Browsing Category

ଖେଳ

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଥାଇଲାଣ୍ଡରେ ଅନୁଷ୍ଠିତ ହୋଇଥିବା ବିଡବ୍ଲୁଏଫ ବିଶ୍ୱ ପାରା ଚମ୍ପିୟାନସିପ ୨୦୨୪ ରେ ଗୋଟିଏ ସ୍ବର୍ଣ୍ଣ ଓ ଦୁଇଟି ବ୍ରୋଞ୍ଜ ପଦକ ବିଜୟୀ ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି I ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡ଼ିୟମ ପରିସରରେ

ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ବିଜୟୀ ହେଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଳୀ: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ବିଜୟ ସହ ସିରିଜ ନିଜ ନାଁରେ କରିଛି ଟିମ୍ ଇଣ୍ଡିଆ । ଶେଷ ମ୍ୟାଚ୍ ପୂର୍ବରୁ ସିରିଜ କବଜା କରିଛି ରୋହିତ ବାହିନୀ । ୫ ୱିକେଟ ହରାଇ ୧୯୨ ରନର ବିଜୟଲକ୍ଷ୍ୟକୁ ହାସଲ କରିଛି ଭାରତ। ଦୁଇ ଯୁବ ବ୍ୟାଟର ଶୁଭମନ ଗିଲ ଓ ଧ୍ରୁବ ଜୁରେଲଙ୍କ

ମଙ୍ଗଳକୁ ହେଲିକପ୍ଟର ପଠାଇବ ଇସ୍ରୋ…

ନୂଆଦିଲ୍ଲୀ: ଭାରତର ପରବର୍ତ୍ତୀ ମଙ୍ଗଳ ମିଶନରେ ହେଲିକପ୍ଟର ସାମିଲ ହେବାର ସମ୍ଭାବନା ରହିଛି। ଏହା ନାସାର ଇନଜେନିଟି ଡ୍ରୋନ ଆଧାରରେ ବିକଶିତ କରାଯିବ। ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ) ଏହାକୁ ନେଇ ଏକ ମହତ୍ତ୍ବାକାଂକ୍ଷୀ ପ୍ରକଳ୍ପ ଉପରେ କାର୍ଯ୍ୟ କରୁଛି।ଇସ୍ରୋ ଏକ ଲ୍ୟାଣ୍ଡର

ନବକଳେବର ହେବ ବାରବାଟୀ ଷ୍ଟାଡିୟମ; ୬୦ ହଜାରକୁ ବଢିବ ସିଟ୍ ସଂଖ୍ୟା

କଟକ: ଐତିହାସିକ ବାରବାଟୀ ଷ୍ଟାଡିୟମର ନବକଳେବର ହେବ। ଷ୍ଟାଡିୟମର ରୂପରେଖ ବଦଳିଯିବ। ଏନେଇ ଆଜି ସକାଳୁ ୫-ଟି ଅଧକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଷ୍ଟାଡିୟମ ବୁଲି ଦେଖିବା ପରେ ଓସିଏର ସମସ୍ତ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସହ ଷ୍ଟାଡିୟମର ସମସ୍ତ ଗ୍ୟାଲେରୀର ବ୍ଲୁ ପ୍ରିଣ୍ଟକୁ ତର୍ଜମା

ଇଂଲଣ୍ଡକୁ ୪୩୪ ରନରେ ହରାଇ ଭାରତ ସବୁଠାରୁ ବଡ଼ ଟେଷ୍ଟ ବିଜୟ ହାସଲ କଲା

ରାଜକୋଟ୍ : ରାଜକୋଟ ଟେଷ୍ଟରେ ବଡ଼ ବିଜୟ ହାସଲ କରିଛି ଭାରତ । ଇଂଲଣ୍ଡକୁ ୪୩୪ ରନର ବିଶାଳ ବ୍ୟବଧାନରେ ପରାସ୍ତ କରି ସିରିଜରେ ୨-୧ରେ ଆଗୁଆ ହୋଇଯାଇଛି ଟିମ୍ ଇଣ୍ଡିଆ । ଆଜିର ବିଜୟକୁ ଭାରତର ସବୁଠାରୁ ବଡ଼ ଟେଷ୍ଟ ବିଜୟ ବୋଲି କୁହାଯାଉଛି । ସେହିପରି ଇଂଲଣ୍ଡ ପାଇଁ ଏହା ୨ୟ ସର୍ବାଧିକ ବଡ଼

