Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ଜୀବ ନିଷ୍ଠୁରତା ଆଇନ ଉପରେ ଜନସଚେତନତା ଶିବିର ଅନୁଷ୍ଠିତ
ମାଲକାନଗିରି (୨୮/୦୪) : ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ମାଲକାନଗିରି ଜୀବେ ନିଷ୍ଠୁରତା ନିରୋଧ ସମିତି ତରଫରୁ ଏକ ଜୀବ ନିଷ୍ଠୁରତା ଆଇନ ଉପରେ ଜନ ସଚେତନତା ଶିବିର ଅନୁଷ୍ଠିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେଶ୍ଵର ଚନ୍ଦ୍ର ନାଏକ ଯୋଗ!-->…
ଉତ୍କଳ ସମ୍ମିଳନୀ ମାଲକାନଗିରି ଶାଖା ତରଫରୁ ସ୍ଵାଭିମାନ ଦିବସ ପାଳିତ
ମାଲକାନଗିରି (୨୮/୪) : ଉତ୍କଳ ସମ୍ମିଳନୀ ମାଲକାନଗିରି ଶାଖା ଓ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୁଲ୍ୟରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୬ତମ ଜୟନ୍ତୀ ସ୍ଥାନୀୟ ସର୍କିଟ୍ ହାଉସରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଉତ୍କଳ ସମ୍ମିଳନୀ ମାଲକାନଗିରି ଶାଖାର ସଭାପତି ଡଃ ରଞ୍ଜନ!-->…
ଓଡ଼ିଶାର ବିପର୍ଯ୍ୟସ୍ତ ଶିକ୍ଷା, ସୁରକ୍ଷା, ଆଇନ ଶୃଙ୍ଖଳାକୁ ବିରୋଧ କରି ଏବିଭିପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ
ଫୁଲବାଣୀ : କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏବିଭିପି ପକ୍ଷରୁ ରାଜ୍ୟରେ ବିପର୍ଯ୍ୟସ୍ତ ଶିକ୍ଷା ଓ ସୁରକ୍ଷା ବ୍ୟବସ୍ଥା ଏବଂ ଆଇନ ଶୃଙ୍ଖଳାକୁ ବିରୋଧ କରି ନବୀନ ପଟ୍ଟନାୟକଙ୍କ କୁଶପୁତଳିକା ଦାହ କରି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିକ୍ଷୋଭକାରୀମାନେ ସମ୍ପ୍ରତି ରାଜ୍ୟରେ!-->…
ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ମାଲକାନଗିରିରେ ଏଫଏମ ଟ୍ରାନ୍ସମିଟର ଉଦ୍ଘାଟିତ
ମାଲକାନଗିରି : ଆଜି ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ସାରା ଭାରତରେ ୯୧ ଗୋଟି ୧୦୦ ୱାଟ କ୍ଷମତା ବିଶିଷ୍ଟ ଏଫଏମ ଟ୍ରାନ୍ସମିଟର ଆଭାସୀ ମାଧ୍ୟମରେ ଉଦ୍ଘାଟନ କରିଛନ୍ତି। ଏହି ଉଦ୍ଘାଟନୀ ଉତ୍ସବରେ ମାନ୍ୟବର ସୂଚନା ଓ ପ୍ରସାରଣ, କ୍ରୀଡା ଓ ଯୁବବିଭାଗ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଏବଂ!-->…
ପୂଜ୍ୟପୂଜା ସମିତି ପକ୍ଷରୁ ମଧୁ ଜୟନ୍ତୀ ପାଳନ
ନିର୍ବାଚିତ ପ୍ରତିନିଧିଙ୍କ ନିଷ୍କ୍ରିୟତା ପାଇଁ ତାଙ୍କୁ ଫେରାଇ ଆଣିବା ଅଧିକାର ଜନତାଙ୍କ ପାଖରେ ରହୁବ୍ରହ୍ମପୁର(୨୮/୦୪) : ମାନବ ଅଧିକାର ସୁରକ୍ଷା ମଞ୍ଚର ସାଂସ୍କୃତିକ ବିଭାଗ ପୂଜ୍ୟ ପୂଜା ସମିତି ପକ୍ଷରୁ ଆଜି ଉତ୍କଳଗୌରବ ମଧୁସୂଦନ ଦାସଙ୍କ ୧୭୬ତମ ଜୟନ୍ତୀ ପାଳନ ହୋଇଯାଇଛି l ଗାନ୍ଧିନଗର!-->…
