Browsing Category

ଆଞ୍ଚଳିକ

ରେଗୁଲାର ଏଲ୍‌ଏଲ୍‌ଏମ୍ କୋର୍ସ ଖୋଲିବା ସହ ଆବଶ୍ୟକ ସଂଖ୍ୟକ ଶିକ୍ଷକ ପଦବୀ ପୂରଣ ଲାଗି ଦାବିପତ୍ର

ବ୍ରହ୍ମପୁର : ଲିଙ୍ଗରାଜ ଆଇନ ମହାବିଦ୍ୟାଳୟରେ ରେଗୁଲାର ଭିତ୍ତିରେ ଏଲ୍‌. ଏଲ୍‌. ଏମ୍. କୋର୍ସ ଖୋଲି ଅବିଳମ୍ବେ ନାମ ଲେଖା ପ୍ରକ୍ରିୟା ଆରମ୍ଭ କରିବା ସହ ଆବଶ୍ୟକ ସଂଖ୍ୟକ ଶିକ୍ଷକ ପଦବୀ ପୂରଣ କରିବା ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର କୁଳପତିଙ୍କୁ ଏ ଆଇ ଡି ଏସ ଓ ଗଞ୍ଜାମ ଜିଲ୍ଲା କମିଟି ତରଫରୁ…

କେନ୍ଦ୍ରଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ଜିଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ମାରକପତ୍ର ପ୍ରଦାନ

ଫୁଲବାଣୀ : କେନ୍ଦ୍ରଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ତିନିଦିନିଆ କନ୍ଧମାଳ ଗସ୍ତରେ ଆସିଥିବା ବେଳେ ଜିଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଫୁଲବାଣୀ ସର୍କିଟ ହାଉସଠାରେ ମନ୍ତ୍ରୀଙ୍କୁ ସାକ୍ଷାତ କରି ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି…

କନ୍ଧମାଳ ଏବଂ ଉତ୍କଳ ନିଖିଳ ଗୃହରକ୍ଷୀ ମହାସଂଘର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ରାଷ୍ଟ୍ରପତି ମହୋଦୟାଙ୍କୁ ଦାବିପତ୍ର…

ଫୁଲବାଣୀ :କନ୍ଧମାଳ ଜିଲ୍ଲା ପଞ୍ଜୀକୃତ ହୋମଗାର୍ଡ ସଂଘ କର୍ମକର୍ତ୍ତା ମଞ୍ଜୁଳା ନାୟକଙ୍କ ସୁପ୍ରିମକୋର୍ଟ କେସ୍ ଜର୍ଜମେଣ୍ଟ ଅଡର ଉପରେ ରାଜ୍ୟ ସରକାର ଅବମାନନା କରିଥିବାରୁ ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘ ଏବଂ କନ୍ଧମାଳ ଜିଲ୍ଲା ପଞ୍ଜୀକୃତ ହୋମଗାର୍ଡ ସଂଘ କର୍ମକର୍ତ୍ତା ଙ୍କ ସମେତ ନିଖିଳ…

ଆକ୍ରମଣ ଏବଂ ଲୁଟ୍ ଘଟଣାରେ ଦୁଇ ଯୁବକ ଗିରଫ…

ବ୍ରହ୍ମପୁର(୧୮/୦୭) : ଏକ ଆକ୍ରମଣ ଏବଂ ଲୁଟ୍ ଘଟଣାରେ ଆଜି ସନ୍ଧ୍ୟାରେ ଦୁଇ ଜଣଙ୍କୁ ଗିରଫ କରିଛି ଗାଙ୍ଗପୁର ପୋଲିସ୍ I ଗିରଫ ଦୁଇ ଯୁବକ ହେଲେ ଗାଙ୍ଗପୁର ଥାନା ଅନ୍ତର୍ଗତ ବଡ଼ ସାଦରା ଗ୍ରାମର ପ୍ରତାପ ବିଷୋୟୀ ଏବଂ ନାରାୟଣ ପ୍ରଧାନ I ଗାଙ୍ଗପୁର ଥାନା ଏସ୍ଆଇ ଶୁଭ୍ରଜିତ ସାମନ୍ତରାୟଙ୍କ…

ଗଞ୍ଜାମ ଜିଲ୍ଲାରେ ନିୟନ୍ତ୍ରଣ ବାହାରେ ପରିବାଠାରୁ ଆରମ୍ଭ କରି ଅଟା, ଡାଲି

ବ୍ରହ୍ମପୁର (୧୮/୭) : ସମଗ୍ର ଗଂଜାମ ଜିଲ୍ଲାରେ ବିଭିନ୍ନ ପନି ପରିବା ଠାରୁ ଆରମ୍ଭ କରି ଚାଉଳ,ଡାଲି,ତେଲ, ଅଟା ସମେତ ବିଭିନ୍ନ ସାମଗ୍ରୀ ରେ ଅହେତୁକ ମୂଲ୍ୟ ବୃଦ୍ଧି ଏବେ ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ଗରିବ ଗୁରୁବା ଠାରୁ ଆରମ୍ଭ କରି ମଧ୍ୟମବିତ ପରିବାର ର ଲୋକେ ଏବେ ବଜାର କୁ ଯିବାକୁ…