ବାଳିକା ଫୁଟବଲ ଖେଳାଳିଙ୍କ ଅସ୍ୱାଭାବିକ ଆଚରଣ ନେଇ ଆଲୋଡନ

ଦେବଗଡ,:ଦେବଗଡର ବାଳିକା ଫୁଟବଳ ଖେଳାଳି ମାନେ ଗତକାଲି ବୌଦ୍ଧ ଜିଲା କଂଟାମାଳରେ ଏକ ଫୁଟବଲ ପ୍ରତିଯୋଗିତାର ଫାଇନାଲ ମ୍ୟାଚ ଖେଳି ଚମ୍ପିୟାନ ହୋଇଥିଲେ । ମାତ୍ର ଖେଳ ଶେଷ ହେବାର କିଛି ସମୟ ପରେ ଏକାଧିକ ଖେଳାଳି ହଠାତ ଅସୁସ୍ଥ ହୋଇପଡିଥିଲେ । ଏହି କ୍ରମରେ ସେମାନେ ଆଜି ଦେବଗଡରେ ପହଂଚିବାପରେ

ମା’ ମଙ୍ଗଳା କ୍ରିକେଟ ପ୍ରତିଯୋଗିତା ଉଦଯାପିତ: ମହ୍ଲାରବାହାଳ କ୍ରିକେଟ କ୍ଲବ ଚମ୍ପିୟାନ

ଦେବଗଡ଼,୧୩ା୨ : ତିଲେବଣି ବ୍ଲକ ବଣିଆକିଲିଣ୍ଡା ଗ୍ରାମ ପଂଚାୟତର ସୁନାମୁଣ୍ଡା ଗ୍ରାମରେ ମା’ ମଙ୍ଗଳା କ୍ରିକେଟ କ୍ଲବ ଆନୁକୂଲ୍ୟରେ ଗତ ୮ ତାରିଖରୁ ଚାଲିଥିବା ମା’ ମଙ୍ଗଳା କ୍ରିକେଟ କ୍ରିକେଟ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଆଜିର ଫାଇନାଲ ମ୍ୟାଚରେ ଟାଇଁସର କ୍ରିକେଟ କ୍ଲବକୁ ୬୩ ରନରେ

ପବିତ୍ର ମୋହନ ସ୍ମାରକୀ ସର୍ବଭାରତୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଂଟ ଉଦଯାପିତ : ଜବଲପୁରକୁ ପରାସ୍ତ କରି ହରିଆନା…

ଦେବଗଡ଼,୨ା୨:ବାରକୋଟ ବ୍ଲକ ଅନ୍ତର୍ଗତ କଲା ଗ୍ରାମ ପଂଚାୟତ ସଦର ମହକୁମା ସ୍ଥିତ ଭଲିବଲ ଷ୍ଟାଡିୟମ ଠାରେ କଲା ଭଲିବଲ ଏସୋସିଏସନ ଆନୁକୂଲ୍ୟରେ ପବିତ୍ର ମୋହନ ସ୍ମାରକୀ ସର୍ବଭାରତୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଂଟ ଅନୁଷ୍ଠିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଂଟର ଫାଇନାଲ ମ୍ୟାଚରେ ମଧ୍ୟପ୍ରଦେଶର

ଭାରତ ବିପକ୍ଷରେ ୨୮ ରନ୍‌ରେ ଇଂଲଣ୍ଡ ବିଜୟୀ

ହାଇଦ୍ରାବାଦ୍‌: ସ୍ଥାନୀୟ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମ୍‌ରେ ଭାରତ ବିପକ୍ଷରେ ଇଂଲଣ୍ଡ ପ୍ରଥମ ଟେଷ୍ଟ ମ୍ୟାଚ୍‌କୁ ୨୮ ରନ୍‌ରେ ବିଜୟ ହାସଲ କରିଛି। ଚତୁର୍ଥ ଦିନରେ ରବିବାର ଭାରତର ଶେଷ କ୍ରମର ଖେଳାଳି ଶ୍ରୀକର ଭରତ (୨୮), ରବିଚନ୍ଦ୍ରନ ଅଶ୍ବିନ (୨୮),…

୭୫ତମସାଧାରଣତନ୍ତ୍ର ଦିବସ ପାଳନ ଅଵସର ରେ ଜିଲ୍ଲା ପ୍ରଶାସନ ଓ ଛତ୍ରପୁର ପ୍ରେସ କ୍ଲବ ମଧ୍ୟରେ ବନ୍ଧୁତାପୂର୍ଣ୍ଣ କ୍ରିକେଟ…

ଛତ୍ରପୁର : ପବିତ୍ର ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ ଅଵସର ରେ ସ୍ଥାନୀୟ ଷ୍ଟାଡିୟମ ଠାରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ସହ ଛତ୍ରପୁର ପ୍ରେସ କ୍ଲବ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ୧୬ ଓଭର କୁ ନେଇ ଦୁଇ ଦଳ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିବା