Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ଓଡ଼ଗାଁ ବ୍ଲକରେ ନୂତନ ବିଡ଼ିଓଙ୍କ ଯୋଗଦାନ…
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକରେ ନୂତନ ଭାବରେ ଯୋଗଦାନ କଲେ ବିଡ଼ିଓ ପ୍ରୀତିବାଳା ରଣା ।ଓଡ଼ଗାଁ ବ୍ଲକ କାର୍ଯ୍ୟାଳୟ ଠାରେ ଦାୟିତ୍ୱରେ ଥିବା ବିଡ଼ିଓ ଜିତେନ୍ଦ୍ର କୁମାର ନାୟକ ନୂତନ ବିଡ଼ିଓଙ୍କୁ ଦାୟିତ୍ଵ ହସ୍ତାନ୍ତର କରିଥିଲେ।ଏହି ଅବସରରେ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ,!-->…
ଦୁର୍ନୀତି ର ପାଠ ଶାଳା ବ୍ରହ୍ମପୁର ମହାନଗର ନିଗମ : ସ୍ୱତନ୍ତ୍ର ଅଡିଟ ପାଇଁ ହେଉଛି ଦାବୀ…
ବିଭିନ୍ନ କାର୍ଯ୍ୟରେ ଅନିୟମିତତା ଯେଉଁଠି ହାତ ମାରିବ ସେଠାରୁ ପାଇବା ଦୁର୍ନୀତି ର ଗନ୍ଧ..
ବ୍ରହ୍ମପୁର ଟ୍ରାଫିକ ସମସ୍ୟା ସୃଷ୍ଟି କରୁଛି ବି ଏମ ସି ଟଙ୍କା ଦିଅ ପସରା ମେଲ ନୀତି..ବ୍ରହ୍ମପୁର:ବ୍ରହ୍ମପୁର ମହାନଗର ନିଗମ ରେ ପାଦ ପାଦ ରେ ଦୁର୍ନୀତି ଦେଖିବାକୁ ମିଳୁଛି। ବିନା ମାଷ୍ଟର!-->!-->!-->!-->!-->…
ଆଦିବାସୀ ମହାବିଦ୍ୟାଳୟରେ ବିଶ୍ବ ଏଡ଼ସ ଦିବସ ପାଳିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ଯୁବ ରେଡକ୍ରସ୍ ଶାଖା ଆନୁକୂଲ୍ଯରେ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି l ଏଥିରେ ମୁଖ୍ଯ ଅତିଥି ଭାବେ ଡାକ୍ତର ଲିପୁନ କୁମାର ମଲ୍ଲିକ ସମ୍ମାନିତ ଅତିଥି ଭାବେ ଅଧ୍ଯକ୍ଷ ଲକ୍ଷ୍ମଣ ପାଳ, ଶ୍ରମତୀ ଗୀତାଞ୍ଜଳି ପଣ୍ଡା,!-->…
କୁଡୁତୁଲି ପଞ୍ଚାୟତରେ ପୋଡ଼ାଗଲା ୪୭ ଏକର ଗଞ୍ଜେଇ ଗଛ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ପୁଲିସ ଓ ବାଲିଗୁଡା ଅବକାରୀ ବିଭାଗର ମିଳିତ ଚଢ଼ଉ କରି ୪୭ ଏକର ଗଞ୍ଜେଇ ଗଛ କୁ ପୋଡ଼ି ନଷ୍ଟ କରିଛି । ପ୍ରକାଶ ଯେ, କ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତ ଡକାର ଗାଁ, ବୁଡ଼ାବାଲି ଜଙ୍ଗଲରେ ବେଆଇନ ଭାବେ ଚାଷ!-->…
ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଶୀତବସ୍ତ୍ର ପୋଡ଼ି ପାଉଁଶ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ବ୍ଲକ୍ ଅର୍ନ୍ତଗତ ଗୁଞ୍ଜିବାଡ଼ି ପଞ୍ଚାୟତର ଲକେବାଡ଼ି ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁର ଆଁରେ ଲକ୍ଷାଧିକ ଟଙ୍କାର ଶୀତବସ୍ତ୍ର ଜଳିପୋଡ଼ି ପାଉଁଶ ହୋଇ ଯାଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ କିଛି ବୁଲା ବ୍ୟବସାୟୀ!-->…
