Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ପଞ୍ଚୁଦଣ୍ଡ ପରିଚାଳନା ସମିତି ତରଫରୁ ୩୭ ତମ ବାର୍ଷିକ ତେରଦଣ୍ଡ ମିଳନ ନିମନ୍ତେ ପ୍ରସ୍ତୁତି ବୈଠକ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୭ ତମ ବାର୍ଷିକ ତେରଦଣ୍ଡ ମିଳନ ସମାରୋହ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସମିତି ର ମୁଖ୍ୟ ପରିଚାଳକ ରାଜ କିଶୋର ଦାସ ଙ୍କ ଆବାହକତ୍ୱରେ ଗୋଇବନ୍ଧ ସ୍ଥିତ ସାତାଜାର୍ଗୀ ପଡିଆ ରେ ଅନୁଷ୍ଠିତ!-->…
ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟର ୭ମ ବାର୍ଷିକ ଉତ୍ସବ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ରୁତୁଙ୍ଗିଆ ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୭ମ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ନିରଞ୍ଜନ ବେହେରା ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ!-->…
ନନ୍ଦିଘୋର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ ଉତ୍ସବ ପାଳନ
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ନନ୍ଦିଘୋର ପଞ୍ଚାୟତ ନନ୍ଦିଘୋର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଚତୁର୍ଦ୍ଦଶ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ପ୍ରତିଷ୍ଠାତା ସମ୍ପାଦକ ଅବିନାଶ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି!-->…
ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଘାଟିତ…
କୋରାପୁଟ::କୋରାପୁଟ ହାଇସ୍କୁଲ ପଡ଼ିଆରେ ଆୟୋଜିତ ଦୁଇ ଦିନିଆ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଘାଟିତ ହୋଇଯାଇଛି। ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ମେଳାରେ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ!-->…
ଆସିକା ଅଞ୍ଚଳ ରେ ଗ୍ରୀନ୍ ଟ୍ରିବ୍ୟୁନାଲ୍ ଆଇନ୍ ଉଲଙ୍ଘନ : ପ୍ରଦୂଷିତ କରୁଥିବା ଇଟା ଭାଟି ରାଜସ୍ବ ବିଭାଗ ଭାଙ୍ଗିବ କେବେ…
ବ୍ରହ୍ମପୁର : ଆସିକା ରାଜସ୍ୱ ବିଭାଗ ଅଧିନରେ ଆଇନ ବାଟରେ ବେଆଇନ କାମ। ପରିବେଶ ସୁରକ୍ଷା ଆଇନ ଓ ବାୟୁ ପ୍ରଦୂଷଣ ନିବାରଣ ଆଇନକୁ ଗଞ୍ଜାମ ଜିଲ୍ଲାରେ ଖୋଲାଖୋଲି ଭାବେ ଉଲଂଘନ। ସବୁ ଦେଖି ଆଖି ବନ୍ଦ କରିଦେଇଛି ଜିଲ୍ଲା ପ୍ରଶାସନ।ଉଲଂଘନ କାରୀଙ୍କ ଉପରେ ଆଇନ ଛାଟ ପକାଇବା ବଦଳରେ ସେମାନଙ୍କ ଠାରୁ!-->…
ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଚିଠିକୁ ନେଇ ଦ୍ୱନ୍ଦ୍ୱରେ ଶିକ୍ଷକ
