Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଚର୍ଚ୍ଚିତ ଭରତପୁର ଥାନାରେ ନୂଆ ଆଇଆଇସିଙ୍କ ପୂଜାପାଠ
ଭୁବନେଶ୍ବର: ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା ପରେ ବର୍ତ୍ତମାନ ଚର୍ଚ୍ଚାରେ ରହିଛି ରାଜଧାନୀର ଭରତପୁର ଥାନା । ଆଜି ଥାନାରେ ହୋମ-ଯଜ୍ଞ ସହ ପୂଜାପାଠ କରିଛନ୍ତି ନୂଆ ଆଇଆଇସି ଭାବେ ଯୋଗ ଦେଇଥିବା ଦୀପକ ଖଣ୍ଡାୟତ ରାୟ । ପୂଜାପାଠ ସହ ଥାନା ଗେଟ୍ରେ ଲଙ୍କାଲେମ୍ବୁ ଝୁଲାଇଛନ୍ତି ନୂଆ!-->…
ଭୁବନେଶ୍ୱର ବନ୍ଦ ଡାକରାକୁ ପ୍ରତ୍ୟାହାର କଲା ବିଜେଡି
ଭୁବନେଶ୍ୱର :୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରାକୁ ପ୍ରତ୍ୟାହାର କଲା ବିଜେଡ଼ି । ଗତ କାଲି ଭରତପୁର ଥାନା ମାମଲାରେ ୨୪ ତାରିଖରେ ଭୁବନେଶ୍ଵର ୬ଘଣ୍ଟିଆ ବନ୍ଦ ଡାକରା ଦେଇଥିଲେ ବିଜେଡ଼ିର ବରିଷ୍ଠ ନେତା ଦେବୀ ମିଶ୍ର । କିନ୍ତୁ ଆଜି ବିଜେଡ଼ି ଏହା ପ୍ରତ୍ୟାହାର କରିଛି । ଭୁବନେଶ୍ବର!-->…
ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣା: ହେବ ବିଭାଗୀୟ ତଦନ୍ତ
ଭୁବନେଶ୍ବର: କଳାହାଣ୍ଡି ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣାରେ ହେବ ବିଭାଗୀୟ ତଦନ୍ତ । ବିଭାଗୀୟ ତଦନ୍ତ କରିବାକୁ ବନବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଆତ୍ମହତ୍ୟା ଚିଠିରେ ଡିଏଫ୍ଓଙ୍କ ନାଁ ଥିବାରୁ ଏନେଇ ଡିପାର୍ଟମେଣ୍ଟାଲ ଇନକ୍ବାରୀ ଜାରି କରିଛି ବନବିଭାଗ । ସିସିଏଫ୍ ରାଙ୍କର!-->…
ଆଳୁ ପରେ ବଢିଲା ପିଆଜ ଦର
ଭୁବନେଶ୍ୱର: ପୁଣି ରାଜ୍ୟରେ ଉପରମୁହାଁ ହୋଇଛି ପିଆଜ ଦର । ସାରା ରାଜ୍ୟର ବିଭିନ୍ନ ସହରରେ ବଢିଛି ପିଆଜ ଦର । ତେବେ ରାଜଧାନୀ ଭୁବନେଶ୍ୱରରେ ବର୍ତ୍ତମାନ ପିଆଜ ଦର କିଲୋ ପ୍ରତି ୭୦ ଟଙ୍କାରେ ପହଞ୍ଚିଥିବାବେଳେ, କଟକରେ କିଲୋ ପିଛା ୬୦ ଟଙ୍କାରେ ବିକ୍ରି ହେଉଛି ପିଆଜ । ଯାହା ଏବେ ଖାଉଟିଙ୍କ!-->…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କ୍ୟାପଟେନ୍ ଓ ବାନ୍ଧବୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କ୍ୟାପଟେନ୍ ଓ ବାନ୍ଧବୀ। ଭରତପୁର ଥାନାରେ ଦୁର୍ବ୍ୟବହାର ଘଟଣା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି କ୍ୟାପଟେନ୍ , ତାଙ୍କ ବାନ୍ଧବୀ ଓ ବାନ୍ଧବୀଙ୍କ ବାପା । ଲୋକସେବା ଭବନରେ ଭେଟି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ଆଲୋଚନା ସକାରାତ୍ମକ!-->…
