Sign in
Sign in
Recover your password.
A password will be e-mailed to you.
Browsing Category
ଖେଳ
କଡା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ପଡିଆ ଭିତରେ ପଶିଲେ ପାଲେଷ୍ଟାଇନ ସମର୍ଥକ
ଅହମଦାବାଦ: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଲଢେଇ ଜାରି ରହିଛି | ଏହି ଯୁଦ୍ଧରେ ଏପର୍ଯ୍ୟନ୍ତ ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି ଏବଂ ଏହି ଧାରା ଜାରି ରହିଛି। କିଛି ଲୋକ ଇସ୍ରାଏଲକୁ ସମର୍ଥନ କରୁଥିବାବେଳେ ଆଉ କିଛି ପାଲେଷ୍ଟାଇନକୁ ସମର୍ଥନ କରୁଛନ୍ତି | ତେବେ ଭାରତରେ…
କ୍ରିକେଟ ପ୍ରତିଯୋଗିତା ଉଦଯାପିତ: ସୁନାମୁଣ୍ଡା କ୍ରିକେଟ କ୍ଲବ ଚମ୍ପିୟାନ…
ଦେବଗଡ଼ :ତିଲେଇବଣି ବ୍ଲକ ଛେପିଲିପାଲି ଗ୍ରାମପଂଚାୟତ ଅନ୍ତର୍ଗତ କଦମଦର୍ହ ଖେଳ ପଡିଆଠାରେ ‘କେଡିଏମ୍ ୱାରିଅର୍’ ଆନୁକୂଲ୍ୟରେ ଗତ ବୁଧବାର ଠାରୁ ଆରମ୍ଭ ହୋଇଥିବା ତ୍ରି ଦିବସୀୟ କ୍ରିକେଟ ପ୍ରତିଯୋଗିତା ଶୁକ୍ରବାର ଉଦଯାପିତ ହୋଇଯାଇଛି । ଆଜିର ଫାଇନାଲ ମ୍ୟାଚରେ ରେଙ୍ଗତା କ୍ରିକେଟ କ୍ଲବକୁ!-->!-->!-->…
‘ବିଜେପି’ ଭାରତୀୟ କ୍ରିକେଟ୍କୁ ଗୈରିକ ରଙ୍ଗ କରିଛି: ମମତା ବାନାର୍ଜୀ
କୋଲ୍କାତା: ‘ବିଜେପି’ ସବୁ କିଛି ଗୈରିକ ରଙ୍ଗ କରି ପକାଉଛି ବୋଲି ଶୁକ୍ରବାର ଦିନ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାରତୀୟ କ୍ରିକେଟ୍ ଟିମ୍ର ‘ପ୍ରାକ୍ଟିସ୍’ ଜର୍ସି ପ୍ରସଙ୍ଗ ଉଠାଇ କହିଛନ୍ତି।
କେନ୍ଦ୍ରୀୟ କୋଲ୍କାତା ଅଞ୍ଚଳ ଅନ୍ତର୍ଗତ ପୋସ୍ତା ବଜାରରେ…
ବିଶ୍ବକପର ଫାଇନାଲ ମ୍ୟାଚ୍ ଦେଖିବା ପାଇଁ ଅହମଦାବାଦ ଯିବେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଆସନ୍ତାକାଲି ଅହମଦାବାଦରେ ‘ଆଇସିସି ବିଶ୍ବକପ୍ ୨୦୨୩’ର ଫାଇନାଲ୍ ମ୍ୟାଚ ଖେଳାଯିବ। ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ। ଏହି ରୋମାଞ୍ଚକର ମ୍ୟାଚ୍ ଦେଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅହମଦାବାଦ ଯିବେ ବୋଲି ଜଣାପଡ଼ିଛି। ଗୁଜରାଟର…
ବିଶ୍ବକପ ଫାଇନାଲରେ ଭାରତ
ମୁମ୍ବାଇ: ବିଶ୍ୱକପ୍ ୨୦୨୩ । ମୁମ୍ବାଇରେ ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଆଜି ପ୍ରଥମ ସେମିଫାଇନାଲ୍ ମୁକାବିଲା ଖେଳାଯାଇଥିଲା। ପ୍ରଥମ ସେମିରେ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ଭାରତୀୟ ଟିମ୍ । ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ…
ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଲେ ବିରାଟ, ଦିନିକିଆରେ କଲେ ୫୦ତମ ସେଞ୍ଚୁରୀ…
ବିରାଟ କୋହଲି ଆଇସିସି ଦିନିକିଆ ବିଶ୍ୱକପ ୨୦୨୩ରେ ରେକର୍ଡ କରିଛନ୍ତି । ବିରାଟ କୋହଲି ସଚିନଙ୍କ ରେକର୍ଡ ଭାଙ୍ଗିଛନ୍ତି । ବିରାଟ ନିଜ କ୍ୟାରିଅର ୫୦ ତମ ଶତକ ମାରିଛନ୍ତି । ଏହା ସହିତ ଅର୍ନ୍ତରାଷ୍ଟ୍ରୀୟ କ୍ରିକେଟରେ ସବୁଠାରୁ ଅଧିକ ଶତକ ମାରିଥିବା ଖେଳାଳି ହୋଇଛନ୍ତି ।…
ଭୁବନେଶ୍ୱରରେ ଖୋଲିବ ଫିଫା ଏକାଡେମୀ
ଭୁବନେଶ୍ୱର : ଆସନ୍ତା ୨୧ ତାରିଖରେ ଭୁବନେଶ୍ବରରେ ଉଦଘାଟିତ ହେବ ଦେଶର ପ୍ରଥମ ବିଶ୍ବସ୍ତରୀୟ ଫୁଟବଲ୍ ଟ୍ୟାଲେଣ୍ଟ ଏକାଡେମୀ । ସର୍ବଭାରତୀୟ ଫୁଟବଲ ମହାସଂଘ ଓ ଫିଫା ଟ୍ୟାଲେଣ୍ଟ ଡେଭଲପମେଣ୍ଟ ସ୍କିମରେ ଏହାର ଲୋକାର୍ପଣ ହେବ । ଦେଶର ଫୁଟବଲ ପ୍ରତିଭାଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଭାରତର…
ଜାତୀୟ ସ୍ତରକୁ କରାଟେ ପ୍ରତିଯୋଗିତାରେ ମନୋନୀତ ହେଲେ ସାନଭି…
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକର ଶଙ୍କରାଖୋଲ ଗ୍ରାମର ଆଶିଷ କୁମାର ପ୍ରଧାନ ଓସୁପ୍ରଭା ସାହୁଙ୍କ କନ୍ୟା ସାନଭି ସାଧନା ପ୍ରଧାନ ଦିଲ୍ଲୀ ଠାରେ ଆସନ୍ତା ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଜାତୀୟ ସ୍ତରୀୟ ଉପକନିଷ୍ଠ କରାଟେ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି।!-->…
ଭାରତ-ନ୍ୟୁଜିଲ୍ୟାଣ୍ଡ ମ୍ୟାଚ୍ ଟିକେଟ ଲକ୍ଷେ ଟଙ୍କାରେ ବିକ୍ରି କରି ବନ୍ଧା ହେଲେ ଯୁବକ…
ମୁମ୍ବାଇ :ଆସନ୍ତାକାଲି ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ବିଶ୍ୱକପର ପ୍ରଥମ ସେମି ଫାଇନାଲ ମ୍ୟାଚ୍ ଖେଳାଯିବ। ଏଥିପାଇଁ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମ ପ୍ରସ୍ତୁତ ହୋଇ ରହିଛି। ତେବେ ଏହାପୂର୍ବରୁ ଭାରତ-ନ୍ୟୁଜିଲ୍ୟାଣ୍ଡ ମ୍ୟାଚ୍ ଟିକେଟର କଳାବଜାରୀ ଆରମ୍ଭ ହୋଇଯାଇଛି।…
ଦୀପାବଳି ପାଳନ କଲା ‘ଟିମ୍ ଇଣ୍ଡିଆ’: ସୋସିଆଲ୍ ମିଡିଆରେ ଫଟୋ, ଭିଡିଓ ଭାଇରାଲ୍…
ମୁମ୍ବାଇ: ଭାରତୀୟ କ୍ରିକେଟ୍ ଦଳର ଖେଳାଳିମାନେ ବେଙ୍ଗାଲୁରୁରେ ଦୀପାବଳି ପାଳନ କରିଛନ୍ତି। ସୋସିଆଲ ମିଡିଆରେ ସମସ୍ତ ଖେଳାଳିଙ୍କର ଏକ ଫଟୋ ଭାଇରାଲ ହୋଇଛି। ଆସନ୍ତୁ ଆପଣଙ୍କୁ କହିବା ଯେ ଆଜି ଅର୍ଥାତ୍ ଦୀପାବଳି ଦିନ ଭାରତକୁ ବିଶ୍ୱକପରେ ନେଦରଲ୍ୟାଣ୍ଡ ସହିତ ଶେଷ…