Browsing Category

ଖେଳ

ଆୟର୍ଲାଣ୍ଡକୁ ୬ ଓ୍ବିକେଟରେ ହରାଇଲା ଭାରତୀୟ ମହିଳା କ୍ରିକେଟ ଦଳ

ରାଜକୋଟ୍ : ରାଜକୋଟରେ ଅନୁଷ୍ଠିତ ଆଇସିସି ଚାମ୍ପିଅନସିପର ଏକ ମ୍ୟାଚରେ ଭାରତୀୟ ମହିଳା ଦଳ ଆୟର୍ଲାଣ୍ଡକୁ ୬ ୱିକେଟରେ ପରାସ୍ତ କରିଛି । ଆୟର୍ଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୨୩୯ ରନର ଟାର୍ଗେଟ ଦେଇଥିଲା। ଜବାବରେ ଭାରତ ୩୪.୩ ଓଭରରେ ମ୍ୟାଚ୍ ଜିତି ନେଇଥିଲା। ଭାରତ ପକ୍ଷରୁ ପ୍ରତୀକ ରାୱଲ ଓ

ଖୋଖୋ ବିଶ୍ବକପ୍: ଭାରତୀୟ ଖୋଖୋ ବିଶ୍ବକପ୍ ଦଳରେ ୩ ଓଡିଆ

ଭୁବନେଶ୍ୱର: ନୂଆଦିଲ୍ଲୀଠାରେ ଆଗାମୀ ୧୩ ତାରିଖଠାରୁ ୧୯ ତାରିଖ ପର୍ୟ୍ୟନ୍ତ ପ୍ରଥମ ଖୋଖୋ ବିଶ୍ବକପ୍ ଆୟୋଜିତ ହେବ। ଖୋଖୋ ଫେଡେରେସନ ଅଫ୍ ଇଣ୍ଡିଆ ପକ୍ଷରୁ ବିଶ୍ବକପ୍ ଲାଗି ଗୁରୁବାର ଦିନ ଉଭୟ ଭାରତୀୟ ମହିଳା ଓ ପୁରୁଷ ଦଳ ଘୋଷଣା କରାଯାଇଛି। ତେବେ ଭାରତୀୟ ଦଳରେ ଓଡିଶାରୁ ୩ ଖେଳାଳି ସ୍ଥାନ

ସିପକଟାକ୍ରୋ ଓଡିଶା ଦଳରେ ବିଷମ କଟକ ତିନି ଖେଳାଳି…

ବିଷମ କଟକ ରାୟଗଡା ୯/୧ ତେଲେଙ୍ଗାନା ରାଜ୍ୟ ର ୱାରଙ୍ଗଲ ଠାରେ ରେ ହେବାକୁ ଥିବା ଜାତୀୟ ସିପଟାକ୍ରୋ ପ୍ରତିଯୋଗିତା ରେ ଓଡିଶା ଦଳ ଭାଗ ନେଉଥିବା ବେଳେ ରାୟଗଡା ଜିଲ୍ଲା ବିଷମ କଟକ ବ୍ଳକ ସଦର ର ଆକାଶ କୁମାର ରେଡ୍ଡ,ବିକାଶ କୁମାର ରେଡ୍ଡି, ଓ ଦିପସନ୍ ଖୋରା ଓଡିଶା ଦଳ ଖେଳାଳି ତାଲିକାରେ

ସିଡ୍‌ନି ଟେଷ୍ଟ୍‌: ଦ୍ବିତୀୟ ଦିନ ଶେଷ ସୁଦ୍ଧା ଭାରତ ୧୪୧/୬

ସିଡ୍‌ନି: ବର୍ଡର-ଗାଭାସ୍କର ଟ୍ରଫିର ପଞ୍ଚମ ତଥା ଶେଷ ଟେଷ୍ଟ ସିଡ୍‌ନିରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଛି। ଦୁଇ ଦିନର ମ୍ୟାଚ୍ ଶେଷ ହୋଇଛି। ଏହା ସହତ ଟିମ୍ ଇଣ୍ଡିଆ ୧୪୫ ରନ୍‌ ଅଗ୍ରଣୀ ହାସଲ କରିଛି। ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତୀୟ ଦଳ ୬ ୱିକେଟ୍ ହରାଇ ୧୪୧ ରନ୍ ସଂଗ୍ରହ

ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ରାଇଜିଂ ଷ୍ଟୁଡେଣ୍ଟ (କଟକ )…

ବ୍ରହ୍ମପୁର : ବ୍ରହ୍ମପୁର ମହାତ୍ମାଗାନ୍ଧୀ ଷ୍ଟାଡିୟମ ଠାରେ ଚାଲିଥିବା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଅନ୍ତିମ ଦିବସ ତଥା ଫାଇନାଲ ମ୍ୟାଚ ରାଇଜିଂ ଷ୍ଟୁଡେଣ୍ଟ (କଟକ) ବନାମ ଇଷ୍ଟକୋଷ୍ଟ ରେଲୱେ ମଧ୍ଯ ରେ ଅନୁଷ୍ଠିତ ହୋଇଥିଲା l ଇଷ୍ଟକୋଷ୍ଟ ରେଲୱେ ଦଳ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବିଶ୍ୱ ଚେସ୍‌ ଚାମ୍ପିଅନ୍‌ ଡି. ଗୁକେଶ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ସର୍ବକନିଷ୍ଠ ବିଶ୍ୱ ଚେସ୍ ଚାମ୍ପିଅନ୍ ଡି. ଗୁକେଶ। ମୋଦିଙ୍କୁ ନିଜ ବିଶ୍ୱ ଚେସ୍ ଚାମ୍ପିଅନସିପ୍ ମେଡାଲ୍ ଦେଖାଇବା ସହିତ, ସେ ଜିତିଥିବା ମ୍ୟାଚର ଅରିଜିନାଲ୍ ଚେସବୋର୍ଡ ପ୍ରଧାନମନ୍ତ୍ରୀଙ୍କୁ ଉପହାର ଦେଇଛନ୍ତି ଗୁକେଶ।ଏହି

ଜାତୀୟ ସବ୍ ଜୁନିୟର ନେଟ୍ ବଲ ପ୍ରତିଯୋଗିତାରେ ଗଞ୍ଜାମର ଛାତ୍ରଛାତ୍ରୀ…

ବ୍ରହ୍ମପୁର: ଡ଼ିସେମ୍ବର ୨୮ ତାରିଖରୁ ତାମିଲନାଡୁର ରାଜଧାନୀ ଚେନ୍ନାଇଠାରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ସବ୍ ଜୁନିୟର ନେଟ୍ ବଲ ପ୍ରତିଯୋଗିତା ପାଇଁ ଓଡ଼ିଶା ସବ୍ ଜୁନିୟର ନେଟ୍ ବଲ ଦଳ ଘୋଷିତ ହୋଇଛି। ଏହି ଦଳରେ ଅକ୍ସଫୋର୍ଡ ପବ୍ଲିକ ସ୍କୁଲ ବ୍ରହ୍ମପୁରର ଛାତ୍ର ରାଧେଶ୍ୟାମ ପାତ୍ର,

ବାର୍ଷିକ କ୍ରୀଡା ଏବଂ ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ…

ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଆନ୍ତର୍ଗତ ଥାନା ରାଏବଗା ସରକାରୀ ଉଚ୍ଚ ବିଦ୍ୟାଳୟର ଖେଳ ପଡିଆରେ ବାର୍ଷିକ କ୍ରୀଡ଼ା ଏବଂ ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି ! ଏହି କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ସୁଲୋଚନା ବେହରାଙ୍କ

ସିପକଟାକରୋ ସର୍ବ ଭାରତୀୟ କ୍ରୀଡା ସଂଘ ର ସହ ସମ୍ପାଦକ ହେଲେ ପୃଥିବରାଜ ସାହୁ…..!

ଭୁବନେଶ୍ୱର : ଓଡିଶା ପାଇଁ ଗୌରବ ଆଣିଛନ୍ତି ପୃଥିବରାଜ ସାହୁ । କ୍ରୀଡା କ୍ଷେତ୍ରରେ ନୂଆ ଅଧ୍ୟାୟ ସୃଷ୍ଟି କରି ସିପକଟାକରୋ ସର୍ବ ଭାରତୀୟ କ୍ରୀଡା ସଂଘ ର ସହ ସମ୍ପାଦକ ଭାବେ ପୃଥିବୀରାଜ ସାହୁ ଚୟନ ହେବାପରେ ବିଭିନ୍ନ ମହଲରୁ ତାଙ୍କୁ ସ୍ୱାଗତ ର ସୁଅ ଛୁଟିଛି। ସେ କ୍ରୀଡା କ୍ଷେତ୍ର

ଚେସ୍ ଜଗତରେ ଇତିହାସ; ସର୍ବକନିଷ୍ଠ ବିଶ୍ୱ ଚାମ୍ପିୟନ ହେଲେ ଡି ଗୁକେଶ

ନୂଆଦିଲ୍ଲୀ : ଇତିହାସ ରଚିଲେ ଭାରତୀୟ ଗ୍ରାଣ୍ଡମାଷ୍ଟର ଡି ଗୁକେଶ। ଚେସର ନୂଆ ବିଶ୍ୱ ଚାମ୍ପିୟନ ହୋଇଛନ୍ତି ୧୮ ବର୍ଷୀୟ ଡି ଗୁକେଶ। ବିଶ୍ୱ ଚେସ୍ ଚାମ୍ପିୟନସିପ୍ ଟାଇଟଲ ହାସଲ କରିବାରେ ସେ ହେଉଛନ୍ତି ସର୍ବକନିଷ୍ଠ। ସିଙ୍ଗାପୁରରେ ଚାଲିଥିବା ବିଶ୍ୱ ଚେସ୍ ଚାମ୍ପିୟନସିପର ନିର୍ଣ୍ଣାୟକ ମ୍ୟାଚର