ବିଶିଷ୍ଟ ସାହିତ୍ୟିକ ଡ. ହରିହର ମିଶ୍ରଙ୍କ ପରଲୋକ
ପୁରୀ: ଆରପାରିରେ ବିଶିଷ୍ଟ ସାହିତ୍ୟିକ ତଥା ଓଡ଼ିଶା ସାହିତ୍ୟ ଏକାଡ଼େମୀର ପୂର୍ବତନ ସଭାପତି ଡ. ହରିହର ମିଶ୍ର l ଆଜି ସକାଳେ ପୁରୀସ୍ଥିତ ନିଜ ବାସଭବନରେ ସେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି l ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ଓଡ଼ିଶାର ସାହିତ୍ୟିକ ମହଲରେ ସେ ହରି!-->…
ଭରତପୁର ଘଟଣାରେ ନ୍ୟାୟିକ ସହ କ୍ରାଇମବ୍ରାଞ୍ଚ ତଦନ୍ତ, ଭାରତରେ ପ୍ରଥମ କହିଲେ ଆଇନ ମନ୍ତ୍ରୀ
ଭୁବନେଶ୍ବର: ପୂରା ରାଜ୍ୟର ନଜର ଏବେ ଭରତପୁର କାଣ୍ଡ ଉପରେ । ପ୍ରତି ମିନିଟରେ ଏକ ନୂଆ ମୋଡ ନେଉଛି ଘଟଣା । ଏହି ଘଟଣାରେ କ୍ରାଇମବ୍ରାଞ୍ଜ ତଦନ୍ତ କରୁଥିବା ବେଳେ ଏବେ ଏହା ବିଚାର ବିଭାଗୀୟ ତଦନ୍ତ ପାଇଁ କୋର୍ଯଙ୍କ ହାତକୁ ଟେକି ଦିଆଯାଇଛି । ସେପଟେ ମୁଖ୍ୟ ଶାସନ ସଚିବଙ୍କୁ ମଧ୍ୟ!-->…
ଫାଣ୍ଡି କନେଷ୍ଟବଳଙ୍କ ଦବଙ୍ଗଗିରି, ଯୁବତୀଙ୍କୁ ବର୍ଷେ ହେଲା ୱାନ ସାଇଡ ଲଭ କରି କରୁଥିଲେ ପ୍ରେମ ନିବେଦନ
ଯାଜପୁର ଟାଉନ : ପଦାରେ ପଡିଲା କନେଷ୍ଟବଳଙ୍କ ୱାନ ସାଇଡ ଲଭର ଗୁମର । ବର୍ଷେ ହେଲା ଯୁବତୀଙ୍କୁ କରୁଥିଲେ ନାକେଦମ । ଜୋର ଜବରଦସ୍ତି କରୁଥୁଲେ ପ୍ରେମ ନିବେଦନ । ଆଉ ରାଜି ନହେଲେ ମାଡ ମାରୁଥିଲେ, ମାନସିକ ନିର୍ଯାତନା ଦେଉଥିଲେ । ଏମିତି ଭାବେ ବିଗତ ଗୋଟେ ବର୍ଷ ହେଲା ସେ ମହିଳାଙ୍କୁ!-->…
ଭରତପୁର ଘଟଣା: ଗଣମାଧ୍ୟମରେ ପ୍ରକାଶ ପାଇବନି ସେନା ଅଧିକାରୀ ଓ ବାନ୍ଧବୀଙ୍କ ନାଁ
ଭୁବନେଶ୍ବର: ତେଜିବାରେ ଲାଗିଛି ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ମହିଳା ବନ୍ଧୁଙ୍କୁ ନିର୍ଯାତନା ଦେବା ଘଟଣା । ପ୍ରଥମେ ନ୍ୟାୟିକ ତଦନ୍ତ ଆଉ ତା ପରେ ହାଇକୋର୍ଟଙ୍କ ତାଗିତ୍ । ଏହି ଘଟଣାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କ ନାଁ କୌଣସି ବି ଗଣମାଧ୍ୟମରେ ପ୍ରକାଶ ନକରିବାରୁ!-->…
ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି l ତଦନ୍ତ ନିର୍ଦ୍ଦେଶ ବିଜ୍ଞପ୍ତି ପ୍ରକାଶ କଲା ଗୃହ ବିଭାଗ l ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ ନେଇ ବିଜ୍ଞପ୍ତି ପ୍ରକାଶ କରିଛି ଗୃହ ବିଭାଗ l ଯୁବତୀ, ମେଜର, ପୋଲିସଙ୍କୁ!-->…