Sign in
Sign in
Recover your password.
A password will be e-mailed to you.
Browsing Category
ଖେଳ
ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଟିମ୍ ; ଶୁବମନ୍ ଗିଲ୍ ନୂଆ ଟେଷ୍ଟ ଟିମ୍ ଅଧିନାୟକ
ନୂଆଦିଲ୍ଲୀ : ଇଂଲଣ୍ଡ ଗସ୍ତ ପାଇଁ ମେ’ ୨୪ ଅର୍ଥାତ୍ ଶନିବାର ଘୋଷଣା ହୋଇଛି ଭାରତୀୟ ଟିମ୍ । ଦଳ ଘୋଷଣା ପୂର୍ବରୁ ବିସିସିଆଇର ଅଧିକାରୀଙ୍କ ଏକ ବୈଠକ କରାଯାଇଛି ।
ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଶୁବମନ ଗିଲ୍ଙ୍କୁ ନୂତନ ଟେଷ୍ଟ ଅଧିନାୟକ ଭାବରେ ମନୋନୀତ କରାଯାଇଛି।!-->!-->!-->…
ଆଇପିଏଲ ଏକ ସପ୍ତାହ ଲାଗି ସ୍ଥଗିତ
ନୂଆଦିଲ୍ଲୀ : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ଏଭଳି ସ୍ଥିତିରେ ଦେଶରେ ଚାଲିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ କୁ ୧ ସପ୍ତାହ ଲାଗି ସ୍ଥଗିତ ରଖିଛି ବିସିସିଆଇ | ବିସିସିଆଇ ପକ୍ଷରୁ କୁହାଯାଇଛି ବର୍ତ୍ତମାନ ପରିସ୍ଥିତିରେ ଆମେ ସରକାର ଓ ସେନାଙ୍କ ସହିତ!-->…
ତିନିବର୍ଷ ପାଇଁ ବାସନ୍ଦ ହେଲେ ଏସ୍ ଶ୍ରୀସନ୍ଥ
ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ଏସ୍ ଶ୍ରୀସନ୍ଥଙ୍କୁ ୩ ବର୍ଷ ପାଇଁ କ୍ରିକେଟ୍ ଆସୋସିଏସନ୍ ବାସନ୍ଦ କରିଛି। ଏହି ମାମଲା ସଞ୍ଜୁ ସାମସନଙ୍କୁ ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ ଦଳରେ ସାମିଲ ନ କରାଯିବା ସହିତ ଜଡିତ ରହିଛି।କେରଳ କ୍ରିକେଟ ଆସୋସିଏସନ ପକ୍ଷରୁ ପ୍ରକାଶ, ବିଜୟ!-->…
୧୨୮ ବର୍ଷ ପରେ ଅଲିମ୍ପିକ୍ସରେ କ୍ରିକେଟ: ୬ ଦଳ ଖେଳିବେ
ନୂଆଦିଲ୍ଲୀ: ତିନି ବର୍ଷ ପରେ ହେବାକୁଥିବା ୨୦୨୮ ଲସ୍ ଏଞ୍ଜେଲସ୍ ଅଲିମ୍ପିକ୍ସରେ କ୍ରିକେଟ୍ ଫେରିବାକୁ ଯାଉଛି। ଏବେ କିଛି ନୂତନ ନିୟମ ମଧ୍ୟ ଆସିଛି। କେବଳ ୬ଟି ଦଳ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିପାରିବେ।୨୦୨୮ ଲସ୍ ଆଞ୍ଜେଲସ୍ ଅଲିମ୍ପିକ୍ସ ବହୁତ ସ୍ୱତନ୍ତ୍ର ହେବାକୁ ଯାଉଛି କାରଣ ୧୨୮ ବର୍ଷ!-->…
ଆଜିଠୁ ଅଲ ଇଣ୍ଡିଆ ପୋଲିସ ହକି ଚାମ୍ପିୟନସିପ, ଉଦଘାଟନ କଲେ ପୋଲିସ ଡିଜି ୱାଇବି ଖୁରାନିଆ
ଭୁବନେଶ୍ୱର : ଆଜିଠୁ ଅଲ ଇଣ୍ଡିଆ ପୋଲିସ ହକି ଚାମ୍ପିୟନସିପ୍ । ୭୩ ତମ ଅଲ ଇଣ୍ଡିଆ ପୋଲିସ ହକି ଚାମ୍ପିୟନସିପକୁ ଉଦଘାଟିତ କଲେ ପୋଲିସ ଡିଜି ୱାଇବି ଖୁରାନିଆ । ଏପ୍ରିଲ ୧୫ ଯାଏଁ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ମ୍ୟାଚ୍ । ଦେଶର ବିଭିନ୍ନ ରାଜ୍ୟରୁ ପୋଲିସ ହକି!-->…
