Sign in
Sign in
Recover your password.
A password will be e-mailed to you.
Browsing Category
ଖେଳ
ମୃତଦେହ ପୋତିବା ଗୁଜବ: ଯୁବକଙ୍କ ବିରୋଧରେ ଥାନାରେ ଏତଲା
ମାଲକାନଗିରି : ସାମାଜିକ ଗଣମାଧ୍ୟମରେ ମିଥ୍ୟା ଗୁଜବ ପ୍ରସାରଣ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ମାଲକାନଗିରି ଜିଲ୍ଲା ପଡ଼ିଆ ବ୍ଲକ ଅନ୍ତର୍ଗତ ତେଲାମଗୁଡ଼ା ଗ୍ରାମରେ ଏକ ମହିଳାଙ୍କ ମୃତଦେହ ଗୋପନରେ ପୋତି ଦିଆଯାଇଥିବା ନେଇ ହୋଇଥିବା ପୋଷ୍ଟକୁ ଭିତ୍ତିହୀନ ଦର୍ଶାଇ ଗ୍ରାମବାସୀ!-->…
ଆନ୍ତଃ ଜିଲ୍ଲା କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ : ନବରଙ୍ଗପୁର ୧୬ ବର୍ଷରୁ କମ୍ ଦଳ ଘୋଷଣା, ଅଙ୍କୁଶ ରାଓଙ୍କୁ ଅଧିନାୟକ…
ଉମରକୋଟ : (ରିପୋର୍ଟ - ରସିକ ସରକାର) : ଓଡ଼ିଶା ରାଜ୍ୟ କ୍ରିକେଟ ସଂଘ ଏବଂ ନବରଙ୍ଗପୁର ଜିଲ୍ଲା କ୍ରିକେଟ ସଂଘର ମିଳିତ ଆନୁକୂଲ୍ୟରେ ୧୬ ବର୍ଷରୁ କମ୍ ଆନ୍ତଃ ଜିଲ୍ଲା କ୍ରିକେଟ ଟୁର୍ଣ୍ଣାମେଣ୍ଟ ପାଇଁ ନବରଙ୍ଗପୁର ଜିଲ୍ଲା ଦଳ ଘୋଷଣା କରାଯାଇଛି। ସ୍ଥାନୀୟ ଷ୍ଟାଡିୟମ ପରିସରରେ ଆୟୋଜିତ ଖେଳାଳି!-->…
ପୁଣି ଥରେ ଭାରତ ଜିତିଲା ଟି-ଟ୍ବେଣ୍ଟି ବିଶ୍ବକପ୍, ସମଗ୍ର ଦେଶରେ ଖୁସିର ଲହର
ଅହମଦାବାଦ: ଭାରତୀୟ ପୁରୁଷ କ୍ରିକେଟ୍ ଟିମ୍ ଅହମଦାବାଦରେ ଦେଶର କୋଟିକୋଟି ପ୍ରଶଂସକ, କ୍ରୀଡ଼ାପ୍ରେମୀ ଓ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଷ୍ଟାଡିୟମରେ ଉପସ୍ଥିତ ଲକ୍ଷାଧିକ ଦର୍ଶକ ଭାରତୀୟ ଯୁବ ଖେଳାଳିଙ୍କ ପ୍ରଦର୍ଶନ ଦେଖି ଯେତିକି ଉତ୍ସାହିତ ହୋଇଛନ୍ତି, ଜମ୍ମୁ କଶ୍ମୀରରୁ କନ୍ୟାକୁମାରୀ!-->…
୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିଅନସିପ୍ ଉଦଘାଟନ ହୋଇଯାଇଛି…
ରାଉରକେଲା : ଆଜି ରାଉରକେଲାର ଛେଣ୍ଡସ୍ଥିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଶ୍ରୀ ବ୍ରିଜେଶ ରାୟ, ଆଇପିଏସ୍, ଡିଆଇଜି ଡବ୍ଲୁଆର, ରାଉରକେଲାଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି ! ଉପସନ୍ଧି ସମାରୋହରେ ରାଉରକେଲାର ଏସପି ଏବଂ ସୁନ୍ଦରଗଡ଼ ଏସପି ରାଉରକେଲା ସହ ସଂଗଠନ ସଚିବ, ରାଉରକେଲାଙ୍କ ସମେତ!-->…
ବର୍ଷା ସାଜିଲା ବାଧକ, ପଏଣ୍ଟ ଭାଗ କଲେ ପାକିସ୍ତାନ-ନ୍ୟୁଜିଲାଣ୍ଡ
