Browsing Category

ଆଞ୍ଚଳିକ

ନବଜୀବନ “ବସନ୍ତ ମହୋତ୍ସବ”ର ପ୍ରଥମ ଦିବସ

ସୁନ୍ଦରଗଡ : ସୁନ୍ଦରଗଡର ଅନ୍ୟତମ ପୁରାତନ ସାଂସ୍କୃତିକ ଅନୁଷ୍ଠାନ ନବଜୀବନ ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନରେ ଆୟୋଜିତ କରିଛି ସୁନାମଧନ୍ୟ ନାଟ୍ୟକାର, ନିର୍ଦ୍ଦେଶକ, ପ୍ରଯୋଜକ ସ୍ବର୍ଗତ ପ୍ରଦୀପ ଭୋଳଙ୍କ ମାନସପୁତ୍ର "ବସନ୍ତ ମହୋତ୍ସବ"। ଦୀର୍ଘ ପଚିଶି ବର୍ଷ ତଳେ ଏହି ମହୋତ୍ସବର ବୀଜବପନ

ଜିଲ୍ଲାସ୍ତରୀୟ ଲକ୍ଷ୍ମଣ ନାୟକ ସହୀଦ ଦିବସ ପାଳିତ

ମାଲକାନଗିରି : ଆଜି ଜିଲ୍ଲା ପ୍ରଶାସନ ଓ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଲକ୍ଷ୍ମଣ ନାୟକ ସହୀଦ ଦିବସ ପାଳନ କରାଯାଇଛି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସହୀଦଙ୍କ

ଶହୀଦ ଲକ୍ଷ୍ମଣ ନାୟକଙ୍କ ଫାଶୀ ଦିବସ ପାଳନ…

ବ୍ରହ୍ମପୁର,ତା.୨୯. ୩. ୨୦୨୫ରିଖ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟ ପୂଜା ସମିତି ଓ ଲକ୍ଷ୍ମଣ ନାୟକ ସ୍ମୃତି ପୌର ଉଚ୍ଚ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଆଜି ବୀର ଶହୀଦ ଲକ୍ଷ୍ମଣ ନାୟକଙ୍କ ୮୨ତମ ଫାଶୀ ଦିବସ ସ୍ଥାନୀୟ ପୌର ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ପାଳନ ହୋଇଯାଇଛି l ଆଇନଜୀବୀ ଅବନୀ

ଓଡିଶା ଗୋହତ୍ୟା ନିଷେଧ ଏବଂ ପ୍ରାଣୀ ସଂରକ୍ଷଣ ବିଧେୟକ-୨୦୨୪ ପ୍ରଣୟନ କରିବାକୁ ଦାବି

ମାଲକାନଗିରି : ମାଲକାନଗିରି ଜିଲ୍ଲାର ଜନସାଧାରଣଙ୍କ ପକ୍ଷରୁ, ଜିଲ୍ଲା ପ୍ରାଣୀ ମଙ୍ଗଳ ଅଧିକାରୀ ଓ ଟିମ୍ ଆଜି ଏକ ଦାବିପତ୍ର ଅତିରିକ୍ତ ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ, ଓଡିଶା ସରକାରଙ୍କୁ ପଠାଇଛନ୍ତି । ଗୋ-ବଂଶ ଏବଂ ହିନ୍ଦୁ ସଂସ୍କୃତି ପାରମ୍ପରିକ ଆମ ଓଡିଆଙ୍କ

ରାଜ୍ୟ ଖାଦ୍ୟ ଆୟୋଗ କମିଟି ସଦସ୍ୟଙ୍କ ସମୀକ୍ଷା ବୈଠକ

ମାଲକାନଗିରି : ରାଜ୍ୟ ଖାଦ୍ୟ ଆୟୋଗ କମିଟି ସଦସ୍ୟ ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। କମିଟି ସଦସ୍ୟ ଦୟାନିଧି ଦାସ ଓ ଅକ୍ଷୟ କୁମାର ବେହେରା ବିଭିନ୍ନ ବିଭାଗର ସମୀକ୍ଷା କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ଓ ଜିଲ୍ଲା

