Browsing Category

ଆଞ୍ଚଳିକ

୧୫୦ ଗୋଟି କଇଁଛ ଜବତ, ଘଟଣା ସ୍ଥଳରୁ ବେପାରୀ ଫେରାର

ମାଲକାନଗିରି : ମାଲକାନଗିରି ଦୁଇ ଦିନ ତଳେ କାଲିମେଳା ବନ ବିଭାଗ ପରେ ଫୁଣି ଏବେ MV 79 ବନ ବିଭାଗ କୁ ଏକ ବଡ ସଫଳତା ।କୌଣସି ସୂତ୍ରରୁ ଖବର ପାଇଁ  MV 79 ବନଅଧିକାରୀ ରଶ୍ମିରଞ୍ଜନ ସ୍ବାଇଁ ଏବଂ ତାଙ୍କ ଏକ7 ଜଣିଆ ଟିମ କରି MV 114 ଗ୍ରାମରେ  ଗତ କାଲି ରାତିରେ ଚଢ଼ାଉ କରିଥିଲେ । ନିଛାଟିଆ…

କିଟ୍‍ ପକ୍ଷରୁ କନ୍ଧମାଳରେ ଜନଜାତି କିଶୋରୀ କଲ୍ୟାଣ କାର୍ଯ୍ୟକ୍ରମ

ଫୁଲବାଣୀ : କନ୍ଧମାଳ ଜିଲ୍ଲାରେ ବାଳିକାଙ୍କ କଲ୍ୟାଣ ନିମନ୍ତେ ଏକ ପ୍ରକଳ୍ପ ଆରମ୍ଭ ହୋଇଛି । କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ ଆନୁକୂଲ୍ୟରେ ଆରମ୍ଭ କରାଯାଇଥିବା ଏହି କାର୍ଯ୍ୟକ୍ରମରେ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‍ଘାଟନ କରିଥିଲେ । ସ୍ଥାନୀୟ…

ସ୍ଵସ୍ତି ସାହିତ୍ୟ ସଂସଦ ଆୟୋଜିତ ଆଭାସୀ କାର୍ଯ୍ୟକ୍ରମ

ରାଉରକେଲା : ସ୍ଵସ୍ତି ସାହିତ୍ୟ ସଂସଦ ଦ୍ବାରା ଆୟୋଜିତ ଆଭାସୀ ସାରସ୍ୱତ କାର୍ଯ୍ୟକ୍ରମ ସୋମବାର ଓ ମଙ୍ଗଳବାର ଦୁଇ ଦିନ ଧରି ସଂନ୍ଧ୍ୟା ୭.୩୫ମିନିଟ ସମୟରେ ସଭାପତି ମହେନ୍ଦ୍ର କୁମାର ପଟ୍ଟନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇ ଯାଇଛି।ଶୀର୍ଷକ ଆଲୋଚନା "ମୋ ଦୃଷ୍ଟିରେ ଵର୍ଷା…

ନାବାଳିକା ଦୁଷ୍କର୍ମ ଉଦ୍ୟମ ମାମଲାରେ ଅଭିଯୁକ୍ତକୁ ୩ ବର୍ଷ ଜେଲ ୫୦ ହଜାର ଜରିମାନା

ଫୁଲବାଣୀ : ଫୁଲବାଣୀ ସ୍ଵତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ତଥା ଜିଲ୍ଲା ଅତିରିକ୍ତ ଜିଲ୍ଲା ଜଜ୍‌ ଭାସ୍କର ଚନ୍ଦ୍ର ସାହୁ ଏକ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ବିଚାର କରି ଘଟଣାର ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ପୀଡ଼ିତାଙ୍କ ବୟାନ ଆଧାରରେ ମାମଲାର ଅଭିଯୁକ୍ତ ପ୍ରଦୀପ କୁମାର…

ବୁଡାଗୁଡ଼ା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଓ ଫାର୍ମାସିଷ୍ଟ ଅନୁପସ୍ଥିତ ରହୁଥିବାରୁ ସ୍ୱାସ୍ଥ୍ୟ ସେବା…

ଦାରିଙ୍ଗବାଡ଼ି(୨୫/୮) : ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ ବୁଡାଗୁଡ଼ା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଦିନ ଦିନ ଧରି ଡାକ୍ତର ଓ ଫାର୍ମାସିଷ୍ଟ ଅନୁପସ୍ଥିତ ରହୁଥିବା ନେଇ ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀଙ୍କ ଠାରେ ବୁଡାଗୁଡ଼ା ସରପଞ୍ଚ ତାତୁରା ପ୍ରଧାନ ଓ ସମିତି ସଭ୍ୟ ଶ୍ରୀକାନ୍ତ…

