Browsing Category

ଓଡିଶା

ସୁଭଦ୍ରା ଯୋଜନା: ୨ ହଜାର ଆବେଦନ ଖାରଜ

ଭୁବନେଶ୍ୱର: ସୁଭଦ୍ରା ଯୋଜନା ଅଧୀନରେ ଆବେଦନ କରିଥିବା ୨ ହଜାର ମହିଳାଙ୍କ ଆବେଦନ ପତ୍ର ଖାରଜ କରାଯାଇଛି l ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ତେବେ ଆକାଉଣ୍ଟ ସଠିକ୍‌ ନଥିବାରୁ ଆବେଦନ ରିଜେକ୍ଟ ହୋଇଥାଇପାରେ ବୋଲି କହିଛନ୍ତି ପ୍ରଭାତୀ ପରିଡା l ଶତ ପ୍ରତିଶତ

ଯବାନଙ୍କ ଗୁଳିରେ ଯବାନ ମୃତ

ମାଲକାନଗିରି : ଯବାନଙ୍କ ଗୁଳିରେ ଯବାନ ମୃତ ।  ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବଳରାମପୁର ଜିଲ୍ଲାରେ ଜଣେ CAF ଜବାନ ନିଜ ସର୍ଭିସ ରିଭଲଭରରେ ସାଥୀ ଯବାନଙ୍କ ଉପରକୁ ଗୁଳିମାଡ଼ କରିଥିଲେ ।  ଏଥିରେ ଦୁଇ ଜବାନଙ୍କ ମୃତ୍ୟୁ ଘଟିଛି ଏବଂ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି ।  ମୃତ ଜବାନ

ଖୁବ୍‌ ଶୀଘ୍ର କ୍ଷତିଗ୍ରସ୍ତ ଚିଟ୍‌ଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା

ଭୁବନେଶ୍ୱର: ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା l ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ l ଚିଟ୍‌ଫଣ୍ଡ ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ମନମୋହନ l ଏନେଇ ରାଜ୍ୟ ସରକାର ଏକ କମିଟି ଗଠନ କରିଛନ୍ତି l ଟଙ୍କା ଫେରସ୍ତ

ମାଈ ହାତୀଙ୍କୁ ଟ୍ରାଙ୍କୁଲାଇଜ୍ କଲା ବନ ବିଭାଗ, ବଣାଇ ବନଖଣ୍ଡରେ ଦୀର୍ଘ ଦିନ ହେବ କରୁଥିଲା ଆତଙ୍କ

ବଣାଇ : ମାଈ ହାତୀଙ୍କୁ ଟ୍ରାଙ୍କୁଲାଇଜ୍ କଲା ବନ ବିଭାଗ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ବନଖଣ୍ଡର କୋଇଡା ରେଞ୍ଜର ଜାମଢ଼ି ସେକ୍ସନର ତୋଡା ଜଙ୍ଗଲରେ ଦନ୍ତାହାତୀକୁ ଟ୍ରାଙ୍କୁଲାଇଜ୍ କଲା ବନ ବିଭାଗ । ଦୀର୍ଘ ଦିନ ହେବ ଏକ ଦନ୍ତାହାତୀ ଲୋକଙ୍କ ଘର ଭାଙ୍ଗିବା ସହ ଫସଲ ନଷ୍ଟ କରୁଥିଲା । ଲୋକଙ୍କୁ

ଆକାଶମାର୍ଗରୁ ବାଲେଶ୍ଵରର ବିଭିନ୍ନ ବନ୍ୟାଞ୍ଚଳ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର: ଲଘୁଚାପ ଜନିତ ଲଗାଣ ବର୍ଷା ପରେ ସୁବର୍ଣ୍ଣରେଖାରେ ପ୍ରଳୟଙ୍କରୀ ବନ୍ୟା ସୃଷ୍ଟି ହୋଇଛି । ଯାହାକୁ ନେଇ ଉତ୍ତର ବାଲେଶ୍ଵରରେ ଗମ୍ଭୀର ହୋଇଛି ବନ୍ୟା ପରିସ୍ଥିତି । ଯାହାକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ଵର ଜିଲ୍ଲା ବନ୍ୟା କ୍ଷୟକ୍ଷତିର ସ୍ଥିତି

