Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘର ଆସନ୍ତା କାଲି ଠାରୁ କଳା ବ୍ଯାଜ ପରିଧାନ କରିବାକୁ…
ଫୁଲବାଣୀ :- ୧୩/୧୧ କନ୍ଧମାଳ ଜିଲ୍ଲାର ସଦର ମହକୁମା ସ୍ଥିତ ମୋହନ ଦାସ କରମଚାନ୍ଦ ସଂସ୍କୃତିକ ପରିଷଦ କକ୍ଷରେ କନ୍ଧମାଳ ଜିଲ୍ଲାର ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘର ସଭାପତି ପୂର୍ଣ୍ଣ ଚନ୍ଦ୍ର ମିଶ୍ର ଙ୍କ ସଭାପତିତ୍ବରେ ବ୍ଲକ ସାଙ୍ଗଠନିକ ସମ୍ପାଦକ ଓ ଜିଲ୍ଲା କର୍ମକର୍ତାଙ୍କ!-->…
ଖାତିଗୁଡାରେ ବ୍ୟାପୁଛି ଝାଡା ବାନ୍ତି : ତେନ୍ତୁଳିଖୁଣ୍ଟି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଚାଲିଛି ଚିକିତ୍ସା …
ତେନ୍ତୁଳିଖୁଣ୍ଟି : ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ର ଖାତିଗୁଡା ପ୍ରକଳ୍ପ ଡାକ୍ତରଖାନା ଅଞ୍ଚଳର ପନ୍ଦର ରୁ ଉର୍ଦ୍ଧ୍ଵ ଝାଡା ବାନ୍ତି ର ଶିକାର ହୋଇ ପ୍ରକଳ୍ପ ଡାକ୍ତରଖାନା ରେ ପ୍ରାଥମିକ ଚିକିତ୍ସା ପରେ ତେନ୍ତୁଳିଖୁଣ୍ଟି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର କୁ ନିରନ୍ତର ଚିକିତ୍ସା!-->…
ହିଲପାଟନା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ “ମୋ ସ୍କୁଲ ଶ୍ରେଷ୍ଠ ସ୍କୁଲ”କାର୍ଯ୍ୟକ୍ରମ…
ବ୍ରହ୍ମପୁର : ହିଲପାଟନା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅଧ୍ୟୟନରତ ପୂର୍ବତନ ଛାତ୍ରଛାତ୍ରୀଙ୍କ ପକ୍ଷରୁ 'ମୋ ସ୍କୁଲ ଶ୍ରେଷ୍ଠ ସ୍କୁଲ'କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ମୋ ସ୍କୁଲ ସଭାପତି ଅଶ୍ୱିନୀ ପଟ୍ଟନାୟକ ଙ୍କ ପୋୖରହିତ୍ୟି ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ପୂର୍ବତନ ବିଦ୍ୟାଳୟ!-->…
୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଫୁଲବାଣୀ ଠାରେ ଅନୁଷ୍ଠିତ
ଫୁଲବାଣୀ (୧୨/୧୧) : କନ୍ଧମାଳ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଜିଲ୍ଲା ଦୌରା ଜଜଙ୍କ ଅଦାଲତରେ ଆଜି ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଜଜ୍-ତଥା-ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶୀତକଣ୍ଠ ସାମଲଙ୍କ ଠାରୁ ପ୍ରାପ୍ତ ତଥ୍ୟଅନୁଶାରେ ୩ ଟି ଅର୍ଥ!-->…
ଟିକାବାଲି ଏଏମସିଏସ ମହାବିଦ୍ୟାଳୟ ପରିଦର୍ଶନ କଲେ ସ୍ୱତନ୍ତ୍ର ସଚିବ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଟିକାବାଲି ଏଏମସିଏସ ମହାବିଦ୍ୟାଳୟ ଟିକାବାଲି କୁ ଉଚ୍ଚ ଶିକ୍ଷା ବିଭାଗରୁ ତରଫରୁ ସ୍ୱତନ୍ତ୍ର ସଚିବ ଆଜି ପରିଦର୍ଶନ କରିଥିଲେ lମହାବିଦ୍ୟାଳୟର ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତି ଏବଂ ପ୍ରଫେସର ଆଧ୍ୟାପକ ବନମାଳୀ ବେହେରା, ସମସ୍ତ ଆଧ୍ୟାପକ ସ୍ୱତନ୍ତ୍ର ସଚିବଙ୍କୁ!-->…