ହୋମଗାର୍ଡ ଓ କନଷ୍ଟେବଲମାନଙ୍କୁ ନେଇ ରାଜ୍ୟସ୍ତରୀୟ ସଡକ ସୁରକ୍ଷା ଓ ପ୍ରାଥମିକ ଚିକିତ୍ସା ସମନ୍ଧୀୟ କର୍ମଶାଳା

ଛତ୍ରପୁର : ଗଞ୍ଜାମ ଜିଲ୍ଲାରେ ସଡକ ଦୁର୍ଘଟଣା ହାର ଅହେତୁକ ଭାବେ ବୃଦ୍ଧି ପାଇବା ସହ ରାଜ୍ୟରେ ଗଞ୍ଜାମ ଜିଲ୍ଲା ଦୁର୍ଘଟଣାରେ ସର୍ବାଧିକ ରହିଛି । ଏହାକୁ ଦୃଷ୍ଟିରେ ରଖି କିପରି ସଡକ ଦୁର୍ଘଟଣା ସହ ମୃତ୍ୟୁ ହାର କମାଯାଇପାରିବ ଏବଂ ଧନଜୀବନ ସୁରକ୍ଷା ନିମନ୍ତେ ରାଜ୍ୟ ପରିବହନ ପ୍ରାଧିକରଣର…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ରାଶି ପ୍ରଦାନ

ଛତ୍ରପୁର : ଛତ୍ରପୁର ତହସିଲ କାର୍ଯ୍ୟାଳୟ ପରିସରରେ ଆଜି ଦୁଇ ଜଣ ରୋଗାଗ୍ରସ୍ତଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧ ଲକ୍ଷ ୨୫ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି । ସେଥି ମଧ୍ୟରୁ ଛତ୍ରପୁର ପୁତି ଗୋପାଳପୁର ଅଂଚଳର ପି.ଗଣେଷ ରେଡ୍ଡୀ ନାମକ ବ୍ୟକ୍ତିଙ୍କୁ ୨୫ ହଜାର ଟଙ୍କା…

କ୍ଷେତ୍ରମୋହନ ବିଜ୍ଞାନ ମହାବିଦ୍ୟାଳୟ ରେ କୃତୀ ଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା…

ଛତ୍ରପୁର : ସ୍ଥାନୀୟ ବ୍ଲକ ଅନ୍ତର୍ଗତ ନରେନ୍ଦ୍ରପୁର କ୍ଷେତ୍ରମୋହନ ବିଜ୍ଞାନ ମହାବଦ୍ୟାଳୟରେ କୃତି ଛାତ୍ରୀ ଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଚଳିତ ବର୍ଷ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ଅର୍ଥନୀତି ବିଭାଗର ଶେଷବର୍ଷ ପରୀକ୍ଷାରେ ଉକ୍ତ କଲେଜ ର ୪ ଜଣ ଛାତ୍ରୀ ଗୀତାଞ୍ଜଳି ନାୟକ ୨ ୟ…

ଗଞ୍ଜାମ ଜିଲ୍ଲସ୍ତରୀୟ ପେନସନ ଅଦାଲତ ଉଦଘାଟିତ…

ଛତ୍ରପୁର : ଗଞ୍ଜାମ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ, ପ୍ରଧାନ ମହାଲେଖାକାର (ଲେଖା ଓ ହକଦାରୀ ), ଓଡିଶା ସହଯୋଗରେ ଜିଲ୍ଲାସ୍ତରୀୟ ପେନସନ ଅଦାଲତ ସ୍ଥାନୀୟ "ଋଷିକୂଲ୍ୟା " ଡିଆଡିଏ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ମାଜିଷ୍ଟ୍ରେଟ…

ହୃଦୟବିଦାରକ ସଡ଼କ ଦୁର୍ଘଟଣା, ଦୁଇ ମୃତ..

ଛତ୍ରପୁର : ଛତ୍ରପୁର DRDA ନିକଟ ଜାତୀୟ ରାଜପଥରେ ଏକ ସଡ଼କ ଦୁର୍ଘଟଣା ରେ ଦୁଇ ଜଣ ମୃତ୍ୟୁ ବରଣ କରିଛନ୍ତି l ସୂଚନା ଥାଉକି ମୃତ ଦୁଇ ହେଲେ ବ୍ରହ୍ମପୁର ବ୍ରହ୍ମା ନଗର ଅଞ୍ଚଳର ସୁମନ ଦାସ ଓ ହିଞ୍ଜିଳିକାଟୁ କଂଚୁଡୁ ଅଞ୍ଚଳର ଦଣ୍ଡ ପାଳ l ଦୁହେଁ ଏକ ବାଇକ ଯୋଗେ ଯାଉଥିବା ବେଳେ DRDA ଛକ…