Sign in
Sign in
Recover your password.
A password will be e-mailed to you.
Browsing Category
ଖେଳ
ସର୍ବ ଭାରତୀୟ ଭାରୋତ୍ତଳନ ପ୍ରତିଯୋଗିତାରେ ସ୍ଵର୍ଣ୍ଣ ପଦକ ହାସଲ କରିଥିବା ଶ୍ରୀ ଗଦାଧର ସାହୁଙ୍କୁ ଗଞ୍ଜାମ ଜିଲ୍ଲା…
ହିଞ୍ଜିଳିକାଟୁ ୨୧!୧ ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ଲକ୍ଷ୍ମୀ ବଜାର ଚନ୍ଦ୍ର କଳ୍ପେଶ୍ୱର ମନ୍ଦିର ପରିସରରେ ଗଞ୍ଜାମ ଜିଲ୍ଲା ମଧୁବୈଶ୍ୟ ସମାଜର ୩୦ ତାଲୁକା ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି | ଏହି ସମ୍ମିଳନୀରେ ଗଞ୍ଜାମ ଜିଲ୍ଲାର 30ଟି ତାଲୁକାର କର୍ମକର୍ତ୍ତାଗଣ ଯୋଗ ଦେଇଥିଲେ!-->…
କ୍ରିକେଟ୍ ବ୍ୟାଟ୍ରେ ପିଟିପିଟି ଯୁବକଙ୍କୁ ହତ୍ୟା; ଅନ୍ୟ ଜଣେ ଆହତ, ଅଭିଯୁକ୍ତ ଫେରାର…
ସୋନପୁର: କ୍ରିକେଟ୍ ବ୍ୟାଟ୍ରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅଧୀନ ମେଣ୍ଡା ଗାଁରେ ଆଜି ଅପରାହ୍ଣରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବକ ହେଲେ ସନ୍ତୋଷ ହାତୀ। ଅନ୍ୟ ଜଣେ ଆହତ ଥିବା ବେଳେ ଅଭିଯୁକ୍ତ ଫେରାର…
ପତ୍ନୀ ଥାଉ ଥାଉ ଅନ୍ୟତ୍ର ବିବାହ କଲେ ସାନିଆଙ୍କ ସ୍ବାମୀ
ନୂଆଦିଲ୍ଲୀ: ଭାରତୀୟ ଟେନିସ୍ ତାରକା ସାନିଆ ମିର୍ଜା ଓ ପାକିସ୍ତାନ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ସୋଏବ୍ ମଲ୍ଲିକଙ୍କ ବୈବାହିକ ଜୀବନ ଶେଷରେ ଭିନ୍ନ ମୋଡ଼ ନେଇଛି। କାରଣ ଦ୍ବିତୀୟ ବିବାହ କରି…
ଶୁଭ୍ରାଂଶୁ ସେନାପତିଙ୍କ ପ୍ରଥମ ରଣଜୀ ଦ୍ବିଶତକ…
ଭୁବନେଶ୍ବର: ଇନ୍ଦୋର ରଣଜୀରେ ଉଦୀୟମାନ କ୍ରିକେଟର ଶୁଭ୍ରାଂଶୁ ସେନାପତି ଅପରାଜିତ ଦ୍ବିଶତକ ହାସଲ କରିଛନ୍ତି। ମଧ୍ୟ ପ୍ରଦେଶ ବିପକ୍ଷ ରଣଜୀରେ ଅପରାଜିତ ୨୭୭ ରନ ସଂଗ୍ରହ ସହ ରେକର୍ଡ ସୃଷ୍ଟି କରିଛନ୍ତି। ୧୯ଟି ଚୌକା ଓ ୧୧ଟି ଛକା ଜରିଆରେ ଶୁଭ୍ରାଂଶୁଙ୍କ ଚମତ୍କାର…
ପଞ୍ଚମ ସମ୍ଭାଗ ସ୍ତରୀୟ ଦୁଇ ଦିନିଆ କ୍ରୀଡ଼ା ପ୍ରତିଯୋଗିତା ଉଦ୍ଘାଟିତ…
ଫୁଲବାଣୀ:ଫୁଲବାଣୀ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଆନୁକୁଲ୍ୟରେ ଶିକ୍ଷା ବିକାଶ ସମିତି ଓଡିଶା ଦକ୍ଷିଣ ପୂର୍ବ ସମ୍ଭାଗର ଖେଳକୁଦ ସମାରୋହ ଫୁଲବାଣୀ ସ୍ଥିତ ପୋଲିସ ରିଜର୍ଭ ପଡିଆଠାରେ ଉଦ୍ଘାଟିତ ହୋଇ ଯାଇଛି l ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସଞ୍ଜୟ କୁମାର ପାତ୍ର ଡ଼ି ପି ଇ ଓ!-->!-->!-->…
