Browsing Category

ଖେଳ

ଆଇଓଏ ଅଧ୍ୟକ୍ଷ ପଦରୁ ବାତ୍ରାଙ୍କ ଇସ୍ତଫା : ଗତ ମାସରେ ସିବିଆଇ ଜା‌ଲରେ ଛନ୍ଦି ହୋଇଥିଲେ

ନୂଆଦିଲ୍ଲୀ: ଏକ ଉଲ୍ଲେଖନୀୟ ଘଟଣାକ୍ରମେ ଭାରତୀୟ ଅଲିମ୍ପିକ୍ସ ସଂଘ (ଆଇଓଏ) ଅଧ୍ୟକ୍ଷ ପଦରୁ ବୁଧବାର ଶକ୍ତିଶାଳୀ କ୍ରୀଡ଼ା ସଂଗଠକ ତଥା ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍)ର ସଭାପତି ନରିନ୍ଦର ବାତ୍ରା ଅଚାନକ ଇସ୍ତଫା ପ୍ରଦାନ କରିଛନ୍ତି। ହକି ଇଣ୍ଡିଆ ପାଣ୍ଠିରୁ ୩୫ ଲକ୍ଷ ଟଙ୍କା

ପ୍ରିୟଦର୍ଶୀ ପଟ୍ଟନାୟକ ସ୍ମୃତି ଦିବାରାତ୍ରି କ୍ରିକେଟ : ବ୍ରହ୍ମପୁର ଅଶୋକ ନଗର ଏକାଦଶ ଚମ୍ପିଆନ…

ହିଞ୍ଜିଳିକାଟୁ : ଵୃନ୍ଦାବନ ବିଦ୍ୟାପୀଠ ମିନି ଷ୍ଟାଡ଼ିୟମରେ ପ୍ରେସକ୍ଳଵ ହିଞ୍ଜିଳିକାଟୁ ସହଯୋଗରେ ଏମସିସି କ୍ରିକେଟ କ୍ଲବ ଦ୍ଵାରା ଆୟୋଜିତ ପ୍ରିୟଦର୍ଶୀ ପଟ୍ଟନାୟକ ମେମୋରିଆଲ ଦିବା ରାତ୍ର ଟେନିସ ବଲ କ୍ରିକେଟ ଟୁର୍ନାମେଣ୍ଟ ଫାଇନାଲ ମ୍ୟାଚରେ ପିସିସି ବେଗୁନିଆ ପଡା ଦଳ କୁ ହରାଇ ଅଶୋକ

ଏସିଆ କପ୍‌ ହକି: ଭାରତ-ପାକିସ୍ତାନ ଉତ୍କଣ୍ଠାପୂର୍ଣ୍ଣ ଡ୍ର’

ଜାକର୍ତ୍ତା (ଇଣ୍ଡୋନେସିଆ): ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ପାକିସ୍ତାନ ବିପକ୍ଷ ଚଳିତ ଏସିଆ କପ୍ ହକି ପ୍ରତିଯୋଗିତାର ପ୍ରଥମ ମ୍ୟାଚ୍‌କୁ ଭାରତ ଉତ୍କଣ୍ଠାପୂର୍ଣ୍ଣ ଭାବେ ୧-୧ ଗୋଲ୍‌ରେ ଅମୀମାଂସିତ ରଖିଛି। ଭାରତ ପକ୍ଷରୁ ପଦାର୍ପଣକାରୀ ସେଲବମ୍‌କାର୍ତ୍ତି ନବମ ମିନିଟ୍‌ରେ ପ୍ରଥମ ଓ

ସ୍କୁଲ ସ୍ତରରୁ ଆରମ୍ଭ ହେବ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତି: ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପାଠଶାଳାରୁ ଅଲିମ୍ପିକ୍ସ ପ୍ରସ୍ତୁତି। ସ୍କୁଲସ୍ତରରୁ ଛାତ୍ରଛାତ୍ରୀଙ୍କୁ ଅଲିମ୍ପିକ୍‌ସ ସମ୍ପର୍କରେ ଶିକ୍ଷା । ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭାରତୀୟ ଅଲିମ୍ପିକ୍‌ସ ଆସୋସିଏସନ ଓ ଅଭିନବ ବିନ୍ଦ୍ରା ଫାଉଣ୍ଡେସନ୍‌

ବାରବାଟୀ ଆସିବେନି ରୋହିତ, କୋହଲି, ସାମି, ବୁମ୍‌ରା

ମୁମ୍ବାଇ/ଭୁବନେଶ୍ବର : ଜୁନ୍ ୧୨ ତାରିଖରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟ୍ବେଣ୍ଟି-୨୦ରେ ଓଡ଼ିଶା ଦର୍ଶକ ହିଟ୍ ମ୍ୟାନ୍ ରୋହିତଙ୍କ ଛକାମାଡ଼ ସହ ବିରାଟ କୋହଲିଙ୍କ ବ୍ୟାଟିଂ କମାଲ ଦେଖି ପାରିବେ ନାହିଁ। ସେହିଭଳି ମହମ୍ମଦ ସାମି କିମ୍ବା ଯଶପ୍ରୀତ ବୁମ୍‌ରାଙ୍କ ଶାଣିତ ବୋଲିଂ

