Browsing Category

ଓଡିଶା

ଢାବା ମାଲିକଙ୍କ ଉପରେ ମାଡ଼ିଗଲା ଟ୍ରକ୍

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବାଲିଡିଆ ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ବାରିହାପୁର ଗାଁ ନିକଟରେ ଏକ ଦୁର୍ଘଟଣା ଘଟିଛି। ଜଣେ ଢାବା ମାଲିକଙ୍କ ଉପରେ ଉପରେ ଟ୍ରକ୍ ମାଡ଼ିଯାଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଶ୍ରୀବତ୍ସ ସାହୁ। ଗତକାଲି ବିଳମ୍ବିତ ରାତିରେ ଶ୍ରୀବତ୍ସ

କାନ୍ଥ ପଡ଼ି ଜେଜେ ମା’ମୃତ, ନାତୁଣୀ ଗୁରୁତର

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଲଚ୍ଛିପୁର ଥାନା ଅନ୍ତର୍ଗତ ସଉରାପାଲି ଗାଁରେ ଏକ ଅଘଟଣ ଘଟିଛି। କାନ୍ଥ ପଡ଼ିଯିବାରୁ ଜେଜେ ମା’ଙ୍କର ମୃତ୍ୟୁ ଘଟିଥିବା ବେଳେ ୨ବର୍ଷର ନାତୁଣୀ ଗୁରୁତର ଆହତ ହୋଇଛି। ଲଗାତାର ବର୍ଷା ଯୋଗୁ ଘରର କାନ୍ଥ ଦୁର୍ବଳ ହୋଇ ଏହି ଅଘଟଣ ଘଟିଛି ବୋଲି କୁହାଯାଉଛି।

ମାଆକୁ ଦୁଇ ପୁଅ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ

କଟକ: ମାଆକୁ ୨ ପୁଅ ଗଳା କାଟି ହତ୍ୟା କରିବା ଘଟଣାରେ ପୋଲିସ୍ ଦେଲା ଚାଞ୍ଚଲ୍ୟକର ତଥ୍ୟ । ସାମାନ୍ୟ ଝଗଡା ପାଇଁ ପ୍ରତିଶୋଧ ପରାୟଣ ହୋଇ ୨ ପୁଅ ମିଶିକି ନେଇଗଲେ ମାଆ ଜୀବନ । କଟକ ମହାନଦୀ ବିହାରରରେ ଘଟିଥିବା ଅଭାବନୀୟ ଘଟଣାର ଆଜି କାରଣ ଦର୍ଶାଇଛି ପୋଲିସ୍ । ହତ୍ୟା ଘଟଣାକୁ ନେଇ ପୋଲିସ୍

ମକା ଫସଲ ଖାଇଯିବାରୁ ଷଣ୍ଢକୁ ବାନ୍ଧି ୭ଦିନ କାଳ ଉପାସରେ ରଖିଲା ଜମି ମାଲିକ

ଉମରକୋଟ: ଦୁନିଆରେ ଏଭଳି ମାନବିକତା ହୀନ ଏବଂ ନୃଶଂସ ଲୋକ ଅଛନ୍ତି ଯେଉଁମାନେ ନିଜ ସ୍ୱାର୍ଥ ପାଇଁ ଯେକୌଣସି ସ୍ତରକୁ ବି ଯାଇପାରନ୍ତି । ଯେମିତି ସେମାନଙ୍କ ମନରେ ଦୟା, କ୍ଷମା କିଛି ବି ନଥାଏ । ତେବେ ମାନବିକତାର ସବୁ ସୀମା ପାର କଲାଭଳି ଏକ ଘଟଣା ଏବେ ସାମ୍ନାକୁ ଆସିଛି । ଯେଉଁଠି

ଝାଡ଼ାବାନ୍ତିରେ ୨ ମୃତ, ୩୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାରେ ବ୍ୟାପୁଛି ଝାଡ଼ାବାନ୍ତି । ତୁରକେଲା ବ୍ଲକ ମହୁଲପାର୍ଟି ପଞ୍ଚାୟତର କାନ୍ଦଗାଡ ଗାଁରେ ଝାଡ଼ାବାନ୍ତିରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ ରୁ ଅଧିକ ଜଣ ଆକ୍ରାନ୍ତ ହୋଇଛନ୍ତି । ତେବେ ଏଥିରେ ମୃତ୍ୟୁ ଘଟିଥିବା ୨ ଜଣଙ୍କ ମଧ୍ୟରେ ଜଣେ ମହିଳା ଥିବା ବେଳେ

