Browsing Category

ଆଞ୍ଚଳିକ

ଦାରିଙ୍ଗବାଡ଼ି ବିଡ଼ିଓଙ୍କ ବ୍ରାହ୍ମଣୀଗାଁ ଗସ୍ତ

ଦାରିଙ୍ଗବାଡ଼ି (୨୬/୮): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବିଡିଓ ଗଦାଧର ପାତ୍ର ଆଜି ବ୍ରାହ୍ମଣୀଗାଁ ଗସ୍ତରେ ଆସି ବ୍ରାହ୍ମଣୀଗାଁ ସ୍ଥିତ ପୁରାତନ ପ୍ରକଳ୍ପ ଉଛ ପ୍ରାଥମିକ ବିଦ୍ୟାଳୟର ମୋସ୍କୁଲ ଅଭିଯାନ କମିଟି ସଭ୍ୟ ସଭ୍ୟା ଓ ଏସଏମସି ସଦସ୍ୟଙ୍କ ସହିତ ୧୦୪ବର୍ଷର ପୁରାତନ ବିଦ୍ୟାଳୟର…

ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘ ପକ୍ଷରୁ ଶୋକସଭା

ବ୍ରହ୍ମପୁର, ତା. ୨୬/୦୮ : କଳା ଓ କଳାକାର ହିତୈଷୀ ମହାମଞ୍ଚ "ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘ " ପକ୍ଷରୁ ସୁନାମଧନ୍ୟ ଗ୍ରାମୀଣ ନାଟ୍ୟ ନିର୍ଦ୍ଦେଶକ ଭ୍ରମରବର ପରମାଣିକ ଏବଂ ବର୍ଷୀୟାନ ନାଟ୍ୟ ଗୁରୁ ଉଦୟନାଥ ମହାରଣାଙ୍କ ଶତାୟୁ ମାତା ଶ୍ରୀମତୀ କାଞ୍ଚନ ଦେବୀଙ୍କ ବିୟୋଗରେ ବ୍ରହ୍ମପୁର…

ଦିବ°ଗତ ବିପିଏମ୍ √ ହର ପ୍ରସାଦ ତାରିଣୀଙ୍କ ସ୍ମୃତିରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ରକ୍ତଦାନ ଶିବିର…

ମାଲକାନଗିରି : କୁଡୁମୁଲୁଗୁମ୍ମା ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ଅବସରରେ ଚିତ୍ରକୋଣ୍ଡା ମାନ୍ୟବର ବିଧାୟକ ପୁର୍ଣ୍ଣ ଚନ୍ଦ୍ର ବାକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲା ବେଳେ ଅନ୍ୟ ମାନଙ୍କ ମଧ୍ୟରେ କୁଡୁମୁଲୁଗୁମ୍ମା…

ଗଞ୍ଜାମ ଜିଲ୍ଲାସ୍ତରୀୟ ପେନସନ ଅଦାଲତ ଅନୁଷ୍ଠିତ…

ଛତ୍ରପୁର : ଗଞ୍ଜାମ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଓ ପ୍ରଧାନ ମହାଲେଖାକାର(ଏ. ଜି ) ସହଯୋଗରେ 25 ଓ 26 ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ଜିଲ୍ଲାସ୍ତରୀୟ ପେନସନ ଅଦାଲତ ଆଜି ଛତ୍ରପୁରସ୍ଥିତ "ଋଷିକୂଲ୍ୟା" ସମ୍ମିଳନୀ କକ୍ଷ ଠାରେ ଉଦଯାପିତ ହୋଇଯାଇଛି l ବରିଷ୍ଠ ଉପ ମହାଲେଖାକାର ଶ୍ରୀରାଜ…

ଅନ୍ତର୍ନିବେଶୀ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଦୁବଗଡ଼ କ୍ଲଷ୍ଟର ତାଲିମ ଗୃହରେ ସମଗ୍ର ଶିକ୍ଷା ଆନୁକୂଲ୍ୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପିତାମାତା ବିଦ୍ୟାଳୟ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଅନ୍ତର୍ନିବେଶି ଶିକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଫୁଲବାଣୀ ବ୍ଲକ…

ଦୁଇ ବେଆଇନ ଗଞ୍ଜେଇ ଚାଲାଣକାରି ଗିରଫ ଓ କୋର୍ଟ ଚାଲାଣ

ଦାରିଙ୍ଗବାଡ଼ି (୨୫/୮) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପକ୍ଷରୁ ଆଜି ଦୁଇଜଣ ବେଆଇନ ଗଞ୍ଜେଇ ଚାଲାଣ କାରିକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ କୌଶିକ ମାଝୀ ସୂଚନା ଦେଇଛନ୍ତି । କୌଣସି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଶ୍ରାନିକେତା ଓ ଦାରିଙ୍ଗବାଡ଼ି ମଧ୍ୟରେ ଥିବା…

ଜିଲ୍ଲାରେ ନିର୍ମାଣ ଧୀନ ସେତୁଗୁଡିକର କାର୍ଯ୍ୟ ଯଥାଶୀଘ୍ର ଶେଷ କର – ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ

ଛତ୍ରପୁର(୨୫/୦୮) : ବ୍ରହ୍ମପୁର ସ୍ଥିତ ଗ୍ରାମ୍ୟ ନିର୍ମାଣ ମଣ୍ଡଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗ,ପ୍ରମୁଖ ଶାସନ ସଚିବ, ସଞ୍ଜୟ କୁମାର ସିଂ ଙ୍କ ଦ୍ଵାରା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ…

ମା ତାରାତାରିଣୀ ମନ୍ଦିର ସୁରକ୍ଷା ପାଚେରୀ ଓ ଋଷିକୁଲ୍ୟା ନଦୀର ନିର୍ମାଣଧୀନ କାର୍ଯ୍ୟ ସମୀକ୍ଷା ସହ ପରିଦର୍ଶନ କଲେ…

ଛତ୍ରପୁର (୨୫/୦୮) : ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା ତାରାତାରିଣୀ ମନ୍ଦିର ସୁରକ୍ଷା ନିମନ୍ତେ ଗ୍ରାମୀଣ ଉନ୍ନୟନ ବିଭାଗ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ମନ୍ଦିର ପାର୍ଶ୍ଵ ସୁରକ୍ଷା ପାଚେରୀର କାର୍ଯ୍ୟର ଅଗ୍ରଗତି ରାଜ୍ୟ ଗ୍ରାମୀଣ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ତଥା ସୂଚନା ଓ…

ଡାକପାଲା ଡ୍ୟାମରେ ଭାସି ଯାଇଥିବା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

ଫୁଲବାଣୀ : ଗତକାଲିର ପ୍ରବଳ ବର୍ଷାରେ ଫୁଲବାଣୀ ସହରରେ ଥିବା ଡାକପାଲା ପୋଲ ଉପରେ ତିନି ଫୁଟ ପାଣି ବହୁଥିଲା। ଅସାବଧାନତା ଯୋଗୁଁ ଜଣେ ବାଇକ୍ ଆରୋହୀ ଭାସିଯାଇଥିଲେ। ତୁରନ୍ତ ଅଗ୍ନିଶମ ବିଭାଗ ଏବଂ ଟିମ୍ ହ୍ୟୁମାନିଟି କନ୍ଧମାଳ ସଦସ୍ୟ ଉକ୍ତ ବ୍ୟକ୍ତିଙ୍କୁ ଖୋଜିବାକୁ ଆରମ୍ଭ କରିଥିଲେ। କିନ୍ତୁ…