Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଶେଷ ହେଲା ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ସର୍ଭେ
ପୁରୀ: ବିଶ୍ବ ପ୍ରସିଦ୍ଧ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କାମ ଆଜି ଶେଷ ହୋଇଛି। ତିନିଦିନ ପାଇଁ ଏହି କାର୍ଯ୍ୟକ୍ରମ ନିର୍ଦ୍ଧାରିତ ହୋଇଥିଲେ ମଧ୍ୟ ମହାପ୍ରଭୁଙ୍କ ଆଶୀର୍ବାଦରୁ ଦ୍ବିତୀୟ ଦିନରେ ଏହା ଶେଷ ହୋଇଛି। ଦ୍ୱିତୀୟ ଦିନରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଭିତର ଓ ବାହାର!-->…
ଏକଲବ୍ୟ ପୁରସ୍କାର ପାଇବେ ସନ୍ତରଣକାରୀ ପ୍ରତ୍ୟାଶା ରାୟ
ଭୁବନେଶ୍ବର: ଏକଲବ୍ୟ ପୁରସ୍କାରରେ ସମ୍ମାନିତ ହେବେ ସନ୍ତରଣକାରୀ ପ୍ରତ୍ୟାଶା ରାୟ । ପ୍ରତ୍ୟାଶାଙ୍କୁ ୩୨ ତମ ଏକଲବ୍ୟ ପୁରସ୍କାରର ବିଜେତା ଘୋଷଣା କରିଛନ୍ତି ଜୁରୀ ।
ଜଣେ ଉଦୀୟମାନ ସନ୍ତରଣକାରୀ ଭାବେ ବହୁ ରେକର୍ଡ ସୃଷ୍ଟି କରିଥିବା ପ୍ରତ୍ୟାଶା ‘ଇମ୍ପାକ୍ଟ’ ପରିଚାଳିତ ଏକଲବ୍ୟ ପୁରସ୍କାର!-->!-->!-->…
ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି; ମୟୂରଭଞ୍ଜ ଗସ୍ତ ବାତିଲ୍
କେନ୍ଦୁଝର : ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଉଡ଼ିପାରିଲା ନାହିଁ ମୁଖ୍ୟମନ୍ତ୍ରୀଙ୍କର ହେଲିକପ୍ଟର୍ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ମୟୁରଭଞ୍ଜ ଜିଲ୍ଲା ଗସ୍ତ ବାତିଲ ହୋଇଛି । ସଡ଼କ ପଥରେ ଭୁବନେଶ୍ଵର ଫେରିଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି କେନ୍ଦୁଝର ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କର ୩!-->…
୨ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ, ୩ ଅଟକ
ରାଉରକେଲା: ପୁଣି ଲଜ୍ଜା। ରାଉରକେଲାରେ ଦୁଇ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ। ଦୁଇ ନାବାଳିକା ଦୁଇ ଭଉଣୀ ଥିବା କୁହାଯାଉଛି। ବିଶ୍ରା ଛକ ଅଞ୍ଚଳରେ ଏହି ଘଟଣା ଘଟିଛି। ଦୁଇ ନାବାଳିକା ରାଉରକେଲାକୁ ମାର୍କେଟିଂ କରିବାକୁ ବସ ଯୋଗେ ଆସିଥିଲେ। ଗତକାଲି ପ୍ରାୟ ସଂଧ୍ୟା ସମୟରେ ଏହି ଅଭାବନୀୟ!-->…
ଶ୍ୱଶୁରଙ୍କୁ ରଡରେ ପିଟି ହତ୍ୟା
କୋରାପୁଟ : ସ୍ୱାମୀ ନିର୍ଯାତନାରେ ଅତିଷ୍ଠ ପତ୍ନୀ ବାପ ଘର ଚାଲି ଯାଇଥିବା ବେଳେ ଆଉ ଶାଶୁ ଘର ଫେରିବାକୁ ମଙ୍ଗିଲେ ନାହିଁ। ଫଳରେ ପତ୍ନୀଙ୍କୁ ଫେରାଇ ଆଣିବାକୁ ଯାଇଥିବା ପତି ହିତାହିତ ଜ୍ଞାନ ହରାଇ ବସି ଘଟାଇଲେ ତୁମୁଳ କାଣ୍ଡ । ଅତ୍ୟଧିକ ଉତ୍ତ୍ୟକ୍ତ ହୋଇ ପଡ଼ିଥିବା ସ୍ୱାମୀ ପତ୍ନୀ ଓ ନିଜ!-->…
