Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭିଣୋଇ ଘରେ ଭିଜିଲାନ୍ସ ଚଢ଼ାଉ, ଶଳାଙ୍କ ଘରୁ ମିଳିଲା ନଗଦ ୪୬ ଲକ୍ଷ
ବାଲେଶ୍ୱର ରୁରାଲ୍ ୱାର୍କସ ସର୍କଲ ଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ସଂପତ୍ତି ଠାବ କରାଯାଇଛି। ତା’ ମଧ୍ୟରେ ରହିଛି ୨ଟି କୋଠା, ଗୋଟିଏ ଫ୍ଲାଟ ଓ ୪ଟି ପ୍ଳଟ୍। ସେହିପରି ତାଙ୍କର ଦୁଇଟି ବେନାମୀ ଫ୍ଲାଟ ଠାବ କରାଯାଇଛି। ବ୍ୟାଙ୍କରେ ସେ ୧.୧୧ କୋଟି ଟଙ୍କା ଜମା!-->…
ଦଶାହ ଭୋଜି ଖାଇ ଦୁଇ ମୃତ, ୩୦ରୁ ଉର୍ଦ୍ଧ୍ବ ମେଡିକାଲରେ ଭର୍ତ୍ତି
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆତଙ୍କ । ହଇଜାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ୩୦ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ସମସ୍ତଙ୍କୁ ବାରିପଦା ପିଆରଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ମୁତାବକ,!-->!-->!-->…
ସଂପୃକ୍ତ ଆଇଆଇସିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେଉ: ବିଜୟ ପଟ୍ଟନାୟକ
ଭୁବନେଶ୍ବର: ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, କ୍ରାଇମବ୍ରାଞ୍ଚକୁ ମାମଲା!-->…
ସେନା ଅଧିକାରୀଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା: ଥାନାରେ ମହିଳା କମିଶନଙ୍କ ପଚରାଉଚରା
ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ବାନ୍ଧବୀଙ୍କୁ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ନେଇ ନିଜ ଆଡୁ ମାମଲା ରୁଜ୍ଜୁ କରି ଏନେଇ ତଦନ୍ତ ଆରମ୍ଭ କରିଛି ମହିଳା କମିଶନର । ଏନେଇ ଭରତପୁର ଥାନାରେ ମହିଳା କମିଶନର ଅଧ୍ୟକ୍ଷା ପହଞ୍ଚି ପଚରାଉଚରା ଜାରି କରିଛନ୍ତି ।
!-->!-->!-->…
ଏମସ ଭୁବନେଶ୍ବରରୁ ଡିସଚାର୍ଜ ହେଲେ ଅଙ୍କିତା ପ୍ରଧାନ, କହିଲେ ପୋଲିସର ଅମାନୁଷିକ ବର୍ବରତାର କାହାଣୀ
ଏମସ ଭୁବନେଶ୍ବରରୁ ଡିସଚାର୍ଜ ହେଲେ ଅଙ୍କିତା ପ୍ରଧାନ । ଡିସଚାର୍ଜ ପରେ ବଖାଣିଛନ୍ତି ୧୪ ତାରିଖ ରାତିରେ ଭରତପୁର ଥାନାର ଅକଥନୀୟ ନିର୍ଯାତନାର କାହାଣୀ । ଭୁବନେଶ୍ବର ଭରତପୁର ଥାନାରେ ଆର୍ମୀ ମେଜର ଓତାଙ୍କ ବାନ୍ଧବୀଙ୍କୁ ମାଡ ଘଟଣାରେ ପଦାକୁ ଆସିଲା ପୋଲିସ ବର୍ବରତାର ରୂପ!-->…
ନବୀନଙ୍କ ନ୍ୟାୟିକ ତଦନ୍ତ ଦାବି: ପାଲଟା ପ୍ରଶ୍ନ କଲେ ରାଜସ୍ବ ମନ୍ତ୍ରୀ
ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ମାଡ ମାରିବା ଓ ନିର୍ଯାତନା ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲେ । ଏହାକୁ ନେଇ ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କରି କହିବା ସହ ପାଲଟା ନବୀନଙ୍କୁ ପ୍ରଶ୍ନ!-->…
ଭରତପୁର ଥାନା ଘଟଣା, ଆସନ୍ତାକାଲି ରାଜଭବନ ସମ୍ମୁଖରେ ବିକ୍ଷୋଭ କରିବ ବିଜେଡି
ଭୁବନେଶ୍ୱର : ଭରତପୁର ଥାନା ଘଟଣାରେ ଆସନ୍ତାକାଲି ରାଜଭବନ ସମ୍ମୁଖରେ ବିକ୍ଷୋଭ କରିବ ବିଜେଡି । ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ଦେବ ବିଜେଡି । ପରେ ସବୁ ସ୍ତରରେ ପ୍ରତିବାଦ କରାଯିବ । ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ଘଟଣାରେ ଯଦି ଆକ୍ସନ ନିଆଯାଇଥାନ୍ତା ତେବେ ଆଜି!-->…
ଭରତପୁର ଥାନା ଘଟଣା : ୭ ରୋଡ୍ ରୋମିଓଙ୍କୁ ଧରିଲା କମିଶନରେଟ୍ ପୋଲିସ
ଭୁବନେଶ୍ଵର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା । ୭ ଜଣ ରୋଡ୍ ରୋମିଓଙ୍କୁ ଧରିଲା କମିଶନରେଟ୍ ପୋଲିସ । ସିସିଟିଭି ଆଧାରରେ ୭ ଜଣଙ୍କୁ ରୋଡ ରୋମିଓଙ୍କୁ ଧରିଲା କମିଶନରେଟ ପୋଲିସ । ଧରାପଡ଼ିଥିବା ୭ ଜଣଙ୍କୁ ଚନ୍ଦକା ଥାନାକୁ ନେଇ ପଚରାଉଚରା କରୁଛି କମିଶନରେଟ ପୋଲିସ ।
!-->!-->!-->…
ମାଓ ଯୋଜନା ପଣ୍ଡ, ବିସ୍ପୋରକ ସାମଗ୍ରୀ ଜବତ
ମାଲକାନଗିରି : ଓଡ଼ିଶାରେ ମାଲକାନଗିରି ଜିଲ୍ଲାର ଜଙ୍ଗଲରୁ ବିରାଟ ବିସ୍ପୋରକ ସାମଗ୍ରୀ ଜବତ ହୋଇଛି । ମାଓ ଯୋଜନା ପଣ୍ଡ । ଜବତ ହେଲା ବିସ୍ଫୋରକ ସାମଗ୍ରୀ । ମାଲକାନଗିରି ଜିଲ୍ଲା ବଡିଗାଟା ଜଙ୍ଗଲରୁ ବିସ୍ପୋରକ ଜବତ କରାଯାଇଛି । ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ!-->…
ଆଜି ଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର: ଆଜି ଠାରୁ ୩ ଦିନିଆ ଜନ୍ମମାଟି କେନ୍ଦୁଝର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସକାଳ ପ୍ରାୟ ୧୦ ଟା ୨୦ରେ ରିଜର୍ଭ ପଡିଆ ହେଲିପ୍ୟାଡ଼ରେ ଅବତରଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାପରେ କେନ୍ଦୁଝରର ବିଭିନ୍ନ ରାଜନୈତିକ ବ୍ୟକ୍ତି ବୃନ୍ଦ, ଜିଲ୍ଲା ପ୍ରଶାସନ!-->…