Browsing Category

ଖେଳ

ପ୍ୟାରିସ ଅଲିମ୍ପିକ୍ସ: ଭାରତକୁ ଆଉ ଏକ ପଦକ, ମନୁ-ସରବଜୋତ ରଚିଲେ ଇତିହାସ

ପ୍ୟାରିସ : ପ୍ୟାରିସ ଅଲିମ୍ପିକ୍ସରୁ ଆସିଲା ଖୁସି ଖବର। ଐତିହାସକ ବିଜୟ ହାସଲ କରିଛନ୍ତି ଶୁଟର୍ ମନୁ ଭାକର ଓ ସରବଜୋତ ସିଂହ। ୧୦ ମିଟର ଏୟାର ପିସ୍ତଲ ମିକ୍ସଡ୍‌ ଟିମ୍‌ ଇଭେଣ୍ଟରେ ହାସଲ କରିଛନ୍ତି ବ୍ରୋଞ୍ଜ। ଏହି ବିଜୟ ସହ ମନୁ ଓ ସରବଜୋତ ଅଲିମ୍ପିକ୍ସ ମେଡାଲ ଜିତିବାରେ ପ୍ରଥମ ଶୁଟିଂ

ଆୟର୍ଲାଣ୍ଡକୁ ୨-୦ ଗୋଲ୍‌ରେ ପରାଜିତ କଲା ଭାରତ, ହରମନପ୍ରୀତ ଦେଲେ ୨ ଗୋଲ୍

ପ୍ୟାରିସ୍: ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଖେଳାଯାଇଥିବା ପୁଲ୍ ‘ବି’ ମ୍ୟାଚ୍‌ରେ ଭାରତ ୨-୦ ଗୋଲ୍‌ରେ ଆୟର୍ଲାଣ୍ଡକୁ ପରାଜିତ କରିଛି। ପ୍ରଥମ କ୍ୱାର୍ଟରରେ ଏକ ଗୋଲ୍ ସ୍କୋର କରି ହରମାନପ୍ରୀତ ସିଂ ଆୟର୍ଲାଣ୍ଡ ବିପକ୍ଷରେ ଭାରତକୁ ପ୍ରାରମ୍ଭିକ ଅଗ୍ରଣୀ

ପ୍ୟାରିସ ଅଲିମ୍ପିକ୍ସ: ଶେଷ ମିନିଟରେ ଗୋଲ କରି ମ୍ୟାଚ୍‌ ଡ୍ର ରଖିଲା ଭାରତୀୟ ହକି ଟିମ

କଡ଼ା ସଂଘର୍ଷ କରି ଭାରତୀୟ ପୁରୁଷ ହକି ଟିମ ଆର୍ଜେଣ୍ଟିନା ସହ ମ୍ୟାଚ୍‌ ଡ୍ର ରଖିବାକୁ ସକ୍ଷମ ହୋଇଛି। ଆରମ୍ଭରୁ ୦-୧ରେ ପଛରେ ପଡ଼ିଥିବା ଭାରତୀୟ ହକି ଟିମ ଶେଷ ମିନିଟରେ ପେନାଲ୍ଟି କର୍ଣ୍ଣରକୁ ଗୋଲରେ ପରିଣତ କରି ସ୍ଥିତି ୧-୧ କରିବାକୁ ସକ୍ଷମ ହୋଇଛି। ଏଥିସହ ପ୍ୟାରିସ ଅଲିମ୍ପିକ୍ସରେ ଆଗକୁ

ପ୍ୟାରିସ ଅଲିମ୍ପିକ୍ସରେ ଭାରତ ପାଇଁ ପ୍ରଥମ ପଦକ ଜିତିଲେ ମନୁ ଭାକର

ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଭାରତର ଯୁବ ଶୁଟର ମନୁ ଭାକର। ସେ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଭାରତ ପାଇଁ ପ୍ରଥମ ପଦକ ଜିତିଛନ୍ତି। ସେ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତ ପାଇଁ ବ୍ରୋଞ୍ଜ ପଦକ ହାତେଇଛନ୍ତି। ସେ ୨୨୧.୭ ପଏଣ୍ଟ ସ୍କୋର କରି ଏପରି ସଫଳତା ହାସଲ କରିଛନ୍ତି।

୧୦ ମିଟର ଏୟାର ପିସ୍ତଲର ଫାଇନାଲରେ ପ୍ରବେଶ କଲେ ମନୁ ଭାକର

ପ୍ୟାରିସ୍ : ପ୍ୟାରିସରେ ଚାଲିଥିବା ଅଲିମ୍ପିକ୍ସରୁ ଭାରତ ପାଇଁ ଭଲ ଖବର ଆସିଛି। ଯୁବ ମହିଳା ଶୁଟର ମନୁ ଭାକର୧୦ ମିଟର ଏୟାର ପିସ୍ତଲର ଫାଇନାଲରେ ପ୍ରବେଶ କରିଛନ୍ତି। ଏହାର ଅର୍ଥ ସେ ଭାରତ ପାଇଁ ପଦକ ଜିତିବାର ସୁଯୋଗ ସୃଷ୍ଟି କରିଛନ୍ତି।ଶନିବାର ଅନୁଷ୍ଠିତ ଯୋଗ୍ୟତା ପର୍ଯ୍ୟାୟରେ ସେ ତୃତୀୟ

