Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ
ପିପିଲି: ପୁରୀ ଜିଲ୍ଲାର ଡେଲାଙ୍ଗ ଥାନା ଅନ୍ତର୍ଗତ ଅରିସଲ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି । ଲଗାଣ ବର୍ଷାରେ କାନ୍ଥ ପଡ଼ି ବୃଦ୍ଧଙ୍କ ମୃତ୍ୟୁ । ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଅରିସଲରେ ଅଘଟଣ ଘଟିଛି । ମୃତକ ହେଲେ ଅରିସଲ ଗାଁର ରାମଚନ୍ଦ୍ର ବେହେରା । ସେ ଘରେ ବସିଥିବାବେଳେ କାନ୍ଥ!-->…
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ୨ ଜୀବନ
ସୋର: ବାଲେଶ୍ୱର ଜିଲ୍ଲାର ସିମୁଳିଆ ଥାନା ଅନ୍ତର୍ଗତ ମହିଷାପଣ୍ଡା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି । ଗାଇଙ୍କ ପାଇଁ ଲଗାଇଥିଲେ କରେଣ୍ଟ, ନିଜର ଚାଲିଗଲା ଜୀବନ । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ଜଣଙ୍କ ମୃତ୍ୟୁ । ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ମହିଷାପଣ୍ଡା ଗାଁରେ ଅଘଟଣ ।!-->…
‘ଇଗ୍ନୋ’ର ନାମଲେଖା ଓ ପୁନଃ ପଞ୍ଜୀକରଣ ଅବଧି ୩୧କୁ ବୃଦ୍ଧି
ଭୁବନେଶ୍ବର: ବଢିଲା ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ବବିଦ୍ୟାଳୟ (ଇଗ୍ନୋ)ର ନାମଲେଖା । ଜୁଲାଇ- ୨୦୨୬ ଶିକ୍ଷାବର୍ଷ ପାଇଁ ନୂତନ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ଅବଧି ବୃଦ୍ଧି କରାଯାଇଛି । ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତି ବିଶେଷ ଆସନ୍ତା ୩୧ ମଧ୍ୟରେ!-->…
ରାଜ୍ୟର କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି: ସୂଚନା ଦେଲେ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
ଭୁବନେଶ୍ବର: ମୌସୁମୀ ଟ୍ରଫ୍ ବର୍ତ୍ତମାନ ଅମୃତସର, କରନାଲ, ହରଦୋଇ, ରାଞ୍ଚି, ଦୀଘା ଏବଂ ଦକ୍ଷିଣ-ପୂର୍ବ ଦିଗକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡକୁ ଗତି କରୁଛି। ଯେତେବେଳେ କି ଦକ୍ଷିଣ ଓଡ଼ିଶାରେ ଘୂର୍ଣ୍ଣିବଳୟ ଜାରି ରହିଛି। ଏହା ପ୍ରଭାବରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆହୁରି ୩!-->…
ବିଜେପିରେ ସାମିଲ ହେଲେ ଖଡ଼ିଆଳ ନଗରପାଳଙ୍କ ସହ ୯ କାଉନସିଲର
ନୂଆପଡ଼ା: ଖଡ଼ିଆଳ ଏନ୍ଏସି ରାଜନୀତିରେ ଏବେ ନୂଆ ସମୀକରଣ ଦେଖିବାକୁ ମିଳିଛି। ଖଡ଼ିଆଳ ନଗରପାଳ ଉଜ୍ଜଳ ଗୁପ୍ତାଙ୍କ ସହ ଅନ୍ୟ ୯ ଜଣ କାଉନସିଲର ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ ହେବା ପରେ ସ୍ଥାନୀୟ ରାଜନୀତି ସରଗରମ ହୋଇଉଠିଛି। ସୂଚନାଯୋଗ୍ୟ ଯେ, ଉଜ୍ଜଳ ଗୁପ୍ତା କଂଗ୍ରେସ ଦଳରୁ!-->…
ରଥଯାତ୍ରା ଦଳାଚକଟା ଘଟଣାରେ ପୁରୀ ଜିଲ୍ଲାପାଳଙ୍କୁ ମାନବାଧିକାର କମିଶନଙ୍କ ଜବାବ ତଲବ
ପୁରୀ: ପୁରୀ ଘୋଷଯାତ୍ରା ସମୟରେ ଦଳାଚକଟା ଓ ଶ୍ବାସରୁଦ୍ଧ ହୋଇ ମୃତ୍ୟୁ ଘଟଣା । ଏହାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ମାନବାଧିକାର କମିଶନ । ଏନେଇ ସେ ରାଜ୍ୟ ଗୃହ ବିଭାଗର ପ୍ରମୁଖ ସଚିବ ଏବଂ ପୁରୀ ଜିଲ୍ଲାପାଳଙ୍କୁ ଜବାବ ତଲବ କରିଛନ୍ତି । ଘଟଣାରେ ଆହତ ହୋଇଥିବା ସମସ୍ତଙ୍କୁ ଉପଯୁକ୍ତ ଓ!-->…
ଅଗଷ୍ଟ ୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ !
ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଗଷ୍ଟ ୪ ତାରିଖରେ ଓଡ଼ିଶାକୁ ଦିନିକିଆ ଗସ୍ତରେ ଆସିବେ ବୋଲି କୁହାଯାଉଛି। ଯଦିଓ ରାଷ୍ଟ୍ରପତି ଭବନରୁ ସରକାରୀ ଯାତ୍ରା ତାଲିକା ଏପର୍ଯ୍ୟନ୍ତ ଚୂଡ଼ାନ୍ତ ହୋଇନାହିଁ।
ସୂତ୍ରରୁ ଜଣାପଡିଛି ଯେ ରାଷ୍ଟ୍ରପତି ଶକ୍ତି ଉପାସନାର ଏକ ପ୍ରମୁଖ କେନ୍ଦ୍ର!-->!-->!-->…
ଡିଜିଟାଲାଇଜ ହେବ ସ୍ୱାସ୍ଥ୍ୟ ବିଭାଗ, Aarogya 2.0 ଆପରେ ଯୋଡି ହେବ ଘରୋଇ ଓ ସରକାରୀ ମେଡିକାଲ
ଭୁବନେଶ୍ୱର: ଦେଶର ସ୍ୱାସ୍ଥ୍ୟସେବାକୁ ସମ୍ପୂର୍ଣ୍ଣ ଡିଜିଟାଲ ଓ ଆଧୁନିକ କରିବା ଦିଗରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ୨୯ ଜୁନରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ଦେଶବ୍ୟାପୀ ଭାବେ ଆରୋଗ୍ୟ ସେତୁ 2.0 ସହ ଏକାଧିକ ନୂତନ ଡିଜିଟାଲ ସ୍ୱାସ୍ଥ୍ୟ ସେବାର ଶୁଭାରମ୍ଭ!-->…
ଏପ୍ରିଲରୁ ଜୁନ ମଧ୍ୟରେ ଏକାସାଙ୍ଗରେ ହେବ ପଞ୍ଚାୟତ ଓ ପୌର ନିର୍ବାଚନ !
ଭୁବନେଶ୍ୱର: ପଞ୍ଚାୟତ ଓ ପୌର ନିର୍ବାଚନକୁ ନେଇ ବଡ଼ ଘୋଷଣା। ୨୦୨୭ ଏପ୍ରିଲରୁ ଜୁନ୍ ମାସ ମଧ୍ୟରେ ହେବ ପଞ୍ଚାୟତ ଓ ପୌର ନିର୍ବାଚନ। ଉଭୟ ପଞ୍ଚାୟତ ଓ ପୌର ଭୋଟ୍ ଏକାସାଙ୍ଗରେ ହେବ। ରାଜ୍ୟରେ ଜନଗଣନା କାର୍ଯ୍ୟ ଶେଷ ହେବା ପରେ ପଞ୍ଚାୟତ ଓ ପୌର ନିର୍ବାଚନ କରାଯିବ। ଏଥିପାଇଁ ରାଜ୍ୟ ନିର୍ବାଚନ!-->…
ନିଟ ପରୀକ୍ଷାରେ ବିଫଳ ହୋଇ ଜୀବନ ହାରିଲେ ଛାତ୍ରୀ
ବ୍ରହ୍ମପୁର : ବ୍ରହ୍ମପୁର ନିକଟ ହଳଦିଆପଦର ଅଞ୍ଚଳର ଜଣେ ଛାତ୍ରୀ ନିଜ ଘରେ ଆତ୍ମହତ୍ୟା କରିଛନ୍ତି। ନିଟ ପରୀକ୍ଷାରେ ବିଫଳ ହେବା ପରେ ସେ ଗତକାଲି ରାତିରେ ଆତ୍ମହତ୍ୟା କରିଦେଇଥିଲେ। ମୃତକ ହେଲେ ହଳଦିଆ ପଦର ତିରୁପତି ନଗରର ଶର୍ମିଷ୍ଠା ସାହୁ(୧୯)। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି!-->…