Browsing Category

ଓଡିଶା

ମାଗା ସୁବୁଦ୍ଧିଙ୍କ ସନ୍ଦେହଜନକ ମୃତ୍ୟୁ: ଦୋଷୀକୁ ୨୪ ଘଣ୍ଟା ଭିତରେ ହେପାଜତ ନେବାକୁ ପୋଲିସ ପ୍ରଶାସନକୁ ନିର୍ଦ୍ଦେଶ

ଖୋର୍ଦ୍ଧା: ହାଟବରଡିହ ଗାଁର ମାଗା ସୁବୁଦ୍ଧିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ତଦନ୍ତ ନିର୍ଦ୍ଦେଶ । ଦୋଷୀକୁ ୨୪ ଘଣ୍ଟା ଭିତରେ ପୋଲିସ ହେପାଜତକୁ ନେଇ ଆଇନ୍ ଅନୁଯାୟୀ ପଦକ୍ଷେପ ନେବାକୁ ସ୍ଥାନୀୟ ପୋଲିସ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଆଇନମନ୍ତ୍ରୀ। ସୂଚନା ଅନୁସାରେ ଖୋର୍ଦ୍ଧା ରେଳ ଡିଭିଜନ

ମଇଁଷି ଚରାଉଥିବା ବେଳେ ନଦୀ କୂଳରୁ ଝାମ୍ପିନେଲା କୁମ୍ଭୀର

ଆଳି : ପୁଣି କେନ୍ଦ୍ରାପଡ଼ା ଜିଲ୍ଲାରେ କୁମ୍ଭୀର ଆତଙ୍କ । ମଇଁଷି ଚରାଉଥିବା ବେଳେ ଜଣକୁ ଟାଣିନେଲା କୁମ୍ଭୀର । କୁମ୍ଭୀର ଟାଣି ନେଇଥିବା ବ୍ୟକ୍ତି ଜଣକ ଆଳି ଥାନା ଇଚ୍ଛାପୁର ଗାଁର ଅଜାମ୍ବର ନାୟକ । ଖରସୁଆ ନଦୀ କୂଳରେ ମଇଁଷି ଚରାଇବା ବେଳେ ତାଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ ହୋଇଛି

ଏଥର ଦଶମ ଶ୍ରେଣୀ ଷାଣ୍ମାସିକ ପ୍ରଶ୍ନପତ୍ର ଛପାଇବନି ବୋର୍ଡ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ଆୟୋଜିତ ହେଉଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଷାଣ୍ମାସିକ ବା ଅର୍ଦ୍ଧବାର୍ଷିକୀ ପରୀକ୍ଷା ଆୟୋଜନ କରିବ ନାହିଁ। ହାଇସ୍କୁଲ୍‌ ସାର୍ଟିଫିକେଟ୍‌ ପରୀକ୍ଷା ତଥା ମାଟ୍ରିକ୍‌ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ

ବିଦେଶୀ ମଦ ଦୋକାନରେ ଚଢ଼ାଉ, ଭଙ୍ଗା ଗଲା ହଜାର ହଜାର ଲିଟର ଅପମିଶ୍ରିତ ମଦ

ଭୁବନେଶ୍ବର : ବିଦେଶୀ ମଦ ଦୋକାନରେ ଅବକାରୀ ବିଭାଗ ଚଢ଼ାଉ । ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡ ପାଖରେ ଥିବା ଏକ ମଦ ଦୋକାନରେ ଚଢଉ କରିଛି ଅବକାରୀ ବିଭାଗ । JCB ମେସିନ ସାହାଯ୍ୟରେ ଭଙ୍ଗା ଗଲା ହଜାର ହଜାର ଲିଟର ମଦ ବୋତଲ। ଠିପି ବନ୍ଦ ବିଦେଶୀ ମଦ ଦୋକାନରେ ବିଦେଶୀ ମଦରେ ପାଣି ମିଶାଇ

ନକଲି ନଡ଼ିଆ ତେଲ ପ୍ରସ୍ତୁତି କାରଖାନା ଉପରେ ଚଢ଼ାଉ, ବାପ-ପୁଅ ଗିରଫ

ବ୍ରହ୍ମପୁର: ସାଲିମର ନଡ଼ିଆ ତେଲର ଅବିକଳ ରଙ୍ଗ ଓ ଲୋଗୋ ବ୍ୟବହାର କରି ଶିବାନୀ ନାମକ ନଡ଼ିଆ ତେଲ ପ୍ରସ୍ତୁତ କରି ବଜ଼ାରରେ ହେଉଛି ବିକ୍ରି। ଶାଲିମାର ନଡ଼ିଆ ତେଲର ଭ୍ରମ ସୃଷ୍ଟି କରି ଗ୍ରାହକଙ୍କୁ ଦିଆଯାଉଥିଲା ପୋଡା ତେଲ। ଏପରି ଅପମିଶ୍ରିତ ତେଲ ସୃଷ୍ଟି କରୁଥିବା ଅଭିଯୋଗରେ ନକଲି ନଢ଼ିଆ

