Browsing Category

ଓଡିଶା

ଭରତପୁର ଥାନା କାଣ୍ଡ; ଏନସିଡବ୍ଲ୍ୟୁଙ୍କୁ ରିପୋର୍ଟ ଦେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର : ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ଅମାନବୀୟ ନିର୍ଯାତନା ଘଟଣାକୁ ନେଇ ସମଗ୍ର ଦେଶରେ ହଇଚଇ ସୃଷ୍ଟି ହୋଇଛି । ଏହି ସଙ୍ଗୀନ ଘଟଣାକୁ ନେଇ ଗଣମାଧ୍ୟମରେ ଖବର ପ୍ରକାଶିତ ହେବାପରେ ଜାତୀୟ ମହିଳା କମିଶନ(NCW) ନିଜ ଆଡ଼ୁ ମାମଲା ରୁଜୁ

କଟକ ଦୁର୍ଗା ପୂଜା ଭସାଣିରେ ବାଜିବନି ଡିଜେ; ଫୁଟିବନି ବାଣ

କଟକ : ପାଖେଇ ଆସୁଛି ଶାରଦୀୟ ଦୁର୍ଗା ପୂଜା। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। କଟକ ସହରରେ ଦୁର୍ଗା ପୂଜାକୁ ଶାନ୍ତିଶୃଙ୍ଖଳାର ସହ ସଂପନ୍ନ କରିବା ପାଇଁ କମିଶନରେଟ ପୁଲିସର କଟକଣା କରାଯାଇଛି। ଭସାଣିରେ ୬ଟି ସାଉଣ୍ଡ ବକ୍ସ ବ୍ୟବହାର ନ କରିବା ପାଇଁ ବାରଣ କରାଯାଇଛି। ଏଥିସହ ଦଶହରାରେ

ନାବାଳିକାଙ୍କ ପ୍ରେମରେ ପାଗଳ ଥିଲେ ବିବାହିତ ଯୁବକ, ଦୁହେଁ ଝୁଲି ପଡ଼ିଲେ

ସାଲେପୁର : ବିବାହିତ ହୋଇ ଘର ସଂସାର କରିବା ପରେ ବି ଜଣେ ନାବାଳିକାଙ୍କ ପ୍ରେମରେ ପାଗଳ ହେଲେ ଯୁବକ । ମାତ୍ର ପରିବାର ଆଗରେ ନିଜ ଭଲ ପାଇବା କଥା ଖୋଲିକି କହି ପାରିଲେନି କି ପ୍ରେମିକା ବିନା ରହି ବି ପାରିଲେନି। ଶେଷରେ ଚରମ ନିଷ୍ପତ୍ତି ପ୍ରେମୀ ଯୁଗଳ ନେଲେ । ଆଜି ସକାଳୁ ଗଛରୁ ଉଭୟଙ୍କ

ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର

ହୀରାକୁଦ : ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର। ଆଜି ସକାଳ ୯ଟା ସୁଦ୍ଧା ହୀରାକୁଦ ଡ୍ୟାମର ଜଳସ୍ତର ୬୩୦ ଫୁଟରେ ପହଞ୍ଚିଛି। ଡ୍ୟାମ୍‌ର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଛି, ଆଉ ଏବେ ପାଣିର ସ୍ତର ବି ୬୩୦ ଫୁଟ୍ ରହିଛି । ଅର୍ଥାତ ଏବେ ପୂରାପୂରି ଭର୍ତ୍ତି ହୋଇଛି

୭ ରୋଡ୍ ରୋମିଓଙ୍କୁ ନେଇ କ୍ରାଇମ୍ ସିନ୍ ରିକ୍ରିଏସନ୍ କଲା ପୁଲିସ୍

ଭୁବନେଶ୍ଵର: ମେଜର ଏବଂ ବାନ୍ଧବୀଙ୍କୁ ରୋଡ୍ ରୋମିଓ ଦୁର୍ବ୍ୟବହାର କରିବା ଘଟଣା ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଆଜି ୭ ଯୁବକଙ୍କୁ ନେଇ ଚନ୍ଦକା ପୁଲିସ୍ ସୁନ୍ଦରପୁରରେ ସିନ୍ ରିକ୍ରିଏସନ୍ କରିଛି। ପୁଲିସ୍ ଘଟଣାରେ ଫେରାର୍ ଥିବା ଆଉ ୩ରୁ ୪ ଯୁବକଙ୍କୁ ଖୋଜୁଛି। ଶୁକ୍ରବାର ଭାଇରାଲ

