Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମାର୍ଚ୍ଚ ୮ ପର୍ଯ୍ୟନ୍ତ ଚାଲିବ ‘ସୁଭଦ୍ରା’ ପଞ୍ଜିକରଣ
ବିଜେପି ସରକାରର ମହତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାକୁ ନେଇ ରହିଥିବା ଦ୍ୱନ୍ଦ୍ୱକୁ ଆଜି ପୁଣିଥରେ ରାଜ୍ୟ ସରକାର ଦୂର କରିବାକୁ ପ୍ରୟାସ କରିଛନ୍ତି । ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କ ଆବେଦନ ଓ ପଞ୍ଜିକରଣ ପ୍ରକ୍ରିୟା ଆସନ୍ତାବର୍ଷ ମାର୍ଚ୍ଚ ୮ ତାରିଖ ପର୍ଯ୍ୟନ୍ତ ଚାଲିବ।!-->…
ଚିଙ୍ଗୁଡ଼ି କମ୍ପାନୀରେ ଫସି ରହିଛନ୍ତି ୨୨ ଓଡ଼ିଆ ଶ୍ରମିକ
ଆନ୍ଧ୍ର ପ୍ରଦେଶର ବିଶାଖାପାଟଣାର ଚିଙ୍ଗୁଡ଼ି କମ୍ପାନୀରେ ଫସି ରହିଛନ୍ତି ୨୨ ଓଡ଼ିଆ ଶ୍ରମିକ । ଆନ୍ଧ୍ର ପ୍ରଦେଶର ବିଶାଖାପାଟଣାରେ ଥିବା ସନ୍ଧ୍ୟା ମେରାଇନ୍ ପ୍ରାଇଭେଟ୍ ଲିମିଟେଡରେ କାମ କରିବା ପାଇଁ ଗତ ୧୦ତାରିଖରେ କଟକ ଜିଲ୍ଲା ବାଙ୍କୀ ବ୍ଲକ୍ କେନ୍ଦୁପଲି, ବୈଦେଶ୍ୱର ଓ ଜଗନ୍ନାଥପୁର!-->…
ସୁଭଦ୍ରାରେ ମାତିଲେଣି ସାଇବର ଠକ: ସତର୍କ କରାଇଲେ ସରକାର
ଭୁବନେଶ୍ବର: ଆସନ୍ତାକାଲି ଶୁଭାରମ୍ଭ ହେବ ବହୁ ପ୍ରତିକ୍ଷିତ ତଥା ଚର୍ଚ୍ଚିତ ସୁଭଦ୍ରା ଯୋଜନା । ଏଯାବତ ପାଖାପାଖି ୬୦ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ପଞ୍ଜିକରଣ କରିସାରିଲେଣି । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦି ଓଡିଶା ଆସି ମହିଳା ହିତାଧିକାରୀଙ୍କୁ ୫ହଜାର ଲେଖାଏଁ ପ୍ରଥମ କିସ୍ତି ଦେବେ!-->…
ସୁଭଦ୍ରା ଦ୍ବନ୍ଦ୍ବ ଦୂର କଲେ ଉପମୁଖ୍ୟମନ୍ତ୍ରୀ: ୧ ଟଙ୍କା ନଯାଇଥିଲେ ବି ପାଇବେ
ଭୁବନେଶ୍ବର: କ’ଣ ଆପଣଙ୍କ ଖାତାକୁ ବି ଯାଇନାହିଁ ସୁଭଦ୍ରା ଟ୍ରାଏଲର ଟଙ୍କାଏ? ତାହାଲେ କିଛି ବି ଚିନ୍ତା କରିବାର ବିଷୟ ନାହିଁ । ଟଙ୍କାଏ ନପାଇଲେ ବି ଆପଣଙ୍କ ଖାତାକୁ ଯିବ ସୁଭଦ୍ରା ସହାୟତା ରାଶି ।
ତେବେ ଶନିବାର ରାତିରେ ସୁଭଦ୍ରା ପଞ୍ଜିକରଣ କରିଥିବା କିଛି ମହିଳାଙ୍କ ବ୍ୟାଙ୍କ ଖାତାକୁ!-->!-->!-->…
ରାସ୍ତାରେ ବେପରୁଆ ଗାଡ଼ିଚାଳନାର ଭିଡିଓ ଭାଇରାଲ ହେବା ପରେ ୫ ଗିରଫ, ୨ କାର ଜବତ
ରାଜଧାନୀରେ ବେପରୁଆ ଗାଡ଼ିଚାଳନା ଘଟଣାରେ କମିଶନରେଟ ପୁଲିସ ୫ ଜଣଙ୍କୁ ଗିରଫ କରିଥିବା ବେଳେ ୨ଟି ଗାଡ଼ି ଜବତ କରିଛି। ଭୁବନେଶ୍ୱରର ଜନପଥରେ ଟ୍ରାଫିକ ନିୟମକୁ ଉଲ୍ଲଂଘନ କରି ବେପରୁଆ ଭାବେ ଗାଡି ଚାଳନା କରିଥିଲେ ଏହି ଅଭିଯୁକ୍ତମାନେ। ସେମାନଙ୍କର ଆଉ କିଛି ସାଥୀ ମଧ୍ୟ ଅଛନ୍ତି।
!-->!-->!-->…
ଆସନ୍ତାକାଲି ପୂର୍ବାହ୍ନ ୧୦ଟା ୫୦ରେ ପହଞ୍ଚିବେ ମୋଦି
