Browsing Category

ଆଞ୍ଚଳିକ

ଅପହରଣ ଓ ଯୌନ ନିର୍ଯାତନା ଅଭିଯୋଗରେ ଫେରାର ଦୁଇ ଅଭିଯୁକ୍ତ ଗିରଫ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ ଜଣେ ଅପ୍ରାପ୍ତବୟସ୍କା କନ୍ୟାଙ୍କୁ ଅପହରଣ ଏବଂ ଯୌନ ନିର୍ଯାତନା କରାଯାଇଥିବା ଅଭିଯୋଗରେ ପୁଲିସ ଦୁଇଜଣ ଯୁବକଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ସୁଶୀଲ ନାୟକ…

ବିଶ୍ଵ କର୍କଟ ଦିବସ ଅବସରରେ କ୍ରାନ୍ତି ତରଫରୁ ଦେଶବାସୀଙ୍କୁ ଆହ୍ବାନ: “ମିଳିମିଶି ସଚେତନ କଲେ, କର୍କଟ ମୁକ୍ତ…

ବ୍ରହ୍ମପୁର : ବିଶ୍ବ କର୍କଟ ଦିବସ ଅବସରରେ "ମିଳିମିଶି ସଚେତନ କଲେ, କର୍କଟ ମୁକ୍ତ ଭାରତ ଗଠନ ସମ୍ଭବ" ଏହି ବାର୍ତ୍ତା ଦେଶବାସୀଙ୍କୁ ଆହ୍ବାନ ଦେବାପାଇଁ ବ୍ରହ୍ମପୁରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ଓ ବ୍ରହ୍ମପୁର ନିକଟସ୍ଥ ସିତଲାପଲି ସ୍ଥିତ ସମ୍ ହସ୍ପିଟାଲ ଉଦ୍ୟମରେ ବ୍ରହ୍ମପୁର…

ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଉଦଘାଟିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ବୁଧବାର ଠାରୁ ଆରମ୍ଭ ହୋଇଛି l ଏହି ପରିପ୍ରେକ୍ଷୀରେ ସଂଘ ର ସଭାପତି ତଥା ସ୍ଥାନୀୟ ଉପଜିଲ୍ଲାପାଳ…

ଜନଗଣନା ୨୦୨୭ ପାଇଁ ସମୀକ୍ଷା ଓ ତାଲିମ

ପ୍ରଥମ ଥର ପାଇଁ ଡିଜିଟାଲ ମାଧ୍ୟମରେ ଜନଗଣନା କରାଯିବ କୋରାପୁଟ : ସ୍ଥାନୀୟ ସଦଭାବନା ସଭାଗୃହ ଠାରେ ଜନଗଣନା - 2027 ପାଇଁ ସମୀକ୍ଷା ଓ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ…

ଟିପିଏସ୍ଓଡିଏଲ୍ ତରଫରୁ ବ୍ରହ୍ମପୁରଠାରେ ବିଏ ସ୍ପୋର୍ଟ୍ସ ମିଟ୍-୨୦୨୬ ଆୟୋଜିତ

ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ତରଫରୁ ବିଏ ସ୍ପୋର୍ଟ୍ସ ମିଟ୍ -୨୦୨୬ ସ୍ଥାନୀୟ ମହାତ୍ମାଗାନ୍ଧୀ ଷ୍ଟାଡିୟମ, ବ୍ରହ୍ମପୁରଠାରେ ଅନୁଷ୍ଠିତ ହୋଇଛି। ଏହି ଅବସରରେ ୨୦ଟି ବିଜନେସ ଆସୋସିଏଟ୍ସରୁ ୨୨୦ଜଣ ଅଂଶଗ୍ରହଣକାରୀ ବିଭିନ୍ନ ବର୍ଗରେ ଭାଗ…

ନୟାଗଡ଼ ଲାଠିପଡ଼ା ଡ଼ିଗ୍ରୀ କଲେଜରେ ସ୍ବଚ୍ଛତା କାର୍ଯ୍ୟକ୍ରମ

ନୟାଗଡ଼(ନିସର୍ତ୍ତ): ଭାରତ ସରକାରଙ୍କ "ସ୍ବଚ୍ଛତା ହିଁ ସେବା" କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ମଡେଲ ଡ଼ିଗ୍ରୀ କଲେଜ ଜାତୀୟ ସେବା ଯୋଜନା ଶାଖା ତରଫରୁ ସ୍ଥାନୀୟ ଲାଠିପଡ଼ା ଗ୍ରାମରେ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ପରିସର ସହିତ ଲାଠିପଡ଼ା ଗ୍ରାମର ବଜାର…

