Sign in
Sign in
Recover your password.
A password will be e-mailed to you.
Browsing Category
ଖେଳ
ମାଲକାନଗିରି : ପଡିଆରେ ବ୍ଲକ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ…
ମାଲକାନଗିରି : ପଡିଆ ବ୍ଳକ ସଦର ମହକୁମା ସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ ଖେଳ ପଡିଆରେ ବ୍ଲକ ସ୍ତରୀୟ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଆାଦିବାସୀ ଅଧ୍ୟୁଷିତ ପଡିଆ ବ୍ଳକର ଆଠଟି ପଞ୍ଚାୟତରୁ ମୋଟ ୧୬ ଦଳକୁ ନେଇ ଏହି ଟୁର୍ନାମେଣ୍ଟ ଆୟୋଜନ କରାଯାଇଛି। ଆଜିର ଉଦଘାଟନୀ ଦିବସର ପ୍ରଥମ!-->!-->!-->…
ବିରାଟ କୋହଲିଙ୍କୁ ମିଳିଲା ‘ବେଷ୍ଟ ଫିଲ୍ଡର ଅଫ୍ ଦ ମ୍ୟାଚ୍’ ପଦକ…
ନୂଆଦିଲ୍ଲୀ : ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍ରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଟିମ୍ ଇଣ୍ଡିଆ। ରବିବାର ଅଷ୍ଟ୍ରେଲିଆକୁ ୬ ୱିକେଟରେ ପରାସ୍ତ କରି ଏହି ଅଭିଯାନ ଆରମ୍ଭ କରିଛି ଦଳ। ପ୍ରବଳ ଚାପ ମଧ୍ୟରେ ଭାରତକୁ ଏକ ଅଡ଼ୁଆ ପରିସ୍ଥିତିରୁ ମୁକୁଳାଇ ବିଜୟୀ କରାଇବାରେ ପ୍ରମୁଖ ଭୂମିକା…
ଏସୀୟ କ୍ରୀଡ଼ାରେ ଭାରତର ପଦକ ସଂଖ୍ୟା ୧୦୭କୁ ବୃଦ୍ଧି, କ୍ରିକେଟରେ ସ୍ବର୍ଣ୍ଣ, ମହିଳା ହକିରେ କାଂସ୍ୟ…
ନୂଆଦିଲ୍ଲୀ: ଚାଇନାର ହାଙ୍ଗଜୋ ସହରରେ ଖେଳାଯାଉଥିବା ଏସୀୟ କ୍ରୀଡ଼ା ୨୦୨୩ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ସ୍ୱର୍ଣ୍ଣ ପଦକ ଜିତିଛି। ଟସ୍ ଜିତି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଆଫଗାନିସ୍ତାନ ଖେଳୁଥିବା ବେଳେ ବର୍ଷା ଆରମ୍ଭ ହୋଇଥିଲା। ଯାହା ପରେ ମ୍ୟାଚ୍ ବାତିଲ…
ବିଶ୍ୱକପରେ ସାଉଥ ଆଫ୍ରିକାର ବିଶ୍ୱ ରେକର୍ଡ…
ନୂଆଦିଲ୍ଲୀ:ଭାରତରେ ଚାଲିଥିବା ଦିନିକିଆ ବିଶ୍ୱକପରେ ସାଉଥ ଆଫ୍ରିକା ବିଶ୍ୱ ରେକର୍ଡ କରିଛି। ଆଜି ଠାରୁ ଦିଲ୍ଲୀରେ ଦକ୍ଷିଣ ଆଫ୍ରିକା ତା’ର ବିଶ୍ୱକପ ଅଭିଯାନ ଆରମ୍ଭ କରିଛି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ମ୍ୟାଚ୍ରେ ହିଁ ଦଳ ବିଶ୍ୱକପର ସବୁ ରେକର୍ଡ ଭାଙ୍ଗି ଦେଇଛି।
ପ୍ରଥମେ ବ୍ୟାଟିଂ…
