Browsing Category

ଆଞ୍ଚଳିକ

୪ରୁ ଆରମ୍ଭ ହେବ ରାଜ୍ୟସ୍ତରୀୟ ଫୁଟବଲ ଚମ୍ପିୟାନସିପ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ଆୟୋଜନ ହେବ, ଏ ନେଇ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଯାଇଛି | ଚଳିତ ମାସ ଫେବୃଆରୀ ୪ ତାରିଖ ରୁ ୧୧ ତାରିଖ ପର୍ଯ୍ୟନ୍ତ ଉପଖଣ୍ଡ କ୍ରୀଡା ସଂଘ…

ରାଜସୁନାଖଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ କାୟାକଳ୍ପ ଟିମର ପରିଦର୍ଶନ

ଅବ୍ୟବସ୍ଥା ଘେରରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନୟାଗଡ଼ (ନିସର୍ତ୍ତ) : କେନ୍ଦ୍ର ଓ ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଜନସାଧାରଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାପାଇଁ ଉନ୍ନତ ମାନର ଚିକିତ୍ସା ଓ ସ୍ବଚ୍ଛତା ଉପରେ ଗୁରୁତ୍ବ ଦେଉଛନ୍ତି…

ସ୍ୱାଭିମାନ ଅଞ୍ଚଳରେ ଶିକ୍ଷାର ମହାକୁମ୍ଭ: ପଣସପୁଟ ପିଏମ ଶ୍ରୀ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଚିତ୍ରକୋଣ୍ଡା (ମାଲକାନଗିରି) : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ୱାଭିମାନ ଅଞ୍ଚଳର ପଣସପୁଟ ପିଏମ ଶ୍ରୀ ଏସ.ଏସ.ଡି (SSD) ବିଦ୍ୟାଳୟର ବାର୍ଷିକ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନା ସହ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପ୍ରମୋଦ କୁମାର…

ରାଜସୁନାଖଳା ପରିବାମାର୍କେଟଠାରେ ଘଟିଛି ସିରିଜ ଦୁର୍ଘଟଣା

ନୟାଗଡ଼,୧/୦୨(ନିସର୍ତ୍ତ) : ଘନ କୁହୁଡି ଜନ ଜୀବନକୁ ଅସ୍ତଵ୍ୟସ୍ତ କରୁଥିବା ବେଳେ ବିଭିନ୍ନ ସ୍ଥାନରେ ଗାଡ଼ି କୁ ଗାଡ଼ି ଧକା ହେଇ ଅନେକ ଧନ ଜୀବନ ନଷ୍ଟ କରୁଥିବାର ଦେଖିବାକୁ ମିଳିଛି। ଘନ କୁହୁଡି ଯୋଗୁଁ ରାଜସୁନାଖଳା ଦୂର୍ଗା ବଜାର ସ୍ଥିତ ପରିବା ମାର୍କେଟ ଠାରେ ଏକ ସିରିଜ ଦୁର୍ଘଟଣା ଘଟିଛି।…

ବେଲଘର ହାତୀ ମୃତ୍ୟୁ ଘଟଣାରେ ଡ୍ରାଇଭର ଓ ଶିକାରୀ ଗିରଫ

ବାଲିଗୁଡ଼ା : ବହୁ ଚର୍ଚ୍ଚିତ କନ୍ଧମାଳ ଜିଲ୍ଲା ବେଲଘର ହାତୀ ମୃତ୍ୟୁ ଘଟଣାରେ ଆଉ ୨ ଜଣ ଗିରଫ । ଜେସିବି ଡ୍ରାଇଭର ପ୍ରଶାନ୍ତ ସାହୁ ଓ ଝିରିପାଣି ଗ୍ରାମର ଶିକାରୀ ଜୟମଙ୍ଗଳ ପାତ୍ରକୁ ଗିରଫ କରିଛି ବନ ବିଭାଗ । ଜୟମଙ୍ଗଳ ଘରୁ ତାର ଓ ଗୋଟିଏ ଦେଶୀ ବନ୍ଧୁକ ଜବତ ହୋଇଥିବା ଜଣାପଡ଼ିଛି । ବେଲଘର…

ବରିଷ୍ଠ ନାଗରିକଙ୍କ ତୀର୍ଥ ଯାତ୍ରା : କୋଣାର୍କ–ପୁରୀ ଦର୍ଶନରେ ଆନନ୍ଦ ଓ ଆତ୍ମିକ ସନ୍ତୋଷ ଲାଭ କଲେ ୨୨ ଜଣ…

