Browsing Category

ଆଞ୍ଚଳିକ

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

କୋରାପୁଟ /ବୈପାରିଗୁଡା : ବୈପାରିଗୁଡା ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଶିବିରରେ ଆରକ୍ଷୀ ଅଧିକ୍ଷକ ରୋହିତ ବର୍ମା,…

ଗୋଚର ଜମିରେ ଓଡ଼ଗାଁ ଏନ୍ଏସି କୋଠା

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଏନ୍ଏସିର ନୂତନ କାର୍ଯ୍ୟାଳୟ ଗୋଚର ଜମିରେ ନିର୍ମିତ ହୋଇଥିବାରୁ ଏହାକୁ ନେଇ ବିବାଦ ଆରମ୍ଭ ହୋଇଛି ।ଓଡ଼ଗାଁ ଏନ୍ଏସି ଅନ୍ତର୍ଗତ ଜାରିଙ୍ଗୀ ମୌଜାର ୧୫ ନମ୍ବର ୱାର୍ଡର ଖାତା ନମ୍ବର ୨୮୪, ପ୍ଲଟ ନମ୍ବର ୬୪୬ରେ ନିର୍ମିତ ଏହି ନୂତନ କାର୍ଯ୍ୟାଳୟ ଗୋଚର ଜମିରେ…

ବ୍ରହ୍ମପୁର ବୁଲ୍ସ ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଣ୍ଟ : ସେମିଫାଇନାଲରେ ପ୍ରବେଶ କଲା ଆଲଫା ସ୍ପୋର୍ଟି କ୍ଲବ

ବ୍ରହ୍ମପୁର : ବ୍ରହ୍ମପୁର ସ୍ଥିତ ମହାତ୍ମା ଗାନ୍ଧୀ ଷ୍ଟାଡିୟମଠାରେ ଅନୁଷ୍ଠିତ ପ୍ରଥମ ବ୍ରହ୍ମପୁର ବୁଲ୍ସ ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିନରେ ଦୁଇଟି ରୋମାଞ୍ଚକର ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି। ଦ୍ୱିତୀୟ ମ୍ୟାଚରେ ଶୋଚନୀୟ ବିଜୟ ହାସଲ କରି ଆଲଫା ସ୍ପୋର୍ଟି କ୍ଲବ ସେମିଫାଇନାଲରେ…

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସଭାଗୃହ ଠାରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଏକ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ବିଭାଗ ସଂଘ ଚାଳକ ମୁଖ୍ୟ ଆଲୋଚକ ଭଗବାନ ତ୍ରିପାଠୀ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ…

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲିର ରେଭିନ୍ୟୁ ବଙ୍ଗଳା ନିକଟରେ ଥିବା ଶନିଶ୍ଚର ମନ୍ଦିରର ୧୪ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଏହି ବାର୍ଷିକ ଉତ୍ସବ ମନ୍ଦିର ପରିଚାଳନା କମିଟି ସଭାପତି ହରିହର ନାୟକ ଏବଂ ସମ୍ପାଦକ ରବିନାରାୟଣ ପାଣିଗ୍ରାହୀ…

ମହାରାଜା କୃଷ୍ଣ ଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ପାଳନ : ପ୍ରାକୃତିକ ସମ୍ପଦ ଓ ଜୀବନ-ଜୀବିକାର ସୁରକ୍ଷା ଦାବୀ କଲା ପୂଜ୍ୟ…

ବ୍ରହ୍ମପୁର : ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟ ପୂଜା ସମିତି ପକ୍ଷରୁ ଆଜି ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର କର୍ଣ୍ଣଧାର ମହାରାଜା କୃଷ୍ଣ ଚନ୍ଦ୍ର ଗଜପତିଙ୍କ ୧୩୫ତମ ଜୟନ୍ତୀ ପାଳନ ହୋଇଯାଇଛି । ସ୍ଥାନୀୟ ଏସଏନଟି ରୋଡ ସ୍ଥିତ ମହାରାଜା ଗଜପତିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ, ମାନବ ଅଧିକାର…