ଜାତୀୟ ସ୍ତରୀୟ ରୋଲର ସ୍କେଟିଂ ପ୍ରତିଯୋଗିତାରେ ସଫଳତା ପାଇଥିବା ସ୍କେଟରଙ୍କୁ ସମ୍ୱର୍ଦ୍ଧନା…
ବ୍ରହ୍ମପୁର (10.01.2024): ବ୍ରହ୍ମପୁର ସହରର ସିଲକି ରୋଲର ସ୍କେଟିଂ ଏକାଡେମୀ ପକ୍ଷରୁ ଜାତୀୟ ସ୍ତରୀୟ ରୋଲର ସ୍କେଟିଂ ଚମ୍ପିଆନସିପରେ କୃତିତ୍ୱ ହାସଲ କରିଥିବା ସ୍କେଟର ମାନଙ୍କୁ ସମ୍ୱର୍ଦ୍ଧନା ଜ୍ଞାପନ କରାଯାଇଛି । ଏକାଡେମୀ ପକ୍ଷରୁ ସ୍କେଟର ଅନ୍ୱେଷା ବିଷୋୟୀ ଓ ଆଶୁତୋଷ ପାଢୀଙ୍କୁ!-->!-->!-->…
ଆଫଗାନିସ୍ଥାନ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା
ନୂଆଦିଲ୍ଲୀ: ଆସନ୍ତା ସପ୍ତାହରେ ଆଫଗାନିସ୍ତାନ ବିପକ୍ଷରେ ଖେଳାଯିବାକୁ ଥିବା ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳା ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଦଳକୁ ଭେଟେରାନ ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ପ୍ରତ୍ୟାବର୍ତ୍ତନ ହୋଇଛି । ତେବେ ଆହତଜନିତ କାରଣରୁ…
ମାତ୍ର ୧୨ ବର୍ଷ ବୟସରେ ରଣଜୀ ଟ୍ରଫିରେ କଲେ ଡେବ୍ୟୁ କଲେ ବୈଭବ…
ପାଟନା : କ୍ରିକେଟ ଜଗତର ବହୁ କିମ୍ବଦନ୍ତୀ ଖେଳାଳିଙ୍କୁ ପଛରେ ପକାଇ ଇତିହାସ ସୃଷ୍ଟି କରିଛନ୍ତି ବିହାରର ବୈଭବ ସୂର୍ଯ୍ୟବଂଶୀ। ସେ ମାତ୍ର ୧୨ ବର୍ଷ ବୟସରେ ରଣଜୀ ଟ୍ରଫିରେ ଡେବ୍ୟୁ କରି ଚର୍ଚ୍ଚାରେ ଅଛନ୍ତି। ଏହି ସଫଳତା ସହ ସେ ଦେଶର ଅନ୍ୟତମ କନିଷ୍ଠ ଡେବ୍ୟୁ କ୍ରିକେଟର…
ଆଇସିସି ରାଙ୍କିଙ୍ଗ: ଟପ୍ ୧୦କୁ ଫେରିଲେ ବିରାଟ, ୫ମରେ ପହଞ୍ଚିଲେ ବୁମ୍ରା…
ନୂଆଦିଲ୍ଲୀ : ନୂଆ ବର୍ଷ ୨୦୨୪ ଭାରତର ଷ୍ଟାର ବ୍ୟାଟର ବିରାଟ କୋହଲିଙ୍କ ପାଇଁ ଭଲ ଖବର ନେଇ ଆସିଛି। ୨୦୨୪ ବର୍ଷର ପ୍ରଥମ ଆଇସିସି ଟେଷ୍ଟ ବ୍ୟାଟିଂ ରାଙ୍କିଙ୍ଗରେ ବିରାଟଙ୍କୁ ପ୍ରମୋସନ ମିଳିଛି। ସେ ଦୀର୍ଘ ମାସ ପରେ ବ୍ୟାଟିଂ ରାଙ୍କିଙ୍ଗର ଟପ୍ ୧୦ରେ ପ୍ରବେଶ କରିଛନ୍ତି। ଏକଦା ରାଙ୍କିଙ୍ଗର…
ଆଗକୁ ପ୍ୟାରିସ ଅଲିମ୍ପିକ୍ସ, ରେସଲିଂ ଆରମ୍ଭ କରିବାକୁ ବଜରଙ୍ଗ ପୁନିଆଙ୍କ ଅନୁରୋଧ…
ନୂଆଦିଲ୍ଲୀ : ଅଲିମ୍ପିକ୍ସରେ ଭାରତ ପାଇଁ ମେଡାଲ ଜିତିଥିବା ବଜରଙ୍ଗ ପୁନିଆ ତୁରନ୍ତ ଦେଶରେ ରେସଲିଂ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ କ୍ରୀଡ଼ା ମନ୍ତ୍ରଣାଳୟକୁ ଅନୁରୋଧ କରିଛନ୍ତି। ବିଶେଷ କରି ଅଲିମ୍ପିକ୍ସକୁ ଆଉ ୭ ମାସ ସମୟ ଥିବାରୁ ସେ ଏପରି ନିବେଦନ କରିଛନ୍ତି।…