Sign in
Sign in
Recover your password.
A password will be e-mailed to you.
Browsing Category
ଖେଳ
ପ୍ରଣବ ପ୍ରକାଶ ଦାସ ହୋଇପାରନ୍ତି ଓସିଏ ସଭାପତି, ୨୮ ତାରିଖରେ ହେବ ନିର୍ବାଚନ
କଟକ: ଓଡିଶା କ୍ରିକେଟ ଆସୋସିଏସନ ବା OCA ସଭାପତି ରେସ୍ରେ ପ୍ରଣବ ପ୍ରକାଶ ଦାସ । OCA ନିର୍ବାଚନ ପାଇଁ ପ୍ରାର୍ଥୀ ଚୂଡ଼ାନ୍ତ । ସଭାପତି ପ୍ରାର୍ଥୀ ହେବେ ପ୍ରଣବ ପ୍ରକାଶ ଦାସ । ଉପ ସଭାପତି ପ୍ରାର୍ଥୀ ହେବେ ପଙ୍କଜ ଲୋଚନ ମହାନ୍ତି।
ସମ୍ପାଦକ ପ୍ରାର୍ଥୀ ହେବେ ସଞ୍ଜୟ ବେହେରା। ବାକି!-->!-->!-->…
ରାଉରକେଲା ର ସେକ୍ଟର -14 ସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ ରେ ଜିଲ୍ଲା ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଚାମିୟାନସିପ…
ରାଉରକେଲା : (ବସନ୍ତ କୁମାର ଜେନା): ରାଉରକେଲା ସେକ୍ଟର -୧୪ ସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ୧୭ ବର୍ଷରୁ କମ ଫୁଟବଲ ପ୍ରତିଯୋଗିତା ଅନଷ୍ଠିତ ହୋଇଯାଇଛି,ଏହାକୁ ବିଶ୍ରା ବ୍ଲକ ସ୍କୁଲ୍ ସ୍ପୋର୍ଟସ ଆସୋସିଏସନ୍ ଅନୁଷ୍ଠିତ କରିଥିଲା lଏହି ଫୁଟବଲ ପ୍ରତିଯୋଗିତା ର!-->!-->!-->…
କୋଲକାତାର ବାସିନ୍ଦା ଓ ବିଜେପିରେ ଯୋଗ ନଦେବାରୁ ଗାଙ୍ଗୁଲିଙ୍କୁ ବିସିସିଆଇ ଅଧ୍ୟକ୍ଷ ପଦରୁ ହଟାଯାଉଛି: ଟିଏମସି
ନୂଆଦିଲ୍ଲୀ: ବିସିସିଆଇ ବର୍ତ୍ତମାନ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ ବୋଲି ନିଶ୍ଚିତ କରିଛି। କିଛି ଦିନ ମଧ୍ୟରେ ବୋର୍ଡର ବିଭିନ୍ନ ପଦବୀ ପାଇଁ ନିର୍ବାଚନ ହେବ ବୋଲି ଜଣାପଡ଼ିଛି। ବିସିସିଆଇ ଅଧ୍ୟକ୍ଷ ଥିବା ପୂର୍ବତନ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ କାର୍ଯ୍ୟକାଳ ବୃଦ୍ଧି ନକରି ତାଙ୍କ!-->…
ଦକ୍ଷିଣ ଆଫ୍ରିକା ବିପକ୍ଷ ୩ୟ ଦିନିକିଆ: ୭ୱିକେଟ୍ରେ ଜିତିଲା ଭାରତ, ୨-୧ରେ ଶୃଙ୍ଖଳା ବିଜୟୀ
ନୂଆଦିଲ୍ଲୀ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ୩ ମ୍ୟାଚ୍ ବିଶିଷ୍ଟ ଶୃଙ୍ଖଳାର ଅନ୍ତିମ ମୁକାବିଲାକୁ ଟିମ୍ ଇଣ୍ଡିଆ ଜିତିଛି। ନୂଆଦିଲ୍ଲୀର ଅରୁଣ ଜେଟ୍ଲୀ ଷ୍ଟାଡିୟମରେ ମଙ୍ଗଳବାର ଭାରତ ୭ ୱିକେଟ୍ରେ ଦକ୍ଷିଣ ଆଫ୍ୟିକାକୁ ପରାସ୍ତ କରିଛି। ୧୦୦ ରନ୍ର ବିଜୟ ଲକ୍ଷ୍ୟକୁ ଭାରତ!-->…
ସ୍କୁଲ ପିଲାଙ୍କୁ ବଣ୍ଟାଯିବ ୪୩ ହଜାର ଫୁଟବଲ, ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ସ୍କୁଲ ପିଲାଙ୍କୁ ବଣ୍ଟାଯିବ ୪୩ ହଜାର ଫୁଟବଲ। ୨ ହଜାର ସ୍କୁଲରେ ବଣ୍ଟନ ହେବ ୪୩ ହଜାର ଫୁଟବଲ। ସମସ୍ତଙ୍କ ପାଇଁ ଫୁଟବଲ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍କୁଲ ପିଲାଙ୍କ ମଧ୍ୟରେ ଫୁଟବଲ ପ୍ରତି ଆଗ୍ରହ ସୃଷ୍ଟି କରାଇବା ଲକ୍ଷ୍ୟରେ ଏହି!-->…
