Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ଲକ୍ଷ୍ମୀପୁର ବ୍ଲକ ଏସ୍ଏଚ୍ଜି ତାଲିମ୍ ଗୃହ ଠାରେ କୋରାପୁଟ ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ସମୀକ୍ଷା ବୈଠକ
ଲକ୍ଷ୍ମୀପୁର(୨୮/୦୨) : କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ପରିସରରେ ଥିବା ଏସ୍ଏଚ୍ଜି ତାଲିମ୍ ଗୃହଠାରେ କୋରାପୁଟ ଜିଲ୍ଲାର ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ ସସ୍ମିତା ମେଲେକାଙ୍କ ଅଧ୍ୟକ୍ଷତାରେ ବ୍ଲକର ସମସ୍ତ ଲାଇନ୍ ବିଭାଗ ଏବଂ ୧୩ ଟି ପଞ୍ଚାୟତର ଜନ ପ୍ରତିନିଧି ମାନଙ୍କୁ ନେଇ ଏକ!-->…
ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଆମ ପୋଲିସ ସମିତି ବୈଠକ…
ଦାରିଙ୍ଗବାଡ଼ି, ୨୮/୦୨ : ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଆଜି ଥାନା ପରିସରରେ ଆମ ପୋଲିସ ସମିତି ବୈଠକ ଅନୁଷ୍ଠିତ ହୋଇଛି। ଥାନା ଅଧିକାରୀ ଚାପଧାରୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ବୈଠକ ପରିଚାଳିତ ହୋଇଥିଲା। ଥାନା ଅଧିନସ୍ତ ୮ଗୋଟି ଗ୍ରାମ ପଂଚାୟତ ଯଥା!-->…
ବିପୁଲିଙ୍ଗୀ ଗ୍ରାମରେ ମା ବୁଢୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା…
ଛତ୍ରପୁର : ଛତ୍ରପୁର ବ୍ଲକ ବିପୁଲିଙ୍ଗୀ ଗ୍ରାମ ନିକଟରେ ଥିବା ମା ବୁଢୀ ଠାକୁରାଣୀଙ୍କ ଜୀର୍ଣ୍ଣ ଉଦ୍ଧାର ମନ୍ଦିର ପ୍ରତିଷ୍ଠା ତଥା ଘୃତ ଯଜ୍ଞ, ନାମଯଜ୍ଞ ଓ ଅନ୍ନ ଯଜ୍ଞ ଅନୁଷ୍ଠିତ ହୋଇଛି | ରବିବାର ଦିନ ଜଳଯାତ୍ରା ଓ ସୋମବାର ଠାରୁ ବୁଧବାର ପର୍ଯ୍ୟନ୍ତ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ!-->…
ଯୁବରେଡକ୍ରସ ତରଫରୁ ସଚେତନତା କାର୍ଯ୍ୟକ୍ରମ…
ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଶଙ୍କରାଖୋଲଠାରେ ଅବସ୍ଥିତ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଯୁବ ରେଡକ୍ରସ ତରଫରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଯୁବ ରେଡକ୍ରସର ଜିଲ୍ଲା ସଂଯୋଜକ ଡ଼. ବିଭୁତି ଭୂଷଣ ଆଚାର୍ଯ୍ୟ ମୁଖ୍ୟଅତିଥ୍ ଭାବେ ଯୋଗ!-->…
ନକ୍ସଲ ପ୍ରବଣ ଅଞ୍ଚଳ ଗୋଛାପଡାଠାରେ ବିଏସଏଫ କ୍ୟାମ୍ପର ଜନ ସମ୍ପର୍କ ଶିବିର
ଫୁଲବାଣୀ :- କନ୍ଧମାଳ ଜିଲ୍ଲା ଗୋଛାପଡା ଠାରେ ସୀମା ସୁରକ୍ଷା ବାହିନୀର ମାଗଣା ସ୍ବାସ୍ଥ୍ୟ ଶିବିର। ନୂତନ ଭାବେ ଅବସ୍ଥାପିତ ହେଇଥିବା ଗୋଛାପଡା ସ୍ଥିତ ବିଏସଏଫ କ୍ୟାମ୍ପ ତରଫରୁ ଆଜି ଏକ ମାଗଣା ସ୍ବାସ୍ଥ୍ୟ ଶିବିର ଆୟୋଜନକରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ସହଯୋଗୀ କମାଣ୍ଡାଣ୍ଟ ତଥା!-->…
ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା…
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଖଜୁରୀ ପଡା ବ୍ଲକ ଦୁତିପଡ଼ା କ୍ଲଷ୍ଟର ରାଇଖୋଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚକ୍ରଧର ମାଝିଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ରାଇଖୋଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମସ୍ତ ଛାତ୍ରଛାତ୍ରୀ ଶିକ୍ଷୟିତ୍ରୀ ଏବଂ ବିଦ୍ୟାଳୟ!-->…
ଏସଏସଭିଏମ ଫୁଲବାଣୀଠାରେ ‘ଜାତୀୟ ବିଜ୍ଞାନ ଦିବସ’ ପାଳିତ
ଫୁଲବାଣୀ:- କନ୍ଧମାଳ ଜିଲ୍ଲା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ,ଫୁଲବାଣୀଠାରେ "ଜାତୀୟ ବିଜ୍ଞାନ ଦିବସ" ପାଳନ କରାଯାଇଛି। ଇତ୍ୟବସରରେ ବିଦ୍ୟାଳୟର ବିଦ୍ୱତ ପରିଷଦର ସମ୍ପାଦକ ତଥା ମୁଖ୍ୟ ଅତିଥି ସନ୍ତୋଷ କୁମାର ରଥ ଉପସ୍ଥିତ ରହି ମାର୍ଗ ଦର୍ଶନ କରିଥିଲେ।ପ୍ରାୟ ୭୦୦ ଶିଶୁ ବିଭିନ୍ନ!-->…
ଜିଲ୍ଲାସ୍ତରୀୟ ଶିକ୍ଷା ଏବଂ ତାଲିମ ଶିବିର…
ଉମରକୋଟ : ସଦାଶିବ ସୁକୁମାର ଉଚ୍ଚ ବିଦ୍ୟାଳୟ, ଉମରକୋଟ ଆନୁକୂଲ୍ୟରେ ନବରଙ୍ଗପୁର ଜିଲ୍ଲାର ରେଡ କ୍ରୋସ ସୋସାଇଟି ତରଫରୁ ସମସ୍ତ ଉଚ୍ଚ ବିଦ୍ୟାଳୟର ଜୁନିଅର ରେଡ କ୍ରୋସ ଛାତ୍ର, ଛାତ୍ରୀ ମାନଙ୍କୁ ନେଇ ବିଶାଳ ଶିକ୍ଷା ଏବଂ ତାଲିମ ଶିବିର ଆରମ୍ଭ ହୋଇଅଛି | ଏହି ଅନୁଷ୍ଠାନ ଆସନ୍ତା ୨ ତାରିଖ!-->…
ବିପ୍ଲବୀ ଚନ୍ଦ୍ରଶେଖର ଆଜାଦଙ୍କ ଶହୀଦ ଦିବସ ପାଳନ…
ବ୍ରହ୍ମପୁର : ବ୍ରହ୍ମପୁରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟପୂଜା ସମିତି ପକ୍ଷରୁ ସ୍ଥାନୀୟ ବିଜିପୁର କମ୍ୟୁନିଟି ହଲ ଠାରେ ଆଜି ମହାନ ବିପ୍ଲବୀ, ସ୍ୱାଧୀନତା ସଂଗ୍ରାମୀ ଚନ୍ଦ୍ର ଶେଖର ଆଜାଦଙ୍କ ୯୩ତମ ସହୀଦ ଦିବସ ପାଳନ ହୋଇଯାଇଛି l ଏହି ଅବସରରେ ସମିତି ସଭାପତି ବଂଶୀଧର ଭୂୟାଁଙ୍କ!-->…
ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାଶ କଲା ବାଲିଗୁଡ଼ା ପୋଲିସ୍…
ନଗଦ ଟଙ୍କା ସହ ମାରଣାସ୍ତ୍ର ଓ ଚୋରି ମୋଟରସାଇକେଲ ଜବତବାଲିଗୁଡ଼ା : ଏକ ୬ଜଣିଆ ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାଶ କଲା ବାଲିଗୁଡ଼ା ପୋଲିସ୍ । ଏନେଇ ବାଲିଗୁଡ଼ା ଏସଡିପିଓ ରୋହିତ ବର୍ମା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି । ନଗଦ ଏକଲକ୍ଷ ଟଙ୍କା, ଗୋଟିଏ ଦେଶୀ ପିସ୍ତଲ୍, ଗୋଟିଏ!-->…