ଓଡିଶା ସ୍ୱାଭିମାନର ପ୍ରତୀକ ଥିଲେ ଉତ୍କଳଗୌରବ ମଧୁସୁଦନ ଦାସ
ବ୍ରହ୍ମପୁର (୨୮/୪) : ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ର ବିନ୍ଧାଣୀ ତଥା ଓଡ଼ିଶା ସ୍ୱାଭିମାନର ପ୍ରତୀକ ଉତ୍କଳ ଗୌରବ ମଧୁସୁଦନ ଦାସ ଙ୍କ ଆଦର୍ଶ କୁ ଅନୁକରଣ କରି ଓଡ଼ିଶା ବାସୀ କାର୍ଯ୍ୟ କଲେ, ବିଶ୍ୱରେ ଆମର ଏକ ସ୍ଵତନ୍ତ୍ର ପରିଚିତି ସୃଷ୍ଟି ହୋଇ ପାରିବ । ଆଜି ସେହି ମହାନ ବ୍ୟକ୍ତିତ୍ଵ ଙ୍କ!-->…
ନିରାଶ ହେଲେ ମନୀଷ ସିସୋଦିଆ, ମିଳିଲାନି ଜାମିନ୍
ନୂଆଦିଲ୍ଲୀ : ତଥାକଥିତ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଗିରଫ ଆପର ବରିଷ୍ଠ ନେତା ମନୀଷ ସିସୋଦିଆ ନିରାଶ। ଏହି ମାମଲାରେ ତାଙ୍କ ନାଁରେ ରୁଜୁ ହୋଇଥିବା ମନି ଲଣ୍ଡରିଂ ମାମଲାରେ ସେ ଜାମିନ ପାଇଁ ଆବେଦନ କରିଥିଲେ। ହେଲେ ଏହାକୁ ଗୋଟିଏ ସ୍ୱତନ୍ତ୍ର ସିବିଆଇ କୋର୍ଟ ଖାରଜ କରି!-->…
ବାଲିଗୁଡାର ଐତିହାସିକ ଠାକୁରାଣୀ ଯାତ୍ରାର ବିଶ୍ରାମ ଦିବସ : ବ୍ରହ୍ମପୁରର ଭଜନ ସନ୍ଧ୍ୟାରେ ଝୁମିଲେ ଭକ୍ତ ଓ ଦର୍ଶକ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା' ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ମା' ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୁଲ୍ୟରେ ଆୟୋଜିତ ହେଉଛି l ମା' ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣରେ ହୋଇଥିବା ଅସ୍ଥାୟୀ ପୀଠରେ ଆୟୋଜକ ସମିତି ଦ୍ୱାରା!-->…
ଦୁର୍ନୀତି ନିବାରଣ ଅଦାଲତରେ ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ସହକାରୀ ବନ ସଂରକ୍ଷକ ଏବଂ ଠିକାଦାର
ମାଲକାନଗିରି (୨୭।୪) : ଦୁର୍ନୀତି ନିବାରଣ ଅଦାଲତରେ ମାଲକାନଗିରି ଜିଲ୍ଲା ବନ ବିଭାଗର ପୂର୍ବତନ ସହକାରୀ ବନସଂରକ୍ଷକ ଶରତ କୁମାର ପଣ୍ଡା ଏବଂ ଠିକାଦାର ଜି.ଏମ୍. ସୁବାଷ ଚନ୍ଦ୍ର ବୋସ ଆଜି ଦଣ୍ଡିତ ହୋଇଛନ୍ତି l ୨୦୦୯ ମସିହାରେ ଶରତ କୁମାର ପଣ୍ଡା ସରକାରୀ ଜମିରେ ଥିବା ଗଛ କାଟିବା ପାଇଁ!-->…
ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅବସରପ୍ରାପ୍ତ କର୍ମଚାରୀ ପକ୍ଷରୁ ବିଡିଓଙ୍କୁ ଦାବି ପତ୍ର ପ୍ରଦାନ
ହିଞ୍ଜିଳିକାଟୁ : ୧୦ ଦଫା ଦାବି ପୁରଣ ନେଇ ଓଡିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ପକ୍ଷରୁ ଗୁରୁବାର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ହିଞ୍ଜିଳିକାଟୁ ବିଡ଼ିଓ ସୁବ୍ରତ କୁମାର ଜେନା ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଓଡ଼ିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ର!-->…