ନୂଆଦିଲ୍ଲୀ : ବର୍ଷାରେ ଧୋଇଗଲା ଟି-୨୦ ବିଶ୍ବକପର ସୁପର-୮ ପର୍ଯ୍ୟାୟର ପ୍ରଥମ ମ୍ୟାଚ। ଶ୍ରୀଲଙ୍କାର କଲମ୍ବୋରେ ହେବାକୁ ଥିବା ପାକିସ୍ତାନ-ନ୍ୟୁଜିଲାଣ୍ଡ ମଧ୍ୟରେ ମ୍ୟାଚ ବର୍ଷା ଯୋଗୁ ରଦ୍ଦ କରାଯାଇଛି । ଫଳରେ ଦୁଇ ଦଳକୁ ପଏଣ୍ଟ ଭାଗ କରିବାକୁ ପଡ଼ିଛି । ଉଭୟ ଦଳକୁ ଗୋଟିଏ ଲେଖାଏଁ ପଏଣ୍ଟ!-->…
ପାକିସ୍ତାନକୁ ୬୧ ରନରେ ପରାସ୍ତ କଲା ଭାରତ
ପାକିସ୍ତାନକୁ ମୁହଁତୋଡ ଜବାବ ଦେଇଛି ଭାରତ। ଆଜିର ହାଇଭୋଲ୍ଟେଜ ମ୍ୟାଚରେ ପାକିସ୍ତାନକୁ ୬୧ରନରେ ହରାଇଲା ଭାରତ।୨୦୨୬ ଟି-୨୦ ବିଶ୍ୱକପର ସବୁଠାରୁ ପ୍ରତୀକ୍ଷିତ ମ୍ୟାଚ୍ ଦୁଇ ପାରମ୍ପରିକ କ୍ରିକେଟ ପ୍ରତିଯୋଗୀ ଭାରତ ଓ ପାକିସ୍ତାନ ପରସ୍ପରକୁ ସାମ୍ନା କରିଛନ୍ତି। ଏହି ମ୍ୟାଚରେ ଭାରତ!-->…
ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ : ମହିଳା ଫୁଟବଲ ମ୍ୟାଚ ରେ ବରଗଡ଼ ବିଜୟୀ
ବାଲିଗୁଡା ତା, ୧୦/୦୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ- ୨୦୨୬ ର ଆକର୍ଷଣୀୟ ମହିଳା ଫୁଟବଲ ମ୍ୟାଚ ବରଗଡ଼ ବନାମ ଭୁବନେଶ୍ୱର ମଧ୍ୟରେ ଅନୁଷ୍ଠିତ ହୋଇ ଏଥିରେ!-->…
ମାଲକାନଗିରି ଜିଲ୍ଲାରେ ଆରମ୍ଭ ହେଲା ସନ୍ତରଣ ପ୍ରଶିକ୍ଷଣ ଶିବିର…
ମାଲକାନଗିରି, ୧୦/୨/୨୬: ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ଜିଲ୍ଲା ଜରୁରୀକାଳୀନ ବିଭାଗ ପକ୍ଷରୁ ବଣ୍ଡା ବାକୁଲି ବନ୍ଧ ଠାରେ ସନ୍ତରଣ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ!-->…
ସାମ୍ବାଦିକ ଓ ପୋଲିସଙ୍କ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ,ପୋଲିସ ଏକାଦଶ ବିଜୟୀ…
ନୟାଗଡ଼,୨୫/୦୧ (ନିସର୍ତ୍ତ): ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ବାଘସାମନ୍ତ ଖେଳ ପଡିଆରେ ସାମ୍ବାଦିକ ଓ ପୋଲିସଙ୍କ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି। ଏହି ମ୍ୟାଚରେ ପୋଲିସ ଏକାଦଶ ପକ୍ଷରୁ ଆଇ.ଆଇ.ସି ଆଶିଷ ଦେବ ସାହୁ ଅଧିନାୟକ ଥିବା!-->…
ଡିସେମ୍ବର ୨୫ରୁ ଶରଣକୁଳ ସର୍ବ ଭାରତୀୟ ମହିଳା ଫୁଟବଲ ଟୁର୍ଣ୍ଣାମେଣ୍ଟ…
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଶରଣକୁଳ ନାରାୟଣ ହାଇସ୍କୁଲ ଖେଳ ପଡ଼ିଆରେ ଶରଣକୁଳ ସ୍ପୋର୍ଟସ ଆସୋସିଏସନ୍ ଆନୁକୁଲ୍ୟରେ ଡିସେମ୍ବର ୨୫ ତାରିଖରୁ ଶରଣକୁଳ ସର୍ବ ଭାରତ ସ୍ତରୀୟ ମହିଳା ଫୁଟବଲ ଟୁର୍ଣ୍ଣାମେଣ୍ଟ - ୨୦୨୫ ଅନୁଷ୍ଠିତ ହେବ । ୨୫ ତାରିଖ ଉଦ୍ଘାଟନୀ ମ୍ୟାଚରେ ଛତିଶଗଡ ରାଇପୁର!-->…