ପୁରୀ ଶ୍ରୀନହରରେ ପବିତ୍ର ସୁନିଆଁ ଉତ୍ସବ: ଗଜପତି ମହାରାଜାଙ୍କର ୧୪୩୨ ସାଲ ଓ ୬୮ ଅଙ୍କର ପ୍ରବେଶ

ପୁରୀ: ଭାଦ୍ରବ ମାସ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ପାଳିତ ହେଉଛି ବାମନ ଜନ୍ମ ନୀତି। ଆଜିର ଦିନରେ ଅଦିତିଙ୍କ ଠାରୁ ବାମନ ଜନ୍ମ ହୋଇଥିବାରୁ ଏହାର ସ୍ମୃତିକୁ ନେଇ ଏହି ଜନ୍ମ ନୀତି ଦ୍ୱିପ୍ରହର ଧୂପ ପରେ ଶ୍ରୀମନ୍ଦିରରେ ପାଳିତ ହୋଇଥାଏ। ତେବେ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ

ଆସନ୍ତାକାଲି ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି ଗଭୀର ଅବପାତ । ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଏବେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଛି। ଏହା ପଶ୍ଚିମ ଦିଗକୁ ଧୀରେ ଧୀରେ ଗତି କରୁଛି। ଗଭୀର ଅବପାତ ଭାବେ ଏହାର ତୀବ୍ରତା

ଢାବା ମାଲିକଙ୍କ ଉପରେ ମାଡ଼ିଗଲା ଟ୍ରକ୍

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବାଲିଡିଆ ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ବାରିହାପୁର ଗାଁ ନିକଟରେ ଏକ ଦୁର୍ଘଟଣା ଘଟିଛି। ଜଣେ ଢାବା ମାଲିକଙ୍କ ଉପରେ ଉପରେ ଟ୍ରକ୍ ମାଡ଼ିଯାଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଶ୍ରୀବତ୍ସ ସାହୁ। ଗତକାଲି ବିଳମ୍ବିତ ରାତିରେ ଶ୍ରୀବତ୍ସ

କାନ୍ଥ ପଡ଼ି ଜେଜେ ମା’ମୃତ, ନାତୁଣୀ ଗୁରୁତର

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଲଚ୍ଛିପୁର ଥାନା ଅନ୍ତର୍ଗତ ସଉରାପାଲି ଗାଁରେ ଏକ ଅଘଟଣ ଘଟିଛି। କାନ୍ଥ ପଡ଼ିଯିବାରୁ ଜେଜେ ମା’ଙ୍କର ମୃତ୍ୟୁ ଘଟିଥିବା ବେଳେ ୨ବର୍ଷର ନାତୁଣୀ ଗୁରୁତର ଆହତ ହୋଇଛି। ଲଗାତାର ବର୍ଷା ଯୋଗୁ ଘରର କାନ୍ଥ ଦୁର୍ବଳ ହୋଇ ଏହି ଅଘଟଣ ଘଟିଛି ବୋଲି କୁହାଯାଉଛି।

ମାଆକୁ ଦୁଇ ପୁଅ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ

କଟକ: ମାଆକୁ ୨ ପୁଅ ଗଳା କାଟି ହତ୍ୟା କରିବା ଘଟଣାରେ ପୋଲିସ୍ ଦେଲା ଚାଞ୍ଚଲ୍ୟକର ତଥ୍ୟ । ସାମାନ୍ୟ ଝଗଡା ପାଇଁ ପ୍ରତିଶୋଧ ପରାୟଣ ହୋଇ ୨ ପୁଅ ମିଶିକି ନେଇଗଲେ ମାଆ ଜୀବନ । କଟକ ମହାନଦୀ ବିହାରରରେ ଘଟିଥିବା ଅଭାବନୀୟ ଘଟଣାର ଆଜି କାରଣ ଦର୍ଶାଇଛି ପୋଲିସ୍ । ହତ୍ୟା ଘଟଣାକୁ ନେଇ ପୋଲିସ୍