Browsing Category

ଖେଳ

ଭାରତର ଦମଦାର୍ ବିଜୟ, ପାକିସ୍ତାନ ୭ ଓ୍ବିକେଟରେ ପରାସ୍ତ…

ଅହମଦାବାଦ : ଆଇସିସି ବିଶ୍ବକପର ସବୁଠାରୁ ହାଇପ୍ରୋଫାଇଲ୍ ମ୍ୟାଚରେ ପାକିସ୍ତାନକୁ ୭ ଓ୍ବିକେଟରେ ପରାସ୍ତ କରିଛି ଟିମ ଇଣ୍ଡିଆ । ଏହା ସହିତ ବିଶ୍ବକପରେ ପାକିସ୍ତାନ ବିରୋଧରେ ଭାରତର ଅଜେୟ ରେକର୍ଡ ବଜାୟ ରହିଛି । ଦିନିକିଆ ବିଶ୍ବକପରେ ଭାରତ ଓ ପାକିସ୍ତାନ ମଧ୍ୟରେ ୮ ଥର ମୁକାବିଲା…

ଅଲିମ୍ପିକ୍ସକୁ ଫେରିବ କ୍ରିକେଟ…

ଅଲିମ୍ପିକ୍ସରେ ଦେଖିବାକୁ ମିଳିବ ଟି-୨୦ କ୍ରିକେଟର ମଜା। ପୁଣିଥରେ ଅଲିମ୍ପିକ୍ସରେ ବର୍ଷା ହେବ ଚୌକା ଓ ଛକା। କାରଣ ୨୦୨୮ ଲସ ଆଞ୍ଜେଲ୍ସରେ ଅନୁଷ୍ଠିତ ହେବାକୁ ଥିବା ଅଲିମ୍ପିକ୍ସରେ କ୍ରିକେଟ ସାମିଲ ହୋଇପାରେ। ଉଭୟ ପୁରୁଷ ଓ ମହିଳା ଟି-୨୦ କ୍ରିକେଟକୁ…

ଜିତିଲା ଭାରତ : ରୋହିତଙ୍କ ବିସ୍ଫୋରକ ଶତକରେ ଧରାଶାୟୀ ଆଫଗାନିସ୍ତାନ

ନୂଆଦିଲ୍ଲୀ: ରୋହିତ ଶର୍ମାଙ୍କ ଦମଦାର ଶତକ ବଳରେ ଭାରତ ବୁଧବାର ଦିନ ଆଫ୍‌ଗାନିସ୍ତାନ ବିପକ୍ଷରେ ବିରାଟ ବିଜୟ ହାସଲ କରିଛି। ଅତିଥି ଟିମ୍‌କୁ ଆୟୋଜକ ଭାରତ ୮ ୱିକେଟ୍‌ରେ ପରାସ୍ତ କରିଛି। ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଦ୍ବାରା ପରିଚାଳିତ ବିଶ୍ବକପ୍‌-୨୦୨୩ରେ ଆଫଗାନିସ୍ତାନ…

ମାଲକାନଗିରି : ପଡିଆରେ ବ୍ଲକ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ…

ମାଲକାନଗିରି : ପଡିଆ ବ୍ଳକ ସଦର ମହକୁମା ସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ ଖେଳ ପଡିଆରେ ବ୍ଲକ ସ୍ତରୀୟ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଆାଦିବାସୀ ଅଧ୍ୟୁଷିତ ପଡିଆ ବ୍ଳକର ଆଠଟି ପଞ୍ଚାୟତରୁ ମୋଟ ୧୬ ଦଳକୁ ନେଇ ଏହି ଟୁର୍ନାମେଣ୍ଟ ଆୟୋଜନ କରାଯାଇଛି। ଆଜିର ଉଦଘାଟନୀ ଦିବସର ପ୍ରଥମ

ବିରାଟ କୋହଲିଙ୍କୁ ମିଳିଲା ‘ବେଷ୍ଟ ଫିଲ୍‌ଡର ଅଫ୍ ଦ ମ୍ୟାଚ୍‌’ ପଦକ…

ନୂଆଦିଲ୍ଲୀ : ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍‌ରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଟିମ୍ ଇଣ୍ଡିଆ। ରବିବାର ଅଷ୍ଟ୍ରେଲିଆକୁ ୬ ୱିକେଟରେ ପରାସ୍ତ କରି ଏହି ଅଭିଯାନ ଆରମ୍ଭ କରିଛି ଦଳ। ପ୍ରବଳ ଚାପ ମଧ୍ୟରେ ଭାରତକୁ ଏକ ଅଡ଼ୁଆ ପରିସ୍ଥିତିରୁ ମୁକୁଳାଇ ବିଜୟୀ କରାଇବାରେ ପ୍ରମୁଖ ଭୂମିକା…

