Browsing Category

ଆଞ୍ଚଳିକ

୧୦୦ ତମ “ମନ୍ କି ବାତ୍” କାର୍ଯ୍ୟକ୍ରମ ପ୍ରସାରଣ ଲାଗି ପ୍ରସ୍ତୁତି ବୈଠକ

ବ୍ରହ୍ମପୁର : ଆସନ୍ତା ଏପ୍ରିଲ୍ ୩୦ ତାରିଖ ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୦୦ ତମ "ମନ୍ କି ବାତ୍" କାର୍ଯ୍ୟକ୍ରମ ପ୍ରସାରିତ ହେବ । ତେଣୁ ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସମସ୍ତ ବୁଥ୍ ରେ "ମନ୍ କି ବାତ୍" କାର୍ଯ୍ୟକ୍ରମ ପ୍ରସାରିତ କରିବା…

ଜିଲ୍ଲା ସ୍ତରୀୟ କୃଷକ ଦିବସ ପାଳନ…

ହିଞ୍ଜିଳିକାଟୁ ୨୩।୪ : ହିଞ୍ଜିଳିକାଟୁ ବ୍ଳକ ଅନ୍ତର୍ଗତ ଧୋବାଡି ପାଟପୁର ଗ୍ରାମରେ ରବିବାର ଅକ୍ଷୟ ତୃତୀୟା ଏବଂ କୃଷକ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ସହଯୋଗରେ ଜିଲ୍ଲା ମୁଖ୍ୟ କୃଷିଅଧିକାରୀ ଙ୍କ ନିର୍ଦ୍ଦେଶନାରେ ହିଞ୍ଜିଳିକାଟୁ କୃଷି ବିଭାଗ ପକ୍ଷରୁ ଅନୁଷ୍ଠିତ ହୋଇଥିବା…

ଲକ୍ଷ୍ମୀନୃସିଂହ ଯାତ୍ରା ପାଇଁ ଶୁଭଖୁଣ୍ଟି ସ୍ଥାପନ

ହିଞ୍ଜିଳିକାଟୁ ୨୩।୪ : ହିଞ୍ଜିଳିକାଟୁ ର ପ୍ରସିଦ୍ଧ ଲକ୍ଷ୍ମୀ ନୃସିଂହଙ୍କ ଯାତ୍ରା ଆସନ୍ତା ମଇ ମାସ ୪ ,୫ଓ୬ ତାରିଖ ପର୍ଯ୍ୟନ୍ତ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ ହୋଇଯାଇଛି। ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ପାଟଣା ସାହି ଲକ୍ଷ୍ମୀ ନୃସିଂହ ମନ୍ଦିର ସମ୍ମୁଖରେ ରବିବାର ପୂର୍ବାହ୍ନ…

ଫୁଲବାଣୀ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥ କାଠ ଅନୁକୂଳ

ଫୁଲବାଣୀ : ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି)…

ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)ର ଚତୁର୍ଥ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ

ଉମରକୋଟ (୨୨/୦୪) : ଆଜି ନବରଙ୍ଗପୁର ଜ଼ିଲ୍ଲା ଉମରକୋଟ ବ୍ଲକର ଶହୀଦ ଲକ୍ଷ୍ମଣ ନାୟକ ଉଚ୍ଚ ବିଦ୍ୟାଳୟ, ଧୋଡ୍ରାଠାରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ, (ଓଷ୍ଟା )ନବରଙ୍ଗପୁର ଆନୁକୂଲ୍ୟରେ ଜାତୀୟ ଶିକ୍ଷାନୀତି ଓ ଆମ ଶିକ୍ଷା ବ୍ୟବସ୍ଥା ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହେବା ସହିତ…

ଭାରସାମ୍ୟ ହରାଇ ଡ୍ରେନ ଉପରେ ଚଢିଗଲା ହାଇୱା

ବହୁ ଉଠା ଦୋକାନୀଙ୍କ ଜିନିଷ ପତ୍ର ଛାରଖାର : ବ୍ୟବସାୟୀ ଗୁରୁତର ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ୫୯ ନଂ. ଜାତୀୟ ରାଜପଥର ବସଷ୍ଟାଣ୍ଡ ଓ ଆଦର୍ଶ ପୁଷ୍କରିଣୀ ନିକଟରେ ଥିବା ଡ୍ରେନ ଉପରକୁ ଏକ ହାଇୱା ନଂ.ଓଡି-୦୨-ଏଟି -୨୮୭୭ ଭାରସାମ୍ୟ ହରାଇ ଡ୍ରେନ ଉପରେ ଚଢିଗଲା, ଯାହା ଫଳରେ…

