Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ସୃଜନଶୀଳତା ଓ ପ୍ରଗତିର ଭାବନା ନେଇ ନବସୃଜନ ଦିବସ-୨୦୨୫ ପାଳନ କଲା ଟିପିଏସ୍ଓଡିଏଲ୍
ବ୍ରହ୍ମପୁର : ସୃଜନଶୀଳତା, ସହଯୋଗ ଓ ନିରନ୍ତର ଉଦ୍ଭାବନର ସଂସ୍କୃତିକୁ ପ୍ରୋତ୍ସାହିତ କରି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ବ୍ରହ୍ମପୁରସ୍ଥିତ ନିଜର କର୍ପୋରେଟ୍ କାର୍ଯ୍ୟାଳୟରେ ବିଶ୍ୱ ନବସୃଜନ ଦିବସ-୨୦୨୫ ପାଳନ କରିଛି । ‘ଟିଆଣ୍ଡଡି ଇନୋଭେସନ୍!-->…
କନ୍ଧମାଳ ବୈଶାଖୀ ଉତ୍ସଵ ଓ ବାଣିଜ୍ୟ ମେଳା ଉଦଘାଟିତ
କନ୍ଧମାଳ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ କୋରୋନେସନ ପଡିଆ ଠାରେ କନ୍ଧମାଳ ବୈଶାଖୀ ଉତ୍ସଵ ଓ ବାଣିଜ୍ୟ ମେଳା ୨୦୨୫ ଏକ ବର୍ଣ୍ଣାଢ଼୍ୟ ପରିବେଶ ରେ ଉଦଘାଟିତ ହୋଇଛି l ଉତ୍ସଵ କମିଟି ଅଧ୍ୟକ୍ଷ ତଥା ସାମ୍ୱାଦିକ ରାଧାମୋହନ ମହାପାତ୍ର ଙ୍କ ସଭାପତିତ୍ବ ରେ ଆୟୋଜିତ ଉଦଘାଟନୀ ଉତ୍ସଵରେ କନ୍ଧମାଳ!-->…
ଆସିକା ତହସିଲ ଅନ୍ତର୍ଗତ ଋଷିପୁର ବେଆଇନ ବାଲି ଘାଟରୁ ପ୍ରଶାସନ ର ଇଙ୍ଗତ ରେ ବେଧଡକ ଚାଲିଛି ଚୋରା ବାଲି ଚାଲାଣ…
ମାସିକିଆ ଫିକ୍ସଙ୍ଗ ହେଲେ ସବୁସମ୍ଭବ...!
ସାପ କାମୁଡ଼ାରେ ଦଶବର୍ଷ ବାଳକର ମୃତ୍ୟୁ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସିନ୍ଦ୍ରିଗାଁ ପଞ୍ଚାୟତ ଡେଙ୍ଗାରଗାଁରେ ଘଟିଛି ଏକ ଅଘଟଣ । ବିଲ ହୁଡ଼ା ନିକଟରେ ଛୋଟ ପିଲାମାନେ ଖେଳୁଥିବା ସମୟ ରେ ହୁଡ଼ାରେ ଥିବା ଗର୍ତ୍ତରୁ ଏକ ବିଷଧର ସାପ ବାହାରି ଦଶ ବର୍ଷର ଛୋଟ ପିଲାଟି କୁ ଦଂଶନ କରିଥିଲା । ଚାହୁଁ ଚାହୁଁ!-->…
ବିଶ୍ୱ ଏକତା ଓ ବିଶ୍ୱାସର ବିକାଶ ପାଇଁ ରାଜଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ସ୍ଥିତ ପ୍ରଜାପତି ବ୍ରହ୍ମକୁମାରୀ ପକ୍ଷରୁ ରବିବାର ବିଶ୍ୱ ଏକତା ଓ ବିଶ୍ୱାସର ବିକାଶ ପାଇଁ ରାଜଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅତିଥି ଭାବେ କାକଟପୁରର ରାଜଯୋଗିନୀ ବି.କେ କୁନ୍ତଳା,!-->…
ବିବାହର ପ୍ରତିଶୃତି ଦେଇ ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ଦୁର୍ଷ୍କମ ଓ ହତ୍ୟା ଉଦ୍ୟମ
ହିଞ୍ଜିଳିକାଟୁ : ଜୈନିକା ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ବିବାହର ପ୍ରତିଶୃତି ଦେଇ ଦୁର୍ଷ୍କମ କରିବା ଓ ପରବର୍ତ୍ତୀ ସମୟରେ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ସହ ଖାଦ୍ୟରେ ବିଷ ଦେଇ ହତ୍ୟା ଉଦ୍ୟମ କରିବା ଭଳି ହିଞ୍ଜିଳି ଥାନାରେ ସଙ୍ଗୀନ ଅଭିଯୋଗ ହୋଇଛି। ପ୍ରତାରଣାର ଶିକାର ହେବା ପରେ!-->…
ନକଲି ଟ୍ରାଞ୍ଜିଟ ପାସରେ ଚୋରା ବାଲି ଚାଲାଣ : ୫୦ ହଜାର ଜୋରିମାନା
ହିଞ୍ଜିଳିକାଟୁ : ଗତ କିଛି ଦିନ ଧରି ହିଞ୍ଜିଳି ଥାନା ଅଞ୍ଚଳର ଋଷିକୁଲ୍ୟା ଓ ଘୋଡାହଡ ନଦୀ ପଠାର ବିଭିନ୍ନ ସ୍ଥାନରୁ ବେଧଡକ ଭାବେ ଚୋରା ବାଲି ଲୁଟ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାୟତଃ ରାତ୍ରୀ ୧୦ ଟା ପରେ ଆରମ୍ଭ ହୋଇ ଭୋର ସମୟ ପର୍ଯ୍ୟନ୍ତ ଚୋରା ଚାଲାଣର କାରବାର ହୁଏ। ଦୈନିକ ରାତିରେ ହଜାର!-->…
ରାୟଗଡ଼ା ଶ୍ରୀ ସତ୍ୟ ସାଇ ଭ୍ରାମ୍ୟମାଣ ଚିକିତ୍ସାଳୟ ପକ୍ଷରୁ ସମ୍ପୂର୍ଣ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର
ରାୟଗଡ଼ା : ରାୟଗଡ଼ା ଶ୍ରୀ ସତ୍ୟ ସାଇ ଭ୍ରାମ୍ୟମାଣ ଚିକିତ୍ସାଳୟ ପକ୍ଷରୁ ଜେ କେ ପୁର ସାଇ ସମିଥି ଆନୁକୂଲ୍ୟରେ କୋଲନାରା ବ୍ଲକ ଅନ୍ତର୍ଗତ ଦୁନ୍ଦୁଲି ଗ୍ରାମ ପଞ୍ଚାୟତ ଠାରେ ସମ୍ପୂର୍ଣ ନିଃଶୁଳ୍କ ତଥା ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ସମୁଦାୟ ୨୦୬ ଗରୀବ ରୋଗୀ!-->…
ଆଦିତ୍ୟ ଆଲୁମିନା ରିଫାଇନାରୀର ଆପାରେଲ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ରାୟଗଡ଼ା : ରାୟଗଡ଼ା ଜିଲ୍ଲାର କାଶିପୁର ଅନ୍ତର୍ଭୁକ୍ତ ବିକାଶ ଏବଂ ମହିଳା ସଶନ୍ତୀକରଣ କୁ ପ୍ରୋତ୍ସାହିତ କରିବା ଦିଗରେ ଏକ ଗୁରୁତ୍ବପୂର୍ଣ ପଦକ୍ଷେପ ସ୍ବରୂପ ଆଦିତ୍ୟ ଆଲୁମିନା ରିଫାଇନାରୀ, କଂସାରୀଗୁଡା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍, ଆଦିତ୍ୟ ବିର୍ଲା ଗ୍ରୁପ୍ ର ଏକ ଏକ!-->!-->!-->…
ସ୍ବର୍ଗତ ଜଗନ୍ନାଥ ଦାସଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ ପାଳିତ
ବ୍ରହ୍ମପୁର, ୨୭/୦୪ -ସ୍ଥାନୀୟ ନୂଆ ବାରକ୍ସ ସାହି ସ୍ଥିତ ବାସଭବନରେ ୨୭. ୦୪. ୨୦୨୫ ତାରିଖ (ରବିବାର ଦିନ) ବରିଷ୍ଠ ଫାର୍ମାସିଷ୍ଟ ସ୍ବର୍ଗତ ଜଗନ୍ନାଥ ଦାସଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ ଏବଂ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ଏ ଅବସରରେ ସ୍ବର୍ଗତ ଦାସଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ସହ!-->…