ଏସୀୟ କ୍ରୀଡ଼ାରେ ଭାରତର ପଦକ ସଂଖ୍ୟା ୧୦୭କୁ ବୃଦ୍ଧି, କ୍ରିକେଟରେ ସ୍ବର୍ଣ୍ଣ, ମହିଳା ହକିରେ କାଂସ୍ୟ…

ନୂଆଦିଲ୍ଲୀ: ଚାଇନାର ହାଙ୍ଗଜୋ ସହରରେ ଖେଳାଯାଉଥିବା ଏସୀୟ କ୍ରୀଡ଼ା ୨୦୨୩ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ସ୍ୱର୍ଣ୍ଣ ପଦକ ଜିତିଛି। ଟସ୍ ଜିତି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଆଫଗାନିସ୍ତାନ ଖେଳୁଥିବା ବେଳେ ବର୍ଷା ଆରମ୍ଭ ହୋଇଥିଲା। ଯାହା ପରେ ମ୍ୟାଚ୍ ବାତିଲ…

ବିଶ୍ୱକପରେ ସାଉଥ ଆଫ୍ରିକାର ବିଶ୍ୱ ରେକର୍ଡ…

ନୂଆଦିଲ୍ଲୀ:ଭାରତରେ ଚାଲିଥିବା ଦିନିକିଆ ବିଶ୍ୱକପରେ ସାଉଥ ଆଫ୍ରିକା ବିଶ୍ୱ ରେକର୍ଡ କରିଛି। ଆଜି ଠାରୁ ଦିଲ୍ଲୀରେ ଦକ୍ଷିଣ ଆଫ୍ରିକା ତା’ର ବିଶ୍ୱକପ ଅଭିଯାନ ଆରମ୍ଭ କରିଛି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ହିଁ ଦଳ ବିଶ୍ୱକପର ସବୁ ରେକର୍ଡ ଭାଙ୍ଗି ଦେଇଛି। ପ୍ରଥମେ ବ୍ୟାଟିଂ…

ଆସନ୍ତା ୧୦ରେ ଏସୀୟ କ୍ରୀଡ଼ା ପ୍ରତିଯୋଗୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ : ଏସୀୟ କ୍ରୀଡ଼ାରେ ଭାରତୀୟ ପ୍ରତିଯୋଗୀଙ୍କ ସଫଳତା ପରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା। ଦେଶର ପଦକ ସଂଖ୍ୟା ଶତକରେ ପହଞ୍ଚିବାକୁ ଐତିହାସିକ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ଏହି ସଫଳତାରେ ପୂରା ଦେଶ ଗର୍ବିତ ବୋଲି ପ୍ରଧାନମନ୍ତ୍ରୀ…

ଏସୀୟ କ୍ରୀଡ଼ା ୨୦୨୩: ହକିରେ ଭାରତ ଜିତିଲା ସ୍ୱର୍ଣ୍ଣ

ଡିଫେଣ୍ଡିଂ ଚାମ୍ପିୟନ ଜାପାନକୁ ହରାଇ ଏସିଆନ ଗେମ୍ସ ହକିରେ ଭାରତ ଜିତିଛି ସ୍ୱର୍ଣ୍ଣ। ଭାରତୀୟ ପୁରୁଷ ଟିମ ଆଜି ଫାଇନାଲରେ ୨୦୧୮ର ଚାମ୍ପିୟନ ଜାପାନକୁ ୫-୧ ଗୋଲରେ ମାତ ଦେଇଛି। ଏହି ସ୍ୱର୍ଣ୍ଣ ପଦକ ଲଢ଼େଇରେ ଭାରତ ପାଇଁ ଗୋଲ କରିଛନ୍ତି ଓଡ଼ିଆ ପୁଅ ଅମିତ ରୋହିଦାସ। ତାଙ୍କ ବ୍ୟତୀତ ଦଳର…