Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ଛତ୍ରପୁରରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ
ହସ୍ତଗତ ହେଲା ୧୯୫ ଟି ବ୍ୟକ୍ତିଗତ, ୧୬ ଟି ସାମୁହିକ ଅଭିଯୋଗ
ଛତ୍ରପୁର : ଆଜି ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକ ଗଞ୍ଜାମଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଜିଲ୍ଲା ସଦର ମହକୁମା ଛତ୍ରପୁରସ୍ଥ ଜଉଗଡ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଓ୍ବି!-->!-->!-->!-->!-->!-->!-->…
ପଡିଆ ବ୍ଲକରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ପଡିଆ ବ୍ଲକର ଆଠଗୋଟି ପଞ୍ଚାୟତରୁ ମୋଟ ୪୪ ଟି ଅଭିଯୋଗର ଶୁଣାଣୀ କରାଯାଇଥିବା ଜଣାପଡିଛି। ପଡିଆ!-->…
୪ରୁ ଆରମ୍ଭ ହେବ ରାଜ୍ୟସ୍ତରୀୟ ଫୁଟବଲ ଚମ୍ପିୟାନସିପ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ଆୟୋଜନ ହେବ, ଏ ନେଇ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଯାଇଛି | ଚଳିତ ମାସ ଫେବୃଆରୀ ୪ ତାରିଖ ରୁ ୧୧ ତାରିଖ ପର୍ଯ୍ୟନ୍ତ ଉପଖଣ୍ଡ କ୍ରୀଡା ସଂଘ!-->…
ରାଜସୁନାଖଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ କାୟାକଳ୍ପ ଟିମର ପରିଦର୍ଶନ
ଅବ୍ୟବସ୍ଥା ଘେରରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର
ନୟାଗଡ଼ (ନିସର୍ତ୍ତ) : କେନ୍ଦ୍ର ଓ ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଜନସାଧାରଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାପାଇଁ ଉନ୍ନତ ମାନର ଚିକିତ୍ସା ଓ ସ୍ବଚ୍ଛତା ଉପରେ ଗୁରୁତ୍ବ ଦେଉଛନ୍ତି!-->!-->!-->…
ସ୍ୱାଭିମାନ ଅଞ୍ଚଳରେ ଶିକ୍ଷାର ମହାକୁମ୍ଭ: ପଣସପୁଟ ପିଏମ ଶ୍ରୀ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଚିତ୍ରକୋଣ୍ଡା (ମାଲକାନଗିରି) : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ୱାଭିମାନ ଅଞ୍ଚଳର ପଣସପୁଟ ପିଏମ ଶ୍ରୀ ଏସ.ଏସ.ଡି (SSD) ବିଦ୍ୟାଳୟର ବାର୍ଷିକ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନା ସହ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପ୍ରମୋଦ କୁମାର!-->!-->!-->…
