Browsing Category

ଖେଳ

ଏସିଆ କପ୍‌ ହକି ବିଜେତା ଦଳର ଓଡ଼ିଶା ଖେଳାଳି ସମ୍ବର୍ଦ୍ଧିତ

ଭୁବନେଶ୍ବର : ଓମାନ୍‌ରେ ଆୟୋଜିତ ଏସିଆ କପ୍‌ ବାଳକ ହକି ଜିତି ଭାରତ ଇତିହାସ ରଚିଥିଲା। ଏହି ବିଜେତା ଦଳରେ ଓଡ଼ିଶାରୁ ୩ ଜଣ ଅମନଦୀପ ଲାକ୍ରା, ସୁଦୀପ ଚିର୍ମାକୋ ଓ ସୁନିତ ଲାକ୍ରା ରହିଥିଲେ। ଏହି ସମସ୍ତ ଖେଳାଳି ପାନପୋଷରେ ଥିବା ରାଉର‌କେଲା କ୍ରୀଡ଼ା ଛାତ୍ରାବାସର ପ୍ରଶିକ୍ଷାର୍ଥୀ। ଏମାନେ

ମଣିପୁର ହକି ଦଳର ସଂଘର୍ଷର କାହାଣୀ : ହିଂସା ଓ ଅଭାବକୁ ହରାଇଲା ହକି

ରାଉରକେଲା : ସେପଟେ ଭୟାନକ ରୂପ ଧାରଣ କରିଛି ମଣିପୁର ହିଂସା। ହେଲେ, ଏପଟେ ରାଉରକେଲାରେ ଚାଲିଥିବା ୧୩ତମ କନିଷ୍ଠ ଜାତୀୟ ବାଳକ ହକି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି ମଣିପୁରର ଖେଳାଳି। ଏତିକି ନୁହେଁ, ମାସକ ପୂର୍ବେ ମଣିପୁର ଦଳ ନିଜର ଜଣେ ତାରକା ଖେଳାଳିଙ୍କୁ ହରାଇଥିବାବେଳେ ଏବେବି

କଳିଙ୍ଗ ଷ୍ଟାଡିୟମରେ ଭାରତ ଓ ଲେବାନନ୍ ମ୍ୟାଚ ଚାଲିଥିବା ବେଳେ ବିଜୁଳି ବିଭ୍ରାଟ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ମ୍ୟାଚ ଚାଲିଥିବା ବେଳେ ଦେଖାଦେଇଛି ବିଦ୍ୟୁତ ବିଭ୍ରାଟ। ଭାରତ ଓ ଲେବାନନ୍ ମଧ୍ୟରେ ଇଣ୍ଟର କଣ୍ଟିନେଣ୍ଟାଲ ଫୁଟବଲ ମ୍ୟାଚ ଚାଲିଥିବା ବେଳେ ଅନ୍ଧାର ହୋଇଯାଇଥିଲା ଡ୍ରେସିଂ ରୁମ୍। ଖେଳର ହାଫ୍ ଟାଇମରେ ଖେଳାଳି ମାନେ ଡ୍ରେସିଂ ରୁମ୍ ଯାଉଥିବା ବେଳେ ବିଦ୍ୟୁତ

ଅଗଷ୍ଟ ୩୧ରୁ ଆରମ୍ଭ ହେବ ଏସିଆ କପ୍: ପାକିସ୍ତାନରେ ୪ଟି ଓ ଶ୍ରୀଲଙ୍କାରେ ଖେଳାଯିବ ୯ଟି ମ୍ୟାଚ୍

ନୂଆଦିଲ୍ଲୀ: ଅଗଷ୍ଟ ୩୧ରୁ ଆରମ୍ଭ ହେବ ଏସିୟା କପ୍ ୨୦୨୩। ଆଜି ମ୍ୟାଚ୍ ଆରମ୍ଭ ହେବା ସମ୍ବନ୍ଧୀୟ ସୂଚନା ଦେଇଛି ଏସିୟାନ କ୍ରିକେଟ କାଉନସିଲ(ଏସିସି)। ମ୍ୟାଚ୍ ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ଚାଲିବା ସହ ପାକିସ୍ତାନରେ ମାତ୍ର ୪ଟି ମ୍ୟାଚ୍ ଖେଳାଯିବ। ଏଥର ହାଇବ୍ରିଡ ମଡେଲ ଅଧୀନରେ

ସ୍କ୍ବାସ୍‌ ବିଶ୍ବକପ୍‌ରେ ହଂକଂକୁ ହରାଇଲା ଭାରତ

ଚେନ୍ନାଇ: ଏଠାରେ ଆରମ୍ଭ ହୋଇଥିବା ସ୍କ୍ବାସ୍‌ ବିଶ୍ବକପ୍‌ରେ ଭାରତ ବିଜୟରୁ ଅଭିଯାନ ଅରମ୍ଭ କରିଛି। ଏକ୍ସପ୍ରେସ୍‌ ଆଭିନ୍ୟୁ ମଲ୍‌ରେ ଖେଳାଯାଉଥିବା ବିଶ୍ବକପ୍‌ର ଗ୍ରୁପ୍‌ ବି’ରେ ଦ୍ବିତୀୟ ସିଡ୍‌ ଭାରତ ୪-୦ରେ ହଂକଂକୁ ପରାସ୍ତ କରିଛି। ଘରୋଇ ଦଳ ପାଇଁ ୭୨ ମାନ୍ୟତାପ୍ରାପ୍ତ ଅଭୟ ସିଂହ ୭-୨,

