Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କାଲିଠୁ ରତ୍ନଭଣ୍ଡାର ବୈଷୟିକ ସର୍ଭେ, ଦିନ ୧ଟାରୁ ସର୍ଭେ ଶେଷ ହେବା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ : ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ASI ପକ୍ଷରୁ ଆସନ୍ତାକାଲି ଠାରୁ ୨୩ ପର୍ଯ୍ୟନ୍ତ ୩ଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ହେବ । ଦିନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି । ୨୪ ତାରିଖ ସୁଦ୍ଧା!-->…
ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା: ଆକ୍ସନ ମୋଡ୍ ରେ କ୍ରାଇମବାଞ୍ଚ
ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଏବେ ଆକ୍ସନ ମୋଡରେ କ୍ରାଇମବାଞ୍ଚ । ଗୁରୁବାର ସେନା ଅଧିକାରୀଙ୍କ ବାନ୍ଧବୀଙ୍କ ହୃଦୟ ବିଦାରକ ବୟାନ ଆସିବା ପରେ ନିଲମ୍ବିତ ଆଇଆଇସି ଓ ଅନ୍ୟ ୪ ପୋଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ!-->…
ଭିଜିଲାନ୍ସ ଜାଲରେ ସହକାରୀ ନିର୍ମାଣ ଯନ୍ତ୍ରୀ
ବାଲେଶ୍ଵର : ଭିଜିଲାନ୍ସ ଜାଲରେ ସହକାରୀ ନିର୍ମାଣ ଯନ୍ତ୍ରୀ । ବାଲେଶ୍ଵର କୁକୁଡ଼ା ପଦା ସ୍ଥିତ ଗ୍ରାମ୍ୟ ନିର୍ମାଣ ମଣ୍ଡଳ କାର୍ଯ୍ୟାଳୟରେ ରେଡ । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ଏନ୍ ଭି ହରିହର ରାଓଙ୍କ କାର୍ଯ୍ୟାଳୟ ଏବଂ ବାସଭବନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ।!-->…
ବିପଦ ସଂକତ ତଳେ ସୁବର୍ଣ୍ଣରେଖା, ଏବେ ବି ବିପଦରେ ବାଲେଶ୍ବରବାସୀ
ଜଳେଶ୍ବର: କମିଲା ସୁବର୍ଣ୍ଣରେଖା ଜଳସ୍ତର । ହେଲେ କମିନି ବାଲେଶ୍ବର ଜିଲ୍ଲାର ଅନେକ ଅଞ୍ଚଳରେ ବନ୍ୟା ବିତ୍ପାତ । ଏବେ ବି ଅନେକ ଅଞ୍ଚଳରେ ଜଳ ଭରି ରହିଥିବାରୁ ଦୁର୍ଦ୍ଦଶାରେ ଦିନ କାଟୁଛନ୍ତି ଲୋକେ । କିଛି ସ୍ଥାନରେ ଜଳର ପରିମାଣ କମିଥିଲେ ମଧ୍ୟ ଏବେ ନାହିଁନଥିବା ଅସୁବିଧାର ସମ୍ମୁଖୀନ!-->…
ମାଓବାଦୀ ଯୋଜନା କୁ ପଣ୍ଡ କଲେ ଯବାନ…
ମାଲକାନଗିରି : ଗୋପନୀୟ ତଥ୍ୟ କୁ ଆଧାର କରି 142 ବାଟାଲିୟନ ବିଏସ୍ଏଫର ଯବାନମାନେ ବେଜଙ୍ଗିୱାଡା ରିଜର୍ଭ ଜଙ୍ଗଲ ନିକଟ ଗୋମ୍ପାକୋଣ୍ଡା କେନାଲ ନିକଟରେ ଏକ ସ୍ୱତନ୍ତ୍ର ମିଶନ୍ ଆରମ୍ଭ କରିଥିଲେ। ଉକ୍ତ ସ୍ଥାନରେ ଅନୁସନ୍ଧାନ ବେଳେ ଜବାନଙ୍କୁ ପ୍ଲାଷ୍ଟିକରେ ଆବୃତ ଏକ ବିସ୍ଫୋରକ (IED) ଉଦ୍ଧାର!-->…