କଡଗାବାଲି ପ୍ରାଥମିକ ବିଦ୍ୟାଳୟ ବନ୍ଦକୁ ବିରୋଧ : ବିଇଓ ଅଫିସ ଘେରାଉ

ବାଲିଗୁଡା : ସମଗ୍ର ରାଜ୍ୟରେ ୫ ବର୍ଷ ରୁ ୧୪ବର୍ଷ ପିଲାମାନଙ୍କୁ ନିଶ୍ଚିତ ଶିକ୍ଷା ଦେବା ପାଇଁ ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରା ଯାଉଛି। ପିଲାଙ୍କୁ ସ୍କୁଲ କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଗ୍ରାମରେ ସ୍କୁଲ ଖୋଲାଯିବା ସହ ନୂତନ କୋଠା, ପୋଷାକ, ମଧ୍ୟାହ୍ନ…

ଚିକିଟୀ ବ୍ଲକରେ ସାମାଜିକ ସମୀକ୍ଷା ଜନ ଅଭିଯୋଗ ଶୁଣାଣି ଶିବିର

ଚିକିଟୀ : ଚିକିଟୀ ବ୍ଲକ ସମ୍ମିଳନୀ କକ୍ଷଠାରେ ସୋମବାର ଦିନ ଏ.ଡି.ଏମ ରିନା କୁମାରୀ ଖେସ ଙ୍କ ଅଧକ୍ଷତା ଏବଂ ବିଡ଼ିଓ ହଳଧର ଶବର ଙ୍କ ପରିଚାଳିତରେ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ର ୨୦୨୨-୨୦୨୩ ଆର୍ଥିକ ବର୍ଷରେ ହୋଇଥିବା କାମ ଉପରେ ଏକ ସମାଜିକ ଜନ ଶୁଣାଣି ଅନୁଷ୍ଟିତ ହୋଇ…

ଛତ୍ରପୁରସ୍ଥ କାଳିଆବାଲି ଠାରେ ସଡ଼କ ଦୁର୍ଘଟଣାରେ ସ୍କୁଟି ଚାଳକଙ୍କ ମୃତ୍ୟୁ, ସଡ଼କ ଦୁର୍ଘଟଣାରେ ଆଉ ଜଣେ ଗୁରୁତର

ଛତ୍ରପୁର : ଛତ୍ରପୁର ନିକଟସ୍ଥ କାଳିଆବାଲି ଛକ ନିକଟବର୍ତ୍ତୀ ସ୍ଥାନରେ ମଧ୍ୟାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକଙ୍କ ନାମ ବାଳକୃଷ୍ଣ ଦାସ, (୪୯) ରାମକୃଷ୍ଣନଗର ବ୍ରହ୍ମପୁର ସହରର ବୋଲି ଜଣାପଡିଛି । ସ୍କୁଟି ଚାଳକ ଏକ…

ଘୁ ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷାଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଫୁଲବାଣୀ : ବିଜୁ ଜନତା ଦଳ ଫୁଲବାଣୀ ତରଫରୁ ଫୁଲବାଣୀ ମେନ ରୋଡ଼ ସ୍ଥିତ ଦଳୀୟ କାର୍ଯ୍ୟଳୟ ଠାରେ ଏକ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଓ ସ୍ମୃତିଚାରଣ ସଭା ଜିଲ୍ଲା ସଭାପତି ସରୋଜ କର୍ଣ୍ଣଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ବିଜେଡିର ସମସ୍ତ କର୍ମକର୍ତ୍ତା ଦୁଇ ମିନଟ ନୀରବ ପ୍ରାର୍ଥନା…

ସାହାରା ଜମାକାରୀଙ୍କ ପାଇଁ ନୂଆ ଆଶା, ମିଳିବ ଜମା ଟଙ୍କା

ନୂଆଦିଲ୍ଲୀ : ସାହାରା ଇଣ୍ଡିଆରେ ଟଙ୍କା ଜମା କରି ସମସ୍ୟାରେ ପଡ଼ିଥିବା ନିବେଶକଙ୍କ ପାଇଁ ଏକ ଆଶ୍ବସ୍ତିଭରା ଖବର । ଜମାକାରୀଙ୍କୁ ଟଙ୍କା ଫେରସ୍ତ ପାଇଁ କେନ୍ଦ୍ର ସରକାର ଏକ ରିଫଣ୍ଡ ପୋର୍ଟାଲ ଆରମ୍ଭ କରିଛନ୍ତି । ଏହାର ନାଁ ରହିଛି ସିଆରସିଏସ୍-ସାହାରା ରିଫଣ୍ଡ ପୋର୍ଟାଲର । ଏହାର ଶୁଭାରମ୍ଭ…