Sign in
Sign in
Recover your password.
A password will be e-mailed to you.
Browsing Category
ଖେଳ
ଓଡ଼ିଶାର ସୌନ୍ଦର୍ଯ୍ୟ ପ୍ରଧାନ ଜିତିଲେ ସ୍ୱର୍ଣ୍ଣ ଓ ରୌପ୍ୟ
ନୂଆଦିଲ୍ଲୀ : ଚୀନର ହାଙ୍ଗଝୌରେ ଚାଲିଥିବା ଏସିଆନ ପାରା ଗେମ୍ସରେ ଓଡ଼ିଶାର ସୌନ୍ଦର୍ଯ୍ୟ ପ୍ରଧାନ ଚେସ୍ରେ ଦୁଇଟି ପଦକ ଜିତିଛନ୍ତି। ସେଥିରୁ ଗୋଟିଏ ସ୍ୱର୍ଣ୍ଣ ଓ ଅନ୍ୟଟି ରୌପ୍ୟ।
ବରଗଡ଼ର ଅତାବିରାର ଦୃଷ୍ଟି ବାଧିକ ସୌନ୍ଦର୍ଯ୍ୟ ପ୍ରଧାନ ବ୍ୟକ୍ତିଗତ ଭାବେ ରୌପ୍ୟ ପଦକ…
ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତଙ୍କ ପାଇଁ ୨ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ପାରା ଏସିଆନ୍ ଗେମ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଓଡିଶାର ପ୍ରମୋଦ ଭାଗବତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି। ଚୀନ୍ର ହାଙ୍ଗଝୋଉରେ ଚାଲିଥିବା ଏସୀୟ ପାରା ଗେମ୍ସରେ ପାରା ବ୍ୟାଡମିଣ୍ଟନ୍ ପୁରୁଷ…
ପାକିସ୍ତାନ ବିପକ୍ଷରେ ଆଫଗାନିସ୍ତାନର ଐତିହାସିକ ବିଜୟ
ପାକିସ୍ତାନ ବିପକ୍ଷରେ ଆଫଗାନିସ୍ତାନର ଐତିହାସିକ ବିଜୟ। ବିଶ୍ୱକପରେ ଆଜି ପାକିସ୍ତାନକୁ ଧୂଳି ଚଟାଇଛି ଆଫଗାନିସ୍ତାନ। ପୂର୍ବରୁ ଇଂଲଣ୍ଡକୁ ହରାଇଥିବା ଆଫଗାନିସ୍ତାନ ଟିମ ଆଜି ଚେନ୍ନାଇରେ ପାକିସ୍ତାନକୁ ୮ ୱିକେଟରେ ହରାଇ ଦେଇଛି।
ପାକିସ୍ତାନ ବିପକ୍ଷରେ ଏହା ଆଫଗାନିସ୍ତାନର ପ୍ରଥମ ଦିନିକିଆ…
ଭାରତକୁ ୨୭୪ ରନର ଟାର୍ଗେଟ…
ଭାରତ ବିପକ୍ଷ ବିଶ୍ୱକପ ମ୍ୟାଚ୍ରେ ଦମ ଦେଖାଇଛନ୍ତି ନ୍ୟୁଜିଲ୍ୟାଣ୍ଡର ଷ୍ଟାର ବ୍ୟାଟର ଡାରେଲ ମିଚେଲ। ଧର୍ମଶାଲାରେ ମିଚେଲଙ୍କ ବ୍ୟାଟରୁ ବାହାରିଛି ଦମଦାର ଶତକ। ଏହି ଶତକ ବଳରେ ନ୍ୟୁଜିଲ୍ୟାଣ୍ଡ ନିର୍ଦ୍ଧାରିତ ୫୦ ଓଭର୍ରେ ସମସ୍ତ ୱିକେଟ ହରାଇ ୨୭୩ ରନ କରିଛି। ଏବେ ବିଶ୍ୱକପରେ…
ଉତ୍କଳ ବିଶ୍ଵବିଦ୍ୟାଳୟ ଆନ୍ତ ମହାବିଦ୍ୟାଳୟ ଫୁଟବଲ : ଏସ. ଏସ. ଡି, ଗୁରୁଡିଝାଟିଆ ଚାମ୍ପିୟନ…