ବିଶ୍ୱକପ୍ ପାଇଁ ୪ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା, ମୁତୟନ ରହିବେ ୧୫ ପ୍ଲାଟୁନ୍ ଫୋର୍ସ
ଭୁବନେଶ୍ୱର ୧୦।୧୦ : ଆଉ କିଛି ଦିନ ପରେ ଫିପା ଜୁନିୟର ଫୁଟବଲ୍ ବିଶ୍ଵକପ । ଏଥିପାଇଁ ଚାରି ସ୍ତରୀୟ ସୁରକ୍ଷା ବଳୟରେ ରହିବ ପୁରା ଷ୍ଟାଡ଼ିୟମ । କଳିଙ୍ଗ ଷ୍ଟାଡ଼ିୟମ ପହଞ୍ଚି ସୁରକ୍ଷାର ସମୀକ୍ଷା କରିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏବଂ ଡ଼ିସିପି।
ତେବେ ଡ଼ିସିପିଙ୍କ!-->!-->!-->…
ଦେଶର ୭୦୦ରୁ ଊର୍ଦ୍ଧ୍ବ ଜିଲ୍ଲାର ସ୍କୁଲକୁ ‘ଫୁଟବଲ୍ ଫର୍ ସ୍କୁଲ୍’ କାର୍ଯ୍ୟକ୍ରମରେ ଯୋଡାଯିବ: ଧର୍ମେନ୍ଦ୍ର
ନୂଆଦିଲ୍ଲୀ : ସମଗ୍ର ଭାରତବର୍ଷରେ ୭୦୦ରୁ ଅଧିକ ଜିଲ୍ଲାର ଶିକ୍ଷା ମନ୍ତ୍ରଣାଳୟ ଅଧୀନରେ ଥିବା ସ୍କୁଲକୁ ‘ଫୁଟବଲ୍ ଫର୍ ସ୍କୁଲ୍’ କାର୍ଯ୍ୟକ୍ରମରେ ଯୋଡ଼ାଯିବ । ଫିଫା, ୟୁନିସ୍କୋ ଏବଂ ସର୍ବଭାରତୀୟ ଫୁଟବଲ ମହାସଂଘ(ଏଆଇଏଫ୍ଏଫ୍) ସହଯୋଗରେ ଦେଶର ସ୍କୁଲ ଗୁଡ଼ିକରେ ଫୁଟବଲ କ୍ରୀଡ଼ାକୁ ପ୍ରୋତ୍ସାହନ!-->…
ରାଜ୍ୟସ୍ତରୀୟ ସବ ଜୁନିଅର ବାଳକ ଓ ବାଳିକା ହ୍ୟାଣ୍ଡବଲ ପ୍ରତିଯୋଗୀତାରେ ଗଞ୍ଜାମ ରନର୍ସ ଅପ ଓ ତୃତୀୟ ସ୍ଥାନରେ ବାଳକ ଦଳ
ବ୍ରହ୍ମପୁର (୦୯/୧୦) : ରାଜ୍ୟସ୍ତରୀୟ ହ୍ୟାଣ୍ଡବଲ ପ୍ରତିଯୋଗିତାରେ ଗଂଜାମ ଦଳର କୃତିତ୍ୱ। କେନ୍ଦୁଝର ଠାରେ 7 ଓ 8 ଦୁଇଦିନ ଧରି ଆୟୋଜିତ ହୋଇଥିବା 20ତମ ସର୍ବ କନିଷ୍ଠ ବାଳିକା ହ୍ୟାଣ୍ଡବଲ ପ୍ରତିଯୋଗିତାରେ ଗଞ୍ଜାମ ବାଳିକା ଦଳ ରନର୍ସ ଅପ ବିବେଚିତ ହୋଇଛନ୍ତି। ଗଂଜାମ ଦଳ ପୁରୀ ଓ ଯାଜପୁରକୁ!-->…
ଗୁଜରାଟରେ ଚାଲିଥିବା ଜାତୀୟ କ୍ରୀଡ଼ା ପ୍ରତିଯୋଗିତା ଫାଇନାଲରେ ଓଡ଼ିଶା ମହିଳା ଫୁଟବଲ ଟିମ୍
ଗୁଜରାଟରେ ଚାଲିଥିବା ୩୬ତମ ଜାତୀୟ କ୍ରୀଡ଼ା ପ୍ରତିଯୋଗିତା ଫାଇନାଲରେ ଓଡ଼ିଶା ମହିଳା ଫୁଟବଲ ଟିମ୍ । ଆଜି ସେମିଫାଇନାଲରେ ତାମିଲନାଡୁକୁ ୫-୨ ଗୋଲ୍ରେ ହରାଇଥିଲା । ଫାଇନାଲ୍ରେ ମଣିପୁରକୁ ଭେଟିବ ଓଡ଼ିଶା ମହିଳା ଫୁଟବଲ୍ ଟିମ୍ । ସେହିପରି ଓଡ଼ିଶା ମହିଳା ବିଚ୍ ଭଲିବଲ ଟିମ୍ ବ୍ରୋଞ୍ଜ!-->…
ଖେଲକୁଦ ପ୍ରତିଭାଗୀ ସମ୍ବର୍ଦ୍ଧନା ସମାରୋହ
ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଫୁଲବାଣୀ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଖେଲକୁଦ ପ୍ରତିଭାଗୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି lପ୍ରଥମେ ଅତିଥି ମାନଙ୍କୁ ଚନ୍ଦନ ପୁଷ୍ପ ଦେଇ ସ୍ୱାଗତ କରିବା ପରେ ମୁଖ୍ୟ ଅତିଥି ଭାବେ ବିଶ୍ଵ ହିନ୍ଦୁ ପରିଷଦର ସଭାପତି ବିଷ୍ଣୁ!-->…