ଭରତପୁର ଥାନାରେ ମେଜରଙ୍କୁ ମାଡ଼ମରା ଅଭିଯୋଗ: ପୂର୍ବତନ ସେନା କର୍ମଚାରୀଙ୍କ ବିକ୍ଷୋଭ

ଭୁବନେଶ୍ବର: ଭୁବନେଶ୍ବର ଭରତପୁର ଥାନାରେ ଜଣେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ମରା ଅଭିଯୋଗ ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବିରେ ପୂର୍ବତନ ସେନା କର୍ମଚାରୀଙ୍କ ବିକ୍ଷୋଭ । ନ୍ୟାୟିକ ତଦନ୍ତ ଦାବି କରିଛନ୍ତି । ପୋଲିସ କମିଶନରଙ୍କୁ ଭେଟିଛନ୍ତି ପୂର୍ବତନ ସେନା କର୍ମଚାରୀ ସଂଘ

ଗାଧେଇବା ବେଳେ କେନାଲରେ ଭାସିଗଲେ ମହିଳା

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବୁଢ଼ାପଙ୍କ ଗ୍ରାମ ପଞ୍ଚାୟତର କେନାଲରେ ଗାଧୋଇଲା ବେଳେ ଭାସି ଗଲେ ମହିଳା । ଭାସିଯାଇଥିବା ମହିଳା ଜଣଙ୍କ ହେଲେ ବୁଢ଼ାପଙ୍କ ଗ୍ରାମର ଗଡ଼ ସାହି ବାସିନ୍ଦା ଅଶୋକ ସାମଲଙ୍କ ୨୨ ବର୍ଷୀୟ ସ୍ତ୍ରୀ ପୂର୍ଣ୍ଣିମା ସାମଲ । ଖବର ମୁତାବକ,

ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ: ସ୍କୁଲ୍ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଠାବ

ନବରଙ୍ଗପୁର: ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖଣ୍ଟି କଣ୍ଟାଗାଁର ଅଭାବନୀୟ ଘଟଣା । ଦୋଷୀକୁ କଠୋର ଦଣ୍ଡ ଦାବିରେ ଗାଁର ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି ଗ୍ରାମବାସୀ । ସଦର ପଂଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା: ୫ ପୋଲିସ ସସ୍‌ପେଣ୍ଡ୍

ଭୁବନେଶ୍ୱର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ। ୫ ପୋଲିସ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଡିଜିପି ୱାଇ ବି ଖୁରାନିଆ। ଏହି ଘଟଣାରେ ଭରତପୁର ଥାନାର ପୂର୍ବତନ ଆଇଆଇସି ଦିନକୃଷ୍ଣ ମିଶ୍ର

ଆସିକା ବିଧାୟକଙ୍କୁ ବରଖାସ୍ତ ପାଇଁ ରାଜ୍ୟ ପାଳଙ୍କ ଉଦେଶ୍ୟରେ ସରପଞ୍ଚ ସଂଘ ପକ୍ଷରୁ ସ୍ମାରକ ପତ୍ର ପ୍ରଦାନ…..

ପୁଣି ଚର୍ଚ୍ଚା ରେ ସରୋଜ ପାଢ଼ୀ ସରପଞ୍ଚ ମାନଙ୍କ ସହ ପଙ୍ଗା ଭାରି ପଡିଲା... ଭୁବନେଶ୍ୱର:୧୮-୯ ମେଳି ବାନ୍ଧି ଗଞ୍ଜାମ ସରପଞ୍ଚ ସଂଘ ରାଜରାସ୍ତା କୁ ଓହ୍ଲାଇ ଲେ ଆସିକା ବିଧାୟକ ଙ୍କ କୁସପୁତ୍ତଳିକା ବି ଦାହ କରିଲେ। ବିଧାୟକ ଙ୍କ ବାଲି ଗୁତା ଧାରୀଙ୍କ ଠାରୁ ମାସିକ ବଟି ମାଗିବା ଅଡିଓ