଇମ ସିନ୍ ରିକ୍ରିଏସନ

ଭୁବନେଶ୍ବର : ଭରତପୁର ଥାନା ମାମଲାରେ ଉଭୟ ଭରତପୁର ଥାନା ଓ ପଥରଗାଡ଼ିଆର ସୁନ୍ଦରପୁରରେ ସରିଲା ପୀଡ଼ିତାଙ୍କ କ୍ରାଇମ ସିନ୍ ରିକ୍ରିଏସନ । ଭରତପୁର ଥାନରେ ୧ ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିଲା ସିନ୍ ରିକ୍ରିଏସନ । ଭରତପୁର ଥାନାରେ ଖୋଳତାଡ଼ ପରେ ପଥରଗାଡ଼ିଆର ସୁନ୍ଦରପୁରରେ

ରାଉରକେଲାରେ ଲଜ୍ଜା! ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ

ରାଉରକେଲା: ପୁଣି ରାଉରକେଲାରେ ଲଜ୍ଜା। ୪ ଦିନ ତଳେ ୨ ନାବାଳିକା ଭଉଣୀଙ୍କୁ ଗଣ ଦୁଷ୍କର୍ମ କରିବା ଭଳି ଘଟଣା ଘଟିବା ପରେ ଆଜି ପୁଣି ସମାନ ଏକ ମାମଲା ସମ୍ନାକୁ ଆସିଛି। ଏଠାରେ ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ରଘୁନାଥପାଲି ଥାନା ନିକଟ ଏକ ରେଷ୍ଟୁରାଣ୍ଟରେ

ବହୁ ଚର୍ଚ୍ଚିତ ରୁକସାନା ମୃତ୍ୟୁ ଘଟଣା, ସିବିଆଇ ତଦନ୍ତ ଦାବି

କଳାହାଣ୍ଡି: ବହୁ ଚର୍ଚ୍ଚିତ ରୁକସାନା ମୃତ୍ୟୁ ଘଟଣାରେ ପୋଲିସ ତଦନ୍ତ ଆରମ୍ଭ । ଆଜି କବର ଖୋଳି ମୃତଦେହ ବାହାର କରି ତଦନ୍ତ ଆରମ୍ଭ କରିବାକୁ ପହଁଚିଥିଲା ଟାଉନ ଥାନା ଓ ସଦର ଥାନା ପୋଲିସ । ହେଲେ ଏହାକୁ ବିରୋଧ କରିଥିଲେ ରୁକସାନାଙ୍କପରିବାର ଲୋକେ । ଏପରିକି କବର ଖୋଲିଲେ ପୋଲିସ ଉପରେ

ଜିଦ୍‌ରେ ଅଟଳ ନର୍ସିଂ ଅଫିସର, ବିଭିନ୍ନ ଦାବିରେ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭୁବନେଶ୍ୱର: ଆଜିଠୁ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛି ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ନର୍ସିଂ କର୍ମଚାରୀ ସଂଘ ସ୍ଥଗିତ ରଖିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନକୁ ପୁଣି ଓହ୍ଲାଇବ। ୧୦ ଦଫା ଦାବିରେ ଧର୍ମଘଟ କରିବ ସଂଘ। ରାଜ୍ୟ ସରକାରଙ୍କ ସହ ଆଲୋଚନା ବି ହେବ। ଜରୁରିକାଳୀନ ରୋଗୀ

ଡ଼ବଲଇଞ୍ଜିନ ସରକାରଙ୍କ ଦରଦାମ ବୃଦ୍ଧି ର ବିକଳ୍ପ ବ୍ୟବସ୍ଥା : ସପ୍ତାହ କୁ ଦୁଇ ଦିନ ଉପବାସ ରୁହ ସୁସ୍ଥ ରୁହ…

ବ୍ରହ୍ମପୁର: ଗତ କିଛି ଦିନ ହେଲା ସମସ୍ତ ଖାଦ୍ୟ ସାମଗ୍ରୀ ରେ ଦର ହୁଁ ହୁଁ ହୋଇ ବଢ଼ିଚାଲିଛି। କେନ୍ଦ୍ର ଓ ରାଜ୍ୟ ସରକାର ନାକେଦମ ହୋଇଥିବା ଅନୁମାନ କରାଯାଉଛି। ପ୍ରଥମେ ଅଟା,ଚାଉଳ, ଡ଼ାଲି, ତେଲ ପରେ ଆଳୁ ପିଆଜ, ଅଦା, ରସୁଣ ସାଙ୍ଗକୁ ପନିପରିବା ଦର ଅହେତୁକ ଭାବେ ଦିନକୁ ଦିନ