Browsing Category

ଖେଳ

ଫ୍ଲଡ ଲାଇଟରେ ଗୁରୁତର ସମସ୍ୟା, ପ୍ୟାଭିଲିୟନକୁ ଫେରିଲେ ଉଭୟ ଦଳର ଖେଳାଳି

କଟକ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ଦ୍ବିତୀୟ ଦିନିକିଆରେ ବାରବାଟୀ ଷ୍ଟାଡିୟମର ଅବ୍ୟବସ୍ଥା ସାମ୍ନାକୁ ଆସିଛି। ମ୍ୟାଚର ଦ୍ବିତୀୟ ଇନିଂସରେ ଭାରତ ବ୍ୟାଟିଂ କରୁଥିବା ବେଳେ ଏଭଳି ଘଟଣା ଦେଖିବାକୁ ମିଳିଥିଲା। ୩୦୫ ରନ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଇନିଂସର ସପ୍ତମ ଓଭରରେ ଏଭଳି ଘଟଣା

ଏଫଆଇଏଚ୍ ପ୍ରୋ ଲିଗ୍: ଭୁବନେଶ୍ୱରରେ ପହଞ୍ଚିଲେ ଇଂଲଣ୍ଡ ମହିଳା ହକି ଦଳ, ୧୫ରୁ ହକି ଫାଇଟ୍

ଭୁବନେଶ୍ବର: ଇଂଲଣ୍ଡ ମହିଳା ହକି ଦଳ ରବିବାର ଦିନ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍ ରାଜଧାନୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ହକି ଷ୍ଟାଡିୟମରେ ଆୟୋଜିତ ହେବ । ଏହା ଫେବୃଆରୀ ୧୫ ରୁ ୨୫ ତାରିଖ

ଭୁବନେଶ୍ୱରରେ ପହଞ୍ଚିଲେ ଇଣ୍ଡିଆ-ଇଂଲଣ୍ଡ ଖେଳାଳି

ଭୁବନେଶ୍ବର: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍ ଖେଳିବା ପାଇଁ ଉଭୟ ଭାରତ ଓ ଇଂଲଣ୍ଡ ଟିମ୍ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ଉଭୟ ଦଳର ଖେଳାଳି ସ୍ବତନ୍ତ୍ର ବିମାନରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ପରେ ସେମାନଙ୍କୁ

ଅନାଉ ଅନାଉ ସରିଗଲା ୪ ହଜାର ଟିକେଟ୍, ୫ ଓ ୬ରେ ଅଫଲାଇନ ବିକ୍ରି

କଟକ: ଆସନ୍ତା ୯ ତାରିଖରେ ବାରବାଟୀ ରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଏକ ଦିବସୀୟ ମ୍ୟାଚ ପାଇଁ ଅନଲାଇନରେ ବିକ୍ରି ହୋଇଛି ଚାରି ହଜାର ଟିକେଟ। ହେଲେ ଅନଲାଇନରେ ସର୍ଭର୍ ଡାଉନ୍ ରହିବାରୁ କିଛି ଲୋକ ଟିକେଟ କିଣିବାରୁ ବଞ୍ଚିତ ହୋଇଛନ୍ତି। କେବଳ ସେତିକି ବେଳକୁ ନୁହେଁ ବାରବାଟୀରେ ଚାହିଦା

ଅଣ୍ଡର-୧୯ ମହିଳା ଟି-ଟ୍ବେଣ୍ଟି ବିଶ୍ବକପ୍‌ ଟ୍ରଫି ଜିତିଲା ଭାରତ

କୁଆଲାଲମ୍ପୁର: ସାତ ମାସ ମଧ୍ୟରେ ଭାରତ ଦ୍ୱିତୀୟ ବିଶ୍ୱକପ ଜିତିଛି। ଭାରତୀୟ ଅଣ୍ଡର -୧୯ ମହିଳା ଦଳ କ୍ରମାଗତ ଦ୍ୱିତୀୟ ଥର ପାଇଁ ଚାମ୍ପିଅନ ହୋଇ ଫାଇନାଲରେ ପ୍ରବେଶ କରି ଦକ୍ଷିଣ ଆଫ୍ରିକାକୁ ୯ ୱିକେଟରେ ପରାସ୍ତ କରି ଇତିହାସ ରଚିଛନ୍ତି। ଭାରତୀୟ ବୋଲରମାନେ ଫାଇନାଲରେ ଚମତ୍କାର ବୋଲିଂ

ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ: ୫ ଓ ୬ ରେ କାଉଣ୍ଟରରେ ଏବଂ ୨ ରେ ଅନଲାଇନରେ ଟିକେଟ ବିକ୍ରି

କଟକ : ଫେବ୍ରୁଆରୀ ୯ରେ ବାରବାଟୀରେ ହେବ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ ମ୍ୟାଚ୍ । ଆସନ୍ତା ଫେବୃୟାରୀ ମାସ ଦୁଇ ତାରିଖରୁ ଅନ୍ ଲାଇନ୍ ଟିକେଟ ବିକ୍ରି ଆରମ୍ଭ। ଅନଲାଇନ୍ ମୋଡ ରେ ବିକ୍ରି ହେବ ମୋଟ ୪ ହଜାର ଟିକେଟ। ଫେବୃଆରୀ ମାସ ୭,୮,୯ ତାରିଖରେ ଅନଲାଇନ୍ ବୁକ୍ କରିଥିବା

ଚାମ୍ପିୟନ୍ସ ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ : ଚାମ୍ପିୟନ୍ସ ଟ୍ରଫି ପାଇଁ ଆଜି ଘୋଷଣା ହୋଇଛି ଭାରତୀୟ ଦଳ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଖେଳିବ ଦଳ। ଶୁବମନ ଗିଲଙ୍କୁ ଉପ-ଅଧିନାୟକ କରାଯାଇଥିବା ବେଳେ ଯଶପ୍ରୀତ ବୁମ୍ରା ଓ ମହମ୍ମଦ ଶାମି ସ୍କ୍ୱାଡ୍‌ରେ ସ୍ଥାନ ପାଇଛନ୍ତି।୨୦୨୩ ଦିନିକିଆ ବିଶ୍ୱକପ୍ ଖେଳିଥିବା ଅଧିକାଂଶ

ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର: ମନୁ ଭାକର ଓ ଗୁକେଶଙ୍କ ସମେତ ୪ କ୍ରୀଡ଼ାବିତ୍‌ ଖେଳରତ୍ନରେ ସମ୍ମାନିତ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ପୁରସ୍କାର ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ପ୍ୟାରିସ୍‌ ଅଲିମ୍ପିକ୍‌ରେ ଦୁଇ ଦୁଇଟି ପଦକ ଜିତିଥିବା ମହିଳା ସୁଟର ମନୁ ଭାକର ଓ ବିଶ୍ଵ ଚେସ୍‌ ଚମ୍ପିଆନ୍‌

ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜସ୍ଥାନର ଜୟପୁରରେ ହେଉଥିବା ଜାତୀୟ ତୀରନ୍ଦାଜର ଖେଳରେ ପାୟଲ ନାଗ ପାଇଛନ୍ତି ଗୋଲ୍ଡ ମେଡାଲ । ପାୟଲ ଜଣେ ଗରିବ ଶ୍ରେଣୀର ହୋଇଥିବା ବେଳେ, ନିଜ ପରିବାର ନିଜ ପେଟ ପାଟଣା ପାଇଁ ସେ ଦାଦନ ଖଟିବାକୁ ଯାଉଥିଲେ । ତେବେ ୨୦୧୫ ମସିହା ତାଙ୍କ ଜୀବନର ମୋଡ ବଦଳାଇ ଦେଇଥିଲା

ଆୟର୍ଲାଣ୍ଡକୁ ୬ ଓ୍ବିକେଟରେ ହରାଇଲା ଭାରତୀୟ ମହିଳା କ୍ରିକେଟ ଦଳ

ରାଜକୋଟ୍ : ରାଜକୋଟରେ ଅନୁଷ୍ଠିତ ଆଇସିସି ଚାମ୍ପିଅନସିପର ଏକ ମ୍ୟାଚରେ ଭାରତୀୟ ମହିଳା ଦଳ ଆୟର୍ଲାଣ୍ଡକୁ ୬ ୱିକେଟରେ ପରାସ୍ତ କରିଛି । ଆୟର୍ଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୨୩୯ ରନର ଟାର୍ଗେଟ ଦେଇଥିଲା। ଜବାବରେ ଭାରତ ୩୪.୩ ଓଭରରେ ମ୍ୟାଚ୍ ଜିତି ନେଇଥିଲା। ଭାରତ ପକ୍ଷରୁ ପ୍ରତୀକ ରାୱଲ ଓ