ରାସ୍ତା ପାର୍ଶ୍ବରୁ ଅଜଗର ସାପ ଉଦ୍ଧାର
ବ୍ରହ୍ମପୁର : ଆଜି ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ବନଖଣ୍ଡ ଅନ୍ତର୍ଗତ ଆମ୍ବଗଡ଼ ମୁଖ୍ୟ ରାସ୍ତା ପାଶ୍ୱ ରୁ ରାସ୍ତା ଅତିକ୍ରମ ସମୟରେ ଏକ ଅଜଗର ସାପ ଉଦ୍ଧାର ହୋଇଛି l ଯାତାୟାତ କରୁଥିବା ଲୋକ ସାପ ଥିବା ଖବର ଆଞ୍ଚଳିକ ବିକାଶ ପରିଷଦର ସଭାପତି ସାଗର କୁମାର ପାତ୍ରଙ୍କୁ ଜଣାଇ ଥିଲେ,ସେ ସର୍ପ!-->…
ମା କାଉଁରୀ ଦେବୀଙ୍କ ନୂତନ ମନ୍ଦିର ପାଇଁ ପଡିଲା ଶୁଭ
ନୟାଗଡ଼, ୧/୧୨, (ନିସର୍ତ୍ତ) : ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍ ରାଜସୁନାଖଳା ପଂଚାୟତ ଅନ୍ତର୍ଗତ ବଢ଼େଇ ସାହିରେ ଥିବା ଗ୍ରାମର ଗ୍ରାମାଦେବୀ ମା କାଉଁରୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭ ଦିଆଗଲା । ରାଜ ସୁନାଖଳାର ବିଶିଷ୍ଟ ପଣ୍ଡିତ ପଦ୍ମନାଭ ଦାସ ମନ୍ତ୍ରପାଠ କରିଥିଲେ । ପଂଚାୟତର ଯୁବ!-->…
ଲମତାପୁଟ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ !
କୋରାପୁଟ : କୋରାପୁଟ ଜ଼ିଲ୍ଲା ଲମତାପୁଟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସର ମଧ୍ୟରେ ଜ଼ିଲ୍ଲା ପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମଜାଜନ ,ଉପ -ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର!-->!-->!-->…
ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ 2025ର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଶ୍ରୀଲଙ୍କାର କଲମ୍ବୋ ଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପ୍ ରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ ନେପାଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି।
ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ- ବାଲେଶ୍ୱରର ଫୁଲ ସୋରେନ,!-->!-->!-->…
ବେଆଇନ ମାଙ୍କଡ଼ା ପଥର ଚୋରା ଚାଲାଣ, ଓଡ଼ଗାଁ ପୋଲିସ ଦ୍ବାରା ୪୦୭ ଟ୍ରକ୍ ସହିତ ମାଲିକ ଓ ଚାଳକ ଅଟକ
ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ପୋଲିସ ପାଟ୍ରୋଲିଙ୍ଗ କରୁଥିବା ସମୟରେ ବେଆଇନ ଖଣିଜ ମାଙ୍କଡ଼ା ପଥର ଚୋରା ଚାଲାଣ ହେଉଥିବା ବେଳେ ୪୦୭ ଟ୍ରକ୍ ସହିତ ମାଲିକ ଓ ଚାଳକ କୁ ଅଟକ ରଖାଯାଇଛି। ଚାଳକ ଜଣକ କୋମଣ୍ଡ ମଶାଣି ସହିତ ବଳରାମ ନାୟକ(୩୯) ଏବଂ ଗାଡ଼ି ମାଲିକ କୋମଣ୍ଡ ମକରପଦା ର!-->…