ଆନ୍ଧ୍ର ଚାଲାଣବେଳେ ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ପାଟ୍ରୋଲିଂ ସମୟରେ ମହୁଲପାଟି ଛକରୁ ୯ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଶ୍ରମିକମାନଙ୍କୁ ଗୋଟେ ବୋଲେରୋ ଗାଡି ଜରିଆରେ ଆନ୍ଧ୍ରପ୍ରଦେଶ ଚାଲାଣ କରାଯାଉଥିଲା। ପୁଲିସ ସେମାନଙ୍କୁ ଉଦ୍ଧାର କରି ଥାନାକୁ ଆଣିବା ସହିତ ତଦନ୍ତ କରିଥିଲା। ସେମାନଙ୍କ ପାଖରେ

ରାତିରେ ରାଜଧାନୀରେ ଝିଅମାନେ ବୁଲିପାରିବେନି କାହିଁକି ? ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କଲେ କ୍ରିଷ୍ଣା ମହାନ୍ତି

ଭୁବନେଶ୍ବର : ସମାଜ ଡିଜିଟାଲ ଡେସ୍କ: ଭରତପୁର ଘଟଣା ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିବାବେଳେ ଏହାକୁ ନେଇ ରାଜ୍ୟ ପୁଲିସ ବିଭାଗ ଏବଂ ସରକାରଙ୍କୁ ସମାଲୋଚନାର ଶିକାର ହେବାକୁ ପଡ଼ିଛି। ଏହି ପରିପ୍ରେକ୍ଷୀରେ ଗାନ୍ଧୀବାଦୀ ନେତ୍ରୀ ଉତ୍କଳ ଗାନ୍ଧୀ ସ୍ମାରକ ନିଧି ସଭାନେତ୍ରୀ ତଥା ପୂର୍ବତନ

ସରକାର ଲୋକଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦୁଝର ଗସ୍ତର ଦ୍ବିତୀୟ ଦିନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ମେଗା ସ୍ବାସ୍ଥ୍ୟ ମେଳାର ଉଦ୍‌ଘାଟନ କରିଛନ୍ତି। କେନ୍ଦୁଝର ଜିଲ୍ଲା ପ୍ରଶାସନ ଉଦ୍ୟମରେ କେନ୍ଦୁଝରଠାରେ ଜିଲା ସଦର ମହକୁମା ଡାକ୍ତରଖାନା, ଧରଣୀଧର ନାୟକ ମେଡିକାଲ କଲେଜ ଓ

ଭରତପୁର ଥାନା ମାମଲା, ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ବାନ୍ଧବୀଙ୍କୁ ମାଡ଼ ମାରିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଘଟଣାକୁ ନେଇ ସରକାର ସଚେତନ ଅଛନ୍ତି, ଖୁବ ଶୀଘ୍ର ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଘଟଣାକୁ

ଭରତପୁର ଥାନା ଘଟଣା: ହାଇକୋର୍ଟଙ୍କ ହସ୍ତକ୍ଷେପ ଲୋଡିଲେ ସେନା କମାଣ୍ଡର

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ବାନ୍ଧବୀଙ୍କୁ ମହଶ ମାରିବା ଘଟଣା ଏବେ ତେଜିବାରେ ଲାଗିଛି । ପୋଲିସର କାର୍ଯ୍ୟ ନେଇ ଏବେ ଉଠିଛି ବଡ ପ୍ରଶ୍ନ । ସୁରକ୍ଷା ଦେଉଥିବା ଲୋକ ଯଦି ଏପରି କରିବ ତାହାଲେ ଲୋକେ ସୁରକ୍ଷା ମାଗିବା କାହାକୁ । ତା ଉପରେ ପୁଣି ବାନ୍ଧବୀଙ୍କ