ଆସନ୍ତା ୧୦ରେ ଏସୀୟ କ୍ରୀଡ଼ା ପ୍ରତିଯୋଗୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ : ଏସୀୟ କ୍ରୀଡ଼ାରେ ଭାରତୀୟ ପ୍ରତିଯୋଗୀଙ୍କ ସଫଳତା ପରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା। ଦେଶର ପଦକ ସଂଖ୍ୟା ଶତକରେ ପହଞ୍ଚିବାକୁ ଐତିହାସିକ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ଏହି ସଫଳତାରେ ପୂରା ଦେଶ ଗର୍ବିତ ବୋଲି ପ୍ରଧାନମନ୍ତ୍ରୀ…
ଏସୀୟ କ୍ରୀଡ଼ା ୨୦୨୩: ହକିରେ ଭାରତ ଜିତିଲା ସ୍ୱର୍ଣ୍ଣ
ଡିଫେଣ୍ଡିଂ ଚାମ୍ପିୟନ ଜାପାନକୁ ହରାଇ ଏସିଆନ ଗେମ୍ସ ହକିରେ ଭାରତ ଜିତିଛି ସ୍ୱର୍ଣ୍ଣ। ଭାରତୀୟ ପୁରୁଷ ଟିମ ଆଜି ଫାଇନାଲରେ ୨୦୧୮ର ଚାମ୍ପିୟନ ଜାପାନକୁ ୫-୧ ଗୋଲରେ ମାତ ଦେଇଛି। ଏହି ସ୍ୱର୍ଣ୍ଣ ପଦକ ଲଢ଼େଇରେ ଭାରତ ପାଇଁ ଗୋଲ କରିଛନ୍ତି ଓଡ଼ିଆ ପୁଅ ଅମିତ ରୋହିଦାସ। ତାଙ୍କ ବ୍ୟତୀତ ଦଳର…
ବିଜୟ ସହ ବିଶ୍ବକପ୍-୨୦୨୩ ଅଭିଯାନ ଆରମ୍ଭ କଲା ନ୍ୟୁଜିଲାଣ୍ଡ
ଅହମଦାବାଦ : ଆଇସିସି ବିଶ୍ବକପର ଉଦଘାଟନୀ ମ୍ୟାଚରେ ଇଂଲଣ୍ଡକୁ ୯ ଓ୍ବିକେଟରେ ହରାଇଦେଇଛି ନ୍ୟୁଜିଲାଣ୍ଡ । ଏହା ସହିତ ୨୦୧୯ ବିଶ୍ବକପ ଫାଇନାଲ ପରାଜୟର ପ୍ରତିଶୋଧ ନେଇଛି ନ୍ୟୁଜିଲାଣ୍ଡ।
ନ୍ୟୁଜିଲାଣ୍ଡ ଆଗରେ ୨୮୩ ରନର ଲକ୍ଷ୍ୟ ରଖିଥିଲା ଇଂଲଣ୍ଡ । ଏହି ଲକ୍ଷ୍ୟକୁ ନ୍ୟୁଜିଲାଣ୍ଡ ୩୭ ତମ…
କିଶୋର ଜେନାଙ୍କୁ ଦେଢ଼ କୋଟି ର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ବର: କିଶୋର ଜେନାଙ୍କୁ ଦେଢ଼ କୋଟି ପୁରସ୍କାର। ଚୀନର ହଙ୍ଗଝୌରେ ଜାରି ଏସୀୟ କ୍ରୀଡ଼ା ୨୦୨୩ର ଜାଭେଲିନ ଥ୍ରୋରେ ଇତିହାସ ରଚିଥିବା ଓଡ଼ିଆ ପୁଅ କିଶୋର ଜେନାଙ୍କୁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୂଚନାଥାଉକି, ଫାଇନାଲ୍ରେ କିଶୋର…
ଜାଭେଲିନ ଥ୍ରୋରେ ରୌପ୍ୟ ଜିତି ଇତିହାସ ରଚିଲେ କିଶୋର ଜେନା, ସ୍ବର୍ଣ୍ଣ ଜିତିଲେ ନୀରଜ୍…
ହାଙ୍ଗଝୁ : ଚୀନର ହାଙ୍ଗଝୁଠାରେ ଚାଲିଥିବା ଏସୀୟ କ୍ରୀଡ଼ାରେ ଇତିହାସ ରଚିଛି ଭାରତ । ପୁରୁଷ ଜାଭେଲିନ ଥ୍ରୋରେ ଉଭୟ ସ୍ବର୍ଣ୍ଣ ଓ ରୌପ୍ୟ ହାତେଇଛି ଭାରତ । ଭାରତର ଷ୍ଟାର୍ ଖେଳାଳି ନୀରଜ ଚୋପ୍ରା ପୁଣି ଥିରେ ଚାମ୍ପିଅନ ପରି ପ୍ରଦର୍ଶନ କରି ସ୍ବର୍ଣ୍ଣ ଜିତିଛନ୍ତି । ସେ…
ପାରୁଲ ଚୌଧୁରୀଙ୍କୁ ସ୍ୱର୍ଣ୍ଣ, ମହମ୍ମଦ ଜିତିଲେ ରୌପ୍ୟ, ବିଥ୍ୟା ଓ ପ୍ରବୀଣଙ୍କୁ ବ୍ରୋଞ୍ଜ
ହାଙ୍ଗ୍ଝୌ: ଚଳିତ ୧୯ତମ ଏସୀୟ କ୍ରୀଡ଼ାରେ ଆଜି ଭାରତର ପ୍ରଦର୍ଶନ ଜବରଦସ୍ତ ରହିଛି। ବିଶେଷ କରି ଦୌଡ଼କୁଦରୁ ଭାରତକୁ ଗୋଟିଏ ପରେ ଗୋଟିଏ ପଦକ ମିଳିବାରେ ଲାଗିଛି। ଆଜି ପାରୁଲ ଚୌଧୁରୀଙ୍କୁ ସ୍ୱର୍ଣ୍ଣ, ମହମ୍ମଦ…