Browsing Category

ଆଞ୍ଚଳିକ

ପ୍ରହସନ ଚାଲିଛି ପାନୀୟ ଜଳ ଯୋଗାଣ…

ଫିରିଙ୍ଗିଆ : କେନ୍ଦ୍ର ଓ ରାଜ୍ୟ ସରକାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ବିକାଶ ପାଇଁ ମାଳମାଳ ଯୋଜନା ପ୍ରସ୍ତୁତ କରିଛନ୍ତି ସତ ଅନେକ ସ୍ଥାନରେ ଆଜି ବି ପାଣି ସମସ୍ୟା ଅଞ୍ଚଳ ବାସୀ ରହିଆସିଛନ୍ତି । ପାଇପ୍ ମାଧ୍ୟମରେ ପାନୀୟ ଜଳ ଯୋଗାଇ ଦିଆ ଯାଇ ସତ କିନ୍ତୁ ନିର୍ମାଣ ହେବାର ଦୁଇ ବର୍ଷ ବିତି…

ଜିଲ୍ଲାସ୍ତରୀୟ କୃଷି ଭିତ୍ତିକ ଗଣନା ପ୍ରଶିକ୍ଷଣ ଶିବିର ଉଦଘାଟିତ…

ମାଲକାନଗିରି : ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ୧୧ ତମ କୃଷି ଭିତ୍ତିକ ଗଣନା:୨୦୨୧-୨୨ ନେଇ ଏକ ଦୁଇ ଦିନିଆ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେଶ୍ୱର ଚନ୍ଦ୍ର ନାଏକ ଏବଂ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ,…

୧୫ଦଫା ଦାବି ନେଇ ରାଜରାସ୍ତାକୁ ଆସିଲେ ମାଲ୍ୟବନ୍ତ ଦେଶିଆ ନାଟଗୁରୁ ସାଂସ୍କୃତିକ ସଙ୍ଘ

ମାଲକାନଗିରି : ଆଜି୧୫ଦଫା ଦାବି ନେଇ ପାରମ୍ପରିକ ବେଶ ଭୁଷାରେ ରାଜ ରାସ୍ତାକୁ ଆସିଲେ ମାଲ୍ୟବନ୍ତ ଦେଶିଆ ନାଟଗୁରୁ ସାଂସ୍କୃତିକ ସଙ୍ଘଠନର ହଜାର ହଜାର କଳାକାର । ବିଶେଷ କରି ରାଜ୍ୟର ପ୍ରାଚୀନ କଳା ଓ ସଂସ୍କୃତି ର ପୁନରୁଦ୍ଧାର କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରିଥିବା ବେଳେ…

ଗଞ୍ଜାମ ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ

ଛତ୍ରପୁର : ଛତ୍ରପୁର ଜିଲ୍ଲା ପରିଷଦ ଋଷିକୂଲ୍ୟା ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାରେ ଗତ ମାସ ୧ ତାରିଖ ଠାରୁ ୮ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି । ଏହି ଅବସରରେ ୧ ତାରିଖ ଦିନ…

ଶଙ୍କରାଖୋଲ ପଞ୍ଚାୟତଠାରେ ଗ୍ରାମସଭା ଅନୁଷ୍ଠିତ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଚକାପାଦ ପଞ୍ଚାୟତ ସମିତିର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅନିଲ କୁମାର ପଟ୍ଟନାୟକଙ୍କ ତତ୍ତ୍ବାବଧାନରେ ଶଙ୍କରା ଖୋଲ ଗ୍ରାମ ପଞ୍ଚାୟତ ପରିସରରେ ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି l ଏହି ସଭାରେ ମୁଖ୍ଯ ଅତିଥି ଭାବେ ଶଙ୍କରାଖୋଲ ସରପଞ୍ଚ ଶ୍ରୀମତୀ ଜାନକୀ ପ୍ରଧାନ ଓ…

ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ସମାବେଶ ଅନୁଷ୍ଠିତ…

ଫୁଲବାଣୀ : ଓଡ଼ିଶା ସରକାରଙ୍କ ଜଳ ସମ୍ପଦ ବିଭାଗ ଦ୍ୱାରା ତା.୦୧. ୦୨.୨୦୨୩ ଠାରୁ ୧୫.୦୨.୨୦୨୩ ରିଖ ପର୍ଯ୍ୟନ୍ତ ପାଣି ପଞ୍ଚାୟତ ପକ୍ଷ ପାଳନ କରାଯାଉଛି । ଏହି କ୍ରମରେ, କନ୍ଧମାଳ ଜିଲ୍ଲାରେ କ୍ଷୁଦ୍ର ଜଳସେଚନ ବିଭାଜନ, କନ୍ଧମାଳ, ଫୁଲବାଣୀ ଦ୍ବାରା ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ…

ହିଞ୍ଜିଳିକାଟୁ ପୌରପରିଷଦ ଷଷ୍ଠ ସାଧାରଣ ବୈଠକ

ହିଞ୍ଜିଳିକାଟୁ ୮।୨ : ହିଞ୍ଜିଳିକାଟୁ ପୌରପାଳିକା ବୈଠକ ଗୃହରେ ହିଞ୍ଜିଳିକାଟୁ ପୌରପରିଷଦର କାଉନସିଲର ମାନଙ୍କୁ ନେଇ ଷଷ୍ଠ ପୌରପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି ।ପୌରପାଳିକା ଅଧ୍ୟକ୍ଷ ସୁଵାସ ଚନ୍ଦ୍ର ପଲେଇ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପୌର ପରିଷଦର ନିର୍ବାହୀ ଅଧିକାରୀ…

ଫାଇଲେରିଆ ରୋକିବା ନେଇ ପ୍ରସ୍ତୁତି ବୈଠକ

ଦାରିଙ୍ଗବାଡି,୮/୨ : ଦାରିଙ୍ଗବାଡିରେ ଫାଇଲେରିଆ ରୋକିବା ନିମନ୍ତେ ସ୍ବାସ୍ଥ୍ୟ ବିଭାଗ ସହିତ ଅନ୍ୟାନ୍ୟ ବିଭାଗ ଆଗକୁ ଆଗେଇ ଆସି ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ସଭାଗୃହ ଠାରେ ଏକ ପ୍ରସ୍ତୁତି ବୈଠକ ଆୟୋଜନ ହୋଇଯାଇଛି । ସ୍ବାସ୍ଥ୍ୟ ଅଧିକାରୀ ରଶ୍ମିରଞ୍ଜନ ସାହୁଙ୍କ ଅଧ୍ୟକ୍ଷତା କ୍ରମେ…

ବନବିଭାଗ ତରଫରୁ ଇକୋ ପାର୍କ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ୪ନଂ.ଓ୍ବାର୍ଡର ଗୋଇବନ୍ଧା ଡ୍ୟାମ୍ ନିକଟରେ ସାଂସଦ ପ୍ରତିନିଧି ଟୁନା ଦାସ ଓ ବିଧାୟକ ଚକ୍ରମଣୀ କହଁରଙ୍କ ଦ୍ବାରା ଇକୋ ପାର୍କ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । କନ୍ଧମାଳ ଜିଲ୍ଲାରେ ବିଭିନ୍ନ ପର୍ଯ୍ୟଟନ ସ୍ଥଳ ଥିବା…

ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ: ଜଣେ ଗିରଫ

ବାଲିଗୁଡ଼ା : ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ୍ । ୬୩ କେଜି ୨୫୦ ଗ୍ରାମ ଗଞ୍ଜେଇ ସହ ଜଣେ ଚାଲାଣକାରୀ ଗିରଫ । ସୂଚନା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସବ୍ ଇନ୍ସପେକ୍ଟର ଆଶୁତୋଷ ପାଇକରାୟ ନିଜ ଟିମ୍ ସହ ପାଟ୍ରୋଲିଂ କରୁଥିବା ସମୟରେ ଲଣ୍ଡାଗାଁ…