କୋରାପୁଟ /କୋଟପାଡ଼: କୋଟପାଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଚିଠିକୁ ନେଇ କୋଟପାଡ଼ ବ୍ଲକରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀମାନେ ଦ୍ୱନ୍ଦ୍ୱରେ ରହିଛନ୍ତି । ପ୍ରକାଶଯୋଗ୍ୟ ଯେ, ନୂତନ ପାଠ୍ୟକ୍ରମ ସମ୍ପର୍କିତ ଏକ ତାଲିମ ଶିବିରରେ ଯୋଗଦାନ ପାଇଁ ଗୋଷ୍ଠୀ ଶିକ୍ଷା ଅଧିକାରୀ ନିଜ ପତ୍ର!-->!-->!-->…
ସାରଙ୍ଗଧରପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୧୦ମ ପୁରସ୍କାର ବିତରଣୀ ଓ ବାର୍ଷିକ ଉତ୍ସବ ୨୦୨୫-୨୬ ଅନୁଷ୍ଠିତ
ଯୋଗ ଦେଲେ ନୟାଗଡ଼ ଜିଲ୍ଲାପାଳ
ନୟାଗଡ଼,୧୮/୦୨(ନିସର୍ତ୍ତ) : ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ସାରଙ୍ଗଧର ପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୧୦ମ ପୁରସ୍କାର ବିତରଣୀ ଓ ବାର୍ଷିକ ଉତ୍ସବ ୨୦୨୫-୨୬ ,ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟା ଛବିରାଣୀ ନାୟକଙ୍କ ଆବାହକତ୍ୱରେ!-->!-->!-->…
ଶିରିଡି ସାଇ ମନ୍ଦିରର ପ୍ରତିଷ୍ଠା କାର୍ଯ୍ୟକ୍ରମ
ମାଲକାନଗିରି : ମାଲକାନଗିରି ଜିଲା ସଦର ମହକୁମାରେ ପ୍ରଥମ ଶିରିଡି ସାଇଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ଆଜି ଠାରୁ ଆରମ୍ଭ ହୋଇଛି । ତିନି ଦିନ ବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯକ୍ରମ ବହୁ ସଂଖ୍ୟାରେ ଭକ୍ତ ବୃନ୍ଦ ସାମିଲ ହୋଇଛନ୍ତି । ସ୍ଥାନୀୟ ପାତ୍ରଗୁଡାରେ ନିର୍ମାଣ!-->…
ପ୍ରତିବନ୍ଧକ ସତ୍ତ୍ବେ ସରକାରୀ ଜାଗାରୁ ବେଆଇନ ମୁରୁମ ଚୋରା ଚାଲାଣ
କୋରାପୁଟ /କୋଟପାଡ଼ : ଛତିଶଗଡ ସୀମାନ୍ତବର୍ତ୍ତୀ କୋଟପାଡ଼ ତହସିଲ ଅନ୍ତର୍ଗତ ଚାନ୍ଦିଲି -ଧନପୁଞ୍ଜି ସୀମାରେ ମୁରୁମ ଖୋଳିବାକୁ ବାରଣ କରାଯାଇଛି l ହେଲେ ଇସ୍ପାତ ଓ ଖଣିଜ ବିଭାଗ, ଓଡିଶା ସରକାରଙ୍କ ବାରଣ ସତ୍ୱେ ଏଠାରେ ମୁରୁମ ଚୋରା ଚାଲାଣ କରାଯାଉ ଥିବା ଅଭିଯୋଗ ହେଉଛି l ହେଲେ ଏଠାରେ!-->!-->!-->…
କଟକରେ ‘ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ପ୍ରଦର୍ଶନୀ ଓ ବାଣିଜ୍ୟ ମେଳା’: କାରିଗରଙ୍କ ପାଇଁ ସୃଷ୍ଟି ହେଲା ନୂତନ ବଜାର…
କଟକ: କଟକ ଖପୁରିଆ ଶିଳ୍ପାଞ୍ଚଳସ୍ଥିତ ଓସିଆ (OSSIA) ଗ୍ରାଉଣ୍ଡ ଏବଂ ଏମସିଏମ (MCM) ହଲ୍ଠାରେ ଦୁଇ ଦିନିଆ ‘ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ପ୍ରଦର୍ଶନୀ-କମ୍-ଟ୍ରାଡେ ମେଳା’ ଓ କର୍ମଶାଳା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ ଏମଏସଏମଇ (MSME) ମନ୍ତ୍ରଣାଳୟ ଏବଂ କଟକସ୍ଥିତ!-->…