Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
୬ ଜୁଆଡି ଗିରଫ, ୨୫ ହଜାର ୨୫ ଟଙ୍କା ଓ ୩ ମୋବାଇଲ ଜବତ
ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ତଥା ଆଡପଡା ଫାଣ୍ଡି ବଉଳଘାଇ ଗ୍ରାମ ନିକଟରେ ରବିବାର ବିଳମ୍ବିତ ରାତିରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୁଲିସ ଚଢ଼ାଉ କରିଛି। ଚଢ଼ାଉରେ ୬ ଜଣ ଜୁଆଡିଙ୍କୁ ପୁଲିସ ଗିରଫ କରିଛି। ଗିରଫ ଜୁଆଡି ମାନେ ହେଲେ ହିଞ୍ଜିଳି ଥାନା ବଉଳଘାଇ ଗ୍ରାମର!-->…
୧୬ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା : ମହିଳା ଭକ୍ତଙ୍କ ହୁଳହୁଳିରେ ପ୍ରକମ୍ପିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା 'ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା 'ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି l!-->…
ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟରେ ବିନା ଲାଞ୍ଚରେ ଫାଇଲ ଘୁଞ୍ଚୁନି : ଲାଞ୍ଚ କାରବାରର ଭିଡିଓ ଭାଇରାଲ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀଙ୍କୁ ଲାଞ୍ଚ ନ ଦେଲେ କୌଣସି କାର୍ଯ୍ୟ ହେଉନାହିଁ। ବିଶେଷ କରି ଏବେ ପିଲାମାନଙ୍କ ଶିକ୍ଷା ପାଇଁ ଆବଶ୍ୟକ ପ୍ରମାଣପତ୍ର ପାଇଁ ଅଭିଭାବକମାନଙ୍କ ଭିଡ଼ ଦେଖିବାକୁ ମିଳୁଛି।!-->…
ଗଞ୍ଜାମ ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଆୟୋଜିତ ହେଲା ରକ୍ତଦାନ ଶିବିର
ବ୍ରହ୍ମପୁର : ବ୍ରହ୍ମପୁର ବାପୁଜୀ ଆଶ୍ରମ ସ୍ଥିତ ଗଞ୍ଜାମ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା ସ୍ବେଚ୍ଛାକୃତ ରକ୍ତଦାନ ଶିବିର। ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ସହିଦ୍ ଦିବସ ଉପଲକ୍ଷେ, ପହଲଗାମ ଠାରେ ଆତଙ୍କବାଦୀ ଆକ୍ରମଣରେ!-->…
ପୁଣି କରୋନା ଆରମ୍ଭ ଯୋଗୁଁ ଅଧାରେ ଅଟକିଲା ଶଙ୍କରଙ୍କ ସାଇକେଲରେ ଚାରିଧାମ ଯାତ୍ରା
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଅଞ୍ଚଳ ର ଶଙ୍କରଙ୍କ ସାଇକେଲ ରେ ଚାରିଧାମ ଯାତ୍ରା ଅଧାରୁ ଅଟକିଛି। ସେ ବୁଧବାର ହରିୟାଣାର ସଫଲାଠାରୁ ନିଜ ଯାତ୍ରାକୁ ବନ୍ଦ କରିଛନ୍ତି। ଘରୁ ବାହାରିବାର ୫୯ ଦିନରେ ତାଙ୍କ ଯାତ୍ରା ବନ୍ଦ ହୋଇଯାଇଛି। ସେ ଆଗକୁ!-->…
ଆସିକା ଫାର୍ମ ହାଉସ ରେ ହୋଇଥିବା ବୈଠକ : ମିଶେନ ଫେଲ, ଦୁଇ ଅଧିକାରୀଙ୍କ ହେବ ବଦଳୀ …!
ବୋଲ ନମାନିଲେ ହେବ ବଦଳୀ...!!
ସାମ୍ନାକୁ ଆସିଲା ଜ୍ୟୋତି, ପ୍ରିୟଙ୍କାଙ୍କ ପୁରୀ ହୋଟେଲର ଭିଡିଓ
ପୁରୀ,୨୦।୫:ପୁରୀ ବୁଲିବାକୁ ଆସିଥିବା ସମୟରେ ଏକ ହୋଟେଲ୍ରେ ରହୁଥିଲେ ପକ୍-ସ୍ପାଏ ଜ୍ୟୋତି ମାଲହୋତ୍ରା। ଏବେ ସାମ୍ନାକୁ ଆସିଲା ଭିଡିଓ। ହୋଟେଲରେ କଣ କରୁଥିଲେ ଜ୍ୟୋତି ତାହା ମଧ୍ୟ ଦେଖିବାକୁ ମିଳିଛି।ଜ୍ୟୋତି ଓ ପ୍ରୟଙ୍କା ଏକ ହୋଟେଲ୍ରେ ରହିଥିଲେ। ହୋଟେଲ୍ରେ ଶୋଇ କଥାବାର୍ତ୍ତା ହେଉଥିବା!-->…
ମାଲକାନଗିରି ପୋଲିସ ପକ୍ଷରୁ ଗାଡି ଯାଞ୍ଚ ବେଳେ ଏକ ଟନ ଗଞ୍ଜେଇ ଜବତ ସହ ଦୁଇ ଗିରଫ
ମାଲକାନଗିରି, ୨୦।୫ : ମାଲକାନଗିରି ପୋଲିସ ପକ୍ଷରୁ ଗାଡି ଯାଞ୍ଚ ବେଳେ ବିପୁଳ ଗଞ୍ଜେଇ ଜବତ, ୨ ଗିରଫ। ସୂଚନା ଅନୁଯାୟୀ ମାଲକାନଗିରି ଆଦର୍ଶ ଥାନାର ଏସଆଇ କୃତିବାସ ବେହେରାଙ୍କ ନେତୃତ୍ଵରେ ହାବିଲଦାର ମିହିର କୁମାର ସାମଲ, କନେଷ୍ଟବଳ ଲକ୍ଷ୍ମଣ ମାରାଣ୍ଡି ଏବଂ ପଦ୍ମ ନାୟକଙ୍କ ସହିତ!-->…
ପ୍ରମୁଖ ପ୍ରତିରକ୍ଷା ପ୍ରତିଷ୍ଠାନକୁ ଉନ୍ନତ ବିଜୁଳି ସେବା ଯୋଗାଉଛି ଟିପିଏସ୍ଓଡିଏଲ୍
-- ଗୋପାଳପୁର ସ୍ଥିତ ଆର୍ମି ଏୟାର ଡିଫେନ୍ସ କଲେଜକୁ ୭.୦ ସର୍କିଟ କିମି ଦୀର୍ଘ ୩୩ କେଭି ବିଜୁଳି ଲାଇନର ଉନ୍ନତୀକରଣ
-- ୧୨୦ ଟି ନୂତନ ବିଦ୍ୟୁତ ଖୁଣ୍ଟ ସ୍ଥାପନ
-- ବିଜୁଳି ସେବା ବାଧାପ୍ରାପ୍ତ ରୋକିବା ପାଇଁ ୩୩ କେଭି ଲାଇନରେ ବାର୍ଡ ଗାର୍ଡ ସ୍ଥାପନ
ବ୍ରହ୍ମପୁର :!-->!-->!-->!-->!-->!-->!-->…