ଆଗକୁ ଆସୁଛି ପ୍ରଥମାଷ୍ଟମୀ : ହଳଦୀପତ୍ରର ଚାହିଦା ବଢୁଛି, ମିଳୁନି ସଠିକ୍ ଦର
ଦାରିଙ୍ଗବାଡି : ଚଳିତ ମାସ ୧୬ ତାରିଖ ବୁଧବାର ଦିନ ପାଳନ ହେବ ପ୍ରଥମାଷ୍ଟମୀ। ଏହି ପର୍ବ ଓଡ଼ିଶାରେ ବଡ ଧୂମଧାମରେ ପାଳନ ହେଉଥିବା ବେଳେ ବିଶେଷ କରି ବ୍ରହ୍ମପୁର,ଭୁବନେଶ୍ୱର, କଟକ, ବାଲେଶ୍ୱର ସମେତ ବିଭିନ୍ନ ଜିଲାରେ ପାଳନ କରାଯାଉଛି। ତେବେ ସମଗ୍ର କନ୍ଧମାଳ ଜିଲ୍ଲାରେ ଏହି ପର୍ବ ପାଳନ!-->…
ରାଷ୍ଟ୍ରପତିଙ୍କ ପ୍ରତି ଅଶ୍ଳୀଳ, ଅଭଦ୍ର ଓ ଆଇନ ବିରୋଧ ମନ୍ତବ୍ୟ ଦେଇଥିବା ପଶ୍ଚିମବଙ୍ଗର ମନ୍ତ୍ରୀଙ୍କ ବିରୋଧରେ ଦୃଢ଼…
ବ୍ରହ୍ମପୁର : ମହାମହିମ ରାଷ୍ଟ୍ରପତି ତଥା ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅଶ୍ଳୀଳ, ଅଭଦ୍ର ଓ ଆଇନ ବିରୋଧ ମନ୍ତବ୍ୟ ଦେଇଥବା ପଶ୍ଚିମବଙ୍ଗର ମନ୍ତ୍ରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦାବୀରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ବଡ଼ବଜାର ଥାନାରେ ଏକ ଲିଖିତ ଅଭିଯୋଗ!-->…
ବାଲିଗୁଡାରେ ପ୍ରଥମ ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ
ବାଲିଗୁଡା : କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ସହର ରେ ଅନୁଷ୍ଠିତ ହେବ ପ୍ରଥମ ଥର ପାଇଁ ରାଜ୍ୟ ସ୍ତରୀୟ ଲୋକ ମହୋତ୍ସବ, ଚଳିତ ବର୍ଷ ଡିସେମ୍ବର ତା,୧୭,୧୮,୧୯ ରିଖ ତିନି ଦିନ ଧରି ହେବାକୁ ଥିବା ବିଶିଷ୍ଟ ଲୋକନୃତ୍ୟ ଗୁରୁ ଟଲ ଦଳବେହେରା ସ୍ମାରକୀ l ବୀଣାକାର ଦଣ୍ଡନାଟ ଏବଂ ଗୀତିନାଟ୍ୟ!-->…
ଲୋକ କଳା ହିଁ ଆମ ଅସ୍ମିତାର ପରିଚାୟକ : ବରିଷ୍ଠ କଳାକାର ସଂଘ
ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘ" ପକ୍ଷରୁ ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘର ପ୍ରତିଷ୍ଠା ଦିବସ ପାଳନ ପରିପ୍ରେକ୍ଷୀରେ ଦୁଇ ଦିନିଆ ଲୋକ କଳା ମହୋତ୍ସବ "ଆମ ଅସ୍ମିତା :ଆମ ଲୋକକଳା" କାର୍ଯ୍ୟକ୍ରମ ସ୍ଥାନୀୟ ପ୍ରକାଶମ୍ ହଲ୍ ଠାରେ!-->…
ସ୍ୱାସ୍ଥ୍ୟ ଚିକିତ୍ସା ଏବଂ ରକ୍ତଦାନ ଶିବିର
ବ୍ରହ୍ମପୁର : ହିିଲପାଟଣା ସିଦ୍ଧି ବିନାୟକ ମନ୍ଦିର ପରିଚାଳନା କମିଟି ଏବଂ ଗରଜି ସ୍ୱେଚ୍ଛାସେବୀ ସଂଗଠନର ମିଳିତ ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ଚିକିତ୍ସା ଏବଂ ରକ୍ତ ଦାନ ଶିବିର ମନ୍ଦିର କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅତିଥି ଭାବେ ବ୍ରହ୍ମପୁର ମହାନଗର ନିଗମ ଡ଼େପୁଟି କମିଶନର!-->…