‘ମୁଖ୍ୟମନ୍ତ୍ରୀ ମୁହଁ ଖୋଲୁଛନ୍ତି, ନବୀନଙ୍କ ଭଳି ଚୁପ୍ ନାହାନ୍ତି’
ଭୁବନେଶ୍ବର: ଭରତପୁର ଥାନା ଘଟଣାକୁ ନେଇ ଏବେ ସରକାରଙ୍କୁ ଘେରୁଛନ୍ତି ବିରୋଧୀ । ନୈତିକତା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ପଦ ଛାଡନ୍ତୁ ବୋଲି କଂଗ୍ରେସ ଦାବି କରିଥିବା ବେଳେ ବିଜେଡି ଘଟଣାର ନ୍ୟାୟିକ ତଦନ୍ତ ଦାବି କରିଛି । ଖାଲି ସେତିକିରେ କଥା ସରିନି ଶହେ ଦିନର ସରକାରଙ୍କୁ ପ୍ରଶ୍ନର କାଠଗଡାକୁ!-->…
ମାଛ କରିଦେଲା ଲକ୍ଷପତି, ୯ଟି ମାଛର ଦାମ୍ ୧୫ଲକ୍ଷ ଟଙ୍କା
ଜଳେଶ୍ୱର : ମାଛ ପାଇଁ ବଦଳିଗଲା ମତ୍ସ୍ୟଜୀବୀଙ୍କ ଭାଗ୍ୟ । ମାଛ କରିଦେଲା ଲକ୍ଷପତି । ଶୁଣିବାକୁ ଆଶ୍ଟର୍ଯ୍ୟ ଲାଗୁଥିଲେ ବି କଥାଟି ସତ। ଓଡ଼ିଶା ସୀମାନ୍ତବର୍ତ୍ତୀ ପଡ଼ୋଶୀ ପଶ୍ଚିମବଙ୍ଗର ଦୀଘା ମୁହାଣରେ ମତ୍ସ୍ୟଜୀବୀଙ୍କ ଜାଲ ରେ ଧରା ପଡ଼ିଥିଲା ଦାମିକିଆ ମାଛ । ଏହି ଦାମିକିଆ ମାଛର ନାମ!-->…
ଅଙ୍ଗନବାଡ଼ି ଦିଦିଙ୍କୁ ମାଡ଼ ଘଟଣା: ୩ ମହିଳା ଗିରଫ
ଜଳେଶ୍ୱର: ସୁଭଦ୍ରା ଯୋଜନା ପାଇଁ ଗଛରେ ବାନ୍ଧି ଅଙ୍ଗନବାଡ଼ି ଦିଦିଙ୍କୁ ମାଡ଼ ଘଟଣା । ୩ ମହିଳାଙ୍କୁ ଗିରଫ କଲା ସିଂଲା ଥାନା ପୋଲିସ । ଘଟଣାରେ ସମ୍ପୃକ୍ତ ୬ଜଣ ଫେରାର୍ ଅଛନ୍ତି । ଗତ ୨୦ରେ ମହାପଦା ଅଙ୍ଗନବାଡ଼ି ଦିଦିଙ୍କୁ ଗଛରେ ବାନ୍ଧି ମାଡ଼ ମାରିଥିଲେ କିଛି ଲୋକ ।
ବାଲେଶ୍ୱର ଜିଲ୍ଲା!-->!-->!-->…
ମହୁମାଛି ଆକ୍ରମଣ; ଜଣେ ମୃତ, ୪ ଗୁରୁତର
କଲବଲ କଲା ମହୁମାଛି ଆକ୍ରମଣ। ଅବସ୍ଥା ଗୁରୁତର ହେବାରୁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୪ ଜଣ ଗୁରୁତର ହୋଇଛନ୍ତି। ଏପରି ଏକ ଅଭାବନୀୟ ଘଟଣା କଳାହାଣ୍ଡି ଜିଲ୍ଲା ବିଜେପୁର ଥାନା ବେନ ଗାଁ ବେତିଆପଡ଼ାରେ ଘଟିଛି। ମୃତକ ହେଲେ ବୁରଜା ମାଝୀ ।
ଗତକାଲି ସନ୍ଧ୍ୟା ସମୟରେ ବୁରଜା ମାଝୀ ଓ ଗାଁର!-->!-->!-->…
ଭରତପୁର ଥାନା ମାମଲା: ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା ଦେଲା ବିଜେଡି
ଭୁବନେଶ୍ବର: ବନ୍ଦ ଡାକରା ଦେବ ବିଜେଡି । ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାର ପ୍ରତିବାଦ କରି ଆସନ୍ତା ୨୪ ତାରିଖ ଅର୍ଥାତ୍ ମଙ୍ଗଳବାର ୬ ଘଣ୍ଟିଆ ଭୁବନେଶ୍ବର ବନ୍ଦ ଡାକରା ଦେବ ବିଜେଡି । ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ବରିଷ୍ଠ!-->…