ବିଶ୍ବ ପୃଥିବୀ ଦିବସ ପାଳିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଘୁ. ଉଦୟଗିରି ବ୍ଲକର ରଟିଙ୍ଗିଆ ପଞ୍ଚାୟତରେ ୟୁନିସେଫ, ୟୁଥଫର ୱାଟର, ଆକ୍ସନଏଡ୍ ଓ ପ୍ରଦାତ୍ତା ସହଯୋଗରେ ଅନ୍ତରଙ୍ଗ ଯୁବ ମହାସଂଘ କନ୍ଧମାଳ ଦ୍ଵାରାଆୟୋଜିତ ପୃଥିବୀ ଦିବସ ପାଳିତ ହୋଇଯାଇଛି।କାର୍ଯ୍ୟକ୍ରମ ରେ ଅନ୍ତରଙ୍ଗ ଯୁବ ମହାସଂଘର ସମ୍ପାଦକ ହୃଷିକେଶ ପ୍ରଧାନ…

୫୦ତମ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳନ କଲେ ସମାଜସେବୀ

ମାଲକାନଗିରି : କିଛି ନିଆରା ଢଙ୍ଗରେ ପାଳନ କଲେ ନିଜ ଜନ୍ମ ଦିନକୁ ସମାଜସେବୀ ଜି ଶ୍ରୀନିବାସ ରାଓ । ସମାଜସେବୀ ଶ୍ରୀନିବାସ ରାଓ ଯିଏ କି ଚିଟି ଭାଇ ନାମରେ ମାଲକାନଗିରି ଜିଲ୍ଲାରେ ସୁପରିଚିତ। ସବୁବେଳେ ଲୋକଙ୍କ ଦୁଃଖରେ ସାହ ହୁଅନ୍ତି ଓ ଲୋକଙ୍କ ସୁବିଧା ଅସୁବିଧା ବୁଝିଥାନ୍ତି। ଗରିବ ଲୋକଙ୍କ…

ସ୍ବେଚ୍ଛାସେବୀ ଅନୁଷ୍ଠାନ ପ୍ରେମ ପକ୍ଷରୁ ବାଲ୍ୟ ବିବାହ ବନ୍ଦ କରିବା ସଚେତନ କର୍ମଶାଳା

ଦାରିଙ୍ଗବାଡ଼ି,୨୨/୪ : ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ ଦଣ୍ଡିମା ସ୍ଥିତ ସ୍ବେଚ୍ଛାସେବୀ ଅନୁଷ୍ଠାନ ପ୍ରେମ ସଭାଗୃହରେ ବାଲ୍ୟ ବିବାହକୁ ବନ୍ଦ କରିବା ପାଇଁ ପ୍ରଶାସନଙ୍କ ସହଯୋଗରେ ପଞ୍ଚାୟତ ଜନ ପ୍ରତିନିଧି ଓ ଧାର୍ମିକ ଅନୁଷ୍ଠାନର ପ୍ରତିନିଧିମାନଙ୍କୁ ନେଇ ସଚେତନ କର୍ମଶାଳା ଅନୁଷ୍ଠିତ…

ସୁନ୍ଦରଗଡ଼ ଜିଲ୍ଲାରେ ଚାଷଜମିକୁ ଜଳସେଚନ, ସୁବିଧା ପାଇଁ କ୍ଷେତ ପୋଖରୀ ଓ ଗଭୀର କୂଅ

ଉପକୃତ ହେଉଛନ୍ତି ଜନଜାତି ବର୍ଗର ଚାଷୀ, ସ୍ଥାନୀୟ ଶ୍ରମଜୀବୀଙ୍କୁ ଜୀବିକା ସୁନ୍ଦରଗଡ଼ : ଚାଷଜମିକୁ ଜଳ, ଚାଷୀଙ୍କୁ ବଳ। ଏହାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ପକ୍ଷରୁ ବିଶେଷ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଜନଜାତି ବର୍ଗର ଚାଷୀଙ୍କ…