ଆଇପିଏଲ ୨୦୨୫ ପୂର୍ବରୁ ନିୟମରେ ପରିବର୍ତ୍ତନ କଲା ବିସିସିଆଇ
ମାର୍ଚ୍ଚ ୨୨ରୁ ଆରମ୍ଭ ହେବାକୁ ଥିବା ଆଇପିଏଲ ୨୦୨୫ ପୂର୍ବରୁ ବିସିସିଆଇ କେତେକ ପରିବର୍ତ୍ତନ କରିଛି। ଗୁରୁବାର ମୁମ୍ବାଇରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରି-ସିଜନ ବୈଠକରେ ସମସ୍ତ ୧୦ ଅଧିନାୟକ ଏବଂ ଟିମ୍ ମ୍ୟାନେଜରଙ୍କୁ ଭେଟି କ୍ରିକେଟ୍ ବଲରେ ଲାଳ ବ୍ୟବହାରକୁ ପ୍ରତ୍ୟାହାର କରିବା ଏବଂ ସନ୍ଧ୍ୟା!-->…
ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରି ୮୫୫କୋଟିର କ୍ଷତି ସହିଲା ପିସିବି
ନୂଆଦିଲ୍ଲୀ: ଆୟୋଜକ ହୋଇ କ୍ଷତି ସହିଲା ପାକିସ୍ତାନ। ଲାଭ ଆଶା ରଖି ସହିଲା କ୍ଷତି। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବହୁତ ଆଶା ଏବଂ ବଡ଼ ସ୍ୱପ୍ନ ସହିତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜନ କରିଥିଲା। କିନ୍ତୁ ଏହି ମେଗା ଟୁର୍ଣ୍ଣାମେଣ୍ଟ ପାଇଁଦେଶ ଦୁଇଗୁଣ କ୍ଷତି ସହିଛି। ପ୍ରଥମତଃ,!-->…
ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ଭାରତର ଆଧିପତ୍ୟ ରହିବ: କୋହଲି
ନୂଆଦିଲ୍ଲୀ: ବିଶ୍ବ କ୍ରିକେଟ୍ରେ ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ଭାରତୀୟ କ୍ରିକେଟ ଦଳ ଆଧିପତ୍ୟ ଜାହିର କରିବ ବୋଲି ଆଶାବ୍ୟକ୍ତ କରିଛନ୍ତି ବରିଷ୍ଠ ବ୍ୟାଟସମ୍ୟାନ ବିରାଟ କୋହଲି। ଦୁବାଇରେ ନ୍ୟୁଜିଲାଣ୍ଡକୁ ଫାଇନାଲରେ ହରାଇ ଚମ୍ପିଆନ୍ସ ଟ୍ରଫି ଜିତିଥିଲା ଭାରତ। ଭାରତୀୟ ଦଳର ଭବିଷ୍ୟତ!-->…
ଚମ୍ପିଆନ୍ସ ଟ୍ରଫିର ଚମ୍ପିଆନ୍ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
ଦୁବାଇ: ଚମ୍ପିଆନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୪ୱିକେଟ୍ରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରି ବିଜୟୀ ହୋଇଛି। ଚମ୍ପିଆନ୍ସ ଟ୍ରଫିରେ ଚମ୍ପିଆନ୍ ହେବା ପରେ!-->…
୧୨ ବର୍ଷ ପରେ ଆଇସିସି ଟ୍ରଫି ଚାମ୍ପିଅନ ହେଲା ଭାରତ
ପର ସଣ୍ଡେରେ ସୁପର ସୋ’। ଦୁବାଇ ଇଣ୍ଟର ନ୍ୟାସନାଲ ଷ୍ଟାଡିୟମରେ ହାଇଭୋଲଟେଜ୍ ମ୍ୟାଚରେ ବିଜୟ ହାସଲକରି ନ୍ୟୁଜିଲ୍ୟାଣ୍ଡକୁ ଧୂଳି ଚଟାଇଲା ଭାରତ। ଆଜିର ଏହି ଫାଇନାଲ ମ୍ୟାଚ୍ରେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ । କିନ୍ତୁ ଭାରତୀୟ ସ୍ପିନର ଜାଲରେ ନ୍ୟୁଜିଲାଣ୍ଡ!-->…