ପ୍ରିୟଦର୍ଶୀ ପଟ୍ଟନାୟକ ସ୍ମୃତି କ୍ରିକେଟ : ଫାଇନାଲରେ ଅଶୋକ ନଗର ଏକାଦଶ…

ହିଞ୍ଜିଳିକାଟୁ ପ୍ରତିନିଧି // ନିସର୍ତ୍ତ ହିଂଜିଳିକାଟୁ : ହିଂଜିଳିକାଟୁ ବୃନ୍ଦାବନ ବିଦ୍ୟାପୀଠ ମିନି ଷ୍ଟାଡ଼ିଅମରେ ପ୍ରେସ କ୍ଲବ ହିଂଜିଳିକାଟୁ ସହଯୋଗରେ ଏମସିସି କ୍ରିକେଟ କ୍ଲବ ଦ୍ଵାରା ଆୟୋଜିତ ପ୍ରିୟଦର୍ଶୀ ପଟ୍ଟନାୟକ ମେମୋରିଆଲ ଦିବା ରାତ୍ର ଟେନିସ ବଲ କ୍ରିକେଟ ଟୁର୍ନାମେଟ ରେ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ ଓ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ ପାଇଁ ଭାରତୀୟ କ୍ରିକେଟ୍ ଦଳ ଘୋଷଣା

ମୁମ୍ବାଇ: ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ ଓ ଇଂଲଣ୍ଡ ବିପକ୍ଷରେ ଗତ ବର୍ଷଠାରୁ ସ୍ଥଗିତ ଥିବା ଟେଷ୍ଟ ମ୍ୟାଚ୍‌ ପାଇଁ ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି । ଆଇପିଏଲରେ ସନରାଇଜର୍ସ ହାଇଦ୍ରାବାଦ ପାଇଁ ଖେଳି ଲୋକପ୍ରିୟତା ହାସଲ କରିଥିବା ଜମ୍ମୁ ଓ କଶ୍ମୀରର ଦ୍ରୁତ ବୋଲର ଉମରାନ୍‌

ପ୍ରିୟଦର୍ଶୀ ପଟ୍ଟନାୟକ ସ୍ମୃତି କ୍ରିକେଟ : ଆର୍ମୀ ଏକାଦଶ ଆସିକା ଓ ରୋୟାଲ ଷ୍ଟ୍ରାଇକର ଵ୍ରହ୍ମପୁର ଦଳ ବିଜୟୀ

ହିଂଜିଳିକାଟୁ, (୨୨।୫) : ହିଂଜିଳିକାଟୁ ବୃନ୍ଦାବନ ବିଦ୍ୟାପୀଠ ମିନି ଷ୍ଟାଡ଼ିଅମରେ ପ୍ରେସ କ୍ଲବ ହିଂଜିଳିକାଟୁ ସହଯୋଗରେ ଏମସିସି କ୍ରିକେଟ କ୍ଲବ ଦ୍ଵାରା ଆୟୋଜିତ ପ୍ରିୟଦର୍ଶୀ ପଟ୍ଟନାୟକ ମେମୋରିଆଲ ଦିବା ରାତ୍ର ଟେନିସ ବଲ କ୍ରିକେଟ ଟୁର୍ନାମେଟରେ ଶନିବାର ୨ଟି ମ୍ୟାଚ ଅନୁଷ୍ଠିତ ହୋଇଥିଲା ।

ତିନିଦିନିଆ ସମର କ୍ରିକେଟ ମ୍ୟାଚରେ ସିରିଜ ପୋଛିନେଲା ପୋଲିସ ଟିମ

ଫୁଲବାଣୀ :-ଶୁକ୍ରବାର ଠାରୁ ପୋଲିସ ଓ ପ୍ରେସ ମଧ୍ୟରେ ୩ ଦିନିଆ ସମର କ୍ରିକେଟ ମେଚର ଦ୍ବିତୀୟ ଦିବସରେବି ପ୍ରେସ କ୍ଲବକୁ ହରାଇ ପୋଲିସ ଟିମ ବିଜୟୀ ହୋଇଛି । ଆଜିର ମେଚରେ ପ୍ରେସ କ୍ଲବ ପ୍ରଥମେ ବ୍ୟାଟିଂ କରି ମୋଟ ୧୫ ଓଭରରେ ୭ ଉଇକେଟ ବିନିମୟରେ ୧୨୬ ରନ ସଂଗ୍ରହ କରି ଥିଲା ବିଭୁତି ରଥ ୧୨

ପ୍ରିୟଦର୍ଶୀ ପଟ୍ଟନାୟକ ସ୍ମୃତି କ୍ରିକେଟ : ଅଶୋକ ନାୟକ ଏକାଦଶ ଵିଜୟୀ…

ହିଂଜିଳିକାଟୁ : ହିଂଜିଳିକାଟୁ ବୃନ୍ଦାବନ ବିଦ୍ୟାପୀଠ ମିନି ଷ୍ଟାଡ଼ିଅମରେ ପ୍ରେସ କ୍ଲବ ହିଂଜିଳିକାଟୁ ସହଯୋଗରେ ଏମସିସି କ୍ରିକେଟ କ୍ଲବ ଦ୍ଵାରା ଆୟୋଜିତ ପ୍ରିୟଦର୍ଶୀ ପଟ୍ଟନାୟକ ମେମୋରିଆଲ ଦିବା ରାତ୍ର ଟେନିସ ବଲ କ୍ରିକେଟ ଟୁର୍ନାମେଟ ରେ ଗୁରୁବାର ସଂଧ୍ୟାରେ। ରେଗିଡି ଏକାଦଶ ଓ ଅଶୋକ