ନୟାଗଡ଼,୧/୦୨, (ନିସର୍ତ୍ତ) : ନୟାଗଡ଼ ଜିଲ୍ଲା ରଣପୁର ବ୍ଳକ୍ ର ଝାଡପଡ଼ା ସ୍ଥିତ ବରିଷ୍ଠ ନାଗରିକ କଲ୍ୟାଣ ପରିଷଦ ସଭାପତି ଶିକ୍ଷାବିତ୍ ଭାସ୍କର ଚନ୍ଦ୍ର ପ୍ରଧାନଙ୍କ ଆୟୋଜନରେ ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ୨୨ ଜଣ ବୃଦ୍ଧ-ବୃଦ୍ଧା ଏକ ସଫଳ ଓ ସ୍ମରଣୀୟ ତୀର୍ଥ ଯାତ୍ରାରେ ସାମିଲ ହୋଇଥିଲେ। ଏହି…

ଶ୍ରୀଶ୍ରୀଠାକୁର ଅନୁକୂଳ ଚନ୍ଦ୍ରଙ୍କର ୧୩୮ତମ ଜନ୍ମ ମହାମହୋତ୍ସବ ପାଳିତ

ବାଲିଗୁଡ଼ା, ତା, ୦୧/୦୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସତସଙ୍ଗ କେନ୍ଦ୍ର ପରିସରରେ ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୂଳଚଦ୍ର ଙ୍କର ୧୩୮ତମ ଜନ୍ମ ମହା ମହୋତ୍ସବ ରବିବାର ସାରା ଦିବସ ବ୍ୟାପି ବିଭିନ୍ନ ମାଙ୍ଗଳିକ କାର୍ଯ୍ୟକ୍ରମ ସହ ପାଳିତ ହେଇଯାଇଛି। ଏହି ଅବସରରେ ବ୍ରହ୍ମ…

ମା’ ପାଟଖଣ୍ଡା ମନ୍ଦିରର ଦାନ ହୁଣ୍ଡିର ୫୪,୩୦୦ ବାହାରିଲା

ବାଲିଗୁଡା, ତା, ୦୧/୦୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳ ର ଅଧିଷ୍ଠାତ୍ରୀ ଦେବୀ ଶ୍ରୀଶ୍ରୀଶ୍ରୀ ମା' ପାଟଖଣ୍ଡା ଙ୍କ ମନ୍ଦିର ର ଭିତରେ ଓ ବାହାରେ ଥିବା ହୁଣ୍ଡି କୁ ରବିବାର ସନ୍ଧ୍ୟା ରେ କମିଟି ର ସଭାପତି ସନ୍ୟାସୀ ପାତ୍ର, ସମ୍ପାଦକ କେ. ସୁଶାନ୍ତ କୁମାର ପାତ୍ର ଓ କୋଷାଧ୍ୟକ୍ଷ ମହେଶ୍ୱର…

ପ୍ରଶାସନ ନିଦ୍ରାରେ, ଅଭାବରେ ବିଧବା: କେବେ ମିଳିବ ସରକାରୀ ସହାୟତା?

ଉମରକୋଟ /ଝରିଗାଁ (୦୧/୦୨/୨୦୨୬): ରାଜ୍ୟ ସରକାର ଗରିବ, ଅସହାୟ ଓ ବଞ୍ଚିତଙ୍କ କଲ୍ୟାଣ ପାଇଁ ଅନେକ ଯୋଜନା ପ୍ରଣୟନ କରୁଥିବା ଦାବି କରୁଛନ୍ତି। ମଧୁବାବୁ ପେନସନ ଯୋଜନା ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପର୍ଯ୍ୟନ୍ତ ସବୁ କିଛି କାଗଜକଲମରେ ଚମକୁଛି। କିନ୍ତୁ ବାସ୍ତବ…

ନୟାଗଡ଼ ସଂରକ୍ଷିତ ଜଙ୍ଗଲରେ ବିରଳ କଳା ବାଘ…

ନୟାଗଡ଼: ନୟାଗଡ଼ ଜିଲ୍ଲାର ବିଭିନ୍ନସଂରକ୍ଷିତ ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ସଂଖ୍ୟା ଅହେତୁକ ବୃଦ୍ଧି ପାଉଛି । କଳା ରଙ୍ଗର ବିରଳ ବାଘ ସହିତ ହାତୀ, ଭାଲୁ, ଗୟଳ,କୁଟୁରା, ହରିଣ ମାନଙ୍କ ସଂଖ୍ୟା ସ୍ଵାଭାବିକ ଭାବରେ ବୃଦ୍ଧି ପାଇବାରେ ଲାଗିଛି।ଭୌଗୋଳିକ ପରିସ୍ଥିତି ଉତ୍ତମ ସାଙ୍ଗକୁ ଜଙ୍ଗଲରେ…