ଅମ୍ପାୟାରଙ୍କ ନିଷ୍ପତ୍ତିକୁ ବିରୋଧ କରି ପୋଷ୍ଟ କରିବାରୁ ଗିଲ୍ ଙ୍କୁ ଜୋରିମାନା

ନୂଆଦିଲ୍ଲୀ: ଅମ୍ପାୟାରଙ୍କ ନିଷ୍ପତ୍ତିକୁ ସର୍ବସାଧାରଣରେ ବିରୋଧ ଓ ସମାଲୋଚନା କରିବା ପଡ଼ିଲା ଭାରୀ। କ୍ରିକେଟର ଶୁଭମନ ଗିଲଙ୍କ ଉପରେ ଲାଗିଲା ଜରିମାନା। ନିକଟରେ ଲଣ୍ଡନର ଓଭାଲରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଖେଳାଯାଇଥିଲା। ଏହାର ଫାଇନାଲରେ

ଅଷ୍ଟ୍ରେଲିଆ ଜିତିଲା ବିଶ୍ୱ ଟେଷ୍ଟ ଚାମ୍ପୟନସିପ୍ ଟ୍ରଫି

ନୂଆଦିଲ୍ଲୀ : ଭାରତୀୟ ଟିମ୍‌ର ଫ୍ଲପ ଶୋ’। ବିଶ୍ୱ ଟେଷ୍ଟ୍‌ ଚାମ୍ପିୟନସିପ୍ ଫାଇନାଲ୍‌ରେ ଅଷ୍ଟ୍ରେଲିଆ ଠାରୁ ଭାରତ ୨୦୯ ରନ୍‌ରେ ପରାସ୍ତ ହୋଇଛି। ପଞ୍ଚମ ଦିନର ଲଞ୍ଚ ପୂର୍ବରୁ ହିଁ କଙ୍ଗାରୁ ଟିମ୍‌ ବୋଲିଂ ଆଗରେ ଭଲ ବ୍ୟାଟିଂ କରିବାରେ ବିଫଳ ହୋଇଥିଲା ଭାରତୀୟ ଟିମ୍। ଏଥିସହ ଲଗାଦାର ଦ୍ୱିତୀୟ

ଏସିଆନ ଗେମ୍ସକୁ ବୟକଟ କରିବାର ଧମକ ଦେଲେ ରେସଲର

ନୂଆଦିଲ୍ଲୀ : କୁସ୍ତି ମହାସଂଘର ସଭାପତି ତଥା ବିଜେପି ସାଂସଦ ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ବିକ୍ଷୋଭ କରୁଥିବା ଦେଶର ଷ୍ଟାର ରେସଲରମାନେ ଚଳିତ ବର୍ଷ ହେବାକୁ ଥିବା ଏସିଆନ ଗେମ୍ସକୁ ବୟକଟ କରିବାକୁ ଧମକ ଦେଇଛନ୍ତି। ଯଦି ସେମାନଙ୍କ ଦାବି ପୂରଣ ନ ହେବ, ତା’ହେଲେ କୌଣସି ରେସଲର ଭାରତକୁ

ବିଶ୍ବ ଟେଷ୍ଟ ଚାମ୍ପିଅନସିପ ଫାଇନାଲ : ଫଲୋ-ଅନ ଏଡ଼ାଇଲା ଭାରତ, ପ୍ରଥମ ଇନିଂସରେ ୨୯୬ ରନରେ ଅଲଆଉଟ୍

କେନିଙ୍ଗଟନ ଓଭାଲ : କେନିଙ୍ଗଟନ ଓଭାଲଠାରେ ଖେଳାଯାଉଥିବା ବିଶ୍ବ ଟେଷ୍ଟ ଚାମ୍ପିଅନସିପର ଫାଇନାଲରେ ଭାରତ ନିଜର ପ୍ରଥମ ଇନିଂସରେ ୨୯୬ ରନରେ ଅଲଆଉଟ ହୋଇଯାଇଛି । ଏହା ଫଳରେ ୧୭୩ ରନର ଅଗ୍ରଣୀ ସହ ଅଷ୍ଟ୍ରେଲିଆ ନିଜର ସ୍ଥିତିକୁ ସୁଦୃଢ କରିଛି ।ଶୁକ୍ରବାରଦିନ ଭାରତ ନିଜର ଗତକାଲିର ସ୍କୋର ୫

ବିଶ୍ବ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ : ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୪୬୯ରେ ଅଲଆଉଟ୍

ଲଣ୍ଡନ : କେନିଙ୍ଗଟନ ଓଭାଲଠାରେ ଖେଳାଯାଉଥିବା ବିଶ୍ବ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲରେ ଅଷ୍ଟ୍ରେଲିଆ ନିଜର ପ୍ରଥମ ଇନିଂସରେ ୪୬୯ରେ ଅଲଆଉଟ୍ ହୋଇଯାଇଛି । ଭାରତ ନିଜର ପ୍ରଥମ ଇନିଂସ ବ୍ୟାଟିଂ ଆରମ୍ଭ କରିଛି ଓ ସର୍ବଶେଷ ଖବର ଅନୁସାରେ ଭାରତ ଅଧିନାୟକ ୨ଟି ଓ୍ବିକେଟ ହରାଇ ୩୦ ରନ କରିଛି ।