ଗ୍ରୀଷ୍ମ ପ୍ରବାହରୁ ମିଳିବ ଆଶ୍ୱସ୍ତି: ଗଞ୍ଜାମ ଔଷଧ ବ୍ୟବସାୟୀ ସଂଘ ପକ୍ଷରୁ ମାସେ ବ୍ୟାପୀ ମାଗଣା ଗ୍ଲୁକୋଜ ବଣ୍ଟନ…

ବ୍ରହ୍ମପୁର : ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗଞ୍ଜାମ ଔଷଧ ବ୍ୟବସାୟୀ ସଂଘ (ଜିପିସିଡିଏ) ପକ୍ଷରୁ ଏକ ମାନବୀୟ ସେବା କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି। ରାଜ୍ୟ ଔଷଧ ବ୍ୟବସାୟୀ ସଂଘ, ସିପିଏସ ମହୁଡ଼ା ଏବଂ ଏନଟିଆର ସେବା ସମିତିର ମିଳିତ ସହଯୋଗରେ ଆଜିଠାରୁ…

ଜନସାଧାରଣଙ୍କ ଦୁଆରମୁହଁରେ ପ୍ରଶାସନ: ମାଲକାନଗିରିର ପ୍ରତି ପଞ୍ଚାୟତରେ ଏବେ ପ୍ରତି ସୋମବାର ହେବ ଅଭିଯୋଗ ଶୁଣାଣି

ମାଲକାନଗିରି : ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ଏବଂ ପ୍ରଭାବଶାଳୀ ସମାଧାନ ପାଇଁ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଅଭିନବ ତଥା ପ୍ରଶଂସନୀୟ ପଦକ୍ଷେପ ଗ୍ରହଣ କରାଯାଇଛି। "ପ୍ରଶାସନ ଏବେ ଜନସାଧାରଣଙ୍କ ଦୁଆରମୁହଁରେ" ପହଞ୍ଚିବା ଲକ୍ଷ୍ୟରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏଣିକି…

ସଂସଦରେ ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ବିରୋଧ କରିଥିବା କଂଗ୍ରେସ ଓ ବିଜେଡି ନେତାଙ୍କ ବିରୋଧରେ ମହିଳା ଜନ ଆକ୍ରୋଶ…

ମାଲକାନଗିରି:ଗତ ସନ୍ଧ୍ୟାରେ ଜିଲ୍ଲାରେ ପ୍ରାୟ ୧୦୦୦ରୁ ଅଧିକ ମହିଳାଙ୍କ ସହଭାଗିତାରେ ଏହି ପ୍ରତିବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମାଲକାନଗିରି ବ୍ଲକ ପଡ଼ିଆ ଠାରୁ ଆରମ୍ଭ ହୋଇ କଂଗ୍ରେସ ଭବନ ପର୍ଯ୍ୟନ୍ତ ଏକ ବିଶାଳ ମହିଳା ପଦଯାତ୍ରା ଆୟୋଜିତ ହୋଇଥିଲା। ବିଧାୟକ ତଥା ଜିଲ୍ଲା ଯୋଜନା…

କାରକୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ୍ବ ଯାତ୍ରୀ

ବାଲିଗୁଡା (୨୬/୦୪) : ଘରୋଇ ଯାତ୍ରୀବାହୀ ବସ ସହ ଏକ କାର ର ମୁହାଁମୁହିଁ ଧକ୍କା ହୋଇ ରାସ୍ତା କଡ଼କୁ ଖସିଲା ବସ l ଅଳ୍ପକେ ବଡ଼ ଧରଣ ର ଦୁର୍ଘଟଣା ରୁ ବର୍ତିଲେ ବସ ରେ ଥିବା ୪୦ରୁ ଉର୍ଦ୍ଧ ଯାତ୍ରୀ l କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ରାଜ୍ୟ ରାଜପଥ ନଂ. ୧…