ଭୁବନେଶ୍ୱର : 21/10 ଉତ୍କଳ ବିଶ୍ୱବିଦ୍ୟାଳୟ ବିଜୁ ପଟ୍ଟନାୟକ ବହୁମୁଖୀ କ୍ରୀଡ଼ାଙ୍ଗନରେ ଦୁଇ ଦିନ ଧରି ଜଟଣୀ ମହାବିଦ୍ୟାଳୟ ଦ୍ୱାରା ଆୟୋଜିତ ଉତ୍କଳ ବିଶ୍ୱବିଦ୍ୟାଳୟ ଆନ୍ତ ମହାବିଦ୍ୟାଳୟ ଫୁଟବଲ ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି. ଆଜିର ଏହି ଫାଇନାଲ ମ୍ୟାଚରେ କଟକ ଗୁରୁଦିଝାତିଆର ଏସ.!-->…
ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ବିଜେତା କିଶୋର ଜେନାଙ୍କୁ ଦେଢ଼ କୋଟିର ଚେକ୍ ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ନିକଟରେ ଚୀନର ହାଙ୍ଗଝୌ ଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ…
ଭାରତର ଦମଦାର୍ ବିଜୟ, ପାକିସ୍ତାନ ୭ ଓ୍ବିକେଟରେ ପରାସ୍ତ…
ଅହମଦାବାଦ : ଆଇସିସି ବିଶ୍ବକପର ସବୁଠାରୁ ହାଇପ୍ରୋଫାଇଲ୍ ମ୍ୟାଚରେ ପାକିସ୍ତାନକୁ ୭ ଓ୍ବିକେଟରେ ପରାସ୍ତ କରିଛି ଟିମ ଇଣ୍ଡିଆ । ଏହା ସହିତ ବିଶ୍ବକପରେ ପାକିସ୍ତାନ ବିରୋଧରେ ଭାରତର ଅଜେୟ ରେକର୍ଡ ବଜାୟ ରହିଛି । ଦିନିକିଆ ବିଶ୍ବକପରେ ଭାରତ ଓ ପାକିସ୍ତାନ ମଧ୍ୟରେ ୮ ଥର ମୁକାବିଲା…
ଅଲିମ୍ପିକ୍ସକୁ ଫେରିବ କ୍ରିକେଟ…
ଅଲିମ୍ପିକ୍ସରେ ଦେଖିବାକୁ ମିଳିବ ଟି-୨୦ କ୍ରିକେଟର ମଜା। ପୁଣିଥରେ ଅଲିମ୍ପିକ୍ସରେ ବର୍ଷା ହେବ ଚୌକା ଓ ଛକା। କାରଣ ୨୦୨୮ ଲସ ଆଞ୍ଜେଲ୍ସରେ ଅନୁଷ୍ଠିତ ହେବାକୁ ଥିବା ଅଲିମ୍ପିକ୍ସରେ କ୍ରିକେଟ ସାମିଲ ହୋଇପାରେ।
ଉଭୟ ପୁରୁଷ ଓ ମହିଳା ଟି-୨୦ କ୍ରିକେଟକୁ…
ୱାର୍ଲଡ଼ କପ କ୍ରିକେଟ ମାନିଆ : କାହାର ପୁଷ ମାସ ତ କାହାର ସର୍ବନାଶ…
ଲକ୍ଷ ଲକ୍ଷ ଟଙ୍କା ର ଲାଗୁଛି ସଟ୍ଟା ....
ଜିତିଲା ଭାରତ : ରୋହିତଙ୍କ ବିସ୍ଫୋରକ ଶତକରେ ଧରାଶାୟୀ ଆଫଗାନିସ୍ତାନ
ନୂଆଦିଲ୍ଲୀ: ରୋହିତ ଶର୍ମାଙ୍କ ଦମଦାର ଶତକ ବଳରେ ଭାରତ ବୁଧବାର ଦିନ ଆଫ୍ଗାନିସ୍ତାନ ବିପକ୍ଷରେ ବିରାଟ ବିଜୟ ହାସଲ କରିଛି। ଅତିଥି ଟିମ୍କୁ ଆୟୋଜକ ଭାରତ ୮ ୱିକେଟ୍ରେ ପରାସ୍ତ କରିଛି। ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ଦ୍ବାରା ପରିଚାଳିତ ବିଶ୍ବକପ୍-୨୦୨୩ରେ ଆଫଗାନିସ୍ତାନ…