୧୧ ଓଭରରେ ମ୍ୟାଚ୍ ଜିତି ଏସିଆ କପ୍ ଫାଇନାଲରେ ପହଞ୍ଚିଲା ଭାରତ

ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟ୍ ଦଳ ଏସିଆ କପ୍ ଟି -୨୦ ୨୦୨୪ର ଫାଇନାଲରେ ପ୍ରବେଶ କରିଛି | ହରମାନପ୍ରୀତ କୌରଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଶୁକ୍ରବାର ସେମିଫାଇନାଲରେ ବାଂଲାଦେଶକୁ ୧୦ ୱିକେଟରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ପ୍ରଥମେ ବୋଲିଂରେ ଏବଂ ପରେ ବ୍ୟାଟିଂରେ ଉତ୍କର୍ଷ

ପ୍ୟାରିସ୍ ଅଲିମ୍ପିକ୍ସ : ମହିଳା ତୀରନ୍ଦାଜୀ କ୍ବାର୍ଟରରେ ଭାରତ

ପ୍ୟାରିସ୍ : ପ୍ୟାରିସ୍ ଅଲିମ୍ପିକ୍ସର ରାଙ୍କିଙ୍ଗ ରାଉଣ୍ଡରେ ଭାରତର ମହିଳା ତୀରନ୍ଦାଜୀ ଦଳ ଭଲ ପ୍ରଦର୍ଶନ କରିଛି। ଭାରତ ପକ୍ଷରୁ ଦୀପିକା କୁମାରୀ, ଅଙ୍କିତା ଭଗତ ଓ ଭଜନ କୌର ମୋଟ ୧୯୮୩ ପଏଣ୍ଟ ହାସଲ କରିଛନ୍ତି। ଏହା ସହ ଭାରତୀୟ ଦଳ ଚତୁର୍ଥ ସ୍ଥାନରେ ରହି କ୍ୱାର୍ଟର ଫାଇନାଲରେ ନିଜ ସ୍ଥାନ

ଅସ୍ମିତା ଖେଲୋ ଇଣ୍ଡିଆ ମହିଳା ଭାରୋତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାକୁ ୨୭ ପଦକ 

ଭୁବନେଶ୍ୱର: ଅସ୍ମିତା ଖେଲୋ ଇଣ୍ଡିଆ ମହିଳା ଭାରୋତ୍ତୋଳନ ପ୍ରତିଯୋଗିତା (ଜୋନ୍ ଏ) ଉଦଯାପିତ ହୋଇଯାଇଛି। କଳିଙ୍ଗ ଷ୍ଟାଡ଼ିୟମର ବିଜୁ ପଟ୍ଟନାୟକ ଭାରୋତ୍ତୋଳନ କେନ୍ଦ୍ରରେ ୧୧ ତାରିଖରୁ ଆରମ୍ଭ ହୋଇଥିଲା ଏହି ପ୍ରତିଯୋଗିତା। ଯୁବ ବର୍ଗରେ ଓଡ଼ିଶା ୬ଟି ସ୍ୱର୍ଣ୍ଣ, ଗୋଟିଏ ରୌପ୍ୟ ଏବଂ

ସିରିଜ୍ ଜିତିଲା ଟିମ୍ ଇଣ୍ଡିଆ: ଜଶସ୍ବୀ-ଗିଲ୍‌ଙ୍କ ଧୂଆଁଧାର ବ୍ୟାଟିଂ

ହରାରେ: ଟିମ୍ ଇଣ୍ଡିଆ ଏବଂ ଜିମ୍ବାୱେ ମଧ୍ୟରେ ଖେଳାଯାଉଥିବା ୫ଟିକିଆ ଟି-୨୦ ମ୍ୟାଚ୍‌ର ଚତୁର୍ଥ ଟି-୨୦ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ଜିମ୍ବାୱେକୁ ୱିକେଟରେ ପରାଜିତ କରି ସିରିଜ୍ ବିଜୟୀ ହୋଇଛି। ପଞ୍ଚମ ଟି-୨୦ରେ ଟିମ୍ ଇଣ୍ଡିଆର ବିଜୟ ଅବା ପରାଜୟ ସିରିଜ୍ ବିଜୟ ଉପରେ କୌଣସି ପ୍ରଭାବ ପକାଇବ

ତୃତୀୟ ଟି-୨୦: ଜିମ୍ବାୱେକୁ ୨୩ ରନ୍‌ରେ ହରାଇଲା ଭାରତ

ହରାରେ: ହରାରେ ଆଜି ଖେଳାଯାଇଥିବା ତୃତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍‌ରେ ଜିମ୍ବାୱେକୁ ୨୩ ରନ୍‌ରେ ପରାସ୍ତ କରିଛି ଭାରତ। ଏହା ସହିତ ଏହି ସିରିଜ୍‌ରେ ୨-୧ରେ ଆଗୁଆ ରହିଛି ଟିମ୍ ଇଣ୍ଡିଆ। ଭାରତ ପ୍ରଥମେ ବ୍ୟାଟିଂ କରି ୪ ୱିକେଟ ହରାଇ ୧୮୨ ରନ୍ କରିଥିବା ବେଳେ ଜିମ୍ବାୱେ ୬ ୱିକେଟ ହରାଇ