ଓଡ଼ିଶାରେ ଗଡ଼ିଲା ୨ଟି ‘ବନ୍ଦେ ଭାରତ’ ଏକ୍ସପ୍ରେସ, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ବ୍ରହ୍ମପୁର: ଓଡ଼ିଶାରେ ଗଡ଼ିଲା ଆଉ ଦୁଇ ବନ୍ଦେ ଭାରତ । ବ୍ରହ୍ମପୁର ରେଳ ଷ୍ଟେସନ ଏବଂ ରାଉରକେଲା ଷ୍ଟେସନରେ ଏ ନେଇ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି । ମୋଟ ୬ଟି ଟେନ

ଅଜଗରକୁ ପିଟି ପିଟି ମାରିବା ଘଟଣା: ୪ ଜଣଙ୍କୁ ବାନ୍ଧିଲା ବନବିଭାଗ

ମୟୁରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା କୁଳିଅଣା ବ୍ଲକ ସ୍ଥିତ ହଳଦିଆବନ୍ଧ ରାସ୍ତାରେ ଏକ ଅଜଗରକୁ ପିଟି ପିଟି ମାରିବା ଘଟଣାରେ ଆଜି ୪ ଜଣଙ୍କୁ ଗିରଫ କରିଛି ବନବିଭାଗ । ତେବେ କାଠସିରସି ଗାଁ ନିକଟରେ ଏକ ପ୍ରାୟ ୧୫ ଫୁଟ ଲମ୍ବର ଅଜଗରକୁ ସେଠିକା ସ୍ଥାନୀୟ ଲୋକ ଦେଖିବା ପରେ ମାରଣାସ୍ତ୍ର ପ୍ରୟୋଗ

ଭରତପୁର ଥାନାରେ ମେଜରଙ୍କ ଉନ୍ମତ୍ତକାଣ୍ଡ, ନିଶାଶକ୍ତ ଅବସ୍ଥାରେ ପୋଲିସ କର୍ମଚାରୀଙ୍କୁ କଲେ ଆକ୍ରମଣ

ଭୁବନେଶ୍ୱର : ଭରତପୁର ଥାନାରେ ମେଜରଙ୍କ ଉନ୍ମତ୍ତକାଣ୍ଡ । ନିଶାଶକ୍ତ ଅବସ୍ଥାରେ ଥାନାରେ ପଶି ପୋଲିସ କର୍ମଚାରୀଙ୍କୁ ଆକ୍ରମଣ କଲେ ୨୨ ଶିଖ ରେଜିମେଣ୍ଟ କୋଲକାତାର ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀ । ଆକ୍ରମଣ ସମୟରେ ଉଭୟ ପ୍ରଚୁର ମଦ୍ୟପାନ କରିଥିବାର ସୂଚନା ମିଳିଛି ।

ଭାଙ୍ଗିଲା ରେଡ୍ ମଡ୍ ପଣ୍ଡ, ଚାରିଆଡେ ଲାଲ ମାଟି ପାଣିର ବନ୍ୟା

କଳାହାଣ୍ଡି: ଭାଙ୍ଗିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ । ଚାଷ ଜମିରେ ମାଡିଗଲା ଲାଲ କାଦୁଅ ପାଣି । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ରେ ଥିବା ବେଦାନ୍ତ କମ୍ପାନୀର ବସନ୍ତ ପଡ଼ାରେ ନିର୍ମାଣ କରାଯାଇଥିବା ରେଡ୍ ମଡ୍ ପଣ୍ଡ ଆଜି ଭୁଶୁଡ଼ି ପଡ଼ିଛି । ଆଜି ରାତି ପ୍ରାୟ ୩ଟା ସମୟରେ ରେଡ୍ ମଡ୍ ପଣ୍ଡଟି

ଚେପଟିଆମ୍ବରେ ବଢୁଛି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା, ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

ନବରଙ୍ଗପୁର : ନବରଙ୍ଗପୁର ଚେପଟିଆମ୍ବରେ ବଢୁଛି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା । ଗତକାଲି ରାତିରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହେବା ପରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଳକ ଚେପଟିଆମ୍ବରେ ପୂର୍ବରୁ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