ଉପଖଣ୍ଡ ସ୍ତରୀୟ ଓଡ଼ିଶା ଦିବସ ଉପଲକ୍ଷେ ବକ୍ତୃତା ଓ ଦେଶାତ୍ମବୋଧକ ସଙ୍ଗୀତ ପ୍ରତିଯୋଗିତା

ବ୍ରହ୍ମପୁର ,୨୮/୩ - ଚଳିତ ବର୍ଷ ଓଡ଼ିଶା ଦିବସ ପାଳନ ନିମନ୍ତେ ବ୍ରହ୍ମପୁର ଉପଖଣ୍ଡ ସ୍ତରରେ ଓଡ଼ିଆ ବକ୍ତୃତା ଓ ଦେଶାତ୍ମବୋଧକ ସଙ୍ଗୀତ ପ୍ରତିଯୋଗିତା ସ୍ଥାନୀୟ ଶହୀଦ ଲକ୍ଷ୍ମଣ ନାୟକ ସ୍ମୃତି ସରକାରୀ ପୌର ଉଚ୍ଚ ବିଦ୍ୟାଳୟ ଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଅନୁଷ୍ଠିତ ହୋଇଯାଇଛି

ରାଇକିଆ ସରକାରୀ ବାଳିକା ବିଦ୍ୟାଳୟରେ “ଆମେ ଜାଣିବା, ଆମେ ଜିଣିବା” କାର୍ଯ୍ୟକ୍ରମ ପାଳନ

ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ସଦର ଠାରେ ଆଦିବାସୀ ଓ ହରିଜନ କଲ୍ୟାଣ ଦ୍ଵାରା ପରିଚାଳିତ ସରକାରୀ ବାଳିକା ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମାଶଙ୍କର ସାମନ୍ତରାୟଙ୍କ ତତ୍ଵାବଧାନରେ ଶୁକ୍ରବାର ‘ଆମେ ଜାଣିବା, ଆମେ ଜିଣିବା’ ସହ ପିଏମ ଶ୍ରୀ ବାର୍ଷିକ ଉତ୍ସବ ପାଳିତ

ବାଇକ୍ ଧକ୍କାରେ ହରିଣ ଗୁରୁତର

ହିଞ୍ଜିଳିକାଟୁ : କିଛି ଦିନ ତଳେ ହିଞ୍ଜିଳିକାଟୁ ବନ ବିଭାଗ ନନ୍ଦିକ ବିଟ୍ ଅଧୀନ ସାହାପୁର ଗ୍ରାମ ରାସ୍ତାରେ ସନ୍ଧ୍ୟା ସମୟରେ ହରିଣ ଟିଏ ରାସ୍ତା ପାର ହେଉଥିବା ବେଳେ ଏକ ବାଇକ୍ ଧକ୍କାରେ ଗୁରୁତର ଆହତ ହୋଇଥିଲା । ଘଟଣା ପରେ ଗ୍ରାମବାସୀଙ୍କ ସମେତ ହିଞ୍ଜିଳିକାଟୁର କିଛି ଗଣମାଧ୍ୟମ

ଦକ୍ଷିଣପୁର କ୍ଳଷ୍ଟରସ୍ତରୀୟ ଟି ଏଲ ଏମ୍ କର୍ମଶାଳା

କୁକୁଡ଼ାଖଣ୍ଡି : ଆଜି କୁକୁଡ଼ାଖଣ୍ଡି ବ୍ଲକ, ଦକ୍ଷିଣପୁର କ୍ଲଷ୍ଟର ର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦକ୍ଷିଣ ପୁର ଠାରେ କ୍ଲଷ୍ଟର ସ୍ତରୀୟ ଦୁଇଦିନିଆ TLM କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ୨୭/୦୩/୨୫ ଓ ୨୮/୦୩/୨୫ କର୍ମଶାଳାର ଅନ୍ତିମ ଦିବସରେ ଲାଞ୍ଜିଆ ସମିତି ସଭ୍ୟ ତଥା ଆମ୍ବଗଡ ସେବା ସମବାୟ

ନୟାଗଡ଼ ରେଳଷ୍ଟେସନରେ କାର୍ଯ୍ୟକ୍ଷମ ହେଲା ଦୁଇ ଏଟିଭିଏମ ମେସିନ

ନୟାଗଡ଼ : ଗତ ୨୦୧୭ ମସିହାରୁ ନୟାଗଡ଼ରେ ରେଳ ସେବା ଆରମ୍ଭ ହୋଇଥିବା ବେଳେ ଯାତ୍ରୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଯାତ୍ରୀ ସଂଖ୍ୟା ବୃଦ୍ଧି ପାଇଥିଲେ ସୁଦ୍ଧା କେବଳ ଗୋଟିଏ ମାତ୍ର ଅଣ ସଂରକ୍ଷିତ ଟିକେଟ କାଉଣ୍ଟର ଥିବାରୁ ଯାତ୍ରୀମାନେ ଦୀର୍ଘ ସମୟ ଧରି ଲାଇନରେ ଛିଡ଼ା