ରାଜସୁନାଖଳା ପରିବାମାର୍କେଟଠାରେ ଘଟିଛି ସିରିଜ ଦୁର୍ଘଟଣା
ନୟାଗଡ଼,୧/୦୨(ନିସର୍ତ୍ତ) : ଘନ କୁହୁଡି ଜନ ଜୀବନକୁ ଅସ୍ତଵ୍ୟସ୍ତ କରୁଥିବା ବେଳେ ବିଭିନ୍ନ ସ୍ଥାନରେ ଗାଡ଼ି କୁ ଗାଡ଼ି ଧକା ହେଇ ଅନେକ ଧନ ଜୀବନ ନଷ୍ଟ କରୁଥିବାର ଦେଖିବାକୁ ମିଳିଛି। ଘନ କୁହୁଡି ଯୋଗୁଁ ରାଜସୁନାଖଳା ଦୂର୍ଗା ବଜାର ସ୍ଥିତ ପରିବା ମାର୍କେଟ ଠାରେ ଏକ ସିରିଜ ଦୁର୍ଘଟଣା ଘଟିଛି।!-->…
ବେଲଘର ହାତୀ ମୃତ୍ୟୁ ଘଟଣାରେ ଡ୍ରାଇଭର ଓ ଶିକାରୀ ଗିରଫ
ବାଲିଗୁଡ଼ା : ବହୁ ଚର୍ଚ୍ଚିତ କନ୍ଧମାଳ ଜିଲ୍ଲା ବେଲଘର ହାତୀ ମୃତ୍ୟୁ ଘଟଣାରେ ଆଉ ୨ ଜଣ ଗିରଫ । ଜେସିବି ଡ୍ରାଇଭର ପ୍ରଶାନ୍ତ ସାହୁ ଓ ଝିରିପାଣି ଗ୍ରାମର ଶିକାରୀ ଜୟମଙ୍ଗଳ ପାତ୍ରକୁ ଗିରଫ କରିଛି ବନ ବିଭାଗ । ଜୟମଙ୍ଗଳ ଘରୁ ତାର ଓ ଗୋଟିଏ ଦେଶୀ ବନ୍ଧୁକ ଜବତ ହୋଇଥିବା ଜଣାପଡ଼ିଛି । ବେଲଘର!-->…
ବରିଷ୍ଠ ନାଗରିକଙ୍କ ତୀର୍ଥ ଯାତ୍ରା : କୋଣାର୍କ–ପୁରୀ ଦର୍ଶନରେ ଆନନ୍ଦ ଓ ଆତ୍ମିକ ସନ୍ତୋଷ ଲାଭ କଲେ ୨୨ ଜଣ…
ନୟାଗଡ଼,୧/୦୨, (ନିସର୍ତ୍ତ) : ନୟାଗଡ଼ ଜିଲ୍ଲା ରଣପୁର ବ୍ଳକ୍ ର ଝାଡପଡ଼ା ସ୍ଥିତ ବରିଷ୍ଠ ନାଗରିକ କଲ୍ୟାଣ ପରିଷଦ ସଭାପତି ଶିକ୍ଷାବିତ୍ ଭାସ୍କର ଚନ୍ଦ୍ର ପ୍ରଧାନଙ୍କ ଆୟୋଜନରେ ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ୨୨ ଜଣ ବୃଦ୍ଧ-ବୃଦ୍ଧା ଏକ ସଫଳ ଓ ସ୍ମରଣୀୟ ତୀର୍ଥ ଯାତ୍ରାରେ ସାମିଲ ହୋଇଥିଲେ। ଏହି!-->…
ଶ୍ରୀଶ୍ରୀଠାକୁର ଅନୁକୂଳ ଚନ୍ଦ୍ରଙ୍କର ୧୩୮ତମ ଜନ୍ମ ମହାମହୋତ୍ସବ ପାଳିତ
ବାଲିଗୁଡ଼ା, ତା, ୦୧/୦୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସତସଙ୍ଗ କେନ୍ଦ୍ର ପରିସରରେ ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୂଳଚଦ୍ର ଙ୍କର ୧୩୮ତମ ଜନ୍ମ ମହା ମହୋତ୍ସବ ରବିବାର ସାରା ଦିବସ ବ୍ୟାପି ବିଭିନ୍ନ ମାଙ୍ଗଳିକ କାର୍ଯ୍ୟକ୍ରମ ସହ ପାଳିତ ହେଇଯାଇଛି। ଏହି ଅବସରରେ ବ୍ରହ୍ମ!-->…
ମା’ ପାଟଖଣ୍ଡା ମନ୍ଦିରର ଦାନ ହୁଣ୍ଡିର ୫୪,୩୦୦ ବାହାରିଲା
ବାଲିଗୁଡା, ତା, ୦୧/୦୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳ ର ଅଧିଷ୍ଠାତ୍ରୀ ଦେବୀ ଶ୍ରୀଶ୍ରୀଶ୍ରୀ ମା' ପାଟଖଣ୍ଡା ଙ୍କ ମନ୍ଦିର ର ଭିତରେ ଓ ବାହାରେ ଥିବା ହୁଣ୍ଡି କୁ ରବିବାର ସନ୍ଧ୍ୟା ରେ କମିଟି ର ସଭାପତି ସନ୍ୟାସୀ ପାତ୍ର, ସମ୍ପାଦକ କେ. ସୁଶାନ୍ତ କୁମାର ପାତ୍ର ଓ କୋଷାଧ୍ୟକ୍ଷ ମହେଶ୍ୱର!-->…