ପ୍ରଶାସନିକ କ୍ଷେତ୍ରରେ ଭାଷାର ବ୍ୟବହାରକୁ ନେଇ ଅବହେଳା ବିରୁଦ୍ଧରେ ଆନ୍ଦୋଳନ ତୀବ୍ରତର ହେବ…
ବ୍ରହ୍ମପୁର /ଭୁବନେଶ୍ୱର /୧୯ /0୯ -ଓଡ଼ିଆରେ ଓଡ଼ିଶାର ଶାସନ ପାଇଁ ଦୀର୍ଘ ଦିନର ଆନ୍ଦୋଳନ ଫଳରେ ଭାଷା ଭିତ୍ତିକ ରାଜ୍ୟ ଭାବେ ଓଡିଶା ଗଠିତ ହୋଇଥିଲା | ଭାଷା ଭିତ୍ତିରେ ସୃଷ୍ଟି ରାଜ୍ୟର ଶାସନ ସେଇ ଭାଷାରେ ହେବାପାଇଁ 1948 ରୁ 1954 ତା ପରବର୍ତୀ ସମୟରେ ଭାଷା ଆନ୍ଦୋଳନର କଳାପତାକା ଅଭିଯାନ!-->…
ରାୟଗଡା ଜିଲ୍ଲା ଅନ୍ତର୍ଗତ ଚନ୍ଦ୍ରପୁରୁ ବ୍ଲକରେ ମାଓବାଦୀମାନଙ୍କର କିଛିଦିନ ନିରବତା ପରେ ବର୍ତମାନ ପୁଣି…
ଚନ୍ଦ୍ରପୁରୁ ବ୍ଲକ ଲୋକଙ୍କୁ ଡରାଉଛି ହନୁମନ୍ତପୁରୁର ମାଓପପୋଷ୍ଟର।
ରାୟଗଡ଼ା : ତା : ୨୦/୦୯/୨୪ରାୟଗଡା ଜିଲ୍ଲା ଅନ୍ତର୍ଗତ ଉପାନ୍ତ ଚନ୍ଦ୍ରପୁରୁ ବ୍ଲକରେ ମାଉଵାଦୀମାନଙ୍କର କିଛିଦିନ ନିରବତା ପରେ ଏଵେ ସକ୍ରୀୟ ହୋଇଊଠିଛନ୍ତି। ଆଜି ସକାଳୁ ରାୟଗଡ଼ା ଜିଲ୍ଲା ଅନ୍ତର୍ଗତ ଚାନ୍ଦପୁର ବ୍ଳକ!-->!-->!-->!-->!-->…
ସମ୍ବଲପୁରୀ ଗାୟିକାଙ୍କ ମୃତ୍ୟୁକୁ ନେଇ ଉଠିଲା ପ୍ରଶ୍ନ
ଭବାନୀପାଟଣା ଭବାନୀପାଟଣାର ସୁପରିଚିତ ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ବଲାଙ୍ଗୀରରେ ଏକ ସମ୍ବଲପୁରୀ ଆଲବମ୍ ଶୁଟିଂ କରିବାକୁ ଯାଇ ସେଠାରେ ଅସୁସ୍ଥତା ଅନୁଭବ କରିଥିଲେ। ଅଗଷ୍ଟ ୨୭ ତାରିଖରେ!-->…
ସେନା ମେଜର ଓ ବାନ୍ଧବୀଙ୍କୁ ପୁଲିସ ମାଡ଼ ଘଟଣା: ଡିଜିପିଙ୍କୁ ନୋଟିସ୍
ଭୁବନେଶ୍ବର: କମିସନରେଟ୍ ପୁଲିସ ଅଧୀନ ଭରତପୁର ଥାନାରେ ସେନାବାହିନୀର ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ମାଡ଼ ମରାଯିବା ଘଟଣାରେ ଜାତୀୟ ମହିଳା କମିସନ ଡିଜିପି ଯୋଗେଶ ବାହାଦୂର ଖୁରାନିଆଙ୍କୁ ନୋଟିସ କରିଛନ୍ତି। ମାମଲାକୁ ନିଜ ତରଫରୁ ଗ୍ରହଣ କରି ନୋଟିସ ଜାରି!-->…
ଏରୋସ୍ପେସ୍ ଓ ପ୍ରତିରକ୍ଷା କ୍ଷେତ୍ରରେ ନିବେଶ ପାଇଁ ଆଗ୍ରହ
ଭୁବନେଶ୍ବର : ଓଡ଼ିଶାରେ ବିନିଯୋଗ କ୍ଷେତ୍ରରେ ଯୋଡ଼ି ହୋଇଛି ଆଉ ଏକ ଅଧ୍ୟାୟ। ପାରମ୍ପରିକ ବ୍ୟବସାୟରେ ନିବେଶ ପରେ ଏବେ ଏରୋସ୍ପେସ୍ ଏବଂ ପ୍ରତିରକ୍ଷା କ୍ଷେତ୍ରରେ ନିବେଶ ପାଇଁ ନିବେଶକଙ୍କ ଆଗ୍ରହ ବଢ଼ୁଛି। ଓଡ଼ିଶାର ସମୃଦ୍ଧ ଐତିହ୍ୟ, ପ୍ରାକୃତିକ ସମ୍ପଦ, ସହଜରେ ଉପଲବ୍ଧ କଞ୍ଚାମାଲ ପାଇଁ!-->…