Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ଦାରିଙ୍ଗବାଡ଼ିରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣୀ କାର୍ଯ୍ୟକ୍ରମ…
ଦାରିଙ୍ଗବାଡ଼ି,୨୭/୦୨ : କନ୍ଧମାଳ ଜିଲ୍ଲା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣୀ କାର୍ଯ୍ୟକ୍ରମ ଆଜି ଦାରିଙ୍ଗବାଡ଼ି ସମିତି ସଭାଗୃହରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଡା.ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ବାଲିଗୁଡ଼ା ଉପଖଣ୍ଡ ପୋଲିସ ଅଧିକାରୀ ରୋହିତ ବର୍ମାଙ୍କ ସହିତ!-->…
ଦାରିଙ୍ଗବାଡି ଠାରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ…
ଫୁଲବାଣୀ : ଶିକ୍ଷା ବିକାଶ ସମିତି ଓଡିଶା ଙ୍କ ଦ୍ୱାରା ପରିଚାଳିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଅନ୍ତର୍ଗତ ବାଲିଗୁଡା ସଂକୁଳର ବନବିହାର କାର୍ଯ୍ୟକ୍ରମ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡି ଠାରେ ଅନୁଷ୍ଠିତ ହୋଇଯାଇଛି l ସ୍ଥାନୀୟ ଦାରିଙ୍ଗବାଡି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର,!-->…
ହିଞ୍ଜିଳିକାଟୁରେ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ଅନୁଷ୍ଠିତ…
ହିଞ୍ଜିଳିକାଟୁ ୨୭/୦୨ : ହିଞ୍ଜିଳିକାଟୁ ପୌରପରିଷଦ ସରକାରୀ ଵୃନ୍ଦାବନ ବିଦ୍ୟାଳୟ ଓ ସରକାରୀ ଏନ ଏ ସି ହାଇସ୍କୁଲ ରେ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଆନୁକୂଲ୍ୟରେ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ସୋମବାର ଅନୁଷ୍ଠିତ ହୋଇଯାଇଛି । ସରକାରୀ ଵୃନ୍ଦାବନ ବିଦ୍ୟାଳୟ ରେ!-->…
କୋଟଗଡ ଶିଶୁ ମଙ୍ଗଳ ସମିତିର ଭ୍ରାମ୍ୟମାଣ ଅଦାଲତ…
ବାଲିଗୁଡା : ଶିଶୁ ମଙ୍ଗଳ ସମିତି, ଶିଶୁ ସୁରକ୍ଷା କମିଟି କନ୍ଧମାଳ, ଶିଶୁ ବିକାଶ ସମନ୍ନିତ ପ୍ରକଳ୍ପ କୋଟଗଡ ଓ ସାହାରା ସ୍ୱେଛାସେଵୀ ଅନୁଷ୍ଠାନର ମିଳିତ ଆନୁକୁଲ୍ୟରେ କୋଟଗଡ ପଞ୍ଚାୟତ ସମିତି ସଭାଗୃହରେ ସେବା ଓ ଯନ୍ତ୍ର ଆଵଶ୍ୟକ କରୁଥିଵା ଶିଶୁ ମାନଙ୍କ ପାଇଁ କନ୍ଧମାଳ ଶିଶୁ ମଙ୍ଗଳ ସମିତିର!-->…
ଉତ୍କଳ ବିଶ୍ୱବିଦ୍ୟାଳୟରେ ପ୍ରଫେସର ମନୋଜ ଦାସଙ୍କ ସ୍ଵନକ୍ଷତ୍ର ଦିବସ ପାଳିତ…
ଭୁବନେଶ୍ୱର: ପ୍ରଥିତଯଶା ସାହିତ୍ୟିକ ପ୍ରଫେସର ମନୋଜ ଦାସଙ୍କର ଆଜି ସ୍ଵନକ୍ଷତ୍ର ଦିବସ ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟ ତରଫରୁ ପରିଜା ପାଠାଗାରସ୍ଥିତ "ମନୋଜ ଦାସ ଅଧ୍ୟୟନ କକ୍ଷ " ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜନ କରାଯାଇଥିଲା । ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସବିତା!-->…
