Browsing Category

ଓଡିଶା

ମାଓନେତା ଆଜାଦ ବାଲିଗୁଡ଼ା ଏଡିଜେ କୋର୍ଟରେ ହାଜର…

ବାଲିଗୁଡା : ଟପ ମାଓନେତା ଆଜାଦ କନ୍ଧମାଳ ଜିଲ୍ଲା ବାଲିଗୁଡା ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟରେ ହାଜର ହୋଇଛନ୍ତି। ତାଙ୍କୁ ଭୁବନେଶ୍ଵର ଝାରପଡ଼ା ଜେଲରୁ ବାଲିଗୁଡାକୁ କଡା ସୁରକ୍ଷାରେ ଅଣାଯାଇଛି। ଅତିରିକ୍ତ ଜିଲ୍ଲା ଜଜ୍ ଶୁଭଦର୍ଶି ତ୍ରିପାଠୀଙ୍କ କୋର୍ଟରେ ୩ଟି କେସ ଚାର୍ଜ ହୋଇଥିଲା।

ଫର୍ମାନ ଜାରି କଲେ ଗୃହ ନିର୍ମାଣ ନଗର ଉନ୍ନୟନ ବିଭାଗ…

ରାଜରାସ୍ତା ଉପରେ ଗାଇ ଗୋରୁ କୁ ଛାଡିଲେ ଫାଇନ ଦେବେ ଏଣିକି ମାଲିକ…ଵ୍ରହ୍ମପୁର: ଜାତୀୟ ରାଜପଥ ହେଉକି ରାଜରାସ୍ତା ଉପରେ ଗାଈ ଗୋରୁ ଆସିବା ଫଳରେ ବଡ଼ ବଡ଼ ଦୁର୍ଘଟଣା ଘଟିବା ସହ ଅକାଳରେ ଧନ ଜୀବନ ନଷ୍ଟ ହେଉଛି।ଏହାକୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏକ

ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୁର ସଂଘ ପକ୍ଷରୁ ବିଶ୍ଵକର୍ମା ଜୟନ୍ତୀ ଏବଂ ରାଷ୍ଟ୍ରୀୟ ଶ୍ରମ ଦିବସ ପାଳନ

ରାୟଗଡ଼ା : ଭାରତୀୟ ମଜଦୁର ସଂଘ ୧୭ ସେପ୍ଟେମ୍ବର ଭଗବା ବିଶ୍ଵକର୍ମା ଜୟନ୍ତୀ କୁ ରାଷ୍ଟ୍ରୀୟ ଶ୍ରମିକ ଦିବସ ରୂପେ ସାରା ଦେଶରେ ପାଳନ କରି ଆସୁଛି।ଏହି ଅବସରରେ ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୁର ସଂଘ ପକ୍ଷରୁ ମହାଆଡମ୍ବରରେ ପାଳନ କରାଯାଇଥିଲା । ଏହି ଉପଲକ୍ଷେ ସକାଳ ସମୟରେ ବାରିଝୋଲା ଗ୍ରାମ

ଜିଲ୍ଲାରେ ସୁଭଦ୍ରା ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ସୁଭଦ୍ରା ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ପଡିଆରେ ଆୟୋଜିତ ଜିଲ୍ଲାସ୍ତରୀୟ ତଥା ବ୍ଳକ ସ୍ତରୀୟ ମେଗା ସୁଭଦ୍ରା ଯୋଜନାରେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲା

ଗତ ୧୦ ବର୍ଷରେ ଓଡ଼ିଶାର ବିକାଶକୁ କେନ୍ଦ୍ର ଅଗ୍ରାଧିକାର ନୁହେଁ, ଅବହେଳା କରିଛନ୍ତି: ବିଜେଡି

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବରିଷ୍ଠ ନେତା ଓ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ ଦାସବର୍ମା ଓ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଶାସନ କାଳରେ ଓଡ଼ିଶାର

୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଆରଆଇ

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ଆର୍‌ଆଇ। ତାଙ୍କ ବରୁଣ ଜେନା। ଢେଙ୍କାନାଳ ସଦର ଆରଆଇ ଅଫିସରେ ସେ ନିଯୁକ୍ତ ହୋଇଛନ୍ତି। ତାଙ୍କ ସହିତ ବଳରାମ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଭିଜିଲାନ୍ସ। ଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କୁ

ମୋଦି ସରକାର 3.0: ଶହେ ଦିନର ହିସାବ ଦେଲେ ଅଶ୍ୱିନୀ ବୈଷ୍ଣବ

ମୋଦି ସରକାର 3.0କୁ ଶହେ ଦିନ ପୂର୍ତ୍ତିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସୂଚନା। ଭାରତକୁ ବିକଶିତ କରିବା ଲାଗି ୧୦୦ ଦିନରେ ଅନେକ କାମ ହୋଇଛି। ସେ କହିଛନ୍ତି, ଶେଷ ବର୍ଗରେ ଥିବା ଲୋକଙ୍କ ଲାଗି ସେବା ଭାବନା ରଖି କାମ କରୁଛୁ। ୧୫ ଲକ୍ଷ କୋଟି ଟଙ୍କାର କାମ ଆରମ୍ଭ କରାଯାଇଛି। ୩

ଯୋବ୍ରା ସିରିଜ ଦୁର୍ଘଟଣା; ଅଭିଯୁକ୍ତ ଚାଳକକୁ କୋର୍ଟ ଚାଲାଣ କଲା ପୋଲିସ

କଟକ: କଟକ ଯୋବ୍ରା ବ୍ୟାରେଜରେ ସିରିଜ ଦୁର୍ଘଟଣା ମାମଲା । ଆଜି ସିରିଜ ଦୁର୍ଘଟଣା ଘଟାଇଥିବା ସ୍କର୍ପିଓର ଚାଳକକୁ ଗିରଫ କରି କୋର୍ଟ ଚାଲାଣ କରିଛି ଜଗତପୁର ପୋଲିସ । ଗରିଫ ଅଭିଯୁକ୍ତ ଚାଳକ ହେଉଛି ରାଜେନ୍ଦ୍ର ପରିଜା । ସେ ଜଣେ କାର୍ ମେକାନିକ । ସେ ନଖରା ସ୍ଥିତ ମହେନ୍ଦ୍ରା ସୋ ରୁମରେ

କାରଖାନାରେ ଦୁର୍ଘଟଣା: ୨ ଶ୍ରମିକ ମୃତ, ୬ ଗୁରୁତର

ଝାରସୁଗୁଡା: ଝାରସୁଗୁଡ଼ାର ଏକ କାରଖାନାରେ ଦୁର୍ଘଟଣା। ୨ ଶ୍ରମିକ ମୃତ ଓ ୬ ଜଣ ଗୁରୁତର ହୋଇଥିବା ସୂଚନା ରହିଛି। ବୁଢିପଦର ଓଡ଼ିଶା ମେଟାଲିକ୍ସ କମ୍ପାନୀରେ ଏହି ଅଘଟଣ ଘଟିଛି। ଦୁର୍ଘଟଣାରେ ଗୁରୁତର ଶ୍ରମିକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମୃତକମାନେ ହେଲେ ଗଞ୍ଜାମ ଜିଲ୍ଲାର

ମେଡିକାଲରେ ବୃଦ୍ଧି ହେବ ୭୫ ହଜାର ସିଟ୍

ଭୁବନେଶ୍ବର: ଓଡିଶା ସମେତ ବିଭିନ୍ନ ରାଜ୍ୟରେ ବଢିବ ମେଡିକାଲ ସିଟ୍ । ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭରେ ଏହି ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏନେଇ ମୋଦି କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବାର ସୌଭାଗ୍ୟ ମିଳିଲା । ଓଡ଼ିଶାର ମା’ ମାନଙ୍କ ପାଇଁ