ଭୁବନେଶ୍ବର: ଆସୁଛନ୍ତି ମୋଦି । ରାଜ୍ୟର ମହିଳାଙ୍କ ପାଇଁ ଶୁଭାରମ୍ଭ କରିବେ ସୁଭଦ୍ରା ଯୋଜନା । ଏଥିପାଇଁ ମୋଦିଙ୍କ ଗସ୍ତର ଏକ ବିସ୍ତୃତ ବିବରଣୀ ଦିଆଯାଇଛି । ଆସନ୍ତାକାଲି ପୂର୍ବାହ୍ନ ୧୦ଟା ୫୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦି । ଏହାପରେ ବିମାନବନ୍ଦରରୁ ସିଧା!-->…
ଗାଡ଼କଣ ଶବର ସାହିରେ ଆବାସ ଗୃହ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସ୍ଵାଗତ ପାଇଁ ଚଳଚଂଚଳ ଭୁବନେଶ୍ଵରର ଗାଡ଼କଣ ଶବର ସାହି।ହିତାଧିକାରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ।। ପ୍ରଧାନମନ୍ତ୍ରୀ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ ପହଞ୍ଚିବେ ଭୁବନେଶ୍ଵର ଗାଡ଼କଣ ଶବର ସାହିରେ। ପିଏମ ଆବାସ!-->…
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଜାରି ହେଲା ଟ୍ରାଫିକ କଟକଣା
ଭୁବନେଶ୍ଵର: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତ ପାଇଁ ଜାରି ହେଲା ଟ୍ରାଫିକ କଟକଣା । କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହେଲା ଟ୍ରାଫିକ ନିର୍ଦ୍ଦେଶନାମା । ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ରହିବ ଏହି କଟକଣା । ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର!-->…
ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ଆଲର୍ଟ
ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଗଭୀର ଅବପାତ ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗ ଏବଂ ଝାଡ଼ଖଣ୍ଡକୁ ଗତି କରିବ । ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଏହା କ୍ରମଶଃ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । ୨୪!-->…
ମାଗା ସୁବୁଦ୍ଧିଙ୍କ ସନ୍ଦେହଜନକ ମୃତ୍ୟୁ: ଦୋଷୀକୁ ୨୪ ଘଣ୍ଟା ଭିତରେ ହେପାଜତ ନେବାକୁ ପୋଲିସ ପ୍ରଶାସନକୁ ନିର୍ଦ୍ଦେଶ
ଖୋର୍ଦ୍ଧା: ହାଟବରଡିହ ଗାଁର ମାଗା ସୁବୁଦ୍ଧିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ତଦନ୍ତ ନିର୍ଦ୍ଦେଶ । ଦୋଷୀକୁ ୨୪ ଘଣ୍ଟା ଭିତରେ ପୋଲିସ ହେପାଜତକୁ ନେଇ ଆଇନ୍ ଅନୁଯାୟୀ ପଦକ୍ଷେପ ନେବାକୁ ସ୍ଥାନୀୟ ପୋଲିସ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଆଇନମନ୍ତ୍ରୀ। ସୂଚନା ଅନୁସାରେ ଖୋର୍ଦ୍ଧା ରେଳ ଡିଭିଜନ!-->…