ବାଲିଗୁଡ଼ା ସଂକୁଳର ବନବିହାର କାର୍ଯ୍ୟକ୍ରମ ଦାରିଙ୍ଗବାଡ଼ିରେ ଅନୁଷ୍ଠିତ
ଦାରିଙ୍ଗବାଡ଼ି,୨୭/୦୨: ଦାରିଙ୍ଗବାଡ଼ିରେ ଶିକ୍ଷା ବିକାଶ ସମିତି ଓଡ଼ିଶାଙ୍କ ଦ୍ୱାରା ପରିଚାଳିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବାଲିଗୁଡ଼ା ସଂକୁଳର ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଦାରିଙ୍ଗବାଡ଼ି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ସଂଯୋଜନାରେ ମୁଖ୍ୟ!-->…
ଗ୍ୟାସ ଅଗ୍ନିକାଣ୍ଡରୁ ଅଳ୍ପକେ ବର୍ତ୍ତିଲେ ବର ପରିବାର…
ବୌଦ୍ଧ : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ବୀରନରସିଂହ ପୁର ଗ୍ରାମ ପଞ୍ଚାୟତ ଅଧିନସ୍ଥ ମହାକୁଡ଼ ପାଲି ଗ୍ରାମରେ ଆଜି ସନ୍ଧ୍ୟା ପ୍ରାୟ ଘ.5:30 ମିନିଟ ସମୟ ରେ ଶିବ ଦନାୟକ ପୁଅଙ୍କ ବିବାହ ପ୍ରସ୍ତୁତି ପାଇଁ ମିଠା ସାମଗ୍ରୀ ବନାଉଥିବା ବେଳେଗ୍ୟାସ ସିଲିଣ୍ଡର ରେ ନିଆଁ ଲାଗିଯାଇଥିଲା l ପରିବାର!-->…
ଗଣପର୍ବ ବଡଯାତ୍ରା ଆରମ୍ଭ, ତିନି ଠାକୁରଙ୍କ ନୌକା ବିହାର ପରେ ଆନ୍ଧ୍ରପ୍ରଦେଶର ପୋଲେରୁ ମନ୍ଦିରରେ ମୁତ୍ୟାଲାମ୍ମାଙ୍କୁ…
ମାଲକାନଗିରି : ମାଲକାନଗିରି ଜିଲ୍ଲା ଗଣପର୍ୱ ବଡଯାତ୍ରା ଗତ ଏକମାସ ଧରି ପ୍ରସ୍ତୁତି କାର୍ଯ୍ୟ ଚାଲିଥିବା ବେଳେ ଆଜି ମାନ୍ୟମକୋଣ୍ଡା ତାଡକାରେଉ କୁଣ୍ଡରେ ତିନି ଠାକୁର କାନ୍ନାମରାଜୁ, ବାଲାରାଜୁ ଓ ପୋତରାଜୁଙ୍କୁ ସ୍ନାନ କରାଇବା ସହ ନୌକା ବିହାର ପରେ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପୋଲୁରୁ ଠାରେ!-->…
ମୁଖ୍ୟମନ୍ତ୍ରୀ କଳାକାର ସହାୟତା ରାଶି ପ୍ରଦାନ ପତ୍ର ପ୍ରଦାନ : ନିରାଶ ହେଲେ ବହୁ ବରିଷ୍ଠ ପ୍ରତିଭାବାନ କଳାକାର
ବାଲିଗୁଡା : କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ସ୍ଥିତ ବ୍ଲକ କାର୍ଯାଳୟ ରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ବାଲିଗୁଡା ବ୍ଲକ ଗ୍ରାମାଞ୍ଚଳ ର ୨୬ ଜଣ କଳାକାର ଏବଂ ବାଲିଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ର ୮ ଜଣ କଳାକାର ଙ୍କୁ କଳାକାର ସହାୟତା ରାଶି ପ୍ରଦାନ ପତ୍ର ପ୍ରଦାନ କରାଯାଇଛି l!-->…
ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ କୁତ୍ରା ବ୍ଲକରେ ଯୁଗ୍ମ ଜନଶୁଣାଣି..
ସୁନ୍ଦରଗଡ଼ (୨୭/୦୨) : ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ କୁତ୍ରା ବ୍ଲକରେ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୋମବାର ଦିନ ଆୟୋଜିତ ଏହି ଜନଶୁଣାଣିରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଏବଂ ଏସପି ପ୍ରତ୍ୟୁଷ ଦିବାକର ଯୋଗ ଦେଇ ସାଧାରଣ ଲୋକଙ୍କ ଆପତ୍ତି!-->…