ରାୟଗଡ଼ା ଓ୍ବାକର୍ସ କ୍ଲବ୍, ପ୍ରେମ ପାହାଡ଼ ପକ୍ଷରୁ କ୍ୟାନସର ସଚେତନତା କାର୍ଯ୍ୟକ୍ରମ

ରାୟଗଡ଼ା : ରାୟଗଡ଼ା ପ୍ରେମ ପାହାଡ଼ସ୍ଥିତ ଓ୍ବାକର୍ସ କ୍ଲବ୍ ଦ୍ୱାରା ପ୍ରେମ ପାହାଡ଼ ଉପରେ ଥିବା କମ୍ଯୁନିଟ ହଲରେ କ୍ଲବ୍ ର ସଭାପତି ଶ୍ରୀ ବ୍ରଜ ସୁନ୍ଦର ନାୟକଙ୍କ ସଭାପତିତ୍ୱରେ ଆନ୍ତର୍ଜାତୀୟ କ୍ୟାନସର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଉକ୍ତ କାର୍ଯ୍ୟକ୍ରମରେ ରାୟଗଡ଼ା ଜିଲ୍ଲା…

ଓଡ଼ଗାଁ ବ୍ଲକ କଂଗ୍ରେସ ସଭାପତି ଏବଂ ଓଡ଼ଗାଁ ଏନଏସି ସଭାପତି ଚୟନ

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ କଂଗ୍ରେସ ସଭାପତି ଭାବରେ ପୂର୍ଣ୍ଣଚନ୍ଦ୍ର ନାୟକ ଏବଂ ଓଡ଼ଗାଁ ଏନଏସି କଂଗ୍ରେସ ସଭାପତି ଭାବରେ ବିଭୂତି ରାଉତଙ୍କୁ ଚୟନ କରାଯାଇଛି ।ପୂର୍ବରୁ ଓଡ଼ଗାଁ ବ୍ଲକ କଂଗ୍ରେସ ସଭାପତି ଭାବରେ ଦାୟିତ୍ୱରେ ଥିବା ପୂର୍ଣ୍ଣଚନ୍ଦ୍ର ନାୟକଙ୍କୁ ଜିଲ୍ଲା କଂଗ୍ରେସ…

ଓସ୍ତପଡା ଗ୍ରାମରେ ଦନ୍ତା ହାତୀ ଆତଙ୍କ, ଭୟଭୀତ ଗ୍ରାମବାସୀ

ନୟାଗଡ଼,୪/୦୨(ନିସର୍ତ୍ତ):ନୟାଗଡ଼ ଜିଲ୍ଲା ରଣପୁରବ୍ଲକ ଅନ୍ତର୍ଗତ ଓସ୍ତପଡା ଗ୍ରାମରେ ଗୋଠ ଛଡା ଦନ୍ତା ପଶି ଆତଙ୍କ ଖେଳାଇ ଦେଇ ଥିଲା । ହାତୀକୁ ଦେଖି ଗ୍ରାମବାସୀ ମାନେ ଭୟଭୀତ ହୋଇ ପଡ଼ିଥିଲେ । ଓସ୍ତପଡା ଗ୍ରାମର ଧ୍ରୁବ ଚରଣ ପରିଡାଙ୍କ ଘରେ ପଶି ହାତୀ ଧାନ ବସ୍ତା ଖାଇବା ସହତି ଘର ଭାଙ୍ଗି…

ଡ଼. ବିଜୟ ଚନ୍ଦ୍ର ମହାରଣାଙ୍କୁ ସାହିତ୍ୟ ସୃଜନୀ ସମ୍ମାନ

ବ୍ରହ୍ମପୁର : ଯାଜପୁର ଜିଲ୍ଲା ର ବଡ଼ଚଣା ସ୍ଥିତ ଅଭିମନ୍ୟୁ ସାମନ୍ତ ସିଂହାର ସାହିତ୍ୟ ସୃଜନୀ ର ଚତୁର୍ଥ ବାର୍ଷିକ ଉତ୍ସବ କଟକ ର ଶ୍ରୀରାମ ଚନ୍ଦ୍ର ଭବନ ରେ ଅନୁଷ୍ଠିତ ହୋଇ ଯାଇଛି l ଅନୁଷ୍ଠାନ ର ସଭାପତି ଡ଼.ନିରଞ୍ଜନ ପଣ୍ଡi ଙ୍କ ପୌରହିତ୍ୟ ରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